Posted inଜାତୀୟ

ଜ୍ଞାନବ୍ୟାପୀ ସର୍ଭେ ମାମଲାର ଶୁଣାଣି ଶେଷ, ଅଗଷ୍ଟ ୩ରେ ଆସିବ ରାୟ

ବାରାଣସୀ,୨୭।୭: ବାରାଣସୀ ସ୍ଥିତ ଜ୍ଞାନବ୍ୟାପୀ ମସଜିଦ ପରିସରର ବୈଜ୍ଞାନିକ ସର୍ଭେ ମାମଲାରେ ଆହ୍ଲାବାଦ କୋର୍ଟର ମୁଖ୍ୟ ବିଚାରପତି ପ୍ରିତିଙ୍କର ଦିବାକର ଗୁରୁବାର ଏହାର ଶୁଣାଣି ଶେଷ କରିଛନ୍ତି। ଅପରାହ୍ନ ପ୍ରାୟ ସାଢେ ୫ଟାରେ ଶୁଣାଣି ଶେଷ କରି ସେ କହିଥିଲେ କି ଅଗଷ୍ଟ ୩ରେ ଏହାର ରାୟ ଆସିବ। ସେବେ ପର୍ଯ୍ୟନ୍ତ ସର୍ଭେ ଉପରେ ରୋକ ଲାଗିବ। ଏହା ପୂର୍ବରୁ ମନ୍ଦିର ଓ ମସଜିଦ ପକ୍ଷ ମଧ୍ୟରେ ଖୁବ ଟଣାଭିଡା ହୋଇଥିଲା। ଏଥିରେ ବୌଧିକ ତଥ୍ୟ ସହ ଐତିହାସିକ ତଥ୍ୟ ରଖାଯାଇଥିଲା।

ଭାରତୀୟ ପ୍ରତ୍ନତାତ୍ତ୍ୱିକ ସର୍ଭେ ଏବଂ ରାଜ୍ୟ ସରକାର ସେମାନଙ୍କ ପକ୍ଷ ଉପସ୍ଥାପନ କରିଛି। ମନ୍ଦିର ପକ୍ଷର ଆଡଭୋକେଟ ବିଷ୍ଣୁ ଶଙ୍କର ଜୈନ କହିଛନ୍ତି ଯେ ମନ୍ଦିର ଶିଖରକୁ ଗୋବର ଏବଂ ଜ୍ୟୋର୍ତିଲିଙ୍ଗକୁ ଏକ ନୂତନ ନିର୍ମାଣ ସହିତ ଆଚ୍ଛାଦିତ କରିଛି। ମେ ୧୬,୨୦୨୨ରେ ଆଡଭୋକେଟ କମିଶନର ଏହି ସର୍ଭେ କରିଥିଲେ। ଏଥିରେ ଅନେକ ତଥ୍ୟ ସାମ୍ନାକୁ ଆସିଥିଲା। ସ୍ତମ୍ଭ ଉପରେ ଏକ ସ୍ବସ୍ତିକା ଅଛି, ଏକ ହିନ୍ଦୁ ମନ୍ଦିରର ପ୍ରତୀକ ଦେଖିବାକୁ ମିଳିଛି। ସେ କହିଛନ୍ତି ଯେ ଏଏସଆଇ ନିକଟରେ ଇନଷ୍ଟ୍ରୁମେଣ୍ଟ ଅଛି, ଯାଞ୍ଚ କରିପାରିବେ। ସେମାନଙ୍କର ବିଶେଷଜ୍ଞ ଇଞ୍ଜିନିୟର ଅଛନ୍ତ। ରାମ ମାଣ୍ଡିର ମାମଲାରେ ଏହା କରାଯାଇଥିଲା। ମସଜିଦ ପକ୍ଷ ଦୋହରାଇଛି ଯେ ପୂଜାପାଠ ଅଧିନିୟମ, ୧୯୯୧ ଅନୁଯାୟୀ ଏହି ମାମଲା ରକ୍ଷଣାବେକ୍ଷଣଯୋଗ୍ୟ ନୁହେଁ। ପରିବର୍ତ୍ତନ ପ୍ରତିବନ୍ଧିତ।


Enter your email to get our daily news in your inbox.

All Right Reserved By Dharitri.Com

ମଣିପୁରରେ ବନ୍ଧୁକଧାରୀଙ୍କ ଆକ୍ରମଣ, ଉତ୍ତେଜନା

ଗୁଆହାଟୀ,୨୭ା୮: ମଣିପୁରର କୁକି ବହୁଳ କାଙ୍ଗ୍‌ପୋକ୍‌ପି ଜିଲାରେ ଗୁରୁବାର କେତେଜଣ ଅଜଣା ବନ୍ଧୁକଧାରୀ ଗୁଳି ଚଳାଇବାରୁ ନାଗା ସମ୍ପ୍ରଦାୟର ୪ ଜଣଙ୍କ ମୃତ୍ୟୁ ଘଟିବା ସହ ଜଣେ…

ମଡେଲଙ୍କୁ ଛୁରିଭୁସି ହତ୍ୟା

ନୂଆଦିଲ୍ଲୀ,୨୭ା୮: ଦିଲ୍ଲୀର ତିଲକନଗର ଅଧୀନ ନ୍ୟୁ ମହାବୀରନଗର ଅଞ୍ଚଳରେ ଏକ ଭଡ଼ାଘରେ ଜଣେ ୨୧ ବର୍ଷୀୟା ଛାତ୍ରୀ ତଥା ମଡେଲଙ୍କୁ ଛୁରିଭୁସି ହତ୍ୟା କରାଯାଇଛି। ମୁସ୍କାନ ନାମ୍ନୀ…

ପ୍ରଥମ ମ୍ୟାଚ୍‌ରେ ଅଧିନାୟକ, ଦ୍ୱିତୀୟ ମ୍ୟାଚ୍‌ରେ ଟିମ୍‌ରୁ ବିଦା! ଚମକାଇଲା ନିଷ୍ପତ୍ତି

ଲଣ୍ଡନ୍, ୨୭।୮: ପାକିସ୍ତାନ କ୍ରିକେଟ୍‌ରେ ସବୁକିଛି ସମ୍ଭବ। ନିଜର ଖେଳ ପ୍ରଦର୍ଶନ ତୁଳନାରେ ଅଜବ ନିଷ୍ପତ୍ତି ପାଇଁ ଚର୍ଚ୍ଚାରେ ରହୁଥିବା ପାକିସ୍ତାନ ଟିମ୍ ପୁଣି ଏକ ଚମକାଇବା…

କିଏ ସେ ଅନୁଷ୍କା ଶର୍ମା? ଯାହାଙ୍କୁ ମିଳିଲା ଟିମ୍‌ ଇଣ୍ଡିଆରେ ବଡ଼ ଦାୟିତ୍ୱ

ମୋହାଲି, ୨୭।୮: ଭାରତୀୟ ମହିଳା କ୍ରିକେଟର ଭବିଷ୍ୟତ ତାରକାଙ୍କୁ ପ୍ରସ୍ତୁତ କରିବା ଲକ୍ଷ୍ୟରେ ବିସିସିଆଇ (BCCI) ଭାରତୀୟ ମହିଳା ‘ଏ’ ଦଳର ଅଷ୍ଟ୍ରେଲିଆ ‘ଏ’ ବିପକ୍ଷ ସିରିଜ୍…

କାଲି କେତେବେଳେ ମିଳିବ ସୁଭଦ୍ରା ଟଙ୍କା? ଜାଣନ୍ତୁ ଫଟାଫଟ୍‌ କେମିତି କରିବେ ଚେକ୍‌…

ଭୁବନେଶ୍ୱର,୨୭।୮: ରାଜ୍ୟର ଲକ୍ଷ ଲକ୍ଷ ମହିଳାଙ୍କ ପାଇଁ ଏକ ବଡ଼ ଖୁସି ଖବର। ପବିତ୍ର ରାଖୀ ପୂର୍ଣ୍ଣିମା ଅବସରରେ ରାଜ୍ୟ ସରକାର ‘ସୁଭଦ୍ରା’ ଯୋଜନାର ୫ମ କିସ୍ତି…

ଏଲିଟ ତାଲିକାରେ ସାମିଲ ହେଲେ ଦିନୁଶା

କଲମ୍ବୋ,୨୭ା୮: ଶ୍ରୀଲଙ୍କାର ସୋନଲ ଦିନୁଶା ଭାରତ ବିପକ୍ଷ ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ର ଉଭୟ ଇନିଂସରେ ଶତକ ହାସଲ କରିବା ସହ ଏଲିଟ(ସ୍ବତନ୍ତ୍ର) ତାଲିକାରେ ସାମିଲ ହୋଇଛନ୍ତି। ସେ…

ସେପ୍ଟେମ୍ୱରରେ ମହାସଂଯୋଗ: ୧, ୧୫ ଏବଂ ୨୨ ତାରିଖ ଅତ୍ୟନ୍ତ ଖାସ୍‌, ୭ ରାଶିଙ୍କୁ ବଡ଼ ଚାକିରର ଅଫର୍‌…

ସେପ୍ଟେମ୍ୱର ୨୦୨୬ ମାସର ୧, ୧୫ ଏବଂ ୨୨ ତାରିଖ ଅତ୍ୟନ୍ତ ବିଶେଷ ରହିବାକୁ ଯାଉଛି। ଏହି ତିନୋଟି ତାରିଖରେ ବୁଧ, ମଙ୍ଗଳ, ସୂର୍ଯ୍ୟ ଏବଂ ଗୁରୁ…

ଶିକ୍ଷକ ନିଯୁକ୍ତି ନେଇ ଆସିଲା ବଡ଼ ଖବର, ମୁଖ୍ୟମନ୍ତ୍ରୀଙ୍କ ବଡ଼ ନିଷ୍ପତ୍ତି…

ନୂଆଦିଲ୍ଲୀ,୨୭।୮: ବିହାରର ଲକ୍ଷ ଲକ୍ଷ ଶିକ୍ଷକ ଆଶାୟୀଙ୍କ ପାଇଁ ରାଜଧାନୀ ପାଟଣାରୁ ଏକ ବଡ଼ ଏବଂ ଆଶ୍ୱସ୍ତିକର ଖବର ସାମ୍ନାକୁ ଆସିଛି। ରାଜ୍ୟ ସରକାର ଚତୁର୍ଥ ପର୍ଯ୍ୟାୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri