Posted inଜାତୀୟ

ହାଇକୋର୍ଟଙ୍କ ନିର୍ଦ୍ଦେଶ ବିରୋଧରେ ସୁପ୍ରିମକୋର୍ଟରେ ପହଞ୍ଚିଲା ମୁସଲିମ ପକ୍ଷ

ନୂଆଦିଲ୍ଲୀ,୩।୮: ଜ୍ଞାନବାପି ସର୍ଭେ ଉପରେ ଆହ୍ଲାବାଦ ହାଇକୋର୍ଟଙ୍କ ନିର୍ଦ୍ଦେଶ ବିରୋଧରେ ମୁସଲିମ ପକ୍ଷର ଓକିଲ ନିଜାମ ପାଶା ମୁଖ୍ୟ ବିଚାରପତିଙ୍କ ସମ୍ମୁଖରେ ଏଏସ୍‌ଆଇ ସର୍ଭେ ରୋକିବାକୁ ଦାବି କରିଛନ୍ତି। ସେ କହିଛନ୍ତି, ଆମେ ତୁରନ୍ତ ବିଚାର ପାଇଁ ଏକ ଇମେଲ ପଠାଇଛୁ। ଯେଉଁଥିରେ ପ୍ରଧାନ ବିଚାରପତି କହିଛନ୍ତି ଯେ, ସେ ଏହାକୁ ବିଚାର କରି ଖୁବ୍‌ଶୀଘ୍ର ଆଦେଶ ଦେବେ। ଅନ୍ୟପକ୍ଷରେ ହିନ୍ଦୁ ପକ୍ଷ ତରଫରୁ ଆବେଦନକାରୀ ରାଖୀ ସିଂ ଏହି ମାମଲାକୁ ନେଇ ସୁପ୍ରିମକୋର୍ଟରେ ଏକ କେବିଏଟ୍‌ ଦାଖଲ କରିଛନ୍ତି।

ହିନ୍ଦୁ ପକ୍ଷ ଦାବି କରିଛନ୍ତି ଯେ, ହିନ୍ଦୁ ପକ୍ଷ ଶୁଣିବା ବିନା ମୁସଲିମ ପକ୍ଷର ଆବେଦନ ଉପରେ କୌଣସି ଆଦେଶ ଦିଆ ନ ଯାଉ। ନିକଟରେ ଆହ୍ଲାବାଦ ହାଇକୋର୍ଟ ଜ୍ଞାନବାପି ପରିସର ସର୍ଭେ ବିରୋଧରେ ଅଞ୍ଜୁମନ ଇନ୍ତଜାମିଆ ମସଜିଦ କମିଟିର ଆବେଦନକୁ ଖାରଜ କରିଦେଇଛନ୍ତି। ଯାହା ଫଳରେ ମୁସଲିମ ପକ୍ଷ ଏକ ବଡ଼ ଝଟକା ଲାଗିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଫସଲ ବୀମା ଅଗଷ୍ଟ ୩୧ ପର୍ଯ୍ୟନ୍ତ ବୃଦ୍ଧି ଦାବି, ଜିଲାପାଳଙ୍କୁ ଦାବିପତ୍ର ପ୍ରଦାନ କରି…

ଛତ୍ରପୁର,୩୦ା୭(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଓଡ଼ିଶା କୃଷକ ସଭା ଗଞ୍ଜାମ ଜିଲା କମିଟି ପକ୍ଷରୁ ଚାଷୀଙ୍କ ହିତ ପାଇଁ ୮ ଦଫା ଦାବି ନେଇ ଗଞ୍ଜାମ ଜିଲାପାଳଙ୍କ ଉଦ୍ଦେଶ୍ୟରେ…

ଭାରତୀୟ ଏମପିଙ୍କ ଠୁ ଏତେ ଅଧିକ ଦରମା ପାଆନ୍ତି ପାକିସ୍ତାନୀ ଏମପି? ଜାଣନ୍ତୁ ସାଲାରୀ-ଭତ୍ତା ସବୁକିଛି…

ନୂଆଦିଲ୍ଲୀ,୩୦।୭: ଆଇନପ୍ରଣେତା ବା ସାଂସଦମାନଙ୍କ ସୁବିଧା ସୁଯୋଗକୁ ତୁଳନା କଲେ ଜଣାପଡ଼େ ଯେ, ପାକିସ୍ତାନୀ ଏବଂ ଭାରତୀୟ ସାଂସଦମାନେ ପ୍ରାୟ ସମାନ ମୂଳ ଦରମା ପାଇଥାନ୍ତି, କିନ୍ତୁ…

‘ଆପଣଙ୍କ ମୁହଁ ଖୋଲୁନାହିଁ, କିଏ ସିଲ୍ କରିଦେଇଛି…’, ଶାହାଙ୍କୁ ଖାର୍ଗେଙ୍କ କଡ଼ା ଟାର୍ଗେଟ

ନୂଆଦିଲ୍ଲୀ,୩୦।୭: ରାଜ୍ୟ ସଭାରେ ପେପର ଲିକ୍ ପ୍ରସଙ୍ଗକୁ ନେଇ ଆଲୋଚନା ସମୟରେ ମଲ୍ଲିକାର୍ଜୁନ ଖାର୍ଗେ କେନ୍ଦ୍ର ସରକାର ଏବଂ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ କଡ଼ା ସମାଲୋଚନା…

ଭଞ୍ଜନଗରରେ ଖୁବ୍‌ଶୀଘ୍ର ‘ଘୁମୁସର ରେଡିଓ’, ୪୦ କିଲୋମିଟର ପରିଧିରେ ହେବ ପ୍ରସାରଣ

ଭଞ୍ଜନଗର,୩୦ା୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରବାସୀଙ୍କ ପାଇଁ ଖୁସି ଖବର। ସ୍ଥାନୀୟ ଅଞ୍ଚଳର ଲୋକଙ୍କ ସ୍ବର, ସମସ୍ୟା ଓ ସଂସ୍କୃତିକୁ ନେଇ ଖୁବଶୀଘ୍ର ଆରମ୍ଭ ହେବାକୁ ଯାଉଛି…

ସରକାରୀ ଦେଶୀ ମଦଭାଟି ବନ୍ଦ ଦାବି ଜୋର୍‌ ଧରିଲା, ଜିଲାପାଳ-ଅବକାରୀ ଅଧୀକ୍ଷକଙ୍କୁ ଭେଟି…

ଛତ୍ରପୁର,୩୦ା୭(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଅବକାରୀ ଅଧୀନରେ ଥିବା ନୋଳିଆ ନୂଆଗାଁ ସରକାରୀ ଦେଶୀ ମଦଭାଟି ବନ୍ଦ କରିବା ଦାବି ନେଇ ଗୁରୁବାର ଛତ୍ରପୁର ବ୍ଲକ ଅଧ୍ୟକ୍ଷା…

ଗେରୁଆ ରଙ୍ଗର ଜର୍ସିକୁ ନେଇ ହକି ଇଣ୍ଡିଆର ସ୍ପଷ୍ଟୀକରଣ, କାହିଁକି ବଛାଗଲା ଏହି ରଙ୍ଗ କହିଲା କାରଣ

ନୂଆଦିଲ୍ଲୀ,୩୦।୭: ଭାରତୀୟ ହକି ଟିମ୍‌ ଉଭୟ ପୁରୁଷ ଓ ମହିଳା ଟିମର ଜର୍ସିର ରଙ୍ଗ ନୀଳରୁ ଗେରୁଆ କରିଛି । ଗେରୁଆ ଜର୍ସିରେ ୨୦୨୬ FIH ହକି…

ଲକ୍ଷ୍ମୀ ଯୋଜନା: ପ୍ରତିମାସରେ ମିଳିବ ୨୫୦୦ଟଙ୍କା, RD ରେ ଜମା କଲେ ସିଧା ୧ ଲକ୍ଷ! ଜାଣନ୍ତୁ ସମ୍ପୂର୍ଣ୍ଣ ହିସାବ…

ନୂଆଦିଲ୍ଲୀ,୩୦।୭: ସାଧାରଣତଃ ଆମକୁ ଟଙ୍କା ମିଳିଲେ ଆମେ ତାହା ଖର୍ଚ୍ଚ କରିଦେଇଥାଉ, କିନ୍ତୁ କିଛି ଟଙ୍କା ଯଦି ଆର.ଡି. (RD) ରେ ନିବେଶ କରାଯାଏ, ତେବେ ଅନେକ…

ବନ୍ୟା ପ୍ରଭାବିତ ଅଞ୍ଚଳ ବୁଲି ଦେଖିଲେ ଜିଲାପାଳ

ତୁଣ୍ଡଲା,୩୦ା୭(ପିରୋଜ କୁମାର ଦାଶ): ଦୀର୍ଘଦିନରୁ ଲଘୁଚାପ ଜନିତ ଲଗାଣ ବର୍ଷାରେ କଳାହାଣ୍ଡି ଜିଲାର ବିଭିନ୍ନ ଅଞ୍ଚଳ ବନ୍ୟାରେ ପ୍ରଭାବିତ ହୋଇଥିବା ଦେଖିବାକୁ ମିଳିଛି। କେସିଙ୍ଗା ବ୍ଲକର ବେଲଖଣ୍ଡି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri