Posted inଜାତୀୟ

ଦେଶରେ ୫୦୦ ଛୁଇଁବାକୁ ଯାଉଛି ଏଚ୩ଏନ୨ ସଂକ୍ରମିତଙ୍କ ସଂଖ୍ୟା

ନୂଆଦିଲ୍ଲୀ,୧୭ ।୩: ସାରା ଦେଶରେ ଏଚ୩ଏନ୨ ଇନଫ୍ଲୁଏନ୍‌ଞା ଭାଇରସରେ ଜାନୁୟାରୀ ୧ରୁ ଏବେ ପର୍ଯ୍ୟନ୍ତ ୪୫୦ରୁ ଅଧିକ ସଂକ୍ରମିତଙ୍କୁ ଚିହ୍ନଟ କରାଗଲାଣି । ମଧ୍ୟ ପ୍ରଦେଶରେ ବି ଏଚ୩ଏନ୨ ଇନଫ୍ଲୁଏନଞ୍ଜାର ପ୍ରଥମ ଘଟଣା ସାମ୍ନାକୁ ଆସିଛି । ରାଜ୍ୟର ରାଜଧାନୀ ଭୋପାଳରେ ଜଣେ ଯୁବକଙ୍କ ଏହି ପରୀକ୍ଷା କରାଯାଇଥିବା ବେଳେ ଗୁରୁବାର ତାଙ୍କ ରିପୋର୍ଟ ପଜିଟିଭ ଆସିଛି । ସ୍ୱାସ୍ଥ୍ୟ ବିଭାଗର ଅଧିକାରୀ ଏହି ସୂଚନା ଦେଇଛନ୍ତି ।
ଭୋପାଳର ମୁଖ୍ୟ ଚିକିତ୍ସା ଓ ସ୍ୱାସ୍ଥ୍ୟ ଅଧିକାରୀ ଡାକ୍ତର ପ୍ରଭାକର ତିୱାରି ମିଡିଆକୁ କହିଛନ୍ତି ଯେଉଁ ଯୁବକଙ୍କ ନିକଟରେ ଏଚ୩ଏନ୨ ଦେଖାଦେଇଛି ତାଙ୍କର ବୟସ ୨୦ରୁ ୨୫ ବର୍ଷ ମଧ୍ୟରେ । ତେବେ ତାଙ୍କଠାରେ ଏହାର କୌଣସି ଲକ୍ଷଣ ଦେଖାଯାଇ ନାହିଁ ।
ସ୍ୱାସ୍ଥ୍ୟ ବିଭାଗର ଅଧିକାରୀ କହିଛନ୍ତି ଯୁବକ କାଶ ଓ ଜ୍ୱରଥିବା ଅଭିଯୋଗ କରିଥିଲେ, ଏହାପରେ ତାଙ୍କର ସ୍ୱାବ ସାମ୍ପଲ ଟେଷ୍ଟ ପାଇଁ ପଠାଯାଇଥିଲା । ଗୁରୁବାର ତାଙ୍କ ରିପୋର୍ଟ ପଜିଟିଭ ଆସିଛି । ଏମାନେ କହିଛନ୍ତି ଭୋପାଳର ବୌରାଗଡ ଅଞ୍ଚଳରେ ରହୁଥିବା ସଂକ୍ରମିତଙ୍କୁ କୌଣସି ହସ୍ପିଟାଲରେ ଭର୍ତ୍ତି କରାଯାଇନାହିଁ, ତାଙ୍କର ଘରେ ହିଁ ଚିକିତ୍ସା ଚାଲିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?