ଭାଇରସ ଏଚ୍‌୯ଏନ୍‌୨ ନୂଆ ନୁହେଁ: ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ବର ୨୮।୧୧: ଚାଇନାରେ ବ୍ୟାପୁଥିବା ନିମୋନିଆକୁ ନେଇ ରାଜ୍ୟ ସରକାର ସଚେତନ ଥିବା ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର କହିଛନ୍ତି। କେନ୍ଦ୍ର ସରକାର ସମସ୍ତ ରାଜ୍ୟକୁ ଆଗୁଆ ସଚେତନ ରହିବାକୁ ନିର୍ଦ୍ଦେଶ ଦେବା ପରେ ରାଜ୍ୟ ସରକାର ପଦକ୍ଷେପ ନେଇଛନ୍ତି । ଯଦିଓ ଏହି ଭାଇରସ ଏଚ୍‌୯ଏନ୍‌୨ ନୂଆ ନୁହେଁ କିନ୍ତୁ ଆମ ରାଜ୍ୟରେ ଏଯାଏ ଏହା ଚିହ୍ନଟ ହୋଇନାହିଁ ।
ତେବେ ସତର୍କତାମୂଳକ ପଦକ୍ଷେପ ସ୍ବରୂପ ରାଜ୍ୟରେ ସର୍ଭେଲାନ୍ସ ବଢ଼େଇବା ସହ ପ୍ରତି ଜିଲାରେ କୋଭିଡ ଟେଷ୍ଟ ବଢ଼ାଇବାକୁ ନିର୍ଦ୍ଦେଶ ଦିଆଯାଇଛି । ଗୋଟିଏ ସ୍ଥାନରେ ଯଦି ଏକ ସାଙ୍ଗରେ ଅନେକ ରୋଗାକ୍ରାନ୍ତ ହୁଅନ୍ତି ତେବେ ମାସ ଟେଷ୍ଟ କରାଯିବ। ଏନେଇ ସାସ୍ଥ୍ୟ ବିଭାଗକୁ ରିପୋର୍ଟ କରିବାକୁ କୁହାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ରୋହିତ ଶର୍ମା-ବିରାଟ କୋହଲି ଆଗାମୀ ଗୋଟିଏ ବର୍ଷ ମଧ୍ୟରେ କେତେ ମ୍ୟାଚ ଖେଳିବେ, ସିଡ୍ୟୁଲ ଜାରିକଲା BCCI

ନୂଆଦିଲ୍ଲୀ,୨୬।୩: ଆଗାମୀ ବର୍ଷ ପାଇଁ ଟିମ ଇଣ୍ଡିଆର ଘରୋଇ ସିରିଜ ସୂଚୀ ପ୍ରକାଶ ପାଇଛି। ଅଷ୍ଟ୍ରେଲିଆ, ୱେଷ୍ଟଇଣ୍ଡିଜ, ଶ୍ରୀଲଙ୍କା ଏବଂ ଜିମ୍ବାୱେ ଆଗାମୀ ୧୨ ମାସ ବା…

ଡିପଫେକ୍‌ରେ ଗମ୍ଭୀର: ଆପତ୍ତିଜନକ ପୋଷ୍ଟ ହଟାଇବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୬ା୩: ଦିଲ୍ଲୀ ହାଇକୋର୍ଟ ଗୁଗଲ, ମେଟା ଓ ଆମାଜନ ଭଳି ଅଗ୍ରଣୀ ଟେକ୍‌ ପ୍ଲାଟଫର୍ମକୁ ପୂର୍ୱତନ କ୍ରିକେଟର ତଥା ବର୍ତ୍ତମାନ ଭାରତୀୟ ଦଳର ମୁଖ୍ୟ କୋଚ୍‌ ଗୌତମ…

ଦୂଷିତ ପାଣି ବ୍ୟବହାର କରି ସେବାଶ୍ରମ ବିଦ୍ୟାଳୟର ଛାତ୍ରୀଛାତ୍ର ଅସୁସ୍ଥ, ମେଡିକାଲ ଟିମ୍‌ ପହଞ୍ଚି…

ବାଙ୍କୀ,୨୬ା୩(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ବ୍ଲକ ଅନ୍ତର୍ଗତ କଦଳୀବାଡ଼ି ପଞ୍ଚାୟତସ୍ଥିତ ସେବାଶ୍ରମ ସରକାରୀ ବିଦ୍ୟାଳୟର ଛାତ୍ରୀଛାତ୍ର ଜଣ୍ଡିସ୍‌ ରୋଗରେ ଆକ୍ରାନ୍ତ ଥିବା ଅଭିଭାବକ ଓ ଗ୍ରାମବାସୀ ଅଭିଯୋଗ କରିଛନ୍ତି।…

ବ୍ରିଜ୍‌ ଉପରେ ହଠାତ୍‌ ଫାଟିଲା ପାନୀଳ ଜଳ ପାଇପ୍‌, ଆଉ ତା’ ପରେ…

ଗୁଣପୁର,୨୬ା୩(ସଂକେତ ପାତ୍ର): ସ୍ଥାନୀୟ ଗୁଣପୁର-ବିକ୍ରମପୁରକୁ ସଂଯୋଗ କରୁଥିବା ବ୍ରିଜ୍‌ ଉପରେ ଥିବା ପାନୀୟଜଳ ପାଇପ୍‌ ଫାଟିଯାଇ ଅଧିକ ସମୟ ଧରି ପାଣି ବହୁଥିବା ଦେଖାଯାଇଛି। ସୂଚନାନୁସାରେ, କେନ୍ଦ୍ର…

ଯୁଦ୍ଧ ଭିତରେ ଚାଇନା ଯିବେ ଟ୍ରମ୍ପ, ତାରିଖ ଘୋଷଣା କଲା ହ୍ବାଇଟ ହାଉସ

ଓ୍ବାଶିଂଟନ,୨୬।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ମେ ୧୪ ରୁ ୧୫ ମଧ୍ୟରେ ଚାଇନା ଗସ୍ତ କରିବେ ଏବଂ ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗଙ୍କ ସହ ସାକ୍ଷାତ…

ହୋଟେଲ, ରେଷ୍ଟୁରାଣ୍ଟରେ ବଡ଼ ଧରଣର ଚଢ଼ାଉ

ନୂଆପଡ଼ା,୨୬ା୩ (ମକାରୁ ବେମାଲ): ନୂଆପଡ଼ା ଜିଲାରେ ଘରୋଇ ଏଲ୍‌ପିଜି ସିଲିଣ୍ଡରର କୃତ୍ରିମ ଅଭାବ ଦେଖାଦେଇଥିବା ବେଳେ ବିଭିନ୍ନ ହୋଟେଲ ଓ ରେଷ୍ଟୁରାଣ୍ଟରେ ଅବୈଧ ବ୍ୟବହାର କରାଯାଉଥିବା ଅଭିଯୋଗ…

ଚୌକା-ଛକାରେ ଝୁମି ଉଠୁଥିବା ଚିୟରଲିଡର୍ସଙ୍କୁ କେତେ ମିଳେ ଦରମା… ଗୋଟିଏ ମ୍ୟାଚର ପାରିଶ୍ରମିକ ସହ ବିଳାସପୂର୍ଣ୍ଣ ସୁବିଧା ପଛର କାହାଣୀ ଜାଣନ୍ତୁ…

ନୂଆଦିଲ୍ଲୀ,୨୬।୩: ଆଇପିଏଲର ୧୯ତମ ସିଜିନ ୨୮ ମାର୍ଚ୍ଚରୁ ଆରମ୍ଭ ହେଉଛି। ଫାଇନାଲ ମ୍ୟାଚ ୩୧ ମଇରେ ଖେଳାଯିବ। ପଡ଼ିଆରେ ଖେଳାଳିମାନେ ସେମାନଙ୍କ ବିଡ ଏବଂ ଦୌଡ଼ ପାଇଁ…

ଆସନ୍ତାକାଲି ଭକ୍ତଙ୍କୁ ଦର୍ଶନ ଦେବେ ନାହିଁ ମହାପ୍ରଭୁ, ୫ ଘଣ୍ଟା ବନ୍ଦ ରହିବ ଶ୍ରୀମନ୍ଦିର

ପୁରୀ,୨୬ା୩(ଅଜିତ କୁମାର ମହାନ୍ତି):  ଆସନ୍ତାକାଲି ଅର୍ଥାତ୍‌ ଶୁକ୍ରବାର ଭଗବାନ ଆଉ ଭକ୍ତଙ୍କ ମଧ୍ୟରେ ବଢ଼ିବ ଦୂରତା। ୫ ଘଣ୍ଟା ଭକ୍ତଙ୍କୁ ଦର୍ଶନ ଦେବେ ନାହିଁ ମହାପ୍ରଭୁ। ଚୈତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri