ଅନ୍ତର୍ଜାତୀୟ ଚଳଚ୍ଚିତ୍ର ମହୋତ୍ସବରେ କଳାହାଣ୍ଡିର ହାବସପୁରୀ ଶାଢ଼ି

ଭବାନୀପାଟଣା,୨୬।୧୧(ଉତ୍ତମ କୁମାର ଦାଶ)ଅନ୍ତର୍ଜାତୀୟ ଚଳଚ୍ଚିତ୍ର ମହୋତ୍ସବରେ କଳାହାଣ୍ଡିର ହାବସପୁରୀ ଶାଢ଼ି। ଜିଲାର ଜୁନାଗଡ଼ ବ୍ଲକ୍ର ଚିଚୈଗୁଡା, ବଲଧିଆମାଲ, ଚକୁଲି, ଧର୍ମଗଡ଼ ବ୍ଲକ ଜୟନ୍ତପୁର ଅଞ୍ଚଳରେ ବୁଣାକାରମାନଙ୍କ ଦ୍ୱାରା ବୁଣାଯାଉଥିବା ହାବସପୁରୀ ଶାଢ଼ିକୁ ନେଇ ନିର୍ମିତ ହେବାକୁ ଥିବା ଡକ୍ୟୁମେଣ୍ଟାରି ଫିଲ୍ମ ଗୋଆରେ ଚାଲିଥିବା ୫୪ତମ ଅନ୍ତର୍ଜାତୀୟ ଚଳଚ୍ଚିତ୍ର ମହୋତ୍ସବର ଫିଲ୍ମ ବଜାରରେ ପିଚିଂ ହୋଇଥିଲା। ବିଏନଆର୍‌ ଫିଲ୍ମ ବ୍ୟାନରରେ ହେବାକୁ ଫିଲ୍ମ ‘ହାବସପୁରୀ ଉଇଭିଙ୍ଗ ଦି ସେକେଣ୍ଡ ଆଣ୍ଡ ଲାଷ୍ଟ ଡେଥ’ର ନିର୍ଦ୍ଦେଶକ ମୟୂର ମହାପାତ୍ର ଏହାକୁ ଉପସ୍ଥାପନ କରିଥିଲେ। ସେହିପରି ମୁମ୍ବାଇରେ ଅବସ୍ଥାପିତ ନିର୍ଦ୍ଦେଶକ ଆଠମଲ୍ଲିକର ବିଶ୍ୱରଞ୍ଜନ ପ୍ରଧାନଙ୍କ ଫିଚର ଫିଲ୍ମ ପ୍ରମାଣପତ୍ର ସ୍କ୍ରିନ ରାଇଟର ଲାକୁ ମନୋନୀତ ହୋଇଛି। ଏହି ଫିଲ୍ମ ଅଙ୍ଗନଓ୍ବାଡ଼ି କର୍ମୀ ନିଯୁକ୍ତିକୁ ନେଇ ହୋଇଥିବା ଏକ ବାସ୍ତବ କାହାଣିକୁ ସୁନ୍ଦର ଭାବେ ଉପସ୍ଥାପନ କରାଯାଇଛି। ଲଣ୍ଡନରେ ଅବସ୍ଥାପିତ ନିର୍ମାତା ପାର୍ଥ ସାରଥି ପଣ୍ଡା ଓ ଟିଟିଲାଗଡ଼ର ଯୁବ ନିର୍ଦ୍ଦେଶକଙ୍କ ଫିଚର ଫିଲ୍ମ ବାଘୁଣୀ ଡ୍ୟାନ୍ସ ଲାଇକ ଏ ଟାଇଗର କୋ ପ୍ରଡକ୍ସନ ମାର୍କେଟ ଫିଚର୍କୁ ମନୋନୀତ ହୋଇଛି। ନିର୍ମାତା ନିର୍ଦ୍ଦେଶକ ନୀଳମାଧବ ପଣ୍ଡା ଓ ନିର୍ଦ୍ଦେଶକ ଭିମୁକ୍ତି ଜୟ ସୁନ୍ଦରାଙ୍କ ଡକ୍ୟୁମେଣ୍ଟାରି ଫିଲ୍ମ ଫାଇଣ୍ଡିଙ୍ଗ ଲଙ୍କା କୋ ପ୍ରଡକସନ ମାର୍କେଟ ଡକ୍ୟୁମେଣ୍ଟାରିକୁ ମନୋନୀତ ହୋଇଛି। ଏହି ଫିଲ୍ମ ଶ୍ରୀଲଙ୍କାର ବହୁ ସ୍ଥାନ ରାମାୟଣ ସହିତ ସାମଞ୍ଜସ୍ୟ ରହିଛି। ସେହିପରି ସୋନପୁରର ଲଙ୍କେଶ୍ୱରୀ ମନ୍ଦିର, ଲଙ୍କା ପୋଡ଼ି ଯାତ୍ରା ଉପରେ ଆଧାରିତ। ପଶ୍ଚିମ ଓ ୪ଟି ଡକ୍ୟୁମେଣ୍ଟାରି ଓ ଫିଚର ଫିଲ୍ମ ଗୋଆର ଫିଲ୍ମ ବଜାରରେ କମାଲ ଦେଖାଇବା ସହିତ ଫିଲ୍ମ ନିବେଶକଙ୍କୁ ଆକୃଷ୍ଟ କରିଛି। ଏହା ପଶ୍ଚିମ ଓଡ଼ିଶାର ଡକ୍ୟୁମେଣ୍ଟାରି ଓ ଫିଚର ଫିଲ୍ମ ନିର୍ମାତାଙ୍କ ମଧ୍ୟରେ ଉତ୍ସାହ ଆଣି ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜମିବାଡ଼ି ବିବାଦକୁ ନେଇ ଗୋଟିଏ ପରିବାର ଉପରେ ସଂଘବଦ୍ଧ ଆକ୍ରମଣ, ମେଡିକାଲରେ ଦମ୍ପତି

ହାଟଡିହୀ/ଛେନାପଦୀ,୨୨।୭(ଶୁଭକାନ୍ତ ନାୟକ / ନିରାକାର ପରିଡ଼ା): କେନ୍ଦୁଝର ଜିଲା ସୋସୋ ଥାନା ଅଧୀନ ମିଠିଗାଁ ଗ୍ରାମରେ ଜମିବାଡ଼ି ବିବାଦକୁ କେନ୍ଦ୍ର କରି ଗୋଟିଏ ପରିବାର ଉପରେ ସଂଘବଦ୍ଧ…

ଭଦ୍ରକରୁ ଆସି କେନ୍ଦୁଝରରେ ଚୋରି, ଆଗରପଡ଼ାରୁ ଧରାପଡ଼ିଲେ…

ହାଟଡିହୀ/ଛେନାପଦୀ, ୨୨।୭(ଶୁଭକାନ୍ତ ନାୟକ / ନିରାକାର ପରିଡ଼ା): କେନ୍ଦୁଝର ଜିଲା ସୋସୋ ପୋଲିସ ଆଗରପଡ଼ା ଥାନା ଅଞ୍ଚଳରୁ ମୋଟରସାଇକେଲ୍ ଚୋରି ଅଭିଯୋଗରେ ଜଣକୁ ଗିରଫ କରିଛି। ଆଗରପଡ଼ା…

ଗଡ଼ଚଣ୍ଡୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଶ୍ରେଣୀଗୃହରେ ଆଣ୍ଠୁଏ ପାଣି, ଶିକ୍ଷାଦାନ ବନ୍ଦ

ହାଟଡିହୀ, ୨୨।୭(ଶୁଭକାନ୍ତ ନାୟକ / ନିରାକାର ପରିଡା): ଲଗାଣ ବର୍ଷା ଯୋଗୁ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ସାଙ୍ଘାତିକ ପରିସ୍ଥିତି ସୃଷ୍ଟି ହୋଇଛି। କେଉଁଠି ପୋଲ…

ଜନ୍ତରମନ୍ତରରେ ପୁଣି ପୋଲିସ-ପ୍ରଦର୍ଶନକାରୀ ମୁହାଁମୁହିଁ, ପଥର ମାଡ଼ ପରେ ଲାଠିଚାର୍ଜ

ନୂଆଦିଲ୍ଲୀ,୨୨।୭: ନୂଆଦିଲ୍ଲୀର ଜନ୍ତର ମନ୍ତରରେ ଚାଲିଥିବା CJP ପ୍ରତିବାଦ ମଧ୍ୟରେ ପୁଣି ଥରେ ଉତ୍ତେଜନା ଦେଖାଦେଇଛି । ପ୍ରଦର୍ଶନକାରୀ ଏବଂ ଦିଲ୍ଲୀ ପୋଲିସ ମଧ୍ୟରେ ସଂଘର୍ଷ ହୋଇଛି…

ନମ୍ବରହୀନ କାର୍‌ରେ ଚାଲାଣ ହେଉଥିଲା ୪୦ କେଜି ଗଞ୍ଜେଇ: ପାଟପୁର ପୋଲିସ ହାତରେ ଧରାପଡ଼ିଲେ ୨…

ଦିଗପହଣ୍ଡି,୨୨।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ପୋଲିସ ବୁଧବାର ଅପରାହ୍ନରେ ଏକ ଗଞ୍ଜେଇ ବୋଝେଇ ନମ୍ବରହୀନ ହୁଣ୍ଡାଇ କାର୍ ଜବତ କରିବା ସହ ଦୁଇ ଜଣ…

ରାଜ୍ୟ ରାଜନୀତିରେ ହଲଚଲ୍! କ୍ୟାପିଟାଲ୍‌ ଥାନା ପକ୍ଷରୁ ପାଣ୍ଡିଆନଙ୍କୁ ନୋଟିସ, ଏହି ଦିନ ହେବ ହାଜର

ଭୁବନେଶ୍ବର,୨୨।୭: CMOରୁ ଫାଇଲ୍‌ ଗାୟବ ମାମଲାରେ ଭିକେ ପାଣ୍ଡିଆନ୍‌ଙ୍କୁ ନୋଟିସ କରାଯାଇଛି । ପୂର୍ବତନ ଆଇଏଏସ୍‌ ଅଫିସର ଭି.କେ ପାଣ୍ଡିଆନଙ୍କୁ ଆସନ୍ତା ୨୫ ତାରିଖ ଦିନ ୧୧ଟା…

ଦିଗପହଣ୍ଡିରେ ଗୋପାଳ ସମାଜର ତୃତୀୟ ବାର୍ଷିକ ସମ୍ମିଳନୀ: କଲ୍ୟାଣ ମଣ୍ଡପ ନିମନ୍ତେ ଏମ୍.ପି. କଲେ ଶିଳାନ୍ୟାସ

ଦିଗପହଣ୍ଡି,୨୨|୭(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି-ପୋଡ଼ାମାରି ରାସ୍ତାରେ ଥିବା ତିନି ତାଲୁକା ଷୋହଳ ଖଣ୍ଡ ଗୋପାଳ ସମାଜ ପରିଚାଳନା ପରିଷଦ କାର୍ଯ୍ୟାଳୟ ପରିସରରେ ଗୋପାଳ…

ହଠାତ୍‌ ପ୍ରେସ୍‌ କନ୍‌ଫରେନ୍ସ କଲେ ନଡ୍ଡା: ଛାତ୍ରମାନଙ୍କ ଆନ୍ଦୋଳନରେ ରାହୁଲ ରାଜନୈତିକ ରୁଟି ସେକୁଛନ୍ତି କହି ବର୍ଷିଲେ, ସବୁର ଜବାବ…

ନୂଆଦିଲ୍ଲୀ,୨୨।୭: ପ୍ରଶ୍ନପତ୍ର ଲିକ୍‌ ମାମଲାରେ ରାଜନୈତିକ ଘମାସାନ ଜାରି ରହିଥିବା ବେଳେ ବୁଧବାର କେନ୍ଦ୍ରମନ୍ତ୍ରୀ ଜେ.ପି. ନଡ୍ଡା ଏକ ଖବରଦାତା ସମ୍ମିଳନୀରେ କରି ବିରୋଧୀଙ୍କୁ କଡ଼ା ଜବାବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri