କରୋନାକୁ ହରାଇ କାର୍ଯ୍ୟରେ ଯୋଗଦେଲେ ହାବିଲଦାର: ପ୍ରଶଂସା କଲେ ଏସ୍‌ପି

ବାରିପଦା ଅଫିସ,୨୦ା୭: ମୟୂଭର ଜିଲା ଉଦଳା ଥାନାର ହାବିଲଦାର କାରୁହରୀ ମାଝୀ କରୋନାକୁ ହରାଇ ସୋମବାର ପୁଣିଥରେ କାର୍ଯ୍ୟରେ ଯୋଗ ଦେଇଛନ୍ତି। ଏ ନେଇ ଏସ୍‌୍‌ପି ପି. ସ୍ମିତ ପରମାର୍‌ ଟୁଇଟ୍‌କରି ତାଙ୍କର ପ୍ରଂଶସା କରିଛି।
ପ୍ରକାଶ ଯେ, କାରୁହରୀ ଗତ ୨୨ ତାରିଖରେ କରୋନାରେ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଥିଲା। ଏହା ପରେ ୨ ତାରିଖରେ ସେ ସୁସ୍ଥ ହୋଇ ୧୫ ଦିନ ବାରିପଦାଠାରେ ପୋାଲିସ ପକ୍ଷରୁ ହୋଇଥିବା ସଙ୍ଗରୋଧ ଗୃହରେ ରହିଥିଲେ। ସମ୍ପୂର୍ଣ୍ଣ ସୁସ୍ଥ ହେବା ପରେ ଗତ ୧୭ ତାରିଖରେ ସେ ଘରକୁ ଯାଇଥିଲେ। ଘର କିଛି ଦିନ ରହିବା ପରେ ସୋମବାର ସେ ପୁଣିଥରେ କାର୍ଯ୍ୟରେ ଯୋଗ ଦେଇଛନ୍ତି। ଥାନା ପକ୍ଷରୁ ଏସ୍‌ଡିପିଓ କେ ସାହୁ , ଉଦଳା ଥାନା ଅଧିକାରୀ ରୀନା ବେହେରାଙ୍କ ସମତେ ପୋଲିସ କର୍ମଚାରୀମାନେ ତାଙ୍କୁ ସ୍ବାଗତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହେଳା କଲେ ଭେଳା ବୁଡ଼େ

ନୂଆଦିଲ୍ଲୀ,୨୪ା୫: ଭାରତ ସମେତ ୧୧ ଦେଶ କୋଭିଡ୍‌-୧୯ ଭୂତାଣୁକୁ ହେୟଜ୍ଞାନ କରି ଉଚିତ ଢଙ୍ଗରେ ଏହାର ମୁକାବିଲା କରି ନାହାନ୍ତି। ଫଳରେ ଏହି ରାଷ୍ଟ୍ରଗୁଡ଼ିକର ଲୋକପ୍ରିୟ...

ଚୌଦ୍ୱାର ଫରେଷ୍ଟରଙ୍କ ବିରୋଧରେ ନିର୍ଯାତନା ଅଭିଯୋଗ : ଥାନା ଦ୍ୱାରସ୍ଥ ହେଲେ ମହିଳା କର୍ମଚାରୀ

ଚୌଦ୍ୱାର,୨ା୯(ଡି.ଏନ୍‌.ଏ.) : ଚୌଦ୍ୱାର ଫରେଷ୍ଟର ଜ୍ୟୋତିରଞ୍ଜନ ମହାପାତ୍ର କାର୍ଯ୍ୟରତ ଜଣେ ମହିଳା କର୍ମଚାରୀଙ୍କୁ ନିର୍ଯାତନା ଦେଇଥିବା ନେଇ ଶନିବାର ସ୍ଥାନୀୟ ଥାନାରେ ଅଭିଯୋଗ ହୋଇଛି। ଏ...

ମାନସିକ୍‌ ରୋଗ୍‌ରେ ପୀଡ଼ିତ କାହ୍ନା: ସରିଗଲା ଟଁକା, ଅଧାରେ ରହିଲା ଚିକିଛା

ଘଣ୍ଟାପଡା, ୧୪।୨(ଡି.ଏନ୍‌.ଏ.)- ବୌଦ୍ଧ ଜିଲା କଣ୍ଟାମାଳ ବ୍ଲକ ଘଣ୍ଟାପଡା ଗାଁର ବଂଶୀଧର ବିଶିକଁର ପୁଓ କାହ୍ନା ବିଶି(୧୨)। ସେ କେହେନ୍‌ସି ଗୁଟେ ଅଜନା ରୋଗ୍‌ରେ ପଡ଼ି...

ସେଲ୍‌ଫି ଜୋନ୍‌ ପାଲଟିଛି ହକି ଷ୍ଟାଚ୍ୟୁ

ରାଉରକେଲା ଅଫିସ,୨।୧: ରାଉରକେଲା ସହରରେ ଆଉ ମାତ୍ର ୧୧ ଦିନ ପରେ ଆରମ୍ଭ ହୋଇଯିବ ବିଶ୍ୱକପ୍‌ ହକି ମହାକୁମ୍ଭ। ଏଥିପାଇଁ ରାଉରକେଲା ସହର ହକିମୟ ହୋଇ...

ରାସ୍ତାରେ ବନ୍ୟା

ଯୋଡା,୨୦ା୨(ଡି.ଏନ.ଏ): କେନ୍ଦୁଝର ଜିଲା ଯୋଡ଼ା ସହରର ମୁଖ୍ୟ ରାସ୍ତା ସୁନାନଦୀ ପୋଲ ନିକଟରେ ସୋମବାର ପାଣି ପାଇପ ଫାଟି କୃତ୍ରିମ ବନ୍ୟା ସୃଷ୍ଟି ହୋଇଛି। ଫଳରେ...

ଡେଙ୍ଗୁ ପ୍ରତିରୋଧ ପାଇଁ ସାମୂହିକ ଉଦ୍ୟମ ଲୋଡା

ସୋନପୁର,୧୭।୫(ନି.ପ୍ର.)- ସୁବର୍ଣ୍ଣପୁର ଜିଲା ମୁଖ୍ୟ ଚିକିତ୍ସାଳୟ ପରିସରରେ ଜାତୀୟ ଡେଙ୍ଗୁ ଦିବସ ପାଳିତ ହୋଇଯାଇଛି। ଜିଲା ମୁଖ୍ୟ ଚିକିତ୍ସା ଓ ଜନସ୍ବାସ୍ଥ୍ୟ ଅଧିକାରୀ ଡାକ୍ତର ସରୋଜ...

ମଣ୍ଡିରୁ ଧାନ ନ ଉଠିଲେ ଆନ୍ଦୋଳନ

ବୋଲଗଡ଼,୧୪।୩(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲାରେ ଧାନ କିଣାରେ ବ୍ୟାପକ ଅବ୍ୟବସ୍ଥା ଲାଗି ରହିଛି। ମଣ୍ଡିରେ ଧାନବସ୍ତା ରଖି ଚାଷୀ ଜଗି ବସିଥିବା ବେଳେ ମିଲର୍ସଙ୍କ ଦେଖା ମିଳୁନାହିଁ।...

ବିଦ୍ୟୁତ୍‌ ଖୁଣ୍ଟକୁ ଧକ୍କା ଦେଇ ଓଲଟିଲା ପାର୍ଶଲ ବୋଝେଇ ଟ୍ରକ

ଗଞ୍ଜାମ,୧୦ା୯(ଡି.ଏନ୍‌.ଏ.): ୧୬ ନଂ. ଜାତୀୟ ରାଜପଥ ଶନିମନ୍ଦିର ଛକ ଠାରେ ଏକ ପାର୍ଶଲ ବୋଝଇ ଟ୍ରକ୍‌ ରୋଡ୍‌ ପାର୍ଶ୍ୱରେ ଥିବା ବିଦ୍ୟୁତ୍‌ ଖୁଣ୍ଟକୁ ଧକ୍କା ଦେଇ...

Advertisement
Archives

Model This Week