ପୁରୀରେ ଆନ୍ଦୋଳନକୁ ଓହ୍ଲାଇଲେ ହବିଷ୍ୟାଳୀ, ରାସ୍ତାରେ…

ପୁରୀ,୧୭।୧୦: ଆଜିଠାରୁ ଆରମ୍ଭ ହେଉଛି କାର୍ତ୍ତିକ ବ୍ରତ। କାର୍ତ୍ତିକରେ ପୁଣ୍ୟ ଅର୍ଜନ ପାଇଁ ପୁରୀରେ ଭିଡ ଲଗାଇଛନ୍ତି ଭକ୍ତ। ଏଥିପାଇଁ ଚଳଚଞ୍ଚଳ ହୋଇଉଠିଛି ଶ୍ରୀକ୍ଷେତ୍ର। ସେପଟେ ଗୁରୁବାରଠାରୁ ହବିଷ୍ୟାଳୀମାନେ କାର୍ତ୍ତିକ ବ୍ରତ ଆରମ୍ଭ କରିବା ସହ ହବିଷ୍ୟାନ୍ନ ଗ୍ରହଣ କରିବେ।

ତେବେ ଏହାରି ଭିତରେ ବଡ଼ ସୂଚନା ମିଳିଛି କି, ପୁରୀରେ ହବିଷ୍ୟାଳୀମାନେ ଆନ୍ଦୋଳନକୁ ଓହ୍ଲାଇଛନ୍ତି।
ବୃନ୍ଦାବତୀ ନିବାସ ସାମ୍ନାରେ ଏକାଧୀକ ହବିଷ୍ୟାଳି ଏକାଠି ହୋଇ ଆନ୍ଦୋଳନ କରିଛନ୍ତି। ପଞ୍ଜିକରଣ କରି ନ ଥିବା ହବିଷ୍ୟାଳିମାନେ ରହଣୀ ଦାବି କରି ଆନ୍ଦୋଳନ କରୁଛନ୍ତି। ଏନେଇ ଘଟଣାସ୍ଥଳରେ ଆନ୍ଦୋଳନକାରୀଙ୍କୁ ବୁଝାସୁଝା ପାଇଁ ଅତିରିକ୍ତ ଜିଲାପାଳ, ଉପଜିଲାପାଳ ପହଞ୍ଚିଛନ୍ତି। ଉପଜିଲାପାଳ କହିଛନ୍ତି, ପ୍ରଥମେ ପଞ୍ଜିକୃତ ହବିଷ୍ୟାଳିଙ୍କ ଲାଗି ବ୍ୟବସ୍ଥା କରାଯିବ। ଏହା ପରେ ସ୍ଥାନ ଫାଙ୍କା ରହିଲେ ଅଣପଞ୍ଜିକୃତ ହବିଷ୍ୟାଳିଙ୍କୁ ଦିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

 ଚାଲିଥିଲା ପାଟ୍ରୋଲିଂ: ଡକାୟତି କରିବାକୁ ଯାଉଥିବା ବେଳେ ୬ ଜଣଙ୍କୁ

ପାପଡାହାଣ୍ଡି,୮।୧୨(ସ୍ବପ୍ନଜିତ ପଟନାୟକ): ଜଙ୍ଗଲ ନିକଟରେ ଚାଲିଥିଲା ଡକାୟତ ଉଦ୍ୟମ ମାଡି  ବସିଲା ପୋଲିସ । ଡକାୟତ ଉଦ୍ୟମକୁ ପଣ୍ଡ କରି ୬ ଅଭିଯୁକ୍ତକୁ ଗିରଫ କରି...

ରାଜ୍ୟରେ ବଢୁଛି ମହିଳାଙ୍କ ବିରୋଧରେ ଅପରାଧ: ଦେଢ଼ ବର୍ଷରେ ୪୦ ହଜାରରୁ ଊର୍ଦ୍ଧ୍ବ ମାମଲା

ଭୁବନେଶ୍ୱର,୮।୧୨: ଓଡ଼ିଶାରେ ମହିଳାମାନଙ୍କ ବିରୋଧରେ ହେଉଥିବା ଅପରାଧ ସାଙ୍ଘାତିକ ଚିନ୍ତାର ବିଷୟ ପାଲଟିଛି। ରାଜ୍ୟ ବିଧାନସଭାରେ ଉପସ୍ଥାପିତ ତଥ୍ୟ ଅନୁଯାୟୀ, ଗତ ମାତ୍ର ଦେଢ଼ ବର୍ଷ...

ଜଳୁଛି ଗାଁ : ପୋଲିସ ଉପସ୍ଥିତରେ ମହିଳା-ପୁରୁଷ ମିଶି କରୁଛନ୍ତି ଭଙ୍ଗାରୁଜା

ମାଲକାନଗିରି, ୮।୧୨(ଦୁର୍ଯ୍ୟେଧନ ପାତ୍ର): ତେଜୁଛି ଏମ୍ଭି-୨୬ ଓ ରାଖେଲଗୁଡ଼ା କଳି। ରାଖେଲଗୁଡ଼ା ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ମିଳିବା ପରେ ଉତ୍ତେଜନା ତୀବ୍ର ହୋଇଛି। ଏମ୍ଭି-୨୬ ଗାଁରେ...

ମାଲକାନଗିରିରେ ୨୪ ଘଣ୍ଟା ଇଣ୍ଟରନେଟ ବନ୍ଦ ଘୋଷଣା: ଜାଣନ୍ତୁ କେବେ ଯାଏ ବଳବତ୍ତର ରହିବ…

ମାଲକାନଗିରି, ୮।୧୨(ଦୁର୍ଯ୍ୟେଧନ ପାତ୍ର): ତେଜୁଛି ଏମ୍ଭି-୨୬ ଓ ରାଖେଲଗୁଡ଼ା କଳି। ରାଖେଲଗୁଡ଼ା ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ମିଳିବା ପରେ ଉତ୍ତେଜନା ତୀବ୍ର ହୋଇଛି। ଫଳରେ ମାଲକାନଗିରିରେ...

ଗ୍ରାମ୍ୟ ବ୍ୟାଙ୍କରୁ ଡକାୟତି

ନୟାଗଡ଼/ନୂଆଗାଁ,(ଲୋକନାଥ ମିଶ୍ର/ଧନେଶ୍ୱର ପ୍ରଧାନ): ନୟାଗଡ଼ ଜିଲା ନୂଆଗାଁ ଥାନା ମହିପୁର ଫାଣ୍ଡି ଅଧୀନ ମହିପୁର ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କରୁ ରବିବାର ବିଳମ୍ବିତ ରାତିରେ ଡକାୟତି ହୋଇଥିବା...

ଖବରଦାତା ସମ୍ମିଳନୀରେ ସୂର୍ଯ୍ୟକୁମାରଙ୍କ ବଡ଼ ବୟାନ, କହିଲେ ବାରବାଟୀରେ ମୁଁ ପୂର୍ବରୁ ଖେଳିଛି, ଏଠିକାର ଦର୍ଶକ…

ଭୁବନେଶ୍ୱର,୮।୧୨: ମଙ୍ଗଳବାର ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ମହାମୁକାବିଲା ହେବ । ଏହା ପୂର୍ବରୁ ଆଜି ଉଭୟ ଦଳର ଖେଳାଳି ବାରବାଟୀରେ ଅଭ୍ୟାସ କରିଛନ୍ତି। ଏହା ଦେଖିବାକୁ...

ବଲାଙ୍ଗିର ଫଳ ବଜାରରେ ଜଳିଗଲା ୫୦ରୁ ଊର୍ଦ୍ଧ୍ବ ଦୋକାନ

ବଲାଙ୍ଗିର,୮।୧୨: ସୋମବାର ବଲାଙ୍ଗିର ସହରର ଫଳ ବଜାରରେ ଏକ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଜିଲାପାଳଙ୍କ ଅଫିସ୍‌ ନିକଟରେ ଥିବା ପୌର ସଂସ୍ଥା ଅଧୀନରେ ଥିବା...

‘ନେତାଜୀ-ଟାଗୋରଙ୍କୁ ସମ୍ମାନ ଦେଇ ଜାଣି ନାହାଁନ୍ତି…’, ବନ୍ଦେ ମାତରମ ଆଲୋଚନାକୁ ନେଇ ଭାଜପା ଉପରେ ଖପ୍ପା ହେଲେ ମମତା

କୋଲକାତା,୮।୧୨: ସଂସଦରେ ବନ୍ଦେ ମାତରମ ଉପରେ ଉଷ୍ମ ବିତର୍କ ମଧ୍ୟରେ, ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସିଧାସଳଖ ଭାଜପାକୁ କାଠଗଡ଼ାରେ ଠିଆ କରିଥିଲେ। କୋଲକାତାରେ ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri