ଅର୍ଜୁନ ଓ ମଲାଇକାଙ୍କ ବ୍ରେକଅପ୍‌! ବିବାହ ନା ଆଫାୟାର ଏହାର କାରଣ?

ମୁମ୍ବାଇ: ବଲିଉଡରେ ଲୋକପ୍ରିୟ ଲଭବାର୍ଡ ମଲାଇକା ଅରୋରା ଓ ଅର୍ଜୁନ କପୁର୍‌ ଖବରରେ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ନିଜ ପ୍ରଫେଶନକୁ ହେଉ କି ଲଭ୍‌ ଲାଇଫ୍‌ ବିଟାଉନରେ ତାଙ୍କର ଖୁବ୍‌ ଚର୍ଚ୍ଚା ହୁଏ। ତେବେ ନିକଟରେ ଶୁଣିବାକୁ ମିଳିଛି ଦୁହିଁଙ୍କର ବ୍ରେକଅପ୍‌ ହୋଇଯାଇଛି। ଏବେ ଅର୍ଜୁନ ଇନଫ୍ଲୁଏନସର କୁଶା କପିଳାଙ୍କୁ ଡେଟ୍‌ କରୁଥିବାର ସୋସିଆଲ ମିଡିଆରେ କୁହାଯାଉଛି।
ଏନେଇ କୁଶା କହିଛନ୍ତି, ସେ ଅର୍ଜୁନଙ୍କ ସହ ରିଲେଶନଶିପରେ ନାହାନ୍ତି କି ତାଙ୍କୁ ଡେଟ୍‌ କରୁ ନାହାନ୍ତି।
ସୋସିଆଲ ମିଡିଆରେ ଏହି ଗୁଜବ ଉଠିବା ପରେ ମଲାଇବା ଓ ଅର୍ଜୁନଙ୍କୁ ପୁଣି ଏକାଠି ଦେଖିବାକୁ ମିଳିଛି। ତେବେ ସତରେ ବ୍ରେକଅପ୍‌ ହୋଇଛି କି ନାହିଁ ତାହା ସ୍ପଷ୍ଟ ହୋଇନାହିଁ।
ଶୁଣାଯାଉଛି କି, କିଛିଦିନ ତଳେ ଦୁହିଁଙ୍କ ମଧ୍ୟରୁ ଜଣେ ବିବାହ କରିବାକୁ ଚାହୁଁଥିଲେ। କିନ୍ତୁ ତନ୍ମଧ୍ୟରୁ ଜଣେ ଏଥିପାଇଁ ପ୍ରସ୍ତୁତ ନ ଥିଲେ। ବିବାହ ନ କରି ପାରିବା କାରଣରୁ ଦୁଇମାସ ପୂର୍ବରୁ ଅଲଗା ହେବା ପାଇଁ ଅର୍ଜ୍ଜୁନ ଓ ମଲାଇକା ନିଷ୍ପତ୍ତି ନେଇଥିଲେ। କିନ୍ତୁ ଏହି ସୂଚନାର କେତେ ସତ୍ୟତା ରହିଛି ତାହା ସ୍ପଷ୍ଟ ହୋଇନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରଦ୍ଧା, ଅଶ୍ରୁ ଆଉ ସ୍ମୃତି: ଫଲଗୁ ନଦୀରେ ଅଜିତ ପାଓ୍ବାରଙ୍କୁ ଅନ୍ତିମ ବିଦାୟ

ମୁମ୍ବାଇ,୬।୨: ଗୟାର ପବିତ୍ର ଭୂମିରେ ଶୁକ୍ରବାର ମହାରାଷ୍ଟ୍ରର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ସ୍ବର୍ଗତ ଅଜିତ ପାୱାରଙ୍କ ସ୍ମୃତିରେ ଏକ ଗମ୍ଭୀର ଶୋକ ସଭା ଅନୁଷ୍ଠିତ ହୋଇଥିଲା। ଏହି କାର୍ଯ୍ୟକ୍ରମର…

Valentine’s Week: ଗୋଲାପରୁ କାହିଁକି ଆରମ୍ଭ ହୁଏ ପ୍ରେମ, ଜାଣନ୍ତୁ…

ଫେବୃଆରୀ ୭ରୁ ୧୪ ପର୍ଯ୍ୟନ୍ତ ଯୁବବର୍ଗ ପାଳନ କରିବେ ଭାଲେଣ୍ଟାଇନ୍ସ ଉଇକ୍‌ ବା ପ୍ରେମ ସପ୍ତାହ। ଏହି ସପ୍ତାହର ପ୍ରଥମ ଦିନ ରୋଜ୍‌ ଡେ’ ବା ଗୋଲାପ…

ସ୍ତ୍ରୀଙ୍କ ସହ ଟପ ମାଓବାଦୀ ନେତା ନିଖିଲକଲେ ଆତ୍ମସମର୍ପଣ

ରାୟଗଡ଼ା,୬।୨(ଆଶିଷ ରଞ୍ଜନ ପଣ୍ଡା): ମାଓବାଦୀ ନେତା ନିଖିଲ୍‌ ଆତ୍ମସମର୍ପଣ କରିଛନ୍ତି। ଓଡ଼ିଶାର ଟପ ମାଓବାଦୀ ନେତା ନିଖିଲ ଓରଫ ନିରଞ୍ଜନ ଆତ୍ମସମର୍ପଣ କରିଥିବା ବେଳେ ତାଙ୍କ ସହ…

ଟାଇଟଲ୍‌ ଲକ୍ଷ୍ୟରେ ଭାରତ: ଇଂଲଣ୍ଡ ଆଗରେ ୪୧୨ ରନ୍‌ର ବିଶାଳ ଟାର୍ଗେଟ୍‌

ହରାରେ,୬।୨: ହରାରେ ସ୍ପୋଟର୍‌ସ କ୍ଲବଠାରେ ଶୁକ୍ରବାର ୧୯ ବର୍ଷରୁ କମ୍‌ ପୁରୁଷ ବିଶ୍ବକପ୍‌ ଫାଇନାଲ ମ୍ୟାଚ୍‌ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଖେଳାଯାଉଛି। ଫାଇନାଲ ମ୍ୟାଚ୍‌ରେ ଭାରତ…

ଜନଗଣନା ପାଇଁ ପ୍ରସ୍ତୁତି: ଏପ୍ରିଲ ୧୬ରୁ କେନ୍ଦୁଝରରେ ଆରମ୍ଭ ହେବ ଗୃହ ତାଲିକା

କେନ୍ଦୁଝର,୬ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଆସନ୍ତା ଜନଗଣନା-୨୦୨୭କୁ ସୂଚାରୁ ରୂପେ ପରିଚାଳନା କରିବା ପାଇଁ ଜିଲାପାଳଙ୍କ କାର୍ଯ୍ୟାଳୟରେ ଏକ ଜିଲାସ୍ତରୀୟ ସମୀକ୍ଷା ବୈଠକ ଓ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ…

ମହଙ୍ଗା ପଡିଲା ନାବାଳିକାଙ୍କୁ ଗଣବଳାତ୍କାର: ୫ ନାବାଳକଙ୍କୁ ହେଲା…

ବଲାଙ୍ଗୀର,୬।୨ ( ସୁନିଲ କୁମାର ମହାନ୍ତି): ମହଙ୍ଗା ପଡିଲା ସହପାଠିନୀକୁ ଗଣବଳାତ୍କାର କରିବ। ବନ୍ଧାହେଲେ ଛଅ ଜଣ ଅଭିଯୁକ୍ତ । ବାଳସୁଧାର ଗୃହକୁ ପଠାଇଲା ଯୁଭେନାଲ ଜଷ୍ଟିସ…

ରୁଷିଆର ଶୀର୍ଷ ଗୁପ୍ତଚର ଅଧିକାରୀଙ୍କୁ ଆକ୍ରମଣ

ମସ୍କୋ,୬।୨: ମସ୍କୋରେ ଏକାଧିକ ଗୁଳି ମାଡ଼ ହେବା ପରେ ଜଣେ ବରିଷ୍ଠ ରୁଷୀୟ ସେନା ଜେନେରାଲ ଆହତ ହୋଇଛନ୍ତି। ସହରର ଉତ୍ତର-ପଶ୍ଚିମ ଉପକଣ୍ଠରେ ଏକ ଆବାସିକ କୋଠାରେ…

ରେକର୍ଡ ବୁକ ଦୋହଲାଇ ଦେଲେ Vaibhav Suryavanshi, ବିଶ୍ୱକପ ଫାଇନାଲରେ ସଭିଙ୍କୁ କଲେ ଚକିତ

ନୂଆଦିଲ୍ଲୀ,୬।୨: ବୈଭବ ସୂର୍ଯ୍ୟବଂଶୀ ୧୯ ବର୍ଷରୁ କମ ବିଶ୍ୱକପ ୨୦୨୬ ର ଫାଇନାଲରେ ଶୁକ୍ରବାର ବିପର୍ଯ୍ୟୟ ସୃଷ୍ଟି କରିଥିଲେ। ହରାରେ ସ୍ପୋଟର୍‌ସ କ୍ଲବରେ ଇଂଲଣ୍ଡ ୧୯ ବର୍ଷରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri