ହାଫିଜ୍‌ଙ୍କ ଆତଙ୍କବାଦୀ ସଂଗଠନ ପ୍ରବକ୍ତାଙ୍କୁ ୩୨ ବର୍ଷ ଜେଲ ଦଣ୍ଡାଦେଶ

ଇସଲାମାବାଦ୍‌,୧୨।୧୧: ବିଶ୍ୱ ଆତଙ୍କବାଦୀ ହାଫିଜ୍‌ ସଇଦ୍‌ଙ୍କ ସଂଗଠନ ଜମାତ୍‌-ଉଦ୍‌-ଦାଓ୍ବାର ପ୍ରବକ୍ତା ୟାହଆ ମୁଜାହିଦ୍‌ଙ୍କୁ ୩୨ ବର୍ଷ ଜେଲ ଦଣ୍ଡାଦେଶ କରାଯାଇଛି। ପାକିସ୍ତାନର ଏକ ଆତଙ୍କବାଦୀ ନିରୋଧୀ କୋର୍ଟ ଏଭଳି ରାୟ ଦେଇଛନ୍ତି। ବିଚାରପତି ଏଜାଜ୍‌ ଅହମ୍ମଦ ବୁଟ୍ଟାର ଆତଙ୍କବାଦୀଙ୍କୁ ପାଣ୍ଠି ଯୋଗାଣ ଅପରାଧର ବିଚାର କରି ଏହି ଦଣ୍ଡାଦେଶ କରିଛନ୍ତି। ୟାହଆ ମୁଜାହିଦ୍‌ ୨୦୦୮ରେ ଭାରତର ମୁମ୍ବାଇରେ ହୋଇଥିବା ଆକ୍ରମଣର ମାଷ୍ଟର ମାଇଣ୍ଡ ଥିଲେ ବୋଲି କୁହାଯାଉଛି। ଏହି ମାମଲାରେ ପ୍ରଫେସର ଜାଫର ଇକବାଲ ଏବଂ ପ୍ରଫେସର ହାଫିଜ୍‌ ଅବଦୁଲ୍‌ ରହମାନ୍‌ ମକ୍କିଙ୍କୁ ୧୬ ବର୍ଷ ଜେଲ ଦଣ୍ଡାଦେଶ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଫାଇଜର ଟିକାକୁ ଆମେରିକାରେ ସବୁଜ ସଙ୍କେତ

ୱାଶିଂଟନ,୧୧।୧୨: ଫାଇଜର ପ୍ରସ୍ତୁତ କରିଥିବା ଟିକା ଖୁବ୍‌ଶୀଘ୍ର ଆମେରିକାରେ ଜରୁରୀକାଳୀନ ଅନୁମୋଦନ ପାଇପାରେ। ପ୍ରାଥମିକ ଅବସ୍ଥାରେ ଆମେରିକାର ବିଶେଷଜ୍ଞ ଟିମ ଫାଇଜର ଟିକାର ଜରୁରୀ କାଳୀନ...

ନୋବେଲ ଶାନ୍ତି ପୁରସ୍କାର ଘୋଷଣା ଆଜି:ଦୌଡ଼ ଆଗରେ ଗ୍ରେଟା ଥନବର୍ଗ

ଓସ୍‌ଲୋ,୧୧-୧୦:(ଆଇଏଏନ୍‌ଏସ୍‌):ସ୍ବିଡେନର ପରିବେଶ କର୍ମୀ ଗ୍ରେଟା ଥନ୍‌ବର୍ଗ ନୋବେଲ ଶାନ୍ତି ପୁରସ୍କାର ଦୌଡ଼ରେ ଆଗୁଆ ରହିଛନ୍ତି। ସେହିପରି ବ୍ରାଜିଲର ଆଦିବାସୀ ନେତା ରାଓନି ମେଟୁକ୍‌ଟାୟର ଓ ଇଥିଓପିଆ...

ପ୍ଲାଷ୍ଟିକ୍‌ରୁ ତିଆରି ହେଲା ସୁନା: ଏବେ ପ୍ଲାଷ୍ଟିକ୍‌ ବର୍ଜ୍ୟର ଆଉ ରହିବ ନାହିଁ ଭୟ !

ଲଣ୍ଡନ,୧୩।୧: ପରିବେଶକୁ ଅଧିକ ପ୍ରଦୂଷିତ କରୁଥିବା ପ୍ଲାଷ୍ଟିକରୁ ଏବେ ସୁନା ତିଆରି ସମ୍ଭବ। ସୁଇଜରଲାଣ୍ଡର ବୈଜ୍ଞାନିକ ପ୍ରଥମ ଥର ପାଇଁ ପ୍ଲାଷ୍ଟିକ୍‌ରୁ ସୁନା ତିଆରି କରିବାକୁ...

ଦକ୍ଷିଣ ଚାଇନା ସାଗରରେ ଆମେରିକା ଯୁଦ୍ଧପୋତ

ଓ୍ବାଶିଂଟନ,୨୫।୧: ଆମେରିକାର ଜୋ ବାଇଡେନ୍‌ ସରକାରଙ୍କ ପକ୍ଷରୁ ଚାଇନାର ତାଇଓ୍ବାନ ନୀତିକୁ ବିରୋଧ କରାଯିବା ସହିତ ଚେତାବନୀ ଦିଆଯାଇଥିଲା। ତାଇଓ୍ବାନ ବିରୋଧରେ ଚାଇନା ପକ୍ଷରୁ କରାଯାଉଥିବା...

ଆଫଗାନୀସ୍ତାନ ବାୟୁସେନାର ଏୟାର ଷ୍ଟ୍ରାଇକ୍‌: ୨୩ ତାଲିବାନ ଆତଙ୍କବାଦୀ ନିହତ

କାବୁଲ,୨୧।୯: ଆଫଗାନୀସ୍ତାନ ବାୟୁସେନା ପକ୍ଷରୁ ତାଲିବାନ ଆତଙ୍କବାଦୀଙ୍କ ଶିବିର ଉପରେ ଏୟାର ଷ୍ଟ୍ରାଇକ୍‌ କରାଯାଇଛି। ଏଥିରେ ୨୩ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଛି। କାନ୍ଧାହାର, ଘଜନୀ, ବାଦଘିସ୍‌...

ୟୁକ୍ରେନରେ ଫସ୍‌ଫରସ୍‌ ବୋମା ପକାଇଲା ରୁଷିଆ

କିଭ୍‌,୨୪ା୩: ସାଧାରଣ ନାଗରିକଙ୍କୁ ଟାର୍ଗେଟ କରି ରୁଷିଆ ଗୁରୁବାର ଫସ୍‌ଫରସ୍‌ ବୋମା ପକାଇଥିବା ୟୁକ୍ରେନ୍‌ ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍‌ସ୍କି ଅଭିଯୋଗ କରିଛନ୍ତି। ରୁଷିଆ ପୂର୍ବ ୟୁକ୍ରେନ୍‌ର...

କରୋନା ଭ୍ୟାକ୍ସିନ ନେବାର ଦୁଇ ଦିନ ପରେ ସ୍ୱାସ୍ଥ୍ୟକର୍ମୀଙ୍କ ମୃତ୍ୟୁ

ଲିସବନ୍‌,୫ ।୧: କରୋନା ଭାଇରସକୁ ଦୂରେଇ ଦେବାକୁ ଏବେ ପ୍ରାୟ ସବୁଦେଶର ନଜର ଭ୍ୟାକ୍ସିନ ବା ଟିକା ଉପରେ । କେତେକ ବିକାଶଶୀଳ ଦେଶ କିଛି...

ଅନ୍ତଃବସ୍ତ୍ରକୁ ପୋତା ଯାଉଛି ମାଟିରେ…

ଜୁରିଚ୍‌,୧୯।୪: ଅନ୍ତଃବସ୍ତ୍ରକୁ ପୋଷାକ ତଳେ ପିନ୍ଧା ଯାଏ। ତେବେ ଏହାକୁ ମାଟିରେ ପୋତିଯାଉଥିବା ଶୁଣିଲେ ଯେ କେହି ଆଶ୍ଚର୍ଯ୍ୟ ହେବେ। ମାତ୍ର ଏଭଳି କାର୍ଯ୍ୟ ସ୍ବିଜରଲାଣ୍ଡରେ...

Advertisement
Archives

Model This Week