ହାଫିଜ୍‌ଙ୍କ ଆତଙ୍କବାଦୀ ସଂଗଠନ ପ୍ରବକ୍ତାଙ୍କୁ ୩୨ ବର୍ଷ ଜେଲ ଦଣ୍ଡାଦେଶ

ଇସଲାମାବାଦ୍‌,୧୨।୧୧: ବିଶ୍ୱ ଆତଙ୍କବାଦୀ ହାଫିଜ୍‌ ସଇଦ୍‌ଙ୍କ ସଂଗଠନ ଜମାତ୍‌-ଉଦ୍‌-ଦାଓ୍ବାର ପ୍ରବକ୍ତା ୟାହଆ ମୁଜାହିଦ୍‌ଙ୍କୁ ୩୨ ବର୍ଷ ଜେଲ ଦଣ୍ଡାଦେଶ କରାଯାଇଛି। ପାକିସ୍ତାନର ଏକ ଆତଙ୍କବାଦୀ ନିରୋଧୀ କୋର୍ଟ ଏଭଳି ରାୟ ଦେଇଛନ୍ତି। ବିଚାରପତି ଏଜାଜ୍‌ ଅହମ୍ମଦ ବୁଟ୍ଟାର ଆତଙ୍କବାଦୀଙ୍କୁ ପାଣ୍ଠି ଯୋଗାଣ ଅପରାଧର ବିଚାର କରି ଏହି ଦଣ୍ଡାଦେଶ କରିଛନ୍ତି। ୟାହଆ ମୁଜାହିଦ୍‌ ୨୦୦୮ରେ ଭାରତର ମୁମ୍ବାଇରେ ହୋଇଥିବା ଆକ୍ରମଣର ମାଷ୍ଟର ମାଇଣ୍ଡ ଥିଲେ ବୋଲି କୁହାଯାଉଛି। ଏହି ମାମଲାରେ ପ୍ରଫେସର ଜାଫର ଇକବାଲ ଏବଂ ପ୍ରଫେସର ହାଫିଜ୍‌ ଅବଦୁଲ୍‌ ରହମାନ୍‌ ମକ୍କିଙ୍କୁ ୧୬ ବର୍ଷ ଜେଲ ଦଣ୍ଡାଦେଶ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ-ଚାଇନା ମଧ୍ୟରେ ସମ୍ପର୍କ ଖରାପ କରୁଛି ନାଟୋ: ରୁଷିଆ ବୈଦେଶିକ ମନ୍ତ୍ରୀ

ମସ୍କୋ,୧୯।୧: ରୁଷିଆର ବୈଦେଶିକ ମନ୍ତ୍ରୀ ସର୍ଗେ ଲାଭ୍ରୋଭ ଗୁରୁବାର ନାଟୋ ବିରୋଧରେ ଏକ ବଡ ଅଭିଯୋଗ କରିଛନ୍ତି। ଏକ ଖବରଦାତା ସମ୍ମିଳନୀରେ ସେ କହିଛନ୍ତି, ଭାରତ...

୭୦୦ କି.ମି. ଟ୍ରାଫିକ୍‌ ଜାମ୍‌

ପ୍ୟାରିସ୍‌,୧।୧୧: କରୋନା ସଂକ୍ରମଣ ବଢ଼ିଚାଲିଥିବାରୁ ଏହାକୁ ପ୍ରତିହତ କରିବା ଲାଗି ଫ୍ରାନ୍ସ ସରକାର ପୁଣି ଥରେ ୪ ସପ୍ତାହ ପାଇଁ ଦେଶବ୍ୟାପୀ ଲକ୍‌ଡାଉନ ଘୋଷଣା କରିଛନ୍ତି।...

ଟ୍ରାଏଲ ଔଷଧରେ ସୁସ୍ଥ ହେଲେ କ୍ୟାନ୍‌ସର ରୋଗୀ

ଓ୍ବାଶିଂଟନ୍‌, ୮ା୬: ସାଧାରଣତଃ କ୍ୟାନ୍‌ସରରେ ପୀଡ଼ିତ ରୋଗୀ ଜଟିଳ ଓ ଦୀର୍ଘସ୍ଥାୟୀ ଚିକିତ୍ସା ଲୋଡ଼ିଥାନ୍ତି। ଅଧିକାଂଶ କ୍ଷେତ୍ରରେ ଚିକିତ୍ସା ସତ୍ତ୍ୱେ କର୍କଟ ରୋଗୀ ଏଥିରୁ ଆରୋଗ୍ୟ...

ପୋପ୍‌ ବେନଡିକ୍ଟ ଷୋଡଶଙ୍କର ପରଲୋକ…

ଭଟିମାନ ସିଟି,୩୧।୧୨ : ପୂର୍ବତନ କ୍ୟାଥୋଲିକ ପୋପ ବେନେଡିକ୍ଟ ଷୋଡଶ ଶନିବାର ଭଟିକାନ ସିଟିରେ ପରଲୋକ ଘଟିଛି॥ ୯୫ବର୍ଷ ବୟସରେ ବେନେଡିକ୍ଟ ଶେଷ ନିଶ୍ୱାସ ତ୍ୟାଗ...

କୋଭିଡ-୧୯ ସହ ଲଢିବାକୁ ଭାରତକୁ ସାହାଯ୍ୟ କରିବ ଚାଇନା

ବେଜିଂ,୨୦।୩: କୋଭିଡ-୧୯ ସହ ଲଢିବାକୁ ଶୁକ୍ରବାର ଚାଇନାଠାରୁ ପରାମର୍ଶ ନେଇଛନ୍ତି ୟୁରୋଏସିଆନ ଓ ସାଉଥ୍‌ ଏସିଆନର ପ୍ରାୟ ୧୦ ଦେଶ। ଭିଡିଓ କନଫରେନ୍‌ସିଂ ଜରିଆରେ ଏମାନେ...

‘ପିଲାଙ୍କୁ ସ୍କୁଲ୍‌କୁ ଫେରାଇ ଆଣିବା ଦେଶର ନୈତିକ କର୍ତ୍ତବ୍ୟ’

ଲଣ୍ଡନ, ୧୧।୮(ପି.ଟି.): କରୋନା ଜନିତ ଲକ୍‌ଡାଉନ ପରେ ପିଲାମାନଙ୍କୁ ସ୍କୁଲ୍‌କୁ ଫେରାଇ ଆଣିବା ଦେଶର ନୈତିକ କର୍ତ୍ତବ୍ୟ ବୋଲି ବ୍ରିଟେନ ପ୍ରଧାନମନ୍ତ୍ରୀ ବୋରିସ୍‌ ଜନ୍‌ସନ ସୋମବାର...

ବର୍ଣ୍ଣବୈଷମ୍ୟ ଅଭିଯୋଗ: ଇସ୍ତଫା ଦେଲେ ରଶ୍ମୀ ସାମନ୍ତ

ନୂଆଦିଲ୍ଲୀ/ଲଣ୍ଡନ,୧୮।୨: ପ୍ରଥମ ଭାରତୀୟ ମହିଳା ଭାବେ ଅକ୍ସଫୋର୍ଡ ବିଶ୍ୱବିଦ୍ୟାଳୟ ଛାତ୍ରସଂଘର ସଭାପତି ନିର୍ବାଚିତ ହୋଇଥିବା ରଶ୍ମୀ ସାମନ୍ତ ନିଜ ପଦବୀରୁ ଇସ୍ତଫା ଦେଇଛନ୍ତି। ଏନେଇ ଫେସ୍‌ବୁକ୍‌ରେ...

ଆକ୍ରମଣରେ ୨୩ ମୃତ

ମୋଗାଦିଶୁ, ୪ା୪: ସୋମାଲିଆର ୨ ମିଲିଟାରୀ ବେସ୍‌ରେ ଇସ୍‌ଲାମୀୟ ଉଗ୍ରପନ୍ଥୀଙ୍କ ଆକ୍ରମଣରେ ୨୩ ଜଣଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ୪ ସୈନ୍ୟ ଅଛନ୍ତି। ୨ଟି...

Advertisement
Archives

Model This Week