ହାୟରର ନୂତନ ଉତ୍ପାଦ ଉନ୍ମୋଚିତ

ନୂଆଦିଲ୍ଲୀ,୨୬।୧୦: ଦେଶର ପ୍ରମୁଖ ହୋମ୍‌ ଆପ୍ଲାଏନ୍ସେସ୍‌ ଓ କଞ୍ଜ୍ୟୁମର ଇଲେକ୍ଟ୍ରୋନିକ୍ସ କମ୍ପାନୀ ‘ହାୟର’ ପକ୍ଷରୁ ଏକ ଅତ୍ୟାଧୁନିକ ତଥା ନୂତନ ଉତ୍ପାଦ ‘ୱାଶିଂ ମେଶିନ’ର ସର୍ବଭାରତୀୟ ଉନ୍ମୋଚନ କରାଯାଇଛି। ବିଶେଷକରି ହାୟରର ୫୨.୫ ସେମି ସୁପର ଡ୍ରମ୍‌, ଆଡ୍‌ଭାନ୍ସଡ୍‌ ସୁପରସାଇଲେଣ୍ଟ ଡାଇରେକ୍ଟ ମୋଶନ ମୋଟର ସହ ନୂଆ ଏଆଇ-ସକ୍ଷମ ବୈପ୍ଳବିକ ୱାଶିଂମେଶିନ ସିରିଜ୍‌ ହାୟର ୯୭୯ ଫ୍ରଣ୍ଟ୍‌ ଲୋଡ୍‌ ୱାଶିଂମେଶିନର ବଜାର ପ୍ରବେଶ ସମ୍ପକରେ ଘୋଷଣା କରାଯାଇଛି। ସେହିଭଳି ଫ୍ରଣ୍ଟ୍‌ଲାଇନ୍‌ ଉଦ୍ଭାବନଗୁଡ଼ିକ ସହ ସୁସଜ୍ଜିତ ଏହି ଡାଇରେକ୍ଟ ମୋଶନ ମୋଟର ସହ ସୁପର ଡ୍ରମ୍‌ ୯୭୯ ସିରିଜ୍‌କୁ ଗ୍ରାହକଙ୍କର ସୁବିଧା ଅନୁଯାୟୀ କେବଳ ଏକ ଭଏସ୍‌ କମାଣ୍ଡ ସହ ସହଜରେ ବ୍ୟବହାର କରାଯାଇପାରିବ। ହାୟରର ନୂଆ ୱାଶିଂମେଶିନ ସିରିଜ୍‌ ଏବେ ଦେଶବ୍ୟାପୀ ଉପଲବ୍ଧ ରହିଛି। ଏହାର ୧୦ କେଜି କ୍ଷମତା ବିଶିଷ୍ଟ ଏଚ୍‌ଡବ୍ଲ୍ୟୁ୧୦୦-ବିଡିଭି୧୪୯୭୯ଏସ୍‌୮ୟୁ୧ ମଡେଲ ୯୫,୯୯୦ ଟଙ୍କାରେ ଉପଲବ୍ଧ ହେଉଛି। ଏଥିରେ ମୋଟର ଉପରେ ୨୦ ବର୍ଷର ୱାରେଣ୍ଟି ସହ ୩ ବର୍ଷର ବିସ୍ତୃତ ୱାରେଣ୍ଟି ରହିଛି।
ଏ ସମ୍ପର୍କରେ ହାୟର ଆପ୍ଲାଏନ୍ସେସ୍‌ ଇଣ୍ଡିଆର ଅଧ୍ୟକ୍ଷ ସତୀଶ ଏନ୍‌ଏସ୍‌ କହିଛନ୍ତି, ଆମର ନୂଆ ଆଇଓଟି-ସକ୍ଷମ ଫ୍ରଣ୍ଟ୍‌ ଲୋଡ୍‌ ସୁପର ଡ୍ରମ୍‌ ୯୭୯ ସିରିଜ୍‌ ୱାଶିଂମେଶିନ ହେଉଛି ଏକ ଅତ୍ୟାଧୁନିକ ଉଦ୍ଭାବନ ଯାହା ଏଆଇର ସୁବିଧାଗୁଡ଼ିକୁ ବ୍ୟବହାର କରୁଛି ଏବଂ ଉପଭୋକ୍ତାଙ୍କୁ ସରଳ, ବୁଦ୍ଧିମାନ ଓ ବ୍ୟକ୍ତିଗତ ଲଣ୍ଡ୍ରି ସମାଧାନ ପ୍ରଦାନ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

‘ଭାରତରେ ଦେହ ବ୍ୟବସାୟ ଆଇନଗତ ହେବା ଉଚିତ,’ ପୁନମ ପାଣ୍ଡେ କୁହନ୍ତି, ମୋର କାମୁକ ଭିଡିଓ ଗୁଡ଼ିକ ଦେଶ ତଥା ବିଶ୍ୱକୁ…

ମୁମ୍ବାଇ,୬।୯: ପ୍ରସିଦ୍ଧ ମଡେଲ ଏବଂ ଅଭିନେତ୍ରୀ ପୁନମ ପାଣ୍ଡେ ତାଙ୍କ ଡ୍ରେସିଂ ସେନ୍ସ ଏବଂ ବୟାନ ପାଇଁ ପ୍ରାୟତଃ ଶିରୋନାମାରେ ରହିଥାନ୍ତି। ସମ୍ପ୍ରତି, ବେଶ୍ୟାବୃତ୍ତି ବା ଦେହ…

ସୁନିତା-କୋମଲ ବିବାଦ ଉପରେ ନୀରବତା ଭାଙ୍ଗିଛନ୍ତି ଗୋବିନ୍ଦା, ଇସାରାରେ କହିଲେ ଖୁବ ବଡ଼ କଥା

ମୁମ୍ବାଇ,୬।୯: ପତ୍ନୀ ସୁନିତା ଆହୁଜାଙ୍କ ସହ ସମ୍ପର୍କରେ ମତଭେଦ ଏବଂ ଅଭିନେତ୍ରୀ କୋମଲ ରାଣୀଙ୍କ ସହ ତଥା କଥିତ ସମ୍ପର୍କର ଗୁଜବ ସମ୍ପର୍କରେ ଖବର ଆସିବା ପରେ…

ବରଗଡ଼ରେ ନୂଆଖାଇ ଲଗ୍ନ ଧାର୍ଯ୍ୟ, ଏହି ମୁହୂର୍ତ୍ତରେ ଶୁଭବେଳା…

ବରଗଡ଼,୬ା୯(ପ୍ରେମାନନ୍ଦ ଖମାରୀ): ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମଦେବୀ ସମଲେଶ୍ୱରୀଙ୍କ ପୀଠରେ ରବିବାର ନୂଆଖାଇ ଲଗ୍ନ ନିରୂପଣ କରାଯାଇଛି। ବିଧି ଓ ପରମ୍ପରା ଅନୁଯାୟୀ ଆସନ୍ତା ୧୪ ତାରିଖ ନିଶାର୍ଦ୍ଧ…

ସ୍ତ୍ରୀଙ୍କୁ ସନ୍ଦେହ ଚକ୍ଷୁରେ ଦେଖୁଥିଲେ ସ୍ବାମୀ, ନିର୍ମମ ଭାବେ ହତ୍ୟା କରିବା ପରେ…

ସମ୍ବଲପୁର,୬ା୯(ପ୍ରମୋଦ ବହିଦାର): ସମ୍ବଲପୁର ଟାଉନ ଥାନା ଅନ୍ତର୍ଗତ ସେନ ପାର୍କ ନିକଟସ୍ଥ ପ୍ରାଣୀ ଚିକିତ୍ସାଳୟ ସମ୍ମୁଖରେ ଏକ ଅଭାବନୀୟ ତଥା ବର୍ବରୋଚିତ ହତ୍ୟାକାଣ୍ଡ ଘଟିଯାଇଛି। ଚରିତ୍ର ଉପରେ…

ଯେଉଁ କାମ ପାଇଁ ଦିନେ ଯୁବକଙ୍କୁ ପରିହାସ କରୁଥିଲେ ଲୋକେ, ଆଜି ବିଦେଶରୁ ଆସିଲା ଚାକିରି ଅଫର, ପୂରା କାହାଣୀ ଜାଣିଲେ…

ଭାରତରେ ନଦୀଗୁଡ଼ିକର ଦୁର୍ଦ୍ଦଶା କହିଲେ ନ ସରେ। ସରକାରୀ ପ୍ରୟାସ ସତ୍ତ୍ୱେ ନଦୀଗୁଡ଼ିକର ଅବସ୍ଥା ସୁଧାର ହୋଇନାହିଁ। ସମ୍ପ୍ରତି ମଧ୍ୟପ୍ରଦେଶର ରାଜଗଡ଼ ଜିଲାର ଜଣେ ୨୦ ବର୍ଷୀୟ…

Video: ମେଟ୍ରୋରେ ଯାତ୍ରା କଲେ ପ୍ରଧାନମନ୍ତ୍ରୀ ମୋଦି, ପିଲାମାନଙ୍କ ସହିତ ଆଲୋଚନା ସମୟରେ ତାଙ୍କ ସଂସଦୀୟ କ୍ଷେତ୍ର କାଶୀକୁ ମନେ ପକାଇଲେ, ଯାହାକୁ ନେଇ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ,୬।୯: ଦିଲ୍ଲୀ ମେଟ୍ରୋରେ ଯାତ୍ରା କରୁଥିବା ଯାତ୍ରୀମାନେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ, ଶନିବାର (ସେପ୍ଟେମ୍ବର 5, 2026) ସାରେ, ସେମାନଙ୍କ ସହିତ ଯାତ୍ରା କରୁଥିବା ଦେଖି ଖୁସିରେ…

ରୋନାଲ୍ଡୋ-ମେସିଙ୍କୁ ନେଇ ଇତିହାସରେ ପ୍ରଥମ ଥର ଘଟିବାକୁ ଯାଉଛି ଏମିତି ଘଟଣା, ଅପେକ୍ଷାରେ ପ୍ରଶଂସକ

ନୂଆଦିଲ୍ଲୀ,୬।୯: ପର୍ତ୍ତୁଗାଲର କ୍ରିଷ୍ଟିଆନୋ ରୋନାଲ୍ଡୋ ଏବଂ ଆର୍ଜେଣ୍ଟିନାର ଲିଓନେଲ ମେସି ଫୁଟବଲ ଜଗତର ଦୁଇ କିମ୍ବଦନ୍ତୀ ତାରକା। ପ୍ରାୟ 15 ବର୍ଷ ଧରି, ସେମାନଙ୍କର ପ୍ରତିଦ୍ୱନ୍ଦ୍ୱିତା ବିଶ୍ୱ…

୨୦୨୭ ଯାଏ ୩ ରାଶିଙ୍କୁ କଲବଲ କରିବେ ଶନି, ଛୋଟ ଛୋଟ ଭୁଲ ପଡିବ ଭାରି!

ବର୍ତ୍ତମାନ ସମୟରେ ଶନିଦେବ ମୀନ ରାଶିରେ ଅବସ୍ଥାନ କରୁଛନ୍ତି ଏବଂ ତାଙ୍କ ଗୋଚରର ପ୍ରଭାବ କିଛି ରାଶି ଉପରେ ବିଶେଷ ଭାବରେ ଦେଖିବାକୁ ମିଳୁଛି। ସାଢ଼େସାତୀ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri