ବର୍ଷା ସହ କୁଆପଥର ମାଡ଼

ଆସିକା,୧୮ା୪: ଗଞ୍ଜାମ ଜିଲା ଆସିକା ଅଞ୍ଚଳରେ କାଳବୈଶାଖୀ ପ୍ରଭାବରେ ରବିବାର ଅପରାହ୍ନରେ ବର୍ଷା ସହ କୁଆପଥର ମାଡ ହୋଇଥିଲା। ଗତ ୪ଦିନ ହେଲା ଅଞ୍ଚଳରେ ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁ ଲୋକେ ଅସ୍ତବ୍ୟସ୍ତ ହେଉଥିବା ବେଳେ ବର୍ଷା ଜନସାଧାରଣଙ୍କୁ ଆଶ୍ୱସ୍ତି କରିଛି। ସେହିପରି ଗାଙ୍ଗପୁର ଅଞ୍ଚଳରେ ମଧ୍ୟ ବର୍ଷା ହୋଇଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରସ୍ତାବିତ ଜଳସେଚନ ପ୍ରକଳ୍ପ ନେଇ ପ୍ରତିବାଦ, ୧୨ ଘଣ୍ଟିଆ ଜାତୀୟ ରାଜପଥ ଅବରୋଧ

କେନ୍ଦୁଝର,୧୨ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ସମାକୋଇ ଚକାଦର ସମନ୍ବୟ ସମିତି ତେଲକୋଇ ଡାକରାରେ ପ୍ରସ୍ତାବିତ ଚକଧର ଜଳସେଚନ ପ୍ରକଳ୍ପ ପ୍ରତିବାଦରେ ୧୨ ଘଣ୍ଟିଆ ଏନ୍‌ଏଚ୍‌ ଅବରୋଧ କରି...

ଆଜି ମାଲକାନଗିରି ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ୱର,୧୨।୯: ଆଜି ଅପରାହ୍ନରେ ମାଲକାନଗିରି ଗସ୍ତ କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ମାଲକାନଗିରିରେ ମୁଖ୍ୟମନ୍ତ୍ରୀ ବନ୍ୟା ସ୍ଥିତି ସମୀକ୍ଷା କରିବେ। ମୁଖ୍ୟମନ୍ତ୍ରୀଙ୍କ ସହ ରାଜସ୍ବ ମନ୍ତ୍ରୀ...

ଆଜି ରାଜ୍ୟରେ ଅନୁଷ୍ଠିତ ହେବ ନିଯୁକ୍ତି ମେଳା: ୪୬୭ ପ୍ରାର୍ଥୀଙ୍କୁ ନିଯୁକ୍ତି ପତ୍ର ଦେବେ ମୋହନ ସରକାର

ଭୁବନେଶ୍ୱର,୧୨।୯: ଆଜି ରାଜ୍ୟରେ ନିଯୁକ୍ତି ମେଳା ଅନୁଷ୍ଠିତ ହେବ। ୪୬୭ ପ୍ରାର୍ଥୀଙ୍କୁ ନିଯୁକ୍ତି ପତ୍ର ଦେବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଲୋକସେବା ଭବନ କନ୍‌ଭେନ୍‌ଶନ...

ସୁଭଦ୍ରା ଯୋଜନା ଦରଖାସ୍ତ ପାଇଁ ଟଙ୍କା ମାଗିବା ପଡ଼ିଲା ମହଙ୍ଗା, ଗିରଫ ହେଲେ ୨ ଜନସେବା କର୍ମଚାରୀ

ଭୁବନେଶ୍ୱର,୧୨।୯: ସୁଭଦ୍ରା ଯୋଜନା ଦରଖାସ୍ତ ପାଇଁ ଅର୍ଥ ଦାବି ମହଙ୍ଗା ପଡ଼ିଲା। ଭୁବନେଶ୍ବରର ୨ ଜନସେବା କେନ୍ଦ୍ର କର୍ମଚାରୀଙ୍କୁ ପୋଲିସ ଗିରଫ କରିଛି। ଉଭୟେ ନିଳାଦ୍ରିବିହାର...

ସାଂଘାତିକ ଅଭିଯୋଗ ଆଣିଲେ ସୁନୀତି ମୁଣ୍ଡ, ଭାଜପାର ଏହି ନେତା ଦେଉଥିଲେ ନିର୍ଯାତନା ସହ ଧମକ

ଭୁବନେଶ୍ୱର,୧୨।୯: ଭାରତୀୟ ଜନତା ପାର୍ଟି ଭାଜପାରୁ ନିଲମ୍ବିତ ହେବାର କିଛି ଦିନ ପରେ ମୁହଁ ଖୋଲିଛନ୍ତି ସୁନୀତି ମୁଣ୍ଡ। ନିଲମ୍ବନ ପରେ ସେ ପାର୍ଟି ବିରୋଧରେ...

କ୍ୱାକ୍‌ଙ୍କ କବଳରେ ରୋଗୀ

ମହାକାଳପଡ଼ା,୧୨ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକର ବିଭିନ୍ନ ଗ୍ରାମରେ ନକଲି ଡାକ୍ତର ତଥା କ୍ୱାକ୍‌ଙ୍କ ପ୍ରଭାବ ବଢ଼ି ଚାଲିଛି। ରାଜ୍ୟ ବାହାରୁ ଆସୁଥିବା...

ମହିଳାଙ୍କ ବେକରୁ ସୁନା ଚେନ ଲୁଟ ଉଦ୍ୟମ ପଣ୍ଡ

ରାୟଗଡ଼ା,୧୨।୯(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହର ସ୍ଥିତ ପୁରୁଣା ପୋଲିସ ଷ୍ଟେସନ ସମ୍ମୁଖରେ ମହିଳାଙ୍କ ବେକରୁ ଚେନ ସ୍ନାଚିଂ ଘଟଣା ସାମ୍ନାକୁ ଆସିଛି। ତେବେ ବେକରେ...

ସରକାରଙ୍କୁ ସମାଲୋଚନା କଲେ ଶଙ୍କରାଚାର୍ଯ୍ୟ

ପୁରୀ,୧୨ା୯(ଅଜିତ୍‌ କୁମାର ମହାନ୍ତି): ରାଜ୍ୟ ସରକାର ନୂଆ ଅବକାରୀ ନୀତି ଲାଗୁ କରିଛନ୍ତି। ଏହି ନୂଆ ଆଇନର ପ୍ରାବଧାନ ଅନୁଯାୟୀ, ଏଣିକି ସମୁଦ୍ର ବେଳାଭୂମି ଓ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri