ଏପ୍ରିଲ ୩ରୁ ୩ ଦିନ ଧରି କୁଆପଥର ବର୍ଷା

ଭୁବନେଶ୍ୱର,୧।୪: ଏପ୍ରିଲ ୩ରୁ ୩ ଦିନ ଧରି ବିଜୁଳି ଘଡ଼ଘଡ଼ି ସହ କୁଆପଥର ବର୍ଷା ହେବ। ଏ ନେଇ ପାଣିପାଗ ବିଭାଗ ୯ ଜିଲାକୁ ଅରେଞ୍ଜ ଆଲର୍ଟ ଜାରି କରିଛି। ଏସବୁ ଜିଲାଗୁଡ଼ିକ ହେଲା କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼, କନ୍ଧମାଳ, ବୌଦ୍ଧ, ସମ୍ବଲପୁର, ଝାରସୁଗୁଡ଼ା ଓ ସୁନ୍ଦରଗଡ଼। ଅନ୍ୟ ୫ ଜିଲାକୁ ବର୍ଷା ଓ ବିଜୁଳି ସମ୍ଭାବନା, ୟେଲୋ ୱାର୍ନିଂ ଜାରିକରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତାରେ ଖୁଚୁରା ଟଙ୍କା ପକାଇ ମୁହୂର୍ତ୍ତକ ଭିତରେ ନେଇଗଲେ ୫ ଲକ୍ଷ ଟଙ୍କା ଭର୍ତ୍ତି ବ୍ୟାଗ

ଗଜପତି,(ଗିରିଧାରୀ ପରିଛା) ୧।୮: ଦିନଦ୍ୱିପ୍ରହରରେ ବ୍ୟାଙ୍କ ସାମ୍ନାରେ ଫିଲ୍ମ ଷ୍ଟାଇଲରେ ଲୁଟ୍। ରାସ୍ତାରେ ଖୁଚୁରା ଟଙ୍କା ପକାଇ ଧ୍ୟାନ ଭୁଲାଇଦେଲେ, ଆଉ ମୁହୂର୍ତ୍ତକ ଭିତରେ ୫ ଲକ୍ଷ…

୪୦ ଫୁଟ ତଳକୁ ଖସିଲା ବାଇକ୍; ଜଣେ ମୃତ, ଜଣେ ଗୁରୁତର

ଗୁଣୁପୁର, ୧/୮ (ସଂକେତ ପାତ୍ର): ରାୟଗଡ଼ା ଜିଲା ପୁଟାସିଂ ଥାନା ଅନ୍ତର୍ଗତ ଆରାଡୁଲ ଘାଟିରେ ଶନିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଇକ୍ ଭାରସାମ୍ୟ…

ମା’ ପାଇଁ ଭକ୍ତଙ୍କ ଉପହାର :ମନ୍ଦିରକୁ ୨ ଲକ୍ଷ ୫୪ ହଜାର ଟଙ୍କା ସହ…

ଛତ୍ରପୁର, ୧।୮ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଛତ୍ରପୁର ସହରର ଆରାଧ୍ୟ ଦେବୀ ମା’ ରାମାୟଣାମ୍ମା ଠାକୁରାଣୀ ଯାତ୍ରା କମିଟି ପକ୍ଷରୁ ମନ୍ଦିର ପରିଚାଳନା କମିଟି ଓ ବହୁ…

odisha flood: ମହାନଦୀ ବନ୍ୟାକୁ ନେଇ ଆସିଲା ବଡ଼ ଅପଡେଟ୍‌, ସର୍ବୋଚ୍ଚ ଯନ୍ତ୍ରୀ କହିଲେ…

ଭୁବନେଶ୍ୱର,୧।୮: ଆଗକୁ ବର୍ଷା ନ ହେବା ଯାଏଁ ମହାନଦୀରେ ବନ୍ୟା ଆଶଙ୍କା ନାହିଁ ବୋଲି ଜଳ ସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ ଶନିବାର ଗଣମାଧ୍ୟମକୁ…

ପର ଘରେ ରୋଷେଇ କରିବାକୁ ଯାଇ ପଡ଼ିଲା ଲୋଲୁପ ଦୃଷ୍ଟି: ବ୍ଲାକମେଲରେ ଅତିଷ୍ଠ ହୋଇ ନାବାଳିକା କରିଦେଲେ ଏମିତି କାଣ୍ଡ

ପୁରୁଷୋତ୍ତମପୁର, ୧।୮ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଗଡ଼ସାହିରେ ଶନିବାର ଏକ ଅଭାବନୀୟ ଘଟଣା ଘଟିଛି। ଧମକ ଓ ବ୍ଲାକମେଲରେ ଅତିଷ୍ଠ ହୋଇ…

ବୃଦ୍ଧାଙ୍କ ଶରୀରକୁ ଖଣ୍ଡ ବିଖଣ୍ଡିତ କରି ମାରିଲା ରକ୍ତମୁଖା ଦନ୍ତା, ପୁଅ-ବୋହୂଙ୍କ ସହ…

ଲାଞ୍ଜିଗଡ଼,୧ା୮(ରମେଶ ଚନ୍ଦ୍ର ନାୟକ): ଏକ ରକ୍ତମୁଖା ଦନ୍ତା ଜଣେ ବୃଦ୍ଧାଙ୍କୁ କଲବଲ କରି ମାରିଛି। ତାଙ୍କ ଶରୀର ଖଣ୍ଡ ବିଖଣ୍ଡିତ ହୋଇ ଏତେତେଣେ ପଡ଼ିଛି। ଏପରି ହୃଦୟ…

ତପ୍ତପାଣି ଆସିବେ ରାଷ୍ଟ୍ରପତି: ପୋଲିସ ପ୍ରଶାସନର ଜୋରଦାର ପ୍ରସ୍ତୁତି, ସ୍ଥିତି ଅନୁଧ୍ୟାନ କଲେ ଜିଲାପାଳ-ଏସ୍‌ପି

ଦିଗପହଣ୍ଡି,୧ା୮(ଅଶେଷ ନାଥ ମିଶ୍ର): ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୪ ତାରିଖ ଗଞ୍ଜାମ-ଗଜପତି ସୀମାନ୍ତ ପର୍ଯ୍ୟଟନ କ୍ଷେତ୍ର ଉଷ୍ଣ ପ୍ରସବଣ ତପ୍ତପାଣି ପରିଦର୍ଶନ କରିବା ସହ ସେଠାରେ…

କେସିଙ୍ଗା ମହାବିଦ୍ୟାଳୟରେ ଯୋଗଦେଲେ ନୂଆ ପ୍ରିନ୍ସିପାଲ, କହିଲେ ଛାତ୍ରୀଛାତ୍ରଙ୍କୁ ଠିକ୍‌ ଭାବେ…

କେସିଙ୍ଗା,୧ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରସ୍ଥିତ କେସିଙ୍ଗା ମହାବିଦ୍ୟାଳୟରେ ନୂତନ ଭାବେ ପ୍ରିନ୍ସିପାଲ ଅଶ୍ୱିନୀ ପଟ୍ଟନାୟକ ଶନିବାର ଯୋଗଦାନ କରିଛନ୍ତି। ସେ ଏହି ମହାବିଦ୍ୟାଳୟ ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri