ଘଡ଼ଘଡ଼ି ସହ କୁଆପଥର ବର୍ଷା

ପାଟଣା,୭ା୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଅଞ୍ଚଳରେ କାଳ ବୈଶାଖୀ ପ୍ରଭାବରେ ରବିବାର ଘଡ଼ଘଡ଼ି ସହ କୁଆପଥର ବର୍ଷା ହୋଇଛି। ଏହାର ପ୍ରଭାବରେ ଅନେକ ଅଞ୍ଚଳରେ ଗଛ ଉପୁଡ଼ିବା ସହ ଡୁମୁରିଆ ପଞ୍ଚାୟତ ରୋହଣୀ ଦୁମା ଗ୍ରାମରେ ବ୍ୟାପକ କ୍ଷୟକ୍ଷତି ଘଟିଛି।

କୁଆପଥର ମାଡ଼ରେ ଗ୍ରାମର ଖଗେଶ୍ବର ମହାନ୍ତ, ବାଇଧର ମହାନ୍ତ, କଳାକର ମହାନ୍ତ, ହଳଧର ମହାନ୍ତ, କ୍ଷୀରୋଦ ମହାନ୍ତ, ମନୋଜ ମହାନ୍ତ, ମଲିନ୍ଦ୍ର ମହାନ୍ତ, ଭୀମସେନ ମହାନ୍ତ, ଅର୍ଜୁନ ମହାନ୍ତ, ରମେଶ ମହାନ୍ତ, ଶଙ୍କର୍ଷଣ ମହାନ୍ତ, ତ୍ରିଲୋଚନ ମହାନ୍ତ, ବିରବର ମହାନ୍ତ, ନରସିଂହ ମହାନ୍ତ, ଲକ୍ଷ୍ମୀଧର ମହାନ୍ତ, ପଦ୍ମଲୋଚନ ମହାନ୍ତ, ଜଗନ୍ନାଥ ମହାନ୍ତ, କରୁଣାକର ମହାନ୍ତ, ତ୍ରିନାଥ ମହାନ୍ତଙ୍କ ସମେତ ୫୦ରୁ ଊଦ୍ଧର୍‌ବଙ୍କ ଖପର, ଟାଇଲ ଓ ଆଜବେଷ୍ଟସ ଛପର ଭାଙ୍ଗିଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭରଣପୋଷଣ ଦୟା ନୁହେଁ, ସ୍ତ୍ରୀଙ୍କ ଅଧିକାର: ହାଇକୋର୍ଟଙ୍କ ଐତିହାସିକ ରାୟ

ନୂଆଦିଲ୍ଲୀ,୧୭।୨: ସ୍ତ୍ରୀଙ୍କୁ ଭରଣପୋଷଣ ଦେବା କୌଣସି ଦୟା କିମ୍ବା ଦାନ ନୁହେଁ, ବରଂ ଏହା ସେମାନଙ୍କର ଏକ ଆଇନଗତ ଅଧିକାର। ଏକ ଗୁରୁତ୍ୱପୂର୍ଣ୍ଣ ମାମଲାର ଶୁଣାଣି କରି…

ଆରମ୍ଭରୁ ସାର କଳାବଜାର, ବରଗଡ଼ରେ ତେଜିଲା ଚାଷୀ ଅସନ୍ତୋଷ

ବରଗଡ଼, ୧୭।୨(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଚାଷୀଙ୍କ ସମସ୍ୟା ଲାଗି ରହିଛି। ଖରିଫକ ଧାନ ବିକ୍ରି ସମସ୍ୟା ତୁଟି ନଥିବାବେଳେ ଚାଷୀମାନଙପରେ ଏବେ ରବି ଋତୁର…

ସମ୍ପର୍କୀୟଙ୍କ ସହ ଘରୁ ବାହାରିଥିଲେ, ଗଛରେ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ; ଏଯାଏ ମିଳୁନି…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଜାରିଙ୍ଗ ଛକ ନିକଟରେ ମଙ୍ଗଳବାର ରାତି ପାୟ ସାଢ଼େ ୮ ଟାରେ ଗଛରେ ପିଟି ହୋଇ ଜଣେ…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ କରି ୫ ଦିନ ଧରି ବଳାତ୍କାର, ଜେଲ ହାଜତକୁ ଗଲେ …

ଦିଗପହଣ୍ଡି,୧୭।୨(ଅଶେଷ  ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ଶ୍ରେଣୀରେ ପଢୁଥିବା ୧୭ ବର୍ଷର ଛାତ୍ରୀଙ୍କୁ ଅପହରଣ…

ଏହିଦିନ ଓଡ଼ିଶା ଆସିବେ ଅମିତ ଶାହା: କଟକରେ ରହିଛି ବଡ କାର୍ଯ୍ୟକ୍ରମ

ଭୁବନେଶ୍ୱର,୧୭।୨: କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଆସନ୍ତା ମାର୍ଚ୍ଚ ୭ ତାରିଖରେ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଏହି ଏକଦିବସୀୟ ଗସ୍ତ କାଳରେ ସେ କଟକ ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri