ଘଡ଼ଘଡ଼ି ସହ କୁଆପଥର ବର୍ଷା

ପାଟଣା,୭ା୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଅଞ୍ଚଳରେ କାଳ ବୈଶାଖୀ ପ୍ରଭାବରେ ରବିବାର ଘଡ଼ଘଡ଼ି ସହ କୁଆପଥର ବର୍ଷା ହୋଇଛି। ଏହାର ପ୍ରଭାବରେ ଅନେକ ଅଞ୍ଚଳରେ ଗଛ ଉପୁଡ଼ିବା ସହ ଡୁମୁରିଆ ପଞ୍ଚାୟତ ରୋହଣୀ ଦୁମା ଗ୍ରାମରେ ବ୍ୟାପକ କ୍ଷୟକ୍ଷତି ଘଟିଛି।

କୁଆପଥର ମାଡ଼ରେ ଗ୍ରାମର ଖଗେଶ୍ବର ମହାନ୍ତ, ବାଇଧର ମହାନ୍ତ, କଳାକର ମହାନ୍ତ, ହଳଧର ମହାନ୍ତ, କ୍ଷୀରୋଦ ମହାନ୍ତ, ମନୋଜ ମହାନ୍ତ, ମଲିନ୍ଦ୍ର ମହାନ୍ତ, ଭୀମସେନ ମହାନ୍ତ, ଅର୍ଜୁନ ମହାନ୍ତ, ରମେଶ ମହାନ୍ତ, ଶଙ୍କର୍ଷଣ ମହାନ୍ତ, ତ୍ରିଲୋଚନ ମହାନ୍ତ, ବିରବର ମହାନ୍ତ, ନରସିଂହ ମହାନ୍ତ, ଲକ୍ଷ୍ମୀଧର ମହାନ୍ତ, ପଦ୍ମଲୋଚନ ମହାନ୍ତ, ଜଗନ୍ନାଥ ମହାନ୍ତ, କରୁଣାକର ମହାନ୍ତ, ତ୍ରିନାଥ ମହାନ୍ତଙ୍କ ସମେତ ୫୦ରୁ ଊଦ୍ଧର୍‌ବଙ୍କ ଖପର, ଟାଇଲ ଓ ଆଜବେଷ୍ଟସ ଛପର ଭାଙ୍ଗିଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଏନ୍‌କାଉଣ୍ଟରେ ୪ ମାଓବାଦୀ ନିପାତ

ରାୟପୁର/ମାଲକାନଗିରି,୩୦।୪: ଏନକାଉଣ୍ଟରେ ମଙ୍ଗଳବାର ୪ ମାଓବାଦୀ ଟଳିପଡିଛନ୍ତି। ଛତିଶଗଡର ନାରାୟଣପୁର ଆବୁଜମାଡ ଜଙ୍ଗଲରେ ସୁରକ୍ଷାକର୍ମୀ ଏବଂ ମାଓବାଦୀ ମଧ୍ୟରେ ହୋଇଥିବା ଗୁଳିବିନିମୟରେ ୪ ମାଓବାଦୀ ନିହତ...

ହଟାଗଲା ୟାସିନ ମଲିକ, ମନମୋହନ ସିଂଙ୍କ ଫଟୋ ଥିବା ପୋଷ୍ଟର, କଂଗ୍ରେସକୁ ଭୋଟ ଦେବାକୁ କରାଯାଇଥିଲା ଅପିଲ

ନୂଆଦିଲ୍ଲୀ,୩୦।୪: ଆତଙ୍କବାଦ ପାଣ୍ଠି ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଜାମ୍ମୁ କାଶ୍ମୀର ଲିବରେସନ ଫ୍ରଣ୍ଟ (ଜେ.କେ.ଏଲ.ଏଫ) ମୁଖ୍ୟ ୟାସିନ ମଲିକଙ୍କ ପୋଷ୍ଟରକୁ ଦିଲ୍ଲୀ ପୋଲିସ ହଟାଇ...

ସିକ୍ରେଟ ଖୋଲିଲେ ମୋଦି

ନୂଆଦିଲ୍ଲୀ,୩୦।୪: ଲୋକ ସଭା ନିର୍ବାଚନ ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବାଲାକୋଟ ଏୟାର ଷ୍ଟ୍ରାଇକ ସମ୍ପର୍କରେ ଏକ କାହାଣୀ ପ୍ରକାଶ କରିଛନ୍ତି। ୨୦୧୯ ବାଲାକୋଟ ଏୟାର...

ଭୁବନେଶ୍ୱର ବିମାନବନ୍ଦରରୁ ଜବତ ହେଲା ପୁଳାପୁଳା ଟଙ୍କା

ଭୁବନେଶ୍ୱର,୩୦।୪: ଭୁବନେଶ୍ୱର ବିଜୁ ପଟ୍ଟନାୟକ ବିମାନବନ୍ଦରରୁ ମଙ୍ଗଳବାର ପୁଳାପୁଳା ଟଙ୍କା ଜବତ ହୋଇଛି। ଏହା ୭୫ ଲକ୍ଷରୁ ଅଧିକ ହେବ ବୋଲି ଜଣାପଡିଛି। ଦୁଇ ଜଣ...

କୋଟିପତି କଳ୍ପନା, ସ୍ବାମୀଙ୍କ ଅପେକ୍ଷା ରହିଛି ୪ ଗୁଣା ଅଧିକ ସମ୍ପତ୍ତି

ରାଞ୍ଚି,୩୦।୪: ଝାଡ଼ଖଣ୍ଡର ଗାଂଡେୟ ବିଧାନସଭା ଆସନରେ ହେବାକୁ ଥିବା ଉପ-ନିର୍ବାଚନ ପାଇଁ ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚାର ନେତା ହେମନ୍ତ ସୋରେନଙ୍କ...

ପ୍ରିୟଙ୍କା ରାୟବରେଲିରୁ, ରାହୁଲ ଆମେଠିରୁ ଲଢିବେ ନାହିଁ ନିର୍ବାଚନ, ରହିଛି ଏହି କାରଣ

ନୂଆଦିଲ୍ଲୀ,୩୦।୪: କଂଗ୍ରେସ ଏମପି ରାହୁଲ ଗାନ୍ଧୀ ଏବଂ ଦଳର ସାଧାରଣ ସମ୍ପାଦକ ପ୍ରିୟଙ୍କା ଗାନ୍ଧୀ ଆମେଠୀ ଏବଂ ରାୟବରେଲି ଲୋକ ସଭା ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବେ...

‘ସମସ୍ତ ଉଠାଦୋକାନୀ ଥଇଥାନ ହେବେ’

ଭୁବନେଶ୍ୱର, ୩୦।୪ (ବନ୍ଦନା ସେଠୀ):ଭୁବନେଶ୍ୱରରେ ଥିବା ୧୦୦ ଉଠାଦୋକାନୀ ସଂଘର ସଭାପତି ଓ ସମ୍ପାଦକଙ୍କୁ ନେଇ ସୋମବାର ବିଜୁ ଶ୍ରମିକ ସାମ୍ମୁଖ୍ୟ ସଭାଗୃହରେ ଏକ ଜରୁରିକାଳୀନ...

ଓଡ଼ିଶାରୁ ମାୟାନଗରୀ ଲମ୍ବିଛି ରାହୁଲଙ୍କ ନିଶା କାରବାର

ଭୁବନେଶ୍ୱର,୩୦।୪(ସୂର୍ଯ୍ୟକାନ୍ତ ବେହେରା):ଭୁବନେଶ୍ୱରସ୍ଥିତ ଝାରପଡା ଜେଲ ପରିସରରୁ ଧରାପଡିଥିବା ଗଞ୍ଜେଇ ର଼୍ୟାକେଟର ମୁଖ୍ୟ ବାରିପଦାର ରାହୁଲ ସେଠୀଙ୍କ ତିନିଦିନିଆ ରିମାଣ୍ଡ ଶେଷ ହୋଇଛି। ସୋମବାର ତାଙ୍କୁ ପୁଣି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri