Posted inଫୁରସତ

ମେଶିନ ସାହାଯ୍ୟରେ ଚୁଟିକଟା

ୱାଶିଂଟନ: ଭଲ ପୋଷାକ ପିନ୍ଧିବା ସହ ଭଲ ବେଶଭୂଷାରେ ରହିବାକୁ ସମସ୍ତେ ପସନ୍ଦ କରନ୍ତି। ସେଥିପାଇଁ ଅନେକେ ପାର୍ଲର ଯାଇ ସେଠାରେ ନିଜ ଚୁଟିକୁ ମଧ୍ୟ ବିଭିନ୍ନ ଷ୍ଟାଇଲରେ କାଟିଥାନ୍ତି। ହେଲେ ନିକଟରେ ଜଣେ ବ୍ୟକ୍ତି ନିଜ ପାଇଁ ଏକ ବିଶେଷ ପ୍ରକାରର ମେଶିନ ପ୍ରସ୍ତୁତ କରିଛନ୍ତି; ଯେଉଁଥିରେ ସେ ଘରେ ହିଁ ନିଜ ଚୁଟି କାଟୁଛନ୍ତି। ସେ ଏହାର ଏକ ଭିଡିଓ ସୋସିଆଲ ମିଡିଆରେ ପୋଷ୍ଟ କରିଛନ୍ତି। ଲୋକେ ରୋବଟର ଚୁଟି କାଟିବା ପ୍ରଣାଳୀକୁ ଦେଖି ଆଶ୍ଚର୍ଯ୍ୟ ହୋଇଛନ୍ତି। ତେବେ ଆମେରିକାର ଇଞ୍ଜିନିୟର ସେନ୍‌ ୱିଙ୍ଗଟନ୍‌ ଏହି ରୋବଟକୁ ନିଜେ ପ୍ରସ୍ତୁତ କରିଛନ୍ତି। ସେନ୍‌ ଭିଡିଓର କ୍ୟାପ୍ସନରେ ଲେଖିଛନ୍ତି, ଏଭଳି ମେଶିନର ସମ୍ଭାବନା ଅଧିକ ରହିଛି, ହେଲେ ସବୁଠୁ ମଜାଦାର କଥା ହେଉଛି, ଏଥିରେ ଚୁଟି କାଟିବା; ଯାହା କୌଣସି ମଣିଷ ପାଇଁ ବହୁତ କଷ୍ଟକର। ସେନ୍‌ ଏହାକୁ ପ୍ରଥମ ଜେନେରେଶନର ମେଶିନ ବୋଲି କଳନା କରନ୍ତି। ଏଥିସହ ସେ ଚୁଟି କାଟିବାର ଅନ୍ୟ ପ୍ରଣାଳୀ ଆପଣାଉଥିବା ଅନ୍ୟ ଏକ ମେଶିନ ପ୍ରସ୍ତୁତି ପାଇଁ ଆଶା ରଖିଛନ୍ତି। ତାଙ୍କର ଜଣେ ସହକର୍ମୀ ତାଙ୍କୁ ଏପରି ଏକ ମେଶିନ ପ୍ରସ୍ତୁତ କରିବାକୁ ପ୍ରସ୍ତାବ ଦେଇଥିଲେ; ଯାହା ଫଳରେ ସେ ଏହି ଉପକରଣ ତିଆରି କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ପରଦାରେ ଭାଇରାଲ ଗର୍ଲ ମୋନାଲିସା: ପ୍ରଶଂସାରେ ପୋତିଲେ ଦର୍ଶକ

ମହାକୁମ୍ଭ ମେଳାରେ ଭାଇରାଲ ହୋଇଥିବା ମୋନାଲିସା ଖୁବ୍‌ଶୀଘ୍ର ବଡ଼ ପରଦାରେ ନଜର ଆସିବେ। ମୋନାଲିସାଙ୍କ ପ୍ରଥମ ଫିଲ୍ମ ‘ଦି ଡାଏରୀ ଅଫ ମଣିପୁର’ ମୁକ୍ତିଲାଭ କରିବାକୁ ଯାଉଛି।…

ସତ୍ୟବ୍ରତ ହତ୍ୟା ଘଟଣା: ଦିଦେଶଙ୍କ ସ୍ତ୍ରୀ କଲେ ଚାଞ୍ଚଲ୍ୟକର ଖୁଲାସା

ଭୁବନେଶ୍ୱର,୧୧।୨: ଭୁବନେଶ୍ୱର ନୀଳାଦ୍ରି ବିହାର ସତ୍ୟବ୍ରତ ହତ୍ୟା କାଣ୍ଡ ମାମଲା ଦିନକୁ ଦିନ ନୂଆ ମୋଡ ନେଉଛି। ଦିନେଶ ନାୟକଙ୍କ ସ୍ତ୍ରୀ ମାମାଲି ନାୟକ ଚାଞ୍ଚଲ୍ୟକର ଖୁଲାସା…

ଭାରତ ସହ ଟ୍ରେଡ୍‌ ଡିଲ୍‌ ମଧ୍ୟରେ ଆମେରିକା ନେଲା ବଡ଼ ପଦକ୍ଷେପ: ହଟିଲା…

ଓ୍ବାଶିଂଟନ୍‌,୧୧।୨: ଆମେରିକା ବାଣିଜ୍ୟ ପ୍ରତିନିଧିଙ୍କ କାର୍ଯ୍ୟାଳୟ (USTR) ଭାରତର ଏକ ମାନଚିତ୍ର ହଟାଇ ଦେଇଛି। ଏଥିରେ ପାକିସ୍ତାନ ଅଧିକୃତ କଶ୍ମୀର (PoK) ଏବଂ ଅକ୍ସାଇ ଚାଇନାକୁ ଭାରତର…

ଓଡ଼ିଆ ପୁଅଙ୍କୁ ମିଳିଲା ବଡ଼ ସଫଳତା: ଜିତିଲେ ସ୍ବର୍ଣ୍ଣ

ଭୁବନେଶ୍ୱର,୧୧।୨: ଏସିଆ ପାସିଫିକ୍‌ ଡାଉନ ସିଣ୍ଡ୍ରୋମ୍‌ ଗେମ୍ସ ଚେନ୍ନାଇର ନେହେରୁ ଷ୍ଟାଡିୟମରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଓଡ଼ିଆ ପୁଅ ଜୟଜୀବନ ପାଣିି(୧୧)ଙ୍କୁ ମିଳିଛି ବଡ଼ ସଫଳତା। ଜୟଜୀବନ…

ସୂର୍ଯ୍ୟ ପରାଗରେ ଶନିଙ୍କ ରାଶିରେ ଖରାପ ପ୍ରଭାବ, ଏହି ୩ଟି ରାଶିରେ ଘୋଟିଯିବ ବିପଦ!

ସୂର୍ଯ୍ୟ ବର୍ତ୍ତମାନ ମକର ରାଶିରେ ଅଛନ୍ତି। ଏହା ଫେବୃଆରୀ ୧୩ ତାରିଖରେ କୁମ୍ଭ ରାଶିରେ ପ୍ରବେଶ କରିବ ଏବଂ ତା’ପରେ ଫେବୃଆରୀ ୧୭ ତାରିଖରେ ସୂର୍ଯ୍ୟଗ୍ରହଣ ହେବ।…

କ୍ରାଶ ହେଉଥିଲା ବିମାନ, ପତ୍ନୀଙ୍କ ପାଇଁ ଏମିତି ବାର୍ତ୍ତା ଦେଲେ ପାଇଲଟ, ଭିଡ଼ିଓ ହେଉଛି ଭାଇରାଲ

ଜର୍ଜିଆ,୧୧।୨: ଆମେରିକାର ଜର୍ଜିଆ ରାଜ୍ୟର ଏକ ବ୍ୟସ୍ତବହୁଳ ରାସ୍ତାରେ ଏକ ଛୋଟ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ସୌଭାଗ୍ୟବଶତଃ, ଏଥିରେ କୌଣସି କ୍ଷତି ହୋଇନାହିଁ। ଏହି ଘଟଣା ଘଟିଥିଲା…

ଶ୍ରମିକଙ୍କୁ ୧୦୦ ମିଟର ଘୋଷାଡି ନେଲା ବସ, ଆଉ ତା’ପରେ ଘଟିଲା…

ଭଞ୍ଜନଗର,୧୧/୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲ୍ଲା ଭଞ୍ଜନଗର ଥାନା ଅନ୍ତର୍ଗତ ଭାଲିଆଖାଇ ଛକରେ ବୁଧବାର ନୀଳକଣ୍ଠ ନାମକ ଏକ ଘରୋଇ ବସ ଧକ୍କାରେ ଜଣେ ସାଇକେଲ ଆରୋହୀ ଗୁରୁତର ଭାବେ…

ଭାରତରେ ୪୦୦କୋଟିରୁ ଅଧିକ ଆୟ କରେ ପେଙ୍ଗୁଇନ, ପ୍ରତିବର୍ଷ ଛପାଯାଏ ମାତ୍ର ଏତିକି ବହି…

ନୂଆଦିଲ୍ଲୀ,୧୧।୨: ଗତ କିଛି ଦିନ ଧରି ପୂର୍ୱତନ ସେନା ମୁଖ୍ୟ ଜେନେରାଲ ମନୋଜ ମୁକୁନ୍ଦ ନାରଭାଣେଙ୍କ ପୁସ୍ତକ “ଫୋର୍‌ ଷ୍ଟାର୍‌ ଅଫ ଡେଷ୍ଟିନି” ସମ୍ପର୍କରେ ଜାତୀୟ ରାଜନୀତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri