ଘରେ ପଶି ହାଇତି ରାଷ୍ଟ୍ରପତିଙ୍କୁ ହତ୍ୟା

ପୋର୍ଟ-ଅଉ-ପ୍ରିନ୍ସ (ହାଇତି),୭।୭: ହାଇତି ରାଷ୍ଟ୍ରପତି ଜୋଭେନେଲ ମୋଇସଙ୍କୁ ହତ୍ୟା କରାଯାଇଛି। ବୁଧବାର ସକାଳେ ତାଙ୍କ ଘର ଉପରେ ଆକ୍ରମଣ ହୋଇଥିଲା। ଏହି ଘଟଣାରେ ରାଷ୍ଟ୍ରପତିଙ୍କ ସ୍ତ୍ରୀ ଗୁରୁତର ହୋଇଛନ୍ତି। କାରିବିୟନ ଦେଶରେ ରାଜନୈତୀକ ଅସ୍ଥିରତା ସୃଷ୍ଟି କରିବା ଏଭଳି କାଣ୍ଡ ପଛର ଉଦ୍ଦେଶ୍ୟ ବୋଲି କହିଛନ୍ତି ଅନ୍ତରିଣ ପ୍ରଧାନମନ୍ତ୍ରୀ କ୍ଲାଉଡ୍‌ ଜୋସେଫ।

ଜୋସେଫ ଏବେ ଦେଶର ମୁଖ୍ୟ କାର୍ଯ୍ୟ ଭାର ସମ୍ଭାଳିବେ। ଦେଶର ଜନସାଧାରଣଙ୍କୁ ସାନ୍ତ ରହିବାକୁ କହିବା ସହ ସୁରକ୍ଷାବ୍ୟବସ୍ଥା କଡ଼ାକଡ଼ି କରିବାକୁ ପୋଲିସ ଓ ସେନାକୁ ନିର୍ଦ୍ଦେଶ ଦେଇଛନ୍ତି।

ରାଷ୍ଟ୍ରପତିଙ୍କ ବାସଭବନରେ ରାତି ପ୍ରାୟ ୧ଟାରେ ଇଂଲିଶ ଓ ସ୍ପାନିଶ ଭାଷାରେ କଥା ହେଉଥିବା ବିଦେଶୀମାନେ ଆକ୍ରମଣ କରିଥିଲେ। ଏଥିରେ ରାଷ୍ଟ୍ରପତିଙ୍କ ମୃତ୍ୟୁ ଘଟିଥିବା ବେଳେ ଦଶର ପ୍ରଥମ ମହିଳା ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି ହୋଇଥିବା ଜୋସେଫ କହିଛନ୍ତି। ସବୁଠୁ ଗରିବ କାରିବିୟନ ଦେଶ ହାଇତିରେ ଦୀର୍ଘ ୭ ବର୍ଷ ହେଲା ଶାସନ କରୁଥିଲେ ମୋଇସ୍‌। ଗତ କିଛି ମାସରେ ଅପହରଣ ଓ ସଶସ୍ତ୍ର ଗ୍ୟାଙ୍କଙ୍କ ପ୍ରଭାବ ବୃଦ୍ଧି ଯୋଗୁ ରାଜନୈତୀକ ଅସ୍ଥିରତା ସୃଷ୍ଟି ହୋଇଥିଲା ଦେଶରେ।


Enter your email to get our daily news in your inbox.

All Right Reserved By Dharitri.Com

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ବନ୍ଦ ହୋଇଯିବ କି ଯୁଦ୍ଧ? ବଡ଼ ଦାବି କଲେ ଟ୍ରମ୍ପ, ଯୁଦ୍ଧବିରତି ଲାଗି….

ନୂଆଦିଲ୍ଲୀ,୧।୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଲିଥିବା ସଂଘର୍ଷ ମଧ୍ୟରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଇରାନର ନୂତନ ରାଷ୍ଟ୍ରପତି ତାଙ୍କ…

ମାସକରେ ତୃତୀୟ ଥର ପାଇଁ ବଢ଼ିଲା LPG ଦର, ଜାଣନ୍ତୁ ୧୧ କେଜି ସିଲିଣ୍ଡରର ଦାମ୍?

ନୂଆଦିଲ୍ଲୀ,୧।୪: ଇରାନ ସହିତ ସଂଘର୍ଷ ପରେ, ବିଶ୍ୱର ଅନେକ ଦେଶରେ ତୈଳ ଏବଂ ଘରୋଇ ଗ୍ୟାସ (LPG) ସମ୍ବନ୍ଧୀୟ ସଙ୍କଟ ଦେଖାଦେଇଛି। ପାକିସ୍ତାନ ପୂର୍ବରୁ ଆର୍ଥିକ କ୍ଷେତ୍ରରେ…

‘ଆପଣ ଦ୍ବିତୀୟ ଥର ଧୋକା ଦେଇପାରିବେନି’…ଟ୍ରମ୍ପଙ୍କୁ ଗାଳି କରି ହାତ ଛାଡିଦେଲା ସ୍ପେନ

ନୂଆଦିଲ୍ଲୀ,୧।୪: ଇରାନ ସହିତ ସଂଘର୍ଷ କରି ଆମେରିକା ସାହାଯ୍ୟ ପାଇଁ ୟୁରୋପକୁ ଚାହିଁ ରହିଛି । ତଥାପି, ଏହି ଅଞ୍ଚଳର ଚାରିଟି ରାଷ୍ଟ୍ର ସ୍ପଷ୍ଟ ଭାବରେ ସ୍ପଷ୍ଟ କରିଛନ୍ତି…

ଖୁସି ଖବର… ୭ବର୍ଷ ପରେ ଭାରତ ଆସୁଛି ବିଶ୍ୱର ସବୁଠୁ ଶସ୍ତା ତେଲ

ନୂଆଦିଲ୍ଲୀ,୧।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ଏବଂ ଏହାର ଫଳସ୍ୱରୂପ ଅନ୍ତର୍ଜାତୀୟ ଅଶୋଧିତ ତୈଳ ମୂଲ୍ୟରେ ବୃଦ୍ଧି ମଧ୍ୟରେ, ଭାରତକୁ ଗୁରୁତ୍ୱପୂର୍ଣ୍ଣ ଆଶ୍ୱସ୍ତିର ଖବର ମିଳିଛି। ପ୍ରାୟ ସାତ…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

ଇରାନ ବରୋଧରେ ଯୁଦ୍ଧକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଲାଣି ଏହି ଦେଶ, ଆମେରିକାକୁ କରିବ ସହଯୋଗ, ଟାର୍ଗେଟରେ ହର୍ମୁଜ ପ୍ରଣାଳୀ

ତେହରାନ,୧।୪: ସଂଯୁକ୍ତ ଆରବ ଏମିରେଟ୍ସ (UAE) ଆମେରିକା ଏବଂ ଅନ୍ୟାନ୍ୟ ପାଶ୍ଚାତ୍ୟ ମିତ୍ରମାନଙ୍କୁ ସୂଚନା ଦେଇଛି ଯେ ଏହା ହର୍ମୁଜ ପ୍ରଣାଳୀକୁ ପୁନଃ ଖୋଲିବାରେ ସାହାଯ୍ୟ କରିବ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri