ପୁରୁଷୋତ୍ତମପୁର ଠାକୁରାଣୀ ଯାତ୍ରା: ତୃତୀୟ ଦିବସରେ ଘଟ ପରିକ୍ରମା ଆରମ୍ଭ

ପୁରୁଷୋତ୍ତମପୁର,୯ା୫(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରର ଐତିହାସିକ ପଞ୍ଚ ଠାକୁରାଣୀ ଯାତ୍ରାର ଶୁକ୍ରବାର ତୃତୀୟ ଦିବସରେ ଘଟ ପରିକ୍ରମା ଆରମ୍ଭ ହୋଇଛି। ସନ୍ଧ୍ୟାରେ ମା’ ପଞ୍ଚ ଠାକୁରାଣୀ କନକା, କାଳୁଆ, ତାରାତାରିଣୀ, କାଳୀ ଓ ଫୁଲ ସୁନ୍ଦରୀଙ୍କ ଘଟକୁ ପରମ୍ପରା ଅନୁସାରେ ପାଞ୍ଚଜଣ ଗୋପାଳ ସମ୍ପ୍ରଦାୟର ପୁରୁଷ ମୁଣ୍ଡାଇ ବଡବଜାରସ୍ଥିତ ଅସ୍ଥାୟୀ ମନ୍ଦିରରୁ ବାହାରି ପୂର୍ବଖଣ୍ଡ ଯଥା ବଜାର, ରାଧାକାନ୍ତ ସାହି, ରଥସାହି, ପୋଲିସ ଥାନା, ପୁରୁଣା ପୋଷ୍ଟ ଅଫିସ ସାହି, ଧୋବାସାହି, କଲେଜ ଛକ, ଅମୁଣିଆ ସାହି ମେନରୋଡ ଆଦି ପରିକ୍ରମା କରିଛନ୍ତି। ଦୀର୍ଘ ଦୁଇବର୍ଷ ପରେ ପାଞ୍ଚଠାକୁରାଣୀଙ୍କୁ ଏକା ସଙ୍ଗରେ ଘରପାଖରେ ପାଇ ଲୋକେ ଆତ୍ମବିଭୋର ହୋଇପଡି ପୂଜାର୍ଚ୍ଚନା କରିଛନ୍ତି। ଯାତ୍ରାକୁ ଯାତ୍ରା ଅଧିକାରୀ ରମାକାନ୍ତ ଦାଶଙ୍କ ସମେତ ସଭାପତି ରବୀନ୍ଦ୍ର ପାତ୍ର, ସମ୍ପାଦକ ତ୍ରିନାଥ ପଣ୍ଡା, ପୂର୍ବତନ ସଭାପତି ଦୁର୍ଗାଚରଣ ଦାଶ, ସନ୍ତୋଷ ସାହୁ, ରବି ନାରାୟଣ ପଣ୍ଡା, କୃଷ୍ଣଚନ୍ଦ୍ର ଦାଶ, କପିଳେଶ୍ୱର ବଣିକ ସଂଘର ସଭ୍ୟମାନେ ପରିଚାଳନା କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Video: ପ୍ରଶଂସକଙ୍କ ନିଜର ଲାମ୍ବୋର୍ଗିନୀ ଦେଇଦେଲେ ରୋହିତ ଶର୍ମା, ଜାଣନ୍ତୁ କାରଣ

ମୁମ୍ବାଇ,୧୯ା୫: ଭାରତୀୟ କ୍ରିକେଟ ଦଳର ଅଧିନାୟକ ତଥା ମୁମ୍ବାଇ ଇଣ୍ଡିଆନ୍ସର ଷ୍ଟାର ଖେଳାଳି ରୋହିତ ଶର୍ମା ଏକ ହୃଦୟସ୍ପର୍ଶୀ ଅଙ୍ଗଭଙ୍ଗୀରେ ସମସ୍ତଙ୍କ ମନ ଜିଣିଛନ୍ତି। ସେ...

୧୦୨୧ ଦିନ ପରେ ଟିମ୍ ଇଣ୍ଡିଆକୁ ପ୍ରତ୍ୟାବର୍ତ୍ତନ, କେଏଲ ରାହୁଲଙ୍କ ହେବ ମେଗା ରିଟର୍ଣ୍ଣ! ଆଇପିଏଲ ୨୦୨୫ ମଝିରେ ଆସିଲା ବଡ଼ ଅପଡେଟ

ମୁମ୍ବାଇ,୧୯ା୫: ଆଇପିଏଲ ୨୦୨୫ ଶେଷ ହେବା ପରେ ଭାରତୀୟ ଦଳକୁ ଇଂଲଣ୍ଡ ଗସ୍ତ କରିବାକୁ ଅଛି। ଏହାପରେ ଅଗଷ୍ଟ ମାସରେ ଟିମ୍ ଇଣ୍ଡିଆ ହ୍ୱାଇଟ ବଲ...

୭୦ ବର୍ଷ ବୟସ୍କ ଅଭିନେତାଙ୍କ ସହ ଅଭିନେତ୍ରୀଙ୍କ ଅନ୍ତରଙ୍ଗ ଦୃଶ୍ୟ ଭାଇରାଲ୍, ରାଗିଗଲେ ଲୋକେ

ମୁମ୍ବାଇ: ତାମିଲ ସିନେମାର ଦିଗଜ ଅଭିନେତା ତଥା ନିର୍ମାତା କମଲ ହାସନଙ୍କ ଆଗାମୀ ଚଳଚ୍ଚିତ୍ର ଥଗ୍ ଲାଇଫରେ ଅଭିନୟ କରୁଥିବା ଅନ୍ତରଙ୍ଗ ଦୃଶ୍ୟଗୁଡ଼ିକ ସୋସିଆଲ ମିଡ଼ିଆରେ...

କାମ ଦେଲାନି କୀଟନାଶକ, ଧାନ ହେଲା ଅଗାଡି

ଭେଡେନ,୧୯।୫(ହୃଷୀକେଶ ଖମାରୀ)- ବରଗଡ଼ ଜିଲାରେ ଚାଷୀଙ୍କ ଦୁଃଖ ସରୁନି। ଧାନ ଫସଲ ଅମଳ ସମୟରେ ଫସଲରେ ରୋଗପୋକ ଉପଦ୍ରବ ଏବଂ ସେଥିରେ କୀଟନାଶକ ପ୍ରୟୋଗ ସତ୍ତ୍ବେ...

କାର୍‌-ବାଇକ୍‌ ଧକ୍କା: ୨ ଯୁବକଙ୍କ ମୃତ୍ୟୁ

ଭବାନୀପାଟଣା,୧୯ା୫(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ ଥାନା ଚିଚୈଗୁଡା ଛକଠାରେ ସୋମବାର ସାରେ ଏକ କାର୍‌ ଓ ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ...

ନର୍ସିଂହୋମରେ ପ୍ରସୂତି, ନବ ଜାତକଙ୍କ ମୃତ୍ୟୁଘଟଣା: ଅଭିଯୁକ୍ତା ମହିଳା ସ୍ବାସ୍ଥ୍ୟକର୍ମୀ ଗଲେ ଜେଲ୍‌

ଦିଗପହଣ୍ଡି,୧୯।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ମୁଖ୍ୟ ରାସ୍ତାକଡରେ ଥିବା ଏକ ନର୍ସିଂହୋମରେ ତ୍ରୁଟିପୂର୍ଣ୍ଣ ଅସ୍ତ୍ରୋପଚାର ଯୋଗୁ ଜଣେ ପ୍ରସୂତି ଏବଂ...

ପାକିସ୍ତାନ ପରେ ଏବେ ବାଂଲାଦେଶକୁ ଲୁଟୁଛି ଚାଇନା! ଡ୍ରାଗନ ଆଗରେ ଅସହାୟ ଯୁନୁସ ସରକାର

ନୂଆଦିଲ୍ଲୀ,୧୯ା୫: ଏକପଟେ ଚାଇନା ବାଂଲାଦେଶର ଅର୍ଥନୀତିରେ ଗଭୀର ଭାବେ ପ୍ରବେଶ କରୁଛି, ଅନ୍ୟପଟେ ବାଂଲାଦେଶର ଘରୋଇ ବଜାର ଚାଇନା ସାମଗ୍ରୀରେ ପରିପୂର୍ଣ୍ଣ ହୋଇପଡ଼ିଛି। ସାମ୍ପ୍ରତିକ ତଥ୍ୟ...

ଦୀର୍ଘ ୩୦ ବର୍ଷ ପରେ ନୂଆ ଅଭିଯୋଗ ପ୍ରକୋଷ୍ଠ: ଅଭିଯୋଗ ଶୁଣିଲେ ମୁଖ୍ୟମନ୍ତ୍ରୀ 

ଭୁବନେଶ୍ୱର,୧୯।୫: ଭୁବନେଶ୍ୱର ୟୁନିଟ-୨ ଠାରେ ନୂଆ ଅଭିଯୋଗ ପ୍ରକୋଷ୍ଠରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲୋକଙ୍କ  ଅଭିଯୋଗ ଶୁଣିଛନ୍ତି। ସମସ୍ୟା ଓ ଦୁଃଖ ଶୁଣିବା ସହିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri