Posted inଜାତୀୟ

ବିମାନରୁ ବଜରଙ୍ଗବାଲୀଙ୍କ ଚିତ୍ର ହଟାଇଲା ଏଚଏଏଲ…

ବେଙ୍ଗାଲୁରୁ,୧୪।୨ : ମଙ୍ଗଳବାର ହିନ୍ଦୁସ୍ତାନ ଏରୋନେଟିକ୍ସ ଲିମିଟେଡ(ଏଚଏଏଲ) ବେଙ୍ଗାଲୁରୁର ଏରୋ ଇଣ୍ଡିଆ ୨୦୨୩ ରେ ପ୍ରଦର୍ଶିତ ହୋଇଥିବା ‘ହିନ୍ଦୁସ୍ତାନ ଲିଡ ଇନ ଫାଇଟର୍‌ ଟ୍ରେନର (ଏଚଏଲଏଫଟି) -୪୨’ ରୁ ବଜରଙ୍ଗବାଲୀଙ୍କ ଚିତ୍ର ହଟାଇ ଦେଇଛି। ଏସିଆର ସବୁଠୁ ବଡ ଏୟାର ଶୋ’ର ପ୍ରଥମ ଦିନରେ ଅର୍ଥାତ ସୋମବାର ଦିନ ଏଚଏଏଲ ଦ୍ୱାରା ବିକଶିତ ଏହି ବିମାନ ବିଷୟରେ ଅନେକ ଆଲୋଚନା ହୋଇଥିଲା। ଏହାର ଆଲୋଚନା ହେବାର କାରଣ ହେଉଛି ଏଚଏଲଏଫଟି-୪୨ର ଭୂଲମ୍ବ ଫିନରେ ହନୁମାନଙ୍କର ଚିତ୍ର ଥିଲା। ହନୁମାନଙ୍କର ଚିତ୍ରି ସହିତ, ଉପରେ ଦ ଷ୍ଟ୍ରମ ଇଜ କମିଙ୍ଗ ଲେଖାଯାଇଥିଲା। ଏହାକୁ ବର୍ତ୍ତମାନ ହଟାଇ ଦିଆଯାଇଛି ।

ବେଙ୍ଗାଲୁରୁର ଏଚଏଏଲର ମୁଖ୍ୟାଳୟରେ ଥିବା ଜଣେ ଅଧିକାରୀ ଚିତ୍ର ଅପସାରଣ ବିଷୟରେ ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ ଏହି ଚିତ୍ର ଏବଂ ସ୍ଲୋଗାନ ଦ୍ୱାରା ଅନୁପ୍ରାଣିତ ହୋଇଥିଲା। ଏହାର ଉଦ୍ଦେଶ୍ୟ ଥିଲା ବିମାନର ଶକ୍ତିକୁ ଦେଖାଇବା । ଏହା ବ୍ୟତୀତ ଏଥିରେ କିଛି ଉଦ୍ଦେଶ୍ୟ ନ ଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

କାହିଁକି କେଜ୍‌ରିୱାଲଙ୍କୁ କରାଗଲା ଗିରଫ: ସୁପ୍ରିମକୋର୍ଟରେ କହିଲା ଇଡି

ନୂଆଦିଲ୍ଲୀ,୨୫।୪: ଦିଲ୍ଲୀ ସିଏମ ଅରବିନ୍ଦ କେଜ୍‌ରିୱାଲଙ୍କ ଆବେଦନକୁ ବିରୋଧ କରି ଏନଫୋର୍ସମେଣ୍ଟ ନିର୍ଦ୍ଦେଶାଳୟ (ଇଡି) ସୁପ୍ରିମକୋର୍ଟରେ ଏକ ଆଫିଡେଭିଟ ଦାଖଲ କରିଛି। ଦାଖଲ ହୋଇଥିବା ଆଫିଡେଭଟ୍‌ରେ...

ମୋଦିଙ୍କୁ ନିର୍ବାଚନ କମିଶନରଙ୍କ ପକ୍ଷରୁ କ୍ଲିନଚିଟ୍‌, ହିନ୍ଦୁ ଦେବୀଦେବତାଙ୍କ ନାମରେ ମାଗି ନାହାନ୍ତି ଭୋଟ୍‌

ନୂଆଦିଲ୍ଲୀ,୨୫।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ନିର୍ବାଚନ କମିଶନରଙ୍କ ଦ୍ୱାରା କ୍ଲିନଚିଟ୍‌। ମୋଦିଙ୍କ ନାମରେ ହିନ୍ଦୁ ଦେବୀଦେବତାଙ୍କ ନାଁରେ ଭୋଟ ମାଗୁଥିବା ଅଭିଯୋଗ ହୋଇଥିଲା। ଯାହାକୁ ଗୁରୁବାର...

ଅଭିନେତ୍ରୀ ତମନ୍ନା ଭାଟିଆଙ୍କୁ ସମନ

ବମ୍ବେ,୨୫।୪: ଅଡ଼ୁଆରେ ଫସିଛନ୍ତି ବଲିଉଡ ଅଭିନେତ୍ରୀ ତମନ୍ନା ଭାଟିଆ। ଅଭିନେତା ସଞ୍ଜୟ ଦତ୍ତଙ୍କ ପରେ ବର୍ତ୍ତମାନ ତମନ୍ନା ଭାଟିଆଙ୍କ ନାମ ମଧ୍ୟ ବେଆଇନ ଆଇପିଏଲ୍‌ ମ୍ୟାଚ୍‌...

ଯେବେ ମମତା ରାଗିଯାଇ ବାଜପେୟୀଙ୍କ ଟେବୁଲ ଉପରେ ରଖିଥିଲେ ମଣିଷ ଖପୁରୀ, କାରଣ ଜାଣିଲେ ତାଜୁବ ହେବେ

ନୂଆଦିଲ୍ଲୀ,୨୫।୪: ରାଜନୀତିର ଚର୍ଚ୍ଚିତ ଚେହେରା ମମତା ବାନାର୍ଜୀ। ଯିଏ ଭାରତୀୟ ରାଜନୀତିର ନିଜ ରାଗ ଓ ଜିଦ ପାଇଁ ମଧ୍ୟ ଜଣାଶୁଣା। ଯଦି ଦିଦି କିଛି...

ଭାଜପାରେ ଯୋଗ ଦେବେ ଲୋକପ୍ରିୟ ୟୁଟ୍ୟୁବର ମନୀଷ କଶ୍ୟପ

ନୂଆଦିଲ୍ଲୀ,୨୫।୪: ପଦ୍ମ ଧରିବେ ଲୋକପ୍ରିୟ ୟୁଟ୍ୟୁବର ମନୀଷ କଶ୍ୟପ । ବିହାରର ଏହି ଚର୍ଚ୍ଚିତ ୟୁଟ୍ୟୁବର ଗୁରୁବାର ଭାରତୀୟ ଜନତା ପାର୍ଟିରେ ସାମିଲ ହେବେ ।...

ନିର୍ବାଚନ ଡ୍ୟୁଟି ଲାଗିବା ମାତ୍ରେ କର୍ମଚାରୀ ଅସୁସ୍ଥ ହେବା ସଂଖ୍ୟା ବୃଦ୍ଧି, ମିଛ ହେଲେ କାର୍ଯ୍ୟାନୁଷ୍ଠାନ

ଭୋଜପୁର,୨୫।୪: ବିହାରର ଭୋଜପୁରରେ ଲୋକ ସଭା ଓ ବିଧାନସଭା ଉପ ନିର୍ବାଚନ ପାଇଁ ଡ୍ୟୁଟି ଲାଗିବା ମାତ୍ରେ ସରକାରୀ କର୍ମଚାରୀ ବହୁ ସଂଖ୍ୟାରେ ଅସୁସ୍ଥ ହୋଇପଡିଛନ୍ତି।...

ଆସିଲା JEE Mains ରେଜଲ୍ଟ: କେମିତି ଜାଣିବେ ମେରିଟ ଲିଷ୍ଟ ତାଲିକା

ନୂଆଦିଲ୍ଲୀ,୨୫।୪: ନ୍ୟାଶନାଲ ଟେଷ୍ଟ ଏଜେନ୍ସି (ଏନ୍‌ଟିଏ) ପକ୍ଷରୁ ମିଳିତ ପ୍ରବେଶିକା ପରୀକ୍ଷା (JEE Mains) ସେସନ-୨ ରେଜଲ୍ଟ ପ୍ରକାଶ ପାଇଛି। ଚଳିତ ବର୍ଷ ଜାନୁଆରୀ ଏବଂ...

ନିର୍ବାଚନ ପୂର୍ବରୁ ଜେଡିୟୁ ନେତାଙ୍କୁ ହତ୍ୟା

ପାଟନା,୨୫।୪: ବିହାରରେ ଶାସକ ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କ ଦଳର ଜଣେ ନେତାଙ୍କୁ ଗୁଳି କରି ହତ୍ୟା କରାଯାଇଛି। ରାଜଧାନୀ ପାଟନା ଅଞ୍ଚଳରେ ଏହି ହତ୍ୟାକାଣ୍ଡ ପରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri