ମୃତ୍ୟୁର ଅଧଘଣ୍ଟା ପୂର୍ବରୁ ଶ୍ୱେତା କରିଥିଲେ ୧୫ ଥର କଲ୍‌

ଭୁବନେଶ୍ବର ୨୩।୮: ସଫ୍ଟୱେୟାର ଇଞ୍ଜିନିୟର ଶ୍ୱେତା ଆତ୍ମହତ୍ୟା ଘଟଣାରେ ଆଉ ଏକ ଖବର ସାମ୍ନାକୁ ଆସିଛି। ପୋଲିସ ହାତରେ ସିଡିଆର୍‌ ରିପୋର୍ଟ ଲାଗିଥିବା ବେଳେ ଶ୍ୱେତା ମୃତ୍ୟୁ ପୂର୍ବରୁ ୧୫ ଥର କଲ କରିଥିବା ଜଣାପଡ଼ିଛି । ତେବେ ଶେଷ କଲ ସେ ପୁରୁଷ ବନ୍ଧୁ ସୌମ୍ୟଜିତ ମହାପାତ୍ରଙ୍କୁ କରିଥିଲେ। ସେ ମୃତ୍ୟୁର ଅଧଘଣ୍ଟା ପୂର୍ବରୁ ୧୫ ଥର କଲ କରିଥିଲେ । ରାତି ୧ଟା ୩୦ରେ ସୌମ୍ୟଙ୍କୁ ସେ ଶେଷ କଲ କରିଥିଲେ। ମାତ୍ର କିନ୍ତୁ ସୌମ୍ୟଜିତ୍‌ କଲ ରିସିଭ କରି ନ ଥିଲେ। ଖୁବଶୀଘ୍ର ସୌମ୍ୟଜିତଙ୍କୁ ଚନ୍ଦ୍ରଶେଖରପୁର ପୋଲିସ ପଚରାଉଚର କରିବ ।


Enter your email to get our daily news in your inbox.

All Right Reserved By Dharitri.Com

ରାଜଧାନୀରୁ ୨୭୭ କରୋନା ପଜିଟିଭ ଚିହ୍ନଟ: ସେଥିରୁ ୯୬ ସ୍ଥାନୀୟ ସଂକ୍ରମଣ

ଭୁବନେଶ୍ୱର,୧୫।୮(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରେ ଶନିବାର ପୁଣି ୨୭୭ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ୨୭୭ ମଧ୍ୟରୁ ୧୮୧ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ୯୬ ଜଣ...

ଧରମ୍‌ପାଲ୍‌ ଗୁଲାଟିଙ୍କୁ ‘କିସ୍‌ ଲାଇଫ୍‌ ଟାଇମ୍‌ ଆଚିଭ୍‌ମେଣ୍ଟ ସମ୍ମାନ’

ଭୁବନେଶ୍ୱର, ୨୯।୯(ବ୍ୟୁରୋ): କିସ୍‌ ପକ୍ଷରୁ ‘କିସ୍‌: ଗାନ୍ଧୀ ଦର୍ଶନର ବାସ୍ତବ ପ୍ରତିଫଳନ’ ଶୀର୍ଷକ ଦିନିକିଆ ଆଲୋଚନାଚକ୍ର, ପ୍ରଦର୍ଶନୀ ଓ ସାଂସ୍କୃତିକ କାର୍ଯ୍ୟକ୍ରମ ଶନିବାର ରବୀନ୍ଦ୍ର ମଣ୍ଡପଠାରେ...

CORONAVIRUS UPDATE: ରାଜ୍ୟରେ ପୁଣି ୧୦୩ କରୋନା ପଜିଟିଭ୍‌ ଚିହ୍ନଟ; ଆକ୍ରାନ୍ତଙ୍କ ସଂଖ୍ୟା ୧୪୦୦ ଟପିଲା

ଭୁବନେଶ୍ୱର,୨୫ା୫(ବ୍ୟୁରୋ): ସୋମବାର ରାଜ୍ୟରେ ଆଉ ୧୦୩ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୪୦୦ ଟପିଥିବା ରାଜ୍ୟ ସ୍ବାସ୍ଥ୍ୟ...

‘ଆର୍ସି’: କେଜିରୁ ପିଜି ପିଲା ପାଇବେ ସୁବିଧା

ଭୁବନେଶ୍ୱର,୨୦ା୬(ବ୍ୟୁରୋ): କରୋନା ମହାମାରୀ ସମୟରେ ଶିକ୍ଷା କ୍ଷେତ୍ର ସମ୍ପୂର୍ଣ୍ଣ ରୂପେ ଭୁଶୁଡ଼ି ଯାଇଥିଲା। ଅନ୍‌ଲାଇନ୍‌ ପାଠପଢ଼ା ହେଉଥିଲେ ମଧ୍ୟ ସମସ୍ତେ ଏହାର ସୁଯୋଗ ପାଉ ନ...

ଏପ୍ରିଲରୁ ଜୁନ୍‌ ୧୫ଯାଏ ଖରାରେ କାମ ମନା

ଭୁବନେଶ୍ୱର, ୧ା୩(ବ୍ୟୁରୋ): ଚଳିତ ବର୍ଷ ଏପ୍ରିଲରେ ରୌଦ୍ରତାପ ବୃଦ୍ଧି ପାଇବାକୁ ଥିବାରୁ ଗ୍ରୀଷ୍ମଋତୁରେ ଅଂଶୁଘାତ ହେବାର ଆଶଙ୍କା ରହିଛି। ତେଣୁ ରାଜ୍ୟ ଶ୍ରମ ବିଭାଗ ଶ୍ରମିକମାନଙ୍କ...

ନ୍ୟାୟ ପାଉନାହାନ୍ତି ବଳାତ୍କୃତା: ଆଇନକୁ ପାଳୁନାହାନ୍ତି ସରକାର

କଟକ ଅଫିସ, ୧୩ା୬: ବଳାତ୍କାର ଶିକାର ହେଉଥିବା ପୀଡ଼ିତାମାନଙ୍କୁ ନ୍ୟାୟ ମିଳୁନାହିଁ। ଏମାନଙ୍କ ପାଇଁ ଆଇନରେ ସଂଶୋଧନ ଅଣାଯାଇଥିଲା। ପୂର୍ବରୁ ପୀଡ଼ିତାମାନଙ୍କୁ ସିଆର୍‌ପିସିର ୩୫୭ ଧାରା...

କଟକ ମହାନଗର ନିଗମର ଦାୟିତ୍ୱହୀନତା: ରାସ୍ତାରେ ପଡୁଛି ବ୍ୟବହୃତ ପିପିଇ କିଟ୍‌

କଟକ ଅଫିସ,୨୩।୮: କରୋନା ସଂକ୍ରମଣରୁ ବର୍ତ୍ତିବା ପାଇଁ ବ୍ୟକ୍ତିଗତ ସୁରକ୍ଷା ସରଞ୍ଜାମ (ପିପିଇ କିଟ୍‌) ବ୍ୟବହାର ହେଉଛି ସତ; କିନ୍ତୁ ଏହାପରେ ତାକୁ ରାସ୍ତା ଉପରେ...

ବ୍ରାଉନ୍‌ସୁଗାର ଡିଲରଙ୍କ ଆର୍ଥିକ କାରବାର ଯାଞ୍ଚ କରିବ ଇଡି

ଭୁବନେଶ୍ୱର,୨୫ା୯(ବ୍ୟୁରୋ): ରାଜ୍ୟରେ ପୁଣି ବ୍ରାଉନସୁଗାର ଓ ନିଶା କାରବାର ବଢ଼ି ଚାଲିଛି। ଧଳା ଜହରର କଳା ସାମ୍ରାଜ୍ୟକୁ ଧ୍ୱଂସ କରିବା ପାଇଁ କ୍ରାଇମବ୍ରାଞ୍ଚ ଏସ୍‌ଟିଏଫ୍‌ ଓ...

Advertisement
Archives

Model This Week