Posted inଖେଳ

୯ ରନ୍‌ରେ ପାଭିଲିୟନକୁ ଫେରିଲେ ଦକ୍ଷିଣ ଆଫ୍ରିକାର ଅଧା ଟିମ୍‌

ଥିରୁଭାନନ୍ତପୁରମ,୨୮।୯: ଭାରତ ବିପକ୍ଷ ପ୍ରଥମ ଟି-୨୦ରେ ଦକ୍ଷିଣ ଆଫ୍ରିକା ବିପର୍ଯ୍ୟୟ ସମ୍‌ୁଖୀନ ହୋଇଛି। ଟସ୍‌ ହାରି ପ୍ରଥମେ ବ୍ୟାଟିଂ କରୁଥିବା ଦକ୍ଷିଣ ଆଫ୍ରିକା ମାତ୍ର ୯ ରନ୍‌ରେ ୫ଟି ଉକେଟ୍‌ ହରାଇଛି। ଦଳକୁ ପ୍ରଥମ ଓଭରରେ ଝଟ୍‌କା ଲାଗିଥିଲୋ। ଅଧିତ୍ନାୟକ ଟେମ୍ବା ବାଭୁମା ପ୍ରଥମ ଓଭରରେ ଦୀପକ ଚହରଙ୍କ ଶିକାର ହୋଇଥିଲେ। ଦ୍ୱିତୀୟ ଓଭରରେ ଦକ୍ଷିଣ ଆଫ୍ରିକାକୁ ଆଉ ତିନିଟି ଝଟକା ଲାଗିଥିଲା। ଦୀପକ ଚହର ପରେ ଅର୍ଶଦୀପ ସିଂ ଚମତ୍କାର ବୋଲିଂ କରିଥିଲେ। ଦ୍ୱିତୀୟ ଓଭରର ପ୍ରଥମ ବଲରେ ଅର୍ଶଦୀପ କ୍ୱିଣ୍ଟନ ଡି କକ, ପଞ୍ଚମ ବଲରେ ରିଲେ ରୁସୋ ଏବଂ ଶେଷ ବଲରେ ଡେଭିଡ ମିଲରଙ୍କୁ ଆଉଟ୍‌ କରିଥିଲେ। ଏହି ସମୟରେ ଦଳର ସ୍କୋର ମାତ୍ର ୮ ରନ୍‌ରେ ୪ଟି ଉଇକେଟ୍‌ ହରାଇଥିଲା।
ତୃତୀୟ ଓଭରରେ ଦକ୍ଷିଣ ଆଫ୍ରିକା ପଞ୍ଚମ ଝଟକା ପାଇଛି। ଦୀପକ ଚହର ପୁଣି ଥରେ ଟ୍ରାଇଷ୍ଟ ଷ୍ଟବ୍ସଙ୍କୁ ଆଉଟ୍‌ କରିଥିଲେ। ଦକ୍ଷିଣ ଆଫ୍ରିକାର ଚାରିଜଣ ଖେଳାଳି ଖାତା ମଧ୍ୟ ଖୋଲିପାରି ନ ଥିଲେ। ମାତ୍ର ୯ ରନ୍‌ରେ ଦକ୍ଷିଣ ଆଫ୍ରିକା ୫ଟି ଉଇକେଟ୍‌ ହରାଇଛି। ଏବେ କେଶବ ମହାରାଜା ଏବଂ ଓ୍ବେନ ପାର୍ନେଲ ବ୍ୟାଟିଂ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଖିରୁ ଝରାଇଲାଣି ଲୁହ, କେବେ କମିବ ପିଆଜ ଦର? ଆସିଲା ବଡ଼ ଅପଡେଟ

ନୂଆଦିଲ୍ଲୀ,୧୨।୧୦: ଦଶହରା, ଦୀପାବଳି ଏବଂ ଛଠ ପରି ପ୍ରମୁଖ ପର୍ବପର୍ବାଣୀ ଗୋଟିଏ ପରେ ଗୋଟିଏ ଆସୁଥିବା ବେଳେ, ପିଆଜର ବୃଦ୍ଧି ପାଉଥିବା ଦର ସାଧାରଣ ଲୋକଙ୍କ ପାଇଁ…

କେଶୁରାରେ ସିରିଜ୍‌ ଦୁର୍ଘଟଣା ନୁହେଁ, ସିସିଟିଭି ଫୁଟେଜରୁ ସାମ୍ନାକୁ ଆସିଲା ସାଂଘାତିକ ସତ, ଫିଲ୍ମ ଷ୍ଟାଇଲ୍‌ରେ…

ଭୁବନେଶ୍ୱର,୧୨ା୧୦: ରାଜଧାନୀର କେଶୁରା ଅଞ୍ଚଳରେ ଘଟିଥିବା ସିରିଜ ଦୁର୍ଘଟଣାରେ ଆସିଛି ନୂଆ ଟୁଇଷ୍ଟ୍‌। ସିସିଟିଭି ଫୁଟେଜରୁ ସାମ୍ନାକୁ ଆସିଛି ସାଙ୍ଘାତିକ ସତ। ପ୍ରଥମେ ଏହାକୁ ସିରିଜ୍‌ ଦୁର୍ଘଟଣା…

କାହିଁକି ବିରୋଧୀ ଦଳକୁ ଭେଟିବାକୁ ମନା କଲେ CJI ସୂର୍ଯ୍ୟ କାନ୍ତ? ଏହି ୫ କାରଣ ମାଧ୍ୟମରେ ବୁଝନ୍ତୁ ସମ୍ପୂର୍ଣ୍ଣ ଘଟଣାକୁ

ନୂଆଦିଲ୍ଲୀ,୧୨।୧୦: ସୁପ୍ରିମକୋର୍ଟର ମୁଖ୍ୟ ବିଚାରପତି ସୂର୍ଯ୍ୟ କାନ୍ତ ବିରୋଧୀ ଦଳର ନେତାମାନଙ୍କୁ ଭେଟିବାକୁ ମନା କରିଦେଇଛନ୍ତି। ରାହୁଲ ଗାନ୍ଧୀଙ୍କ ବ୍ୟତୀତ ମଲ୍ଲିକାର୍ଜୁନ ଖାର୍ଗେ ଏବଂ ଅନ୍ୟାନ୍ୟ କଂଗ୍ରେସ…

ଧର୍ମଶାଳା ABEOଙ୍କ ଘରେ ଭିଜିଲାନ୍ସ ରେଡ୍, ଏକକାଳୀନ ୭ ଠିକଣାରେ ଚଢ଼ାଉ

ଧର୍ମଶାଳା,୧୨।୧୦(ଶିବପ୍ରସାଦ ମହାନ୍ତି): ଯାଜପୁର ଧର୍ମଶାଳା ABEOଙ୍କ ଘରେ ଭିଜିଲାନ୍ସ ରେଡ୍ । ମୋଟ ୭ଟି ସ୍ଥାନରେ ଚଢାଉ ଜାରି ରହିଥିବା ସୂଚନା ରହିଛି । ଆୟ ବହିର୍ଭୂତ…

ବଲାଙ୍ଗୀର-ଦେଓଗାଁ ରାସ୍ତାରେ ଦୁର୍ଘଟଣା, ଜଙ୍ଗଲକୁ ପଶିଗଲା ଟମାଟୋ ବୋଝେଇ ଟ୍ରକ୍

ବଲାଙ୍ଗୀର,୧୨।୧୦(ସୁନିଲ କୁମାର ମହାନ୍ତି ): ବଲାଙ୍ଗୀର-ଦେଓଗାଁ ମୁଖ୍ୟ ରାସ୍ତା ଏନଏଚ ୨୬ରେ ଦୁର୍ଘଟଣା ଘଟିଛି । ଦେଓଗାଁ ଚିନିକଳ କଲୋନୀ ବୁଲାଣି ନିକଟରେ ଭାରସାମ୍ୟ ହରାଇ ଜଙ୍ଗଲ…

ଅସ୍ତ ହେବେ ଶୁକ୍ରଦେବ; ୫ରାଶି ପାଇଁ ଅଶୁଭ, ଧନହାନି ସାଙ୍ଗକୁ….

ଜ୍ୟୋତିଷ ଶାସ୍ତ୍ରରେ ଶୁକ୍ରଦେବଙ୍କୁ ପ୍ରେମ, ଦାମ୍ପତ୍ୟ ଜୀବନ, ସମ୍ପର୍କ, ସୌନ୍ଦର୍ଯ୍ୟ, ଐଶ୍ୱର୍ଯ୍ୟ ଓ ଭୌତିକ ସୁଖର କାରକ ଭାବେ ବିବେଚନା କରାଯାଏ । ଜ୍ୟୋତିଷୀୟ ଗଣନା ଅନୁଯାୟୀ,…

ପୂର୍ବତନ ଭାଜପା ବିଧାୟକଙ୍କୁ ନିର୍ମମ ହତ୍ୟା; ୭୦-୮୦ ଜଣ ଲୋକ କ୍ରସର୍‌ ପ୍ଲାଣ୍ଟ ଉପରେ ଆକ୍ରମଣ କରି ନେଇଗଲେ ଜୀବନ…

ଜୟପୁର,୧୨।୧୦: ରାଜସ୍ତାନ ଭରତପୁରରେ ଖଣି କାର୍ଯ୍ୟକୁ ନେଇ ହୋଇଥିବା ବିବାଦ ମଧ୍ୟରେ ପୂର୍ବତନ ଭାଜପା ବିଧାୟକ ଅତର ସିଂହ ଭଦାନାଙ୍କୁ ନିର୍ମମ ଭାବେ ହତ୍ୟା କରାଯାଇଛି, ଯାହା…

ଆଖିରୁ ବହିଗଲା ଧାର ଧାର ଲୁହ…! ଶ୍ରେୟସ ଆୟରଙ୍କୁ ଏମିତି ପଡ଼ିଆରେ ଦେଖି ସହ୍ୟ କରିପାରିଲେ ନାହିଁ ଏହି ମହିଳା ପ୍ରଶଂସକ

ନୂଆଦିଲ୍ଲୀ,୧୨।୧୦: ଶ୍ରେୟସ ଆୟରଙ୍କ ଆଶ୍ଚର୍ଯ୍ୟଜନକ ପାଗଳାମି ଇନ୍ଦୋରରେ ଦେଖିବାକୁ ମିଳିଥିଲା। ୱେଷ୍ଟଇଣ୍ଡିଜ ବିପକ୍ଷରେ ଭାରତୀୟ ଅଧିନାୟକ ବାହାରକୁ ଯିବା ମାତ୍ରେ ତାଙ୍କର ଜଣେ ମହିଳା ପ୍ରଶଂସକ କାନ୍ଦିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?