Posted inଜାତୀୟ

ବାଂଲାଦେଶ ସୀମାରେ ସନ୍ଦିଗ୍ଧ ସିଗ୍‌ନାଲ ଚିହ୍ନଟ: ବଢ଼ିଲା ଚିନ୍ତା

କୋଲକାତା,୯।୨: ଭାରତ-ବାଂଲାଦେଶ ସୀମା ଅଧୀନ ପଶ୍ଚିମବଙ୍ଗର ଦକ୍ଷିଣ ଭାଗରେ ଆମେଚ୍ୟୁର ହେମ୍‌ ରେଡିଓ ଅପରେଟରମାନେ ଗତ ୨ ମାସ ହେଲା ବେଙ୍ଗଲୀ, ଉର୍ଦ୍ଦୁ ଏବଂ ଆରବିକ୍‌ ଭାଷାରେ ସନ୍ଦିଗ୍ଧ ରେଡିଓ ସିଗ୍‌ନାଲ ପାଇଛନ୍ତି।

ବିଳମ୍ବିତ ରାତିରେ ଏଭଳି ସିଗ୍‌ନାଲ ଆସୁଥିବାରୁ ଏହା ଉଗ୍ରପନ୍ଥୀଙ୍କ କାର୍ଯ୍ୟ ହୋଇଥାଇପାରେ ବୋଲି ଆଶଙ୍କା କରାଯାଉଛି। ବାଂଲାଦେଶରେ ଅଶାନ୍ତି ଲାଗିରହିଥିବା ବେଳେ ଭାରତ ବିରୋଧୀ ମନୋଭାବ ବଢ଼ି ଚାଲିଛି। ଗତ ଡିସେମ୍ବରରେ ଉତ୍ତର ୨୪ ପ୍ରଗଣାର ବସିରହାଟ୍‌ ଏବଂ ବଙ୍ଗାଓ ଅଞ୍ଚଳ ଏବଂ ଦକ୍ଷିଣ ୨୪ ପ୍ରଗଣାର ସୁନ୍ଦରବନରେ ଏହି ସନ୍ଦେହଜନକ ସିଗ୍‌ନାଲ ପ୍ରଥମେ ଚିହ୍ନଟ ହୋଇଥିଲା। ଏ ସମ୍ପର୍କରେ ଯୋଗାଯୋଗ ମନ୍ତ୍ରଣାଳୟକୁ ଅବଗତ କରାଯିବା ସହ ଏହାକୁ ଟ୍ରାକ୍‌ କରିବା ପାଇଁ କୋଲ୍‌କାତାସ୍ଥିତ ଇଣ୍ଟରନ୍ୟାଶନାଲ ମନିଟରିଂ ଷ୍ଟେଶନ(ରେଡିଓ)କୁ ପଠାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଲରେ ଝିଅମାନଙ୍କ ପାଇଁ ଅଲଗା ଶୌଚାଳୟ, ସାନିଟାରୀ ପ୍ୟାଡ ରହିବା ଜରୁରୀ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୩୦।୧: ସୁପ୍ରିମକୋର୍ଟ ସ୍କୁଲରେ ଝିଅମାନଙ୍କ ପାଇଁ ପୃଥକ ଶୌଚାଳୟ ଏବଂ ସାନିଟାରୀ ପ୍ୟାଡ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଜାରି କରିଛନ୍ତି। ସୁପ୍ରିମକୋର୍ଟ ସମସ୍ତ ସରକାରୀ ଏବଂ…

କାର୍‌ ରେସିଂର କରୁଣ ପରିଣତ: ବିଦ୍ୟୁତ୍‌ ଖୁଣ୍ଟକୁ ଧକ୍କାଦେଇ ବାଇକ୍‌, ସ୍କୁଟି ଉପରକୁ ମାଡ଼ଗଲା କାର୍‌

ସମ୍ବଲପୁର,୨୪୧(ପ୍ରମୋଦ ବହିଦାର): ସମ୍ବଲପୁର ଅଇଁଠାପାଲି ବଜାର ଛକରେ ଶୁକ୍ରବାର ଏକ ଭୟଙ୍କର ଦୁର୍ଘଟଣା ଘଟିଛି। ଏକ କାର(ନଂ.ଓଡି୧୫ଇ-୫୩୫୪) ଦ୍ରୁତଗତିରେ ଆସି ଅଇଁଠାପାଲି ଦୈନିକ ବଜାର ଛକ ରାସ୍ତା…

ବିମାନକୁ ବୋମା ପକାଇ ଉଡ଼ାଇ ଦେବାକୁ ଧମକ,ଟିସ୍ୟୁ ପେପରରେ ଏମିତି ଲେଖା ଦେଖି..

ନୂଆଦିଲ୍ଲୀ,୩୦ା୧: ବିମାନ କମ୍ପାନୀଗୁଡ଼ିକ ବାରମ୍ବାର ବୋମା  ଏବଂ ଅପହରଣ ଧମକ ପାଉଛନ୍ତି। ଏହି ସମୟରେ ଶୁକ୍ରବାର କୁଏତ୍‌ରୁ ଦିଲ୍ଲୀ ଆସୁଥିବା ଏକ ଇଣ୍ଡିଗୋ ବିମାନକୁ ବୋମା ପକାଇ…

ଚଢାଉ କରି ବିପୁଳ ପରିମାଣର କାଠ ଜବତ କଲା ବନବିଭାଗ, କାଠର ଆନୁମାନିକ ମୂଲ୍ୟ ହେବ…

ମୋହନା,୩୦।୧( ମନ୍ମଥ ମିଶ୍ର ): ଗଜପତି ଜିଲା ଚନ୍ଦ୍ରଗିରି ବନାଞ୍ଚଳ ପକ୍ଷରୁ ଚଢ଼ାଉ କରି ବିପୁଳ ପରିମାଣର ମୂଲ୍ୟବାନ କାଠ ଗଣ୍ଡି ଜବତ ହୋଇଛି। ଗୁରୁବାର ବିଳମ୍ବିତ…

ଖରାଦିନ ଆରମ୍ଭରୁ ସମସ୍ୟା: ୧୦ ହଜାରରୁ ଊର୍ଦ୍ଧ୍ୱ ଟ୍ୟୁବ୍‌ୱେଲରୁ ବାହାରୁଛି ଲୁଣାପାଣି

କେନ୍ଦ୍ରାପଡ଼ା,୩୦ା୧(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲାରେ ୯ଟି ମେଗା ପାନୀୟ ଜଳ ପ୍ରକଳ୍ପ ନିର୍ମାଣ ଅବଧି ବହୁ ପୂର୍ବରୁ ସରିଛି। ମାତ୍ର ଗୋଟିଏ ବି ପ୍ରକଳ୍ପ ଅଦ୍ୟାବଧି ସମ୍ପୂର୍ଣ୍ଣ…

BJB ହଷ୍ଟେଲ ଖାଦ୍ୟରେ ପୋକ: ଛାତ୍ରୀଙ୍କ ମଧ୍ୟରେ ଅସନ୍ତୋଷ

ଭୁବନେଶ୍ୱର, ୩୦।୧: BJB ଯୁକ୍ତ ଦୁଇ କଲେଜ ଛାତ୍ରୀଙ୍କ ମଧ୍ୟରେ ଅସନ୍ତୋଷ। ଏକାଧିକ ବାର ହଷ୍ଟେଲ ଖାଦ୍ୟରୁ ପୋକ ବାହାରୁଥିବା ଅଭିଯୋଗ ହୋଇଛି । ହଷ୍ଟେଲ ଅଧୀକ୍ଷକଙ୍କୁ…

ପୁରୀ ଜିଲାପାଳଙ୍କୁ ଅଦାଲତ ଅବମାନନା ନୋଟିସ

ପୁରୀ,୩୦ା୧: ପୁରୀ ଜିଲାପାଳ ଦିବ୍ୟଜ୍ୟୋତି ପରିଡ଼ାଙ୍କୁ ହାଇକୋର୍ଟଙ୍କ ଅଦାଲତ ଅବମାନନା ନୋଟିସ ଜାରି ହୋଇଛି। ଅଦାଲତ ଅବମାନନା ମାମଲାରେ କାହିଁକି ଦଣ୍ଡିତ କରାଯିବନି ଜବାବ ତଲବ କରିଛନ୍ତି…

ନଗର ଉନ୍ନୟନ ସଚିବ ଉଷା ପାଢ଼ୀଙ୍କୁ ଆଶ୍ବସ୍ତି

ଭୁବନେଶ୍ୱର,୩୦।୧: ଅଦାଲତ ଅବମାନନା ମାମଲାରୁ ନଗର ଉନ୍ନୟନ ସଚିବ ଉଷା ପାଢ଼ୀଙ୍କୁ ବଡ଼ ଆଶ୍ୱସ୍ତି ମିଳିଛି। ହାଇକୋର୍ଟରେ ସଚିବ ପାଢ଼ୀ ନିଃସର୍ତ୍ତ କ୍ଷମା ପ୍ରାର୍ଥନା କରି ଅଦାଲତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri