କତାରରେ ଭାରତୀୟଙ୍କୁ ମୃତ୍ୟୁଦଣ୍ଡ ପଛରେ ହମାସ ? ଇସ୍ରାଏଲ ସହିତ ବନ୍ଧୁତା ପାଇଁ ମିଳିଲା ସଜା!

ନୂଆଦିଲ୍ଲୀ,୨୮ା୧୦: ଭାରତୀୟ ନୌସେନାର ଆଠ ପୂର୍ବତ୍ତନ ଅଧିକାରୀଙ୍କୁ କତାରରେ ମୃତ୍ୟୁଦଣ୍ଡ ସଜା ଦିଆଯାଇଛି। କତାରରେ ଗୋଇନ୍ଦା ବୃତି କରିବା ଅଭିଯୋଗରେ ଅଧିକାରୀମାନଙ୍କୁ ଏହି ସଜା ମିଳିଛି। ସେମାନଙ୍କର ଜାମିନ ଆବେଦନ ଅନେକ ଥର ଖାରଜ ହୋଇସାରିଛି।

କାତାରର ଏକ କୋର୍ଟ ଗୁରୁବାର ସମସ୍ତ ଆଠ ଜଣଙ୍କୁ ମୃତ୍ୟୁଦଣ୍ଡ ଶୁଣାଇଥିଲେ। ଏହି ରାୟ ଆସିବା ପରେ ଦିଲ୍ଲୀରେ ହଲଚଲ ବଢି ଯାଇଥିଲା। ତେବେ ଅନେକ ବିଶେଷଜ୍ଞଙ୍କ କହିବା ମୁତାବକ ଏହି ରାୟ ପଛରେ ଏକ ଷଡଯନ୍ତ୍ର ରହିଛି। କତାର-ହମାସ ଯୁଦ୍ଧ ମଧ୍ୟରେ କତାର ସମସ୍ତ ସୁଯୋଗକୁ କତାର ବିପକ୍ଷରେ ବିରୋଧ କରୁଛି।

୨୯ ମାର୍ଚ୍ଚକୁ ଏହି ମାମଲାର ଶୁଣାଣି କୋର୍ଟରେ ହୋଇଥିଲା। ଅଭିଯୋଗ ଥିଲା ଯେ, ସେମାନେ ସେଠାରେ ରହି ଭାରତ ପାଇଁ ଯୋଜନା କରୁଥିଲେ। ଅନ୍ୟପଟେ ଗିରଫ ହୋଇଥିବା ଲୋକମାନଙ୍କ ପରିବାରର ଦାବି ଅନୁଯାୟୀ ସେମାନଙ୍କୁ କୌଣସି ସୂଚନା ଦିଆଯାଇ ନଥିଲା। ସେମାନଙ୍କୁ କେଉଁ ଧାରା ଅଧୀନରେ ଗିରଫ କରା ଯାଇଥିଲା, କଣ ଅଭିଯୋଗ ରହିଛି। ସେମାନେ ଏହା ମଧ୍ୟ ଅଭିଯୋଗ ଲଗାଇଛନ୍ତି କି କତାର ସରକାରଙ୍କ ତରଫରୁ ଭାରତ ସରକାରଙ୍କୁ କୌଣସି ସହଯୋଗ ମିଳି ନଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଦଳରେ ବିଦ୍ରୋହ ଭିତରେ ମମତା ଖେଳିଲେ ବଡ଼ ଚାଲ୍‌, ଅଭିଷେକ ବାନାର୍ଜୀଙ୍କୁ ଘୋଷଣା କଲେ…

ନୂଆଦିଲ୍‌ଲୀ,୬।୬: ବିଧାୟକମାନଙ୍କ ବିଦ୍ରୋହ ମଧ୍ୟରେ ଟିଏମସି (TMC) ମୁଖ୍ୟ ମମତା ବାନାର୍ଜୀ ଦଳୀୟ ସଙ୍ଗଠନରେ ବଡ଼ ଧରଣର ଅଦଳବଦଳ କରିଛନ୍ତି। ମମତା ବାନାର୍ଜୀ ଏହି ନୂତନ ସଙ୍ଗଠନରେ…

ଲକ୍ଷ ଲକ୍ଷ କର୍ମଚାରୀ, ପେନସନଭୋଗୀଙ୍କ ପାଇଁ ବଡ଼ ଖବର: ବଢିଲା ମହଙ୍ଗା ଭତ୍ତା

ନୂଆଦିଲ୍ଲୀ, ୬।୬: ଗୋଟିଏ ପଟେ କେନ୍ଦ୍ରୀୟ କର୍ମଚାରୀମାନେ ଦୀର୍ଘ ଦିନ ହେବ ଅଷ୍ଟମ ବେତନ କମିଶନ (8th Pay Commission) ଅଧୀନରେ ମହଙ୍ଗା ଭତ୍ତା (DA) ଏବଂ…

ସିଜେଆଇ ସୂର୍ଯ୍ୟକାନ୍ତଙ୍କୁ ଏମିତି ପ୍ରଶ୍ନ ପଚାରିଲେ ମହିଳା, ଉଠିଲା ଝଡ଼; କଡ଼ା ଜବାବ ଦେଲେ…

ନୂଆଦିଲ୍ଲୀ,୬।୬: ବ୍ରିଟେନର ୟୁନିଭର୍ସିଟି ଅଫ ଲଣ୍ଡନର ବିର୍କବେକ କଲେଜରେ ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି (CJI) ସୂର୍ଯ୍ୟକାନ୍ତଙ୍କ ଏକ କାର୍ଯ୍ୟକ୍ରମ ସମୟରେ ହଙ୍ଗାମା ଦେଖିବାକୁ ମିଳିଛି। ଏଠାରେ କିଛି…

ପଶ୍ଚିମବଙ୍ଗରେ ଟିଏମସି ସଂକଟ ବଢ଼ିଲା, କଂଗ୍ରେସ ଶିବିରରେ ଖୁସିର ଲହରୀ,ଜାଣନ୍ତୁ କାହିଁକି

କୋଲକାତା,୬।୬: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପରାଜୟ ପରେ, ଟିଏମସି ଭାଙ୍ଗିଯାଇଛି। ମମତା ବାନାର୍ଜୀଙ୍କ ସମ୍ମୁଖରେ ଦଳକୁ ଏକ ରଖିବାର ଚ୍ୟାଲେଞ୍ଜ ରହିଛି, ଯେତେବେଳେ ନେତାମାନେ ଦଳ ଛାଡି…

ଭାରତ ପାଇଁ ଖୁସିଖବର: ରୁଷିଆ ଯୋଗାଇବ…

ସେଣ୍ଟ ପିଟର୍ସବର୍ଗ,୬ା୬ (ପି.ଟି.): ଭାରତକୁ ୫ମ ପିଢ଼ି ଯୁଦ୍ଧବିମାନ ସୁଖୋଇ ଏସ୍‌ୟୁ-୫୭ ଯୋଗାଇଦେବା ପାଇଁ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ ପ୍ରସ୍ତାବ ଦେଇଛନ୍ତି। ଏହି ଯୁଦ୍ଧବିମାନ ଭାରତରେ…

ନୂଆ ରାଜନୈତିକ ଆନ୍ଦୋଳନ ଆରମ୍ଭକଲେ ଆନ୍ନାମଲାଇ

ଚେନ୍ନାଇ,୬ା୬: ତାମିଲନାଡୁ ଭାଜପାର ପୂର୍ବତନ ସଭାପତି କେ. ଆନ୍ନାମଲାଇଙ୍କ ଇସ୍ତଫାପତ୍ରକୁ ଦଳର ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ଗ୍ରହଣ କରିବା ପରେ ସେ ‘ଓ୍ବି ଦି ଲିଡର୍ସ’…

ମମତାଙ୍କ ଟେନ୍‌ସନ୍‌ ବଢିଲା: ଘରେ ଡାକିଥିଲେ ବୈଠକ, ଯୋଗଦେଲେ ମାତ୍ର…

କୋଲକାତା,୬ା୬:ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନରେ ପରାଜୟ ପରେ ତୃଣମୂଳ କଂଗ୍ରେସ (ଟିଏମ୍‌ସି)ରେ ମମତା ବାନାର୍ଜୀଙ୍କ ସ୍ଥିତି ଦିନକୁ ଦିନ ଖରାପ ହେବାରେ ଲାଗିଛି। ପୂର୍ବରୁ ସେ ଡାକିଥିବା ଏକ…

ଆଜି ଦିଲ୍ଲୀରେ ଗର୍ଜିବ କକ୍‌ରୋଚ୍‌ ଜନତା ପାର୍ଟି: ଧର୍ମେନ୍ଦ୍ର ପ୍ରଧାନଙ୍କ…

ନୂଆଦିଲ୍ଲୀ,୬ା୬:କକ୍‌ରୋଚ୍‌ ଜନତା ପାର୍ଟି (ସିଜେପି) ପକ୍ଷରୁ ଶନିବାର ନୂଆଦିଲ୍ଲୀର ଯନ୍ତର ମନ୍ତରଠାରେ ବିକ୍ଷୋଭ ପ୍ରଦର୍ଶନ କରାଯିବ ବୋଲି ଦଳ ପକ୍ଷରୁ ‘x’ରେ ଶୁକ୍ରବାର ସୂଚନା ଦିଆଯାଇଛି। ଦଳର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri