ଗାଜା ଉପରୁ ନିୟନ୍ତ୍ରଣ ହରାଇଲା ହମାସ: ଇସ୍ରାଏଲ ପ୍ରତିରକ୍ଷା ମନ୍ତ୍ରୀ

ନୂଆଦିଲ୍ଲୀ, ୧୩ା୧୧: ଗାଜା ଉପରୁ ନିୟନ୍ତ୍ରଣ ହରାଇଛି ହମାସ। ଇସ୍ରାଏଲ ଉପରେ ୫୦୦ ରୁ ଅଧିକ ସପ୍ରାଇଜ ରକେଟ୍ ଆକ୍ରମଣ କରିବାର ଏକ ମାସ ପରେ ଇସ୍ରାଏଲର ପ୍ରତିରକ୍ଷା ମନ୍ତ୍ରୀ ସୋମବାର ଏହି ଦାବି କରିଛନ୍ତି।

ସେ କହିଛନ୍ତି, “ହମାସ ଗାଜା ଉପରେ ନିୟନ୍ତ୍ରଣ ହରାଇଛି। ଆତଙ୍କବାଦୀମାନେ ଦକ୍ଷିଣ ଦିଗକୁ ପଳାୟନ କରୁଛନ୍ତି। ଏବେ ସାଧାରଣ ନାଗରିକମାନେ ହାମାସ ବେସକୁ ଲୁଟ କରୁଛନ୍ତି।” ଗାଜା ଲୋକଙ୍କର ଆଉ ସରକାରଙ୍କ ଉପରେ ବିଶ୍ୱାସ ନାହିଁ ବୋଲି ଇସ୍ରାଏଲର ସେନା ମୁଖ୍ୟ ଗାଲାଣ୍ଟ ଟିଭି ଷ୍ଟେସନରେ ପ୍ରସାରିତ ଏକ ଭିଡିଓରେ କହିଛନ୍ତି।

ଇସ୍ରାଏଲର ନୂତନ ଆକଳନ ଅନୁଯାୟୀ ଅକ୍ଟୋବର ୭ ରେ ହାମାସ ଯବାନମାନେ ସୀମା ପାର କରି ଇସ୍ରାଏଲ ସହ ଲଢ଼ିବା ପରେ ପ୍ରାୟ ୧୨୦୦ ଲୋକଙ୍କର ମୃତ୍ୟୁ ଘଟିଥିଲା ​​ଏବଂ ପ୍ରାୟ ୨୪୦ ଜଣ ଲୋକ ବନ୍ଧକ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

West Asia Conflict: ‘ପରିସ୍ଥିତି କରୋନା ପରି ହେବାକୁ ଯାଉଛି’ – ଯୁଦ୍ଧ ଲଢୁଥିବା ଦେଶଗୁଡ଼ିକ ଏହାର ପ୍ରଭାବକୁ ଅନୁଭବ କରୁନାହାଁନ୍ତି

ମସ୍କୋ,୨୬।୩: ରୁଷିଆ ରାଷ୍ଟ୍ରପତି ପୁଟିନ ପଶ୍ଚିମ ଏସିଆରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଛନ୍ତି। ସେ କହିଛନ୍ତି ଯେ ଏହି ସଂଘର୍ଷର ପ୍ରଭାବ ପୂର୍ବାନୁମାନ…

ଦୁଃସାହସ! ଯୁଦ୍ଧ ଭିତରେ ଟ୍ରମ୍ପଙ୍କ ଭାଷା କହିଲାଣି ପାକିସ୍ତାନ! ଇସାକ ଦାରଙ୍କ ବୟାନକୁ ନେଇ ନିଆଁବାଣ ଇରାନ

ଇସଲାମାବାଦ,୨୬।୩: ପାକିସ୍ତାନର ବୈଦେଶିକ ମନ୍ତ୍ରୀ ଇସାକ ଦାର ଗୁରୁବାର (୨୬ ମାର୍ଚ୍ଚ, ୨୦୨୬) କହିଛନ୍ତି ଯେ ଆମେରିକା ଏବଂ ଇରାନ ମଧ୍ୟରେ ପରୋକ୍ଷ ଶାନ୍ତି ଆଲୋଚନା ଚାଲିଛି।…

ଯୁଦ୍ଧ ଭିତରେ ଚାଇନା ଯିବେ ଟ୍ରମ୍ପ, ତାରିଖ ଘୋଷଣା କଲା ହ୍ବାଇଟ ହାଉସ

ଓ୍ବାଶିଂଟନ,୨୬।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ମେ ୧୪ ରୁ ୧୫ ମଧ୍ୟରେ ଚାଇନା ଗସ୍ତ କରିବେ ଏବଂ ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗଙ୍କ ସହ ସାକ୍ଷାତ…

ଇରାନକୁ ନୂଆ ଧମକ ଦେଲେ ଟ୍ରମ୍ପ, ଇରାନୀ କୋଠରୀ ଭିତରେ ନିବେଦନ କରନ୍ତି କିନ୍ତୁ…

ନୂଆଦିଲ୍ଲୀ,୨୬ା୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବେ ଅତ୍ୟନ୍ତ ଆକ୍ରମଣାତ୍ମକ ହୋଇଯାଇଛନ୍ତି। ତାଙ୍କ ପ୍ଲାଟଫର୍ମ, ଟ୍ରୁଥ୍ ସୋସିଆଲରେ, ସେ ଇରାନକୁ ଏକ ନୂତନ ଧମକ ଦେଇଛନ୍ତି। ସେ…

ହର୍ମୁଜ ବନ୍ଦ ହେଲେ LPG ପାଇଁ ଛଟପଟ ହେବ ସାରା ବିଶ୍ୱ, ଇରାନ ଏହି ରାସ୍ତା ବନ୍ଦ କଲେ କ’ଣ ହେବ? ଜାଣନ୍ତୁ…

ନୂଆଦିଲ୍ଲୀ/ତେହରାନ୍‌,୨୬।୩: ଯେତେବେଳେ ଇରାନ ଆମେରିକା ସହିତ ଚାଲିଥିବା ଯୁଦ୍ଧ ମଧ୍ୟରେ ହର୍ମୁଜ ପ୍ରଣାଳୀ ବନ୍ଦ କରିଦେଲା, ସମଗ୍ର ବିଶ୍ୱ ଚିନ୍ତାରେ ପଡ଼ିଗଲା। ପେଟ୍ରୋଲ ପମ୍ପରେ ଧାଡ଼ି ଲାଗିଲା…

ହର୍ମୁଜକୁ ନେଇ ବଡ଼ ଯୋଜନାରେ ଅଛି ଇରାନ? ସଂସଦରେ ଉପସ୍ଥାପନ ହେବ ବିଲ୍‌! ଜାଣନ୍ତୁ ଭାରତ ଉପରେ କ’ଣ ପଡିବ ପ୍ରଭାବ

ତେହରାନ୍‌,୨୬।୩: ଇରାନ-ଇସ୍ରାଏଲ-ଆମେରିକା ବିବାଦ ମଧ୍ୟରେ, ଇରାନ ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଏକ ବଡ଼ ପଦକ୍ଷେପ ନେଇଛି। ଇରାନ ସଂସଦ ଏବେ ଏକ ବିଲ ପ୍ରସ୍ତୁତ କରିବାକୁ ପ୍ରସ୍ତୁତ…

ସାମରିକ ଆକ୍ରମଣରେ ହର୍ମୁଜ ଷ୍ଟ୍ରେଟ୍‌ ବନ୍ଦ କରିଥିବା ମୁଖ୍ୟ କାର୍ପଟଦାର ନିହତ!

ଜେରୁଜେଲମ,୨୬।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଇସ୍ରାଏଲ ଏକ ବଡ଼ ଦାବି କରିଛି। ଜଣେ ଇସ୍ରାଏଲୀ ସାମରିକ ଅଧିକାରୀଙ୍କ ଅନୁଯାୟୀ, ଇରାନର IRGC ନୌସେନାର ମୁଖ୍ୟ ଆଲିରେଜା…

ଯୁଦ୍ଧ ରୋକିବା ପାଇଁ ଭାରତ ଉପରେ କାହିଁକି ନିର୍ଭର କରୁଛି ଇରାନ? ଜାଣନ୍ତୁ ୫ କାରଣ

ନୂଆଦିଲ୍ଲୀ,୨୬।୩: ଗତକାଲି ନୂଆଦିଲ୍ଲୀରେ ଦେଇଥିବା ବିବୃତ୍ତିରେ, ଇରାନ ରାଷ୍ଟ୍ରଦୂତ ମହମ୍ମଦ ଫଥାଲି ଇରାନ-ଇସ୍ରାଏଲ ବିବାଦରେ ଭାରତକୁ ଏକ ନିର୍ଭରଯୋଗ୍ୟ ମଧ୍ୟସ୍ଥି ଭାବରେ ବର୍ଣ୍ଣନା କରିଥିଲେ, ଯାହା ମଧ୍ୟପ୍ରାଚ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri