‘ହମାସ ସାମ୍ନାରେ ଅଲ-କାଏଦା ବରଂ ଭଲ, ଏମାନେ ତ ରାକ୍ଷସ’, ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ

ଓ୍ବାଶିଂଟନ,୧୪।୧୦: ଗତ ସପ୍ତାହରେ ପାଲେଷ୍ଟାଇନ ଆତଙ୍କବାଦୀ ସଂଗଠନ ହମାସ ଇସ୍ରାଏଲ ଉପରେ ଆକ୍ରମଣ କରି ୧୩୦୦ ଲୋକଙ୍କୁ ହତ୍ୟା କରିଥିଲା। ହମାସ ଆକ୍ରମଣର ବର୍ବରତା ଖବର ସାରା ବିଶ୍ୱରେ ଚର୍ଚ୍ଚାର ବିଷୟ ପାଲଟିଛି। ବର୍ତ୍ତମାନ ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ ହମାସକୁ ଅଲ-କାଏଦା ଅପେକ୍ଷା ଅଧିକ ବିପଜ୍ଜନକ ଏବଂ ବର୍ବର ବୋଲି ବର୍ଣ୍ଣନା କରିଛନ୍ତି। ଫିଲାଡେଲଫିଆରେ ଏକ ଇଭେଣ୍ଟ ସମୟରେ ଜୋ ବାଇଡେନ କହିଛନ୍ତି ଯେ ହମାସ ଆକ୍ରମଣ ବିଷୟରେ ଆମକୁ ଯେତେ ଖବର ମିଳୁଛି, ତାହା ସେତିକି ଭୟାନକ ହୋଇଯାଉଛି। ୨୭ଜଣ ଆମେରିକୀୟଙ୍କ ସମେତ ଏକ ହଜାରରୁ ଅଧିକ ନିରୀହ ଲୋକ ପ୍ରାଣ ହରାଇଲେ।
ଜୋ ବାଇଡେନ କହିଛନ୍ତି ଯେ ଅଲ କାଏଦା ମଧ୍ୟ ଏହି ଲୋକଙ୍କ ସାମ୍ନାରେ ବା ହମାସ ସାମ୍ନାରେ ପବିତ୍ର ମନେହୁଏ। ଏହି ଲୋକମାନେ ରାକ୍ଷସ। ଇସ୍ରାଏଲ ସହିତ ଛିଡା ହୋଇ ଆମେରିକା କୌଣସି ଭୁଲ କରିନାହିଁ। ଆମେରିକା ଇସ୍ରାଏଲ ସହିତ ଛିଡା ହୋଇଛି। ନିକଟରେ ସେକ୍ରେଟାରୀ ଅଫ ଷ୍ଟେଟ ଆଣ୍ଟୋନି ବ୍ଲିଙ୍କେନ ଇସ୍ରାଏଲରୁ ଫେରିଛନ୍ତି ଏବଂ ଆଜି ପ୍ରତିରକ୍ଷା ସଚିବ ଲୟର୍ଡ ଅଷ୍ଟିନ ଇସ୍ରାଏଲରେ ଅଛନ୍ତି। ଆମେରିକା ରାଷ୍ଟ୍ରପତି କହିଛନ୍ତି ଯେ ଆମେ ନିଶ୍ଚିତ କରୁଛୁ ଯେ ଇସ୍ରାଏଲର ସୁରକ୍ଷା ଏବଂ ପ୍ରତିଶୋଧ ପରାୟଣ କାର୍ଯ୍ୟ ପାଇଁ କୌଣସି ଅଭାବ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

‘ଗାଡ଼ି ଗଭୀର ଖାଲ ଆଡ଼କୁ ମାଡ଼ିଚାଲିଛି; ବ୍ରେକ ଲଗାଇବାର ସମୟ ଆସିଯାଇଛି’ AIକୁ ନେଇ ଆମେରିକୀୟ ଆଇନ ପ୍ରଣେତାଙ୍କ ଚେତାବନୀ

ଓ୍ବାଶିଂଟନ,୧୩।୯: ଆମେରିକାର ସିନେଟର ବର୍ନି ସାଣ୍ଡର୍ସ ରବିବାର କହିଛନ୍ତି ଯେ AI (କୃତ୍ରିମ ବୁଦ୍ଧିମତ୍ତା) ବିକାଶର ଗତି ମନ୍ଥର କରିବା ପାଇଁ ଡାରିଓ ଆମୋଡେଇ, ସାମ ଅଲ୍ଟମ୍ୟାନ…

ୟୁଏଇରୁ ଫେରିଲେ ମୁଖ୍ୟମନ୍ତ୍ରୀ, ଓଡ଼ିଶା ପାଇଁ ଆଣିଛନ୍ତି ଖୁସିଖବର, କହିଲେ ଏଥର ଆମ…

ଭୁବନେଶ୍ୱର,୧୩ା୯: ସଂଯୁକ୍ତ ଆରବ ଏମିରେଟ୍ସ ଗସ୍ତ ସାରି ରବିବାର ଓଡ଼ିଶା ଫେରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଓଡ଼ିଶା ନିବେଶକ ସମ୍ମିଳନୀରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ ଆଜି…

୨୪୦ ଜଣ ଯାତ୍ରୀଙ୍କୁ ନେଇ ଯାଉଥିବା ଜାହାଜ ନିଖୋଜ; ସର୍ଚ୍ଚ ଅପରେଶନ ଆରମ୍ଭ

ଜାକର୍ତ୍ତା,୧୩।୯: ଜାଭା ସାଗରରେ ରବିବାର ୨୪୦ ଜଣ ଯାତ୍ରୀଙ୍କୁ ନେଇ ଯାଉଥିବା ଏକ ଜାହାଜ ନିଖୋଜ ହୋଇଯାଇଛି। ଅଧିକାରୀଙ୍କ କହିବାନୁସାରେ, ବୋର୍ଣ୍ଣିଓ ଦ୍ୱୀପର ପୂର୍ବ ଜାଭାରୁ ଦକ୍ଷିଣ…

ବିରଳ ପ୍ରଜାତିର ସବୁଜ ଶାମୁକା, ଏଥିରୁ ପ୍ରସ୍ତୁତ ହୁଏ ବିଭିନ୍ନ ରୋଗର ମହୌଷଧି

ମହାକାଳପଡ଼ା,୧୩ା୯ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟ ନୀଳ ଜଳରାଶିର ସାମୁଦ୍ରିକ ବିରଳ ସବୁଜ ଶାମୁକା ଅନ୍ୟତମ। ଗହୀରମଥା ଅଞ୍ଚଳର…

ଶିଶୁଙ୍କ ଗେଡ଼ାପଣ: ୬ ଜିଲାରେ ସ୍ଥିତି ଚିନ୍ତାଜନକ

ଭୁବନେଶ୍ୱର,୧୩ା୯(ସୁଚିସ୍ମିତା ସାହୁ): ରାଜ୍ୟରେ ୫ ବର୍ଷରୁ କମ୍‌ ବୟସର ଶିଶୁଙ୍କ ପୋଷଣ ସ୍ଥିତିକୁ ନେଇ ଜାତୀୟ ପରିବାର ସ୍ୱାସ୍ଥ୍ୟ ସର୍ୱେକ୍ଷଣ (ଏନ୍‌ଏଫ୍‌ଏଚ୍‌ଏସ୍‌-୫ରୁ ଏନ୍‌ଏଫ୍‌ଏଚ୍‌ଏସ୍‌-୬)ର ଏକ ତୁଳନାତ୍ମକ ରିପୋର୍ଟ…

ଦୁର୍ଘଟଣାରେ ଆହତ ବୃଦ୍ଧଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ, ଆଜି ମୃତଦେହ ଜବତ କରି…

ଦିଗପହଣ୍ଡି,୧୨ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତ ଅନଙ୍ଗପୁର ଗ୍ରାମ ନିକଟ ମୁଖ୍ୟରାସ୍ତାରେ ଏକ ବାଇକ୍‌ ଧକ୍କାରେ ସାନଖେମୁଣ୍ଡି ବ୍ଲକ ଗୌତମୀ ଗ୍ରାମର…

ଭଦ୍ରକରୁ ଅପହରଣ କରି ୫ ଲକ୍ଷ ଟଙ୍କାର ମୁଣ୍ଡ ଜାମିନ ରଖିଥିଲେ ଅପହରଣକାରୀ, ଆଉ ତା’ ପରେ…

ହାଟଡିହୀ,୧୨ା୯(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ପୋଲିସ ପାଇଁ ଅପହରଣର ଶିକାର ହୋଇଥିବା ୩ ଜଣଙ୍କ ଜୀବନ ବଞ୍ଚିଯାଇଛି। ପୋଲିସର ହସ୍ତକ୍ଷେପ ପରେ ଅପହରଣ ଶିକାର ହୋଇ ୫…

କାର୍‌ରେ ଚାଲାଣ ହେଉଥିଲା ଗଞ୍ଜେଇ, ଯାଞ୍ଚ ସମୟରେ ମହାରାଷ୍ଟ୍ରର ୨ ଅଭିଯୁକ୍ତଙ୍କୁ ଧରି…

ଦାରିଙ୍ଗବାଡ଼ି,୧୨ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ସିମନବାଡ଼ି ପଞ୍ଚାୟତ ଟୋଲଗେଟ ନିକଟରେ ପୋଲିସ ବ୍ଲକିଂ କରି ଯାଞ୍ଚ କରିବା ସମୟରେ ଗୋଟିଏ କାର୍‌ରୁ ୪୨ କେଜି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?