ଇସ୍ରାଏଲର ଏୟାର ଷ୍ଟ୍ରାଇକ୍‌ରେ ହମାସର ଆଉଜଣେ ଟପ୍‌ କମାଣ୍ଡର ନିହତ

ଗାଜା,୧୭।୧୦: ଇସ୍ରାଏଲ-ହମାସ ଯୁଦ୍ଧ ନିକଟ ଭବିଷ୍ୟତରେ ଥମିବାର ସମ୍ଭାବନା ନାହିଁ। ଏଥିରେ ହଜାର ହଜାର ନୀରିହ ଲୋକଙ୍କ ହତ୍ୟା ହମାସ କରୁଥିବାବେଳେ ଇସୟାଏଲ ମଧ୍ୟ ରକ୍ତମୁଖା ହୋଇଛି। ସୋମବାର ହମାସର ଜଣେ କମାଣ୍ଡରଙ୍କ ହତ୍ୟା କରିବା ପରେ ମଙ୍ଗଳବାର ଆଉ ଜଣଙ୍କର ଜୀବନ ଯାଇଛି। ପାଲେଷ୍ଟାଇନ ଆତଙ୍କବାଦୀ ସଂଗଠନ ହମାସର ସାମରିକ ୱିଙ୍ଗ ‘କାସାମ ବ୍ରିଗେଡ’ କହିଛନ୍ତି, ଗାଜା ଷ୍ଟ୍ରିପରେ ଇସ୍ରାଏଲର ଏୟାର ଷ୍ଟ୍ରାଇକ ହମାସର ଜଣେ ଟପ୍‌ କମାଣ୍ଡରଙ୍କ ମୃତ୍ୟୁ ଘଟିଛି।

ନିହତ ଟପ୍‌ କମାଣ୍ଡର ଜଣକ ହେଲେ ଆୟମାନ ନୋଫାଲ। ସେ ସବୁଠାରୁ କୁଖ୍ୟାତ ହମାସ ଆତଙ୍କବାଦୀ। ତଥାପି ଗାଜା ଅଞ୍ଚଳରେ ଇସ୍ରାଏଲ ବିସ୍ଫୋରଣରେ ନିହତ ହୋଇଛି। ଆବୁ ମହମ୍ମଦ ନାମରେ ଜଣାଶୁଣା ନୋଫାଲ ଇସ୍ରାଏଲ ଏୟାର ଷ୍ଟ୍ରାଇକରେ ମୃତ୍ୟୁବରଣ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ତ୍ରୀଙ୍କୁ ପିଟିପିଟି ମାରିଦେଲେ ସ୍ବାମୀ, ପୋଲିସ ପଚାରିବାରୁ କହିଲେ କାଲି ରାତିର ଘଟଣା…

ଦେବଗଡ଼,୭ା୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ବ୍ଲକ ବମ୍ପରଡ଼ା ଆଇଆରବି ବାଟାଲିୟନ ପଛପାଖରୁ ଜଣେ ମହିଳାଙ୍କ ମୃତଦେହ ଜବତ ହେଇଥିବା ଜଣାପଡ଼ିଛି। ତେବେ ଘରୋଇ କଳିରୁ…

ସପ୍ତମ ଶ୍ରେଣୀ ଛାତ୍ରୀଙ୍କୁ ହିନ୍ଦୀ ଶିକ୍ଷକଙ୍କ ଅସଦାଚରଣ, ଗ୍ରାମବାସୀଙ୍କ ହୋ-ହଲ୍ଲା ପରେ…

ବାସୁଦେବପୁର,୭ା୩(ନାରାୟଣ ପ୍ରସାଦ ବାରିକ): ଭଦ୍ରକ ଜିଲାର ବାସୁଦେବପୁର ବ୍ଲକ ଅଧୀନ ସାନକୃଷ୍ଣପୁର ପଞ୍ଚାୟତର ଚାନ୍ଦିମାଳଠାରେ ଥିବା ଜବାହୀ ନବୋଦୟ ବିଦ୍ୟାଳୟରେ ପଢୁଥିବା ସପ୍ତମ ଶ୍ରେଣୀ ଛାତ୍ରୀଙ୍କୁ ହିନ୍ଦୀ…

ଯୁଦ୍ଧର ପ୍ରଭାବ! ଏହି ଦେଶରେ ଆକାଶଛୁଆଁ ହେଲାଣି ପେଟ୍ରୋଲ-ଡିଜେଲ ଦାମ୍‌

ଇସଲାମାବାଦ,୭।୩: ପାକିସ୍ତାନ ବର୍ତ୍ତମାନ ପେଟ୍ରୋଲ ଏବଂ ଡିଜେଲର ଘୋର ଅଭାବର ସମ୍ମୁଖୀନ ହେଉଛି। ବେଲୁଚିସ୍ତାନ, ଖାଇବର ପଖତୁନଖ୍ବା, ପଞ୍ଜାବ (ପାକିସ୍ତାନ) ଏବଂ ସିନ୍ଧ ସମେତ ଅନେକ ଅଞ୍ଚଳରେ…

ହାର୍ଦ୍ଦିକଙ୍କ ସହ ମାହିକାଙ୍କୁ ଦେଖି କେମିତି ରିଆକ୍ସନ ଦେଲେ ଗୌତମ ଗମ୍ଭୀର? ଦେଖନ୍ତୁ ଭିଡ଼ିଓ

ନୂଆଦିଲ୍ଲୀ,୭।୩: ଇଂଲଣ୍ଡ ବିପକ୍ଷ ସେମିଫାଇନାଲରେ ଟିମ ଇଣ୍ଡିଆର ବିଜୟରେ ହାର୍ଦ୍ଦିକ ପାଣ୍ଡ୍ୟା ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିଲେ। ସେ ପ୍ରଥମେ ବ୍ୟାଟ ସହିତ ଚମତ୍କାର ପ୍ରଦର୍ଶନ କରିଥିଲେ,…

ମଦ ବୋତଲରେ ମିଳିଲା ଏମିତି ଜିନିଷ ଗ୍ରାହକଙ୍କ ଉଡିଲା ହୋସ୍‌, ଦୋକାନି କହିଲେ ଆମ କାମ ବିକ୍ରି କରିବା ତିଆରି କରିବା ନୁହେଁ

ହାଇଦ୍ରାବାଦ,୭।୩: ହାଇଦ୍ରାବାଦର ନାଚାରାମ ଅଞ୍ଚଳରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ଘଟିଛି। ବିୟର ବୋତଲ ଖୋଲିବା ମାତ୍ରେ ଜଣେ ବ୍ୟକ୍ତି ଭିତରେ ଏକ ଛୋଟ ମାଛ ପହଁରୁଥିବାର ଦେଖିଲେ।…

ଫାଇନାଲ୍‌ରେ ସଞ୍ଜୁ ସାମସନ ମାତ୍ର ୨୬ ରନ୍‌ କଲେ ଟିମ୍‌ ଇଣ୍ଡିଆ ହୋଇଯିବ ଚାମ୍ପିୟନ: ଜାଣନ୍ତୁ କେମିତି

ଅହମ୍ମଦାବାଦ୍‌,୭।୩: ଟି୨୦ ବିଶ୍ୱକପର ଫାଇନାଲ ମ୍ୟାଚ ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ମାର୍ଚ୍ଚ ୮ରେ ଅନୁଷ୍ଠିତ ହେବାକୁଯାଉଛି। ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ହେବାକୁ ଥିବା ଏହି…

ଯୁଦ୍ଧରେ ପାକିସ୍ତାନର ଏଣ୍ଟ୍ରି? ପାକ୍‌ ସହ ହାତ ମିଳାଇଲା ଭାରତର ବନ୍ଧୁରାଷ୍ଟ୍ର, ବିଶ୍ୱରେ ଚହଳ…

ଇସଲାମବାଦ,୭।୩: ଆଜି ମଧ୍ୟପ୍ରାଚ୍ୟରେ ଯୁଦ୍ଧର ଅଷ୍ଟମ ଦିନ। ଏପର୍ଯ୍ୟନ୍ତ ଆମେରିକା, ଇରାନ ଏବଂ ଇସ୍ରାଏଲ ହଜାର ହଜାର କ୍ଷେପଣାସ୍ତ୍ର ଏବଂ ବୋମା ବ୍ୟବହାର କରିସାରିଛନ୍ତି। ଏହାର ପ୍ରଭାବ…

ଯୁଦ୍ଧ ହେଲା, ମିଶାଇଲ ଗର୍ଜିଲା…, ହେଲେ ବଢିବା ପରିବର୍ତ୍ତେ କାହିଁକି କମିଲା ସୁନାର ଦାମ୍‌? ଜାଣନ୍ତୁ ଭିତିରି କଥା

ନୂଆଦିଲ୍ଲୀ,୭।୩: ମଧ୍ୟପ୍ରାଚ୍ୟ ଉଷ୍ମ ହେଉଛି। ଇରାନ ବିରୁଦ୍ଧରେ ଆମେରିକା-ଇସ୍ରାଏଲ ମିଳିତ ସାମରିକ କାର୍ଯ୍ୟାନୁଷ୍ଠାନ ଏବଂ ତେହେରାନର ପ୍ରତିଶୋଧମୂଳକ ଆକ୍ରମଣ, ବିଶ୍ୱବ୍ୟାପୀ ବଜାରରେ ଭୟ ସୃଷ୍ଟି କରିଛି। ଇତିହାସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri