ହମାସର ନୁଆ ପ୍ରସ୍ତାବ: ଇସ୍ରାଏଲ ସୈନ୍ୟଙ୍କୁ ଛାଡ଼ିବାକୁ ସର୍ତ୍ତ…

ଜେରୁଜେଲମ,୩୦।୧୧: ଇସ୍ରାଏଲ ଏବଂ ହମାସ ମଧ୍ୟରେ ଏକ ମାସରୁ ଅଧିକ ସମୟ ଧରି ଚାଲିଥିବା ବିବାଦରେ ବର୍ତ୍ତମାନ ଏକ ବିରାମ ଆସିଛି। ଅକ୍ଟୋବର ୭ ରେ ଆତଙ୍କବାଦୀମାନେ ଇସ୍ରାଏଲ ଉପରେ ଆକ୍ରମଣ କରିଥିଲେ ଏବଂ ସୈନିକଙ୍କ ସମେତ ଶହ ଶହ ଲୋକଙ୍କୁ ବନ୍ଧକ ରଖିଥିଲେ। ତେବେ ବର୍ତ୍ତମାନ ଚୁକ୍ତିନାମା ଅନୁଯାୟୀ କିଛି ବନ୍ଧକଙ୍କୁ ମୁକ୍ତ କରାଯାଇଛି। ଏହି ସମୟରେ ହମାସ ଇସ୍ରାଏଲକୁ ଏକ ନୂତନ ପ୍ରସ୍ତାବ ଦେଇଛି। ହମାସ କହିଛନ୍ତି ଯଦି ଇସ୍ରାଏଲ ପାଲେଷ୍ଟାଇନ ବନ୍ଦୀମାନଙ୍କୁ ମୁକ୍ତ କରେ, ତେବେ ଏହାର ସମସ୍ତ ସୈନିକଙ୍କୁ ମୁକ୍ତ କରାଯିବ।

ହମାସର ଜଣେ ବରିଷ୍ଠ ଅଧିକାରୀ ତଥା ଘାଜାର ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ବାସେମ ନାଏମ କହିଛନ୍ତି ଅସ୍ତ୍ରବିରତି ପାଇଁ ଆଲୋଚନା ହେଉଛି। ଦକ୍ଷିଣ ଆଫ୍ରିକା ଗସ୍ତ ସମୟରେ ନାଏମ ଗଣମାଧ୍ୟମକୁ କହିଛନ୍ତି ଇସ୍ରାଏଲରେ ବନ୍ଦୀ ଥିବା ସମସ୍ତ ବନ୍ଦୀମାନଙ୍କ ବଦଳରେ ସମସ୍ତ ଇସ୍ରାଏଲ ସୈନିକଙ୍କୁ ମୁକ୍ତ କରିବାକୁ ପ୍ରସ୍ତୁତ ଅଛନ୍ତି। ସାମୟିକ ଅସ୍ତ୍ରବିରତି ଗୁରୁବାର ଶେଷ ହେବାକୁ ଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଗଷ୍ଟ ୧ରୁ ବଦଳିବ ଗ୍ୟାସ ସିଲିଣ୍ଡର ଦର! ମହଙ୍ଗା ହେବ କି ଶସ୍ତା ଜାଣନ୍ତୁ

ନୂଆଦିଲ୍ଲୀ, ୨୭।୭: ଇରାନ ଏବଂ ଆମେରିକା ମଧ୍ୟରେ ସଂଘର୍ଷ ଯୋଗୁଁ ସାଧାରଣ ଜନତାଙ୍କୁ ମହଙ୍ଗା ମାଡ଼ର ସମ୍ମୁଖୀନ ହେବାକୁ ପଡିଥିଲା । ତେଲ, ଗ୍ୟାସ ଏବଂ ଅନେକ…

ଏହି ଅଭିନେତ୍ରୀଙ୍କ ପ୍ରେମରେ ବୋଲ୍ଡ ହେଲେ ଅର୍ଶଦୀପ ସିଂ

ଭାରତୀୟ କ୍ରିକେଟ ଦଳର ଦ୍ରୁତ ବୋଲର ଅର୍ଶଦୀପ ସିଂହ ତାଙ୍କ ବ୍ୟକ୍ତିଗତ ଜୀବନକୁ ନେଇ ସମସ୍ତ କଳ୍ପନାଜଳ୍ପନାର ଅନ୍ତ ଘଟାଇଛନ୍ତି। ଅର୍ଶଦୀପ ଇନଷ୍ଟାଗ୍ରାମରେ ମଡେଲ ତଥା ଅଭିନେତ୍ରୀ…

ଲୋମହର୍ଷଣକାରୀ ଘଟଣା…ପ୍ୟାଣ୍ଟରେ ପରିସ୍ରା କରିଦେବାରୁ ନିଷ୍ଠୁର ହେଲେ ଶିକ୍ଷୟିତ୍ରୀ, ଗୁପ୍ତାଙ୍ଗରେ ଚେଙ୍କ ଦେଇ…

ଲକ୍ଷ୍ନୌ,୨୭।୭: ବାରାଣସୀର ଲାଲପୁର-ପାଣ୍ଡେପୁର ପୋଲିସ ଷ୍ଟେସନ ଅଞ୍ଚଳର ଏକ ପ୍ଲେ ସ୍କୁଲରେ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ଜଣେ ଶିକ୍ଷୟିତ୍ରୀ ୫ ବର୍ଷୀୟ ଛାତ୍ରଙ୍କ ଗୁପ୍ତାଙ୍ଗରେ…

ଦୁଃଖ ପ୍ରକାଶ କଲେ ଧର୍ମେନ୍ଦ୍ର ପ୍ରଧାନ: କହିଲେ, ରାଜନୀତି କ୍ଷେତ୍ରରେ…

ବରଗଡ଼,୨୭।୭(ପ୍ରେମାନନ୍ଦ ଖମାରୀ): ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂଙ୍କ ରବିବାର ବିଳମ୍ବିତ ରାତିରେ ପରଲୋକ ହୋଇଛି। ତାଙ୍କ ପରଲୋକରେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ସମ୍ବଲପୁର ଏମ୍‌ପି ଧର୍ମେନ୍ଦ୍ର ପ୍ରଭାନ…

ପ୍ଲେୟାର ଅଫ ଦି ସିରିଜ ଜିତିବା ସତ୍ତ୍ୱେ ବୈଭବ ସୂର୍ଯ୍ୟବଂଶୀଙ୍କୁ ମିଳିଲା ଚେତାବନୀ: ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୨୭।୭: ଜିମ୍ବାୱେ ବିପକ୍ଷରେ T20 ସିରିଜରେ ଚମତ୍କାର ପ୍ରଦର୍ଶନ ପରେ ବୈଭବ ସୂର୍ଯ୍ୟବଂଶୀ ‘ପ୍ଲେୟାର ଅଫ ଦି ସିରିଜ’ ପୁରସ୍କାର ଜିତିଥିଲେ। ଏହି ଚମତ୍କାର ପ୍ରଦର୍ଶନ ସତ୍ତ୍ୱେ,…

ହସ୍ପିଟାଲରୁ ସିଧା ରାଜଘାଟ ପହଞ୍ଚିଲେ ୱାଙ୍ଗଚୁକ, ବାପୁଙ୍କୁ ନେଇ କହିଲେ….

ନୂଆଦିଲ୍ଲୀ,୨୭।୭: ଦିଲ୍ଲୀର ଜନ୍ତର ମନ୍ତରରେ ଅନୁଷ୍ଠିତ ପ୍ରତିବାଦରେ ପରିବେଶ କର୍ମୀ ସୋନମ ୱାଙ୍ଗଚୁକ୍ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ । ସେ କିଛି ଦିନ ଧରି ଅନଶନରେ…

କଟକ ଜିଲାପାଳଙ୍କ ଜନଶୁଣାଣୀ ବେଳେ ଅଭାବନୀୟ ଘଟଣା, ଦେହରେ କିରୋସିନ ଢ଼ାଳି ଆତ୍ମହତ୍ୟା ଉଦ୍ୟମ କଲେ….

କଟକ ସଦର,୨୭।୭(ସୁଶାନ୍ତ କୁମାର ଜେନା): କିଶନ ନଗର ତହସିଲ କାର୍ଯ୍ୟାଳୟରେ ସୋମବାର କଟକ ଜିଲାପାଳଙ୍କ ଜନଶୁଣାଣୀ ଶିବିର ଚାଲିଥିଲା । ଏହି ସମୟରେ ଏକ ଅଭାବନୀୟ ଘଟଣା…

E20 ବିବାଦ: ବମ୍ବେ ହାଇକୋର୍ଟଙ୍କ ଦ୍ବାରସ୍ଥ ହେଲେ ନିତିନ ଗଡକରୀ

ନୂଆଦିଲ୍ଲୀ, ୨୭।୭: କେନ୍ଦ୍ର ସଡ଼କ ପରିବହନ ଏବଂ ରାଜପଥ ମନ୍ତ୍ରୀ ନିତିନ ଗଡକରୀ ସୋସିଆଲ ମିଡିଆରେ ପ୍ରସାରିତ ଡିପଫେକ୍ ଭିଡିଓ ଏବଂ ମାନହାନିଜନକ ପୋଷ୍ଟ ସମ୍ପର୍କରେ ବମ୍ବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri