Posted inଖେଳ

ହାମିଲଟନଙ୍କୁ କ୍ରମାଗତ ଦ୍ୱିତୀୟ ପୋଲ୍‌ ପୋଜିଶନ

ବୁଦାପେଷ୍ଟ, ୧୯ା୭ (ଏପି)-ମର୍ସିଡିଜ୍‌ର ଲୁଇସ୍‌ ହାମିଲଟନ ତାଙ୍କ ଟିମ୍‌ମେଟ୍‌ ଭାଲଟେରି ବୋଟାସଙ୍କୁ ପଛରେ ପକାଇ ହଙ୍ଗେରିଆନ ଫର୍ମୁଲା ଓ୍ବାନ ଗ୍ରାଁ ପ୍ରି ପୋଲ୍‌ ପୋଜିଶନ ହାସଲ କରିଛନ୍ତି। ଚଳିତ ସିଜନରେ ଏହାଥିଲା ହାମିଲଟନଙ୍କ କ୍ରମାଗତ ଦ୍ୱିତୀୟ ପୋଲ ପୋଜିଶନ। ଫର୍ମୁଲା ଓ୍ବାନ କ୍ୟାରିୟରରେ ତାଙ୍କ ପୋଲ ପୋଜିଶନ ରେକର୍ଡ ୯୦କୁ ବୃଦ୍ଧି ପାଇଛି। ହାମିଲଟନ କହିଛନ୍ତି, ରେସ୍‌ରେ ବୋଟାସ ତାଙ୍କୁ କଡ଼ା ଟକ୍କର ଦେଇଥିଲେ ଏବଂ ଚାପ ସୃଷ୍ଟି କରିଥିଲେ। ହଙ୍ଗାରୋରିଙ୍ଗ୍‌ ସର୍କିଟରେ ହାମିଲଟନ ୭ଥର ବିଜୟ ହାସଲ କରିସାରିଛନ୍ତି। ଫର୍ମୁଲା ଓ୍ବାନ କିମ୍ବଦନ୍ତୀ ମାଇକେଲ ସୁମାକରଙ୍କ ସିଙ୍ଗଲ ଟ୍ରାକ୍‌ ରେକର୍ଡ (୮ ବିଜୟ) ସମକକ୍ଷ ହେବାଲାଗି ତାଙ୍କୁ ଏଠାରେ ଆଉ ଏକ ମାତ୍ର ଟାଇଟଲ ଆବଶ୍ୟକ। ସୁମାକର ମ୍ୟାଗ୍‌ନି-କୋର୍ସଠାରେ ଯେତେବେଳ ଫ୍ରେଞ୍ଚ୍‌ ଗ୍ରାଁ ପ୍ରି ଅନୁଷ୍ଠିତ ହେଉଥିଲା ସେଠାରେ ୮ ବିଜୟ ସହ ରେକର୍ଡର ଅଧିକାରୀ ହୋଇଥିଲେ। ଏଠାରେ ଶନିବାର ଅନୁଷ୍ଠିତ କ୍ୱାଲିଫାଇଙ୍ଗ ରେସ୍‌ରେ ଯଥାକ୍ରମେ ବୋଟାସଙ୍କଠାରୁ .୧୦୭ ଏବଂ ରେସିଂ ପଏଣ୍ଟ ଡ୍ରାଇଭର ଲାନ୍ସ ଷ୍ଟ୍ରୋଲ୍‌ଙ୍କଠାରୁ .୯୩ ଦ୍ରୁତତମ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଆକାଶ ଅମ୍ବାନୀଙ୍କ ନିଷ୍ପତ୍ତି ଯୋଗୁ ମୁମ୍ବାଇ ଟିମ୍‌ ଦୁଇ ଫାଳ! ରୋହିତ-ହାର୍ଦ୍ଦିକଙ୍କୁ ଏଭଳି ଦେଖି ହେବେ ଚକିତ…

ଭୁବନେଶ୍ୱର,୨୦।୪: ଆଇପିଏଲ୍‌ ୨୦୨୪ରେ ମୁମ୍ବାଇ ଇଣ୍ଡିଆନ୍ସର ସେତେଟା ଆଖିଦୃଶିଆ ପ୍ରଦର୍ଶନ ହୋଇନାହିଁ। ପ୍ରଥମେ ଦଳ ୧୦ ନଂରେ ରହୁଥିବା ବେଳେ ଏବେ ୭ନଂରେ ପହଞ୍ଚିଛି। ଦଳ...

ବିବାହ ପୂର୍ବରୁ ଏହି ଅଭିନେତ୍ରୀଙ୍କୁ ଡେଟ୍‌ କରୁଥିଲେ ଧୋନୀ, ଜାଣିଲେ…

ନୂଆଦିଲ୍ଲୀ,୨୦।୪: ମହେନ୍ଦ୍ର ସିଂ ଧୋନି ଆଜିକାଲି ଆଇପିଏଲ୨୦୨୪ରେ ଖେଳୁଥିବା ନଜର ଆସିଛନ୍ତି । ଧୋନୀ ଚଳିତ ସିଜନରେ ଚେନ୍ନାଇ ପାଇଁ ଅଧିନାୟକ ଭାବରେ ନୁହେଁ ବରଂ...

ଋତୁରାଜ-ରାହୁଲଙ୍କ ଉପରେ ବିସିସିଆଇର କାର୍ଯ୍ୟାନୁଷ୍ଠାନ, ଗୋଟିଏ ଭୁଲ ଯୋଗୁ ଦେବାକୁ ପଡ଼ିଲା ଜରିମାନା

ନୂଆଦିଲ୍ଲୀ,୨୦।୪: ଆଇପିଏଲ ୨୦୨୪ ଦିନକୁ ଦିନ ଅଧିକ ରୋମାଞ୍ଚକର ହୋଇଯାଉଛି। ଟୁର୍ନାମେଣ୍ଟର ୩୪ତମ ମ୍ୟାଚ ଚେନ୍ନାଇ ସୁପର କିଙ୍ଗସ ଏବଂ ଲକ୍ଷ୍ନୌ ସୁପର ଜାଏଣ୍ଟସ ମଧ୍ୟରେ...

ଚେନ୍ନାଇର ସମ୍ମାନଜନକ ସ୍କୋର

ଲକ୍ଷ୍ନୌ, ୨୦।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ର ଶୁକ୍ରବାର ଅନୁଷ୍ଠିତ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ ବିପକ୍ଷ ମ୍ୟାଚରେ ଚେନ୍ନାଇ ସୁପର କିଙ୍ଗ୍ସ ସମ୍ମାନଜନକ ସ୍କୋର କରିଛି। ରବୀନ୍ଦ୍ର...

ସେମିଫାଇନାଲରେ ଓଡ଼ିଶା ଏଫ୍‌ସି

ଭୁବନେଶ୍ୱର, ୨୦।୪(ତପନ ସ୍ବାଇଁ): ଇତିହାସ ରଚିଲା ଓଡ଼ିଶା ଏଫ୍‌ସି। ଅତିରିକ୍ତ ସମୟରେ ଇସାକ ଭନଲାଲରୁଆତଫେଲାଙ୍କ ଗୋଲ ବଳରେ ଓଡ଼ିଶା ଏଫ୍‌ସି ପ୍ରଥମଥର ପାଇଁ ଇଣ୍ଡିଆନ ସୁପର...

ଶେଷ ଓଭରରେ ରୋହିତ ଶର୍ମାଙ୍କ ଏହି ଗୋଟିଏ ନିଷ୍ପତ୍ତି, ପଲଟାଇଦେଲା ବାଜି

ନୂଆଦିଲ୍ଲୀ,୧୯।୪: ଇଣ୍ଡିଆନ ପ୍ରିମିୟର ଲିଗ ଟି-୨୦ ମ୍ୟାଚ୍‌ରେ ମୁମ୍ବାଇ ଇଣ୍ଡିଆନ୍ସ ପଞ୍ଜାବ କିଙ୍ଗ୍ସକୁ ନଅ ରନ୍‌ରେ ପରାସ୍ତ କରିଛି। ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ଟସ ଜିତିବା...

ଆଇପିଏଲ୍‌ରେ ଧମାଲ୍‌ କରୁଛନ୍ତି ଏହି ୫ ଅନ୍‌କ୍ୟାପ୍‌ଡ୍‌ ଖେଳାଳି: ଟି-୨୦ ବିଶ୍ୱକପ୍‌ରେ ମିଳିପାରେ ସ୍ଥାନ

ନୂଆଦିଲ୍ଲୀ,୧୯।୪:ସନରାଇଜର୍ସ ହାଇଦ୍ରାବାଦ ଓପନର୍‌ ଅଭିଷେକ ଶର୍ମାଙ୍କ ଆଇପିଏଲ୍‌ରେ ଚମତ୍କାର ପ୍ରଦର୍ଶନ କରୁଛନ୍ତି। ଚଳିତ ସିଜନରେ ଏପର୍ଯ୍ୟନ୍ତ ଅଭିଷେକ ୬ଟି ମ୍ୟାଚରେ ୨୧୧ ରନ ସଂଗ୍ରହ କରିଛନ୍ତି।...

ରୋଚକ ହେଉଛି ପର୍ପଲ-ଅରେଞ୍ଜ କ୍ୟାପ୍‌ ରେସ୍‌: ଜାଣନ୍ତୁ ଏବେ କିଏ ଅଛନ୍ତି…

ମୁମ୍ବାଇ,୧୯।୪: ପଞ୍ଜାବ କିଙ୍ଗସ ବିପକ୍ଷରେ ଜସପ୍ରୀତ ବୁମ୍‌ରା ଏକ ଚମତ୍କାର ବୋଲିଂ ପ୍ରଦର୍ଶନ କରିଥିଲେ। ଜସପ୍ରୀତ ବୁମ୍‌ରା ୩ ବ୍ୟାଟ୍ସମ୍ୟାନ ୪ ଓଭରରେ ୨୧ ରନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri