Posted inଖେଳ

ହାମିଲ୍‌ଟନଙ୍କୁ ନାଇଟ୍‌ ଉପାଧି

ଲଣ୍ଡନ, ୧ା୧(ଏପି)-ସାତ ଥର ଫର୍ମୁଲା ଓ୍ବାନ ଚାମ୍ପିୟନ ଲୁଇସ୍‌ ହାମିଲଟନଙ୍କୁ ନାଇଟ୍‌ ଉପାଧି ମିଳିଛି। କୁଇନ୍‌ ଏଲିଜାବେଥ୍‌-୨ଙ୍କ ନୂଆବର୍ଷର ରାଜକୀୟ ସମ୍ମାନ ତାଲିକାରେ ତାଙ୍କ ନାମ ପ୍ରକାଶ ପାଇଛି। ଏଣିକି ସେ ‘ସାର୍‌’ ଲୁଇସ୍‌ ହାମିଲଟନ ଭାବେ ପରିଚିତ ହେବେ। ବିଭିନ୍ନ କ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ହାସଲ କରିଥିବା ବ୍ରିଟିଶ ନାଗରିକଙ୍କୁ ସ୍ବୀକୃତି ପ୍ରଦାନ ଉଦ୍ଦେଶ୍ୟରେ ପ୍ରସ୍ତୁତ କରାଯାଇଥିବା ଏହି ତାଲିକାରେ ବିଶିଷ୍ଟ ରାଜନେତା, ଅଭିନେତା, ସରକାରୀ କର୍ମଚାରୀ ଓ କରୋନା ଭାଇରସକୁ ପରାସ୍ତ କରିବା କ୍ଷେତ୍ରରେ ଦୃଷ୍ଟାନ୍ତମୂଳକ କାର୍ଯ୍ୟକରିଥିବା ବ୍ୟକ୍ତିବିଶେଷଙ୍କ ନାମ ସ୍ଥାନ ପାଇଛି। ଗତମାସରେ ୭ମ ଫର୍ମୁଲା ଓ୍ବାନ୍‌ ଟାଇଟଲ ସହ ମାଇକେଲ ସୁମାକରଙ୍କ ରେକର୍ଡ ସମକକ୍ଷ ହେବାପରେ ହାମିଲଟନ କହିଥିଲେ ତାଙ୍କର ଏହି ସଫଳତା ପଛରେ ବ୍ଲାକ୍‌ ଲାଇଭ୍ସ ମ୍ୟାଟର ମୁଭମେଣ୍ଟର ପ୍ରେରଣାର ଭୂମିକା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

IND vs ENG 2nd T20I Playing-11: ସଞ୍ଜୁ ସାମସନଙ୍କ ଛୁଟି, ବୈଭବ ସୂର୍ଯ୍ୟବଂଶୀଙ୍କ ଏଣ୍ଟ୍ରି ନିଶ୍ଚିତ, ଇଶାନ କିଶନଙ୍କୁ ମିଳିବ ଆଉ ଏକ ସୁଯୋଗ!

ନୂଆଦିଲ୍ଲୀ,୩।୭: ସମସ୍ତେ ବୈଭବ ସୂର୍ଯ୍ୟବଂଶୀଙ୍କ ଅନ୍ତର୍ଜାତୀୟ ଡେବ୍ୟୁକୁ ଉତ୍ସାହର ସହିତ ଅପେକ୍ଷା କରିଛନ୍ତି। ଆୟରଲ୍ୟାଣ୍ଡ ବିପକ୍ଷ ଦୁଇଟି ମ୍ୟାଚରେ ତାଙ୍କୁ ସୁଯୋଗ ମିଳିନଥିଲା। ଇଂଲଣ୍ଡ ବିପକ୍ଷ ପ୍ରଥମ…

ଲୁଚିଛପି ଏହି କାମ କରୁଛନ୍ତି ବିରାଟ କୋହଲି: ଫଟୋ ଭାଇରାଲ ପରେ ଜଣାପଡ଼ିଲା…

ଲଣ୍ଡନ,୩।୭:ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଚାଲିଛି। ପ୍ରଥମ ମ୍ୟାଚ ବର୍ଷା ଯୋଗୁ ଧୋଇ ଯାଇଥିଲା। ଦ୍ୱିତୀୟ ମ୍ୟାଚ ଆଜି ଖେଳାଯିବ।…

ଚମତ୍କାର କଲେ ରାହୁଲ ଦ୍ରାବିଡଙ୍କ ପୁଅ: ମହାରାଜା ଟ୍ରଫିରେ…

ନୂଆଦିଲ୍ଲୀ,୩।୭: ଭାରତୀୟ କ୍ରିକେଟ କିମ୍ବଦନ୍ତୀ ରାହୁଲ ଦ୍ରାବିଡଙ୍କ ବଡ଼ ପୁଅ ସମିତ ଦ୍ରାବିଡ ପୁଣିଥରେ ତାଙ୍କ ବ୍ୟାଟିଂ ଦକ୍ଷତା ସହିତ ଚର୍ଚ୍ଚାର ପରିସରକୁ ଆସିଛନ୍ତି। ମହାରାଜା ଟ୍ରଫି…

Cristiano Ronaldo Retirement Plans: ବିଶ୍ୱକପ ପରେ କ୍ରିଷ୍ଟିଆନୋ ରୋନାଲ୍ଡୋ ଅବସର ନେବେ? ଭଉଣୀ କହିଲେ ବଡ଼ କଥା

ଲିସବନ,.୩।୭: କ୍ରିଷ୍ଟିଆନୋ ରୋନାଲ୍ଡୋ ଗୁରୁବାର ଫିଫା ବିଶ୍ୱକପ ନକଆଉଟ ମ୍ୟାଚରେ ସବୁଠାରୁ ବୟସ୍କ ଖେଳାଳି ହୋଇ ଆଉ ଏକ ରେକର୍ଡ ସ୍ଥାପନ କରିଛନ୍ତି। ଗୁରୁବାର ରାଉଣ୍ଡ ଅଫ…

ବଦଳିଲା ଭାରତ-ଇଂଲଣ୍ଡ ଟି-୨୦ ମ୍ୟାଚର ସମୟ, ଜାଣନ୍ତୁ କେତେବେଳେ ଆରମ୍ଭ ହେବ…

ନୂଆଦିଲ୍ଲୀ,୨।୭: ଭାରତୀୟ କ୍ରିକେଟ ଦଳ ବର୍ତ୍ତମାନ ଇଂଲଣ୍ଡ ଗସ୍ତରେ ଅଛି। ଟିମ ଇଣ୍ଡିଆ ଇଂଲଣ୍ଡ ବିପକ୍ଷରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଖେଳୁଛି। ବର୍ଷା ଯୋଗୁ…

ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ସହିତ ଜଡିତ ସମସ୍ତ ଟ୍ରେଡ ଡିଲ୍‌ କେବଳ ଗୁଜବ; ମୁମ୍ବାଇ ଇଣ୍ଡିଆନ୍ସରୁ ଆସୁଥିବା ଖବର ଆପଣଙ୍କ ହୋସ୍‌ ଉଡାଇ ଦେବ

ନୂଆଦିଲ୍ଲୀ,୨।୭: ୨୦୨୪ ପରି, ହାର୍ଦ୍ଦିକ ପାଣ୍ଡ୍ୟା ପୁଣି ଥରେ ଆଲୋଚନାର ବିଷୟ ପାଲଟିଛନ୍ତି। ତିନି ବର୍ଷ ପୂର୍ବେ ମୁମ୍ବାଇ ଇଣ୍ଡିଆନ୍ସ ଏକ ଟ୍ରେଡ ଡିଲ୍‌ ମାଧ୍ୟମରେ ହାର୍ଦ୍ଦିକଙ୍କୁ…

Video: ଶାହରୁଖ ଖାନଙ୍କ କ୍ରିକେଟ ଷ୍ଟାଡିୟମ! ଅଲିମ୍ପିକ୍ସ ସମୟରେ ଏହି ସ୍ଥାନରେ ଖେଳାଯିବ ମ୍ୟାଚ, ପୂଜାରୀଙ୍କୁ ଡାକି ହେଲା ପୂଜା

ନୂଆଦିଲ୍ଲୀ,୨।୭: ୧୨୮ ବର୍ଷର ଲମ୍ବା ଅପେକ୍ଷା ପରେ ୨୦୨୮ ଲସ ଆଞ୍ଜେଲସ ଅଲିମ୍ପିକ୍ସରେ କ୍ରିକେଟ ପୁନରାଗମନ କରୁଛି, ଏବଂ ପ୍ରଶଂସକମାନେ ଏହାକୁ ନେଇ ଅତ୍ୟନ୍ତ ଉତ୍ସାହିତ। ଚଳିତ…

ମାତ୍ର ୧୦୦ ଦିନରେ ଶାହରୁଖଙ୍କ ସ୍ବପ୍ନ ହେଲା ପୂରଣ: ଏବେ…

ନୂଆଦିଲ୍ଲୀ,୨।୭: ଅଭିନେତା ଶାହରୁଖ ଖାନଙ୍କ ଦୀର୍ଘ ଦିନର ସ୍ବପ୍ନ ପୂରଣ ହୋଇଛି। ତାଙ୍କ ସ୍ବପ୍ନ ପୂରଣ କରିଛନ୍ତି ଆଇସିସି ଅଧ୍ୟକ୍ଷ ଜୟ ଶାହ। ଏଥିପାଇଁ ଶାହରୁଖ ତାଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri