୪ ଜିଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୧୯। ୯(ବ୍ୟୁରୋ): ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର, ଉତ୍ତର ଆନ୍ଧ୍ର ଉପକୂଳ ଏବଂ ଦକ୍ଷିଣ ଓଡିଶା ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର ଏବଂ ରାୟଗଡା ଜିଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସମୟରେ ବାଲେଶ୍ୱର, ଭଦ୍ରକ, କଟକ, ଜଗତସିଂହପୁର, ଯାଜପୁର, କେନ୍ଦ୍ରାପଡା, ଗଜପତି, ଗଞ୍ଜାମ, ଖୋର୍ଦ୍ଧା, ପୁରୀ, ନୟାଗଡ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ଢେଙ୍କାନାଳ, କେନ୍ଦୁଝର ଏବଂ ମୟୂରଭଞ୍ଜ ଜିଲାର ଗୋଟିଏ ଦୁଇଟି ସ୍ଥାନରେ ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି। ପାଣିପାଗ ବିଭାଗ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ ମାଲକାନଗିରିରେ ୬୨.୨, ଫୁଲବାଣୀରେ ୩୬.୬ ଏବଂ ପାରାଦୀପରେ ୭.୧ ମିଲିମିଟର ବର୍ଷା ରେକର୍ଡ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ୱର ବିମାନବନ୍ଦରକୁ ‘ଭଏସ୍‌ ଅଫ୍‌ କଷ୍ଟମର’ ମାନ୍ୟତା

ଭୁବନେଶ୍ୱର,୧୧।୨(ବ୍ୟୁରୋ): ଏୟାରପୋର୍ଟ କାଉନ୍‌ସିଲ ଇଣ୍ଟରନ୍ୟାଶନାଲ(ଏସିଆଇ) ଅଧୀନରେ ଭୁବନେଶ୍ୱରସ୍ଥିତ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରକୁ ୨୦୨୧ ପାଇଁ ‘ଯାତ୍ରୀଙ୍କ ସ୍ବର’ ବା ‘ଭଏସ୍‌ ଅଫ୍‌ କଷ୍ଟମର’ ମାନ୍ୟତା...

ମହାପ୍ରଭୁଙ୍କ ଏକାଦଶୀ: ଗଡ଼ଖୋର୍ଦ୍ଧାରୁ ଯାଏ ତୁଳସୀ

ଖୋର୍ଦ୍ଧା ଅଫିସ,୨।୮: ପୁରୀ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ତୁଳସୀକୁ ନେଇ ପ୍ରାଚୀନ କାଳରୁ ବିଶେଷ ମହତ୍ତ୍ୱ ରହି ଆସିଛି। ମହାପ୍ରଭୁଙ୍କ ମଇଲମ ନୀତି, ଭୋଗ ନୀତି, ଶ୍ରୀଅଙ୍ଗ...

ସ୍ବଳ୍ପ ମୂଲ୍ୟର ଭେଣ୍ଟିଲେଟର ତିଆରି କଲା ସିଟିଟିସି

ଭୁବନେଶ୍ୱର(ବ୍ୟୁରୋ), ୨୧ା୪: କୋଭିଡ୍‌-୧୯ର ମୁକାବିଲା ଲାଗି ସହଯୋଗର ହାତ ବଢ଼ାଇଛି ଭୁବନେଶ୍ୱରସ୍ଥିତ ସେଣ୍ଟ୍ରାଲ ଟୁଲ୍‌ ରୁମ୍‌ ଆଣ୍ଡ୍‌ ଟ୍ରେନିଂ ସେଣ୍ଟର (ସିଟିଟିସି)। କରୋନା ସଂକ୍ରମିତଙ୍କ ଚିକିତ୍ସାରେ...

କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରୀଙ୍କୁ ଚିଠି ଲେଖିଲେ ଧର୍ମେନ୍ଦ୍ର: ଭୁବନେଶ୍ୱରରୁ ଦୁବାଇକୁ ବିମାନ ଚଳାଚଳ ଲାଗି ଅନୁରୋଧ

ଭୁବନେଶ୍ୱର,୧୮।୯(ବ୍ୟୁରୋ): ଭୁବନେଶ୍ୱରରୁ ଦୁବାଇ ବିମାନ ସେବା ଆରମ୍ଭ କରିବା ଲାଗି କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ହରଦୀପ୍‌ ସିଂ ପୁରୀଙ୍କୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ...

ଏକତ୍ର ହେବେ ନାହିଁ ୭ରୁ ଅଧିକ ଲୋକ

ଭୁବନେଶ୍ୱର, ୨୧ା୩ (ବ୍ୟୁରୋ): କରୋନା ଭୂତାଣୁ (କୋଭିଡ୍‌-୧୯) ମୁକାବିଲା ପାଇଁ ରାଜ୍ୟ ସରକାର ତତ୍ପର ହୋଇପଡ଼ିଛନ୍ତି। ପ୍ରତିଦିନ ବିଭିନ୍ନ ଆଡ଼ଭାଇଜରି ଜାରି ସହ ସଚେତନତା ଓ...

ଆଉ ୪ ବ୍ରିଟେନ୍‌ ଫେରନ୍ତା ମିଳୁନାହାନ୍ତି

ଭୁବନେଶ୍ୱର,୩୧।୧୨(ବ୍ୟୁରୋ):ଭୁବନେଶ୍ୱରକୁ ଗତ ୨୯ ତାରିଖ ସୁଦ୍ଧା ବ୍ରଟେନ୍‌ରୁ ୬୨ଜଣ ଫେରିଛନ୍ତି। ଏମାନଙ୍କ ମଧ୍ୟରୁ ବୁଧବାର ସନ୍ଧ୍ୟା ସୁଦ୍ଧା ୫୮ ଜଣଙ୍କ ସହ ଯୋଗାଯୋଗ ହୋଇପାରିଛି। କିନ୍ତୁ...

ଓଡ଼ିଶାରେ ସଂକ୍ରମଣ ହାର ସର୍ବନିମ୍ନ: ପ୍ରତି ୧୦୦ ନମୁନାରେ ୧.୦୮% ପଜିଟିଭ୍‌

ଭୁବନେଶ୍ୱର, ୧୫।୪(ବ୍ୟୁରୋ): ମହାମାରୀ କରୋନା ପାଇଁ ସାରା ଭାରତ ବର୍ତ୍ତମାନ ଲକ୍‌ଡାଉନରେ ରହିଛି। ଏହାସତ୍ତ୍ୱେ ଦେଶରେ ଦିନକୁ ଦିନ କୋଭିଡ୍‌-୧୯ ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି।...

ବାତ୍ୟା ‘ଅମ୍ଫନ’ ସହାୟତା: ୧୧ଲକ୍ଷ ଦେଲେ ରାଜ୍ୟପାଳ

ଭୁବନେଶ୍ୱର, ୨୮।୫(ବ୍ୟୁରୋ): ରାଜ୍ୟପାଳ ଗଣେଶୀ ଲାଲ ମୁଖ୍ୟମନ୍ତ୍ରୀ ରିଲିଫ୍‌ ପାଣ୍ଠିକୁ ୧୧ ଲକ୍ଷ ଟଙ୍କା ଦାନ କରିଛନ୍ତି । ବାତ୍ୟା ‘ଅମ୍ଫନ’ର ପୁନରୁଦ୍ଧାର କାର୍ଯ୍ୟ ପାଇଁ...

Advertisement
Archives

Model This Week