Posted inଜାତୀୟ

ଗାଈକୁ ଖାଇବାକୁ ଦେଲେ ଦେଶୀବୋମା

କୋଏମ୍ବାଟୁର, ୧୮।୮: ଚାଷ ଜମିରେ ରଖାଯାଇଥିବା ଦେଶୀବୋମା ଖାଇ ଏକ ଗାଈ ଗୁରୁତର ଆହତ ହୋଇଛି। ଏହି ଘଟଣା ତାମିଲ୍‌ନାଡୁର କୋଏମ୍ବାଟୁରରେ ଘଟିଛି। ସ୍ଥାନୀୟ ମେଟ୍ଟୁପାଲାୟମ୍‌ରେ ଜଙ୍ଗଲୀ ବାର୍‌ହା ଶିକାର କରିବା ଲାଗି ଶିକାରୀ ଦେଶୀବୋମା ଘାସ ମଧ୍ୟରେ ରଖିଥିଲେ। ଏହାକୁ ସ୍ଥାନୀୟ ବାସିନ୍ଦା ଜାଫର ଅଲ୍ଲୀଙ୍କ ଗାଈ ଖାଇଦେଇଥିଲା। ଗାଈର ପାଟିରେ ବୋମା ବିସ୍ଫୋରଣ ହୋଇଥିଲା। ଜାଫର ଏନେଇ ଏକ ମାମଲା ଦାଏର କରିବା ସହିତ ବନ ଅଧିକାରୀ ଭେଙ୍କେଟେଶ୍ୱରଙ୍କୁ ଜଣାଇଥିଲେ। ଏହାର ତଦନ୍ତ ଜାରି ରହିଥିବା ବନ ବିଭାଗ ପକ୍ଷରୁ କୁହାଯାଉଛି। ଗାଈର ଚିକିତ୍ସା ଜାରି ରହିଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ ଅଗ୍ନିକାଣ୍ଡ: ମୃତକଙ୍କ ପରିବାର ପାଇଁ କେଜରିଓ୍ବାଲ ଏବଂ ଭାଜପା ପକ୍ଷରୁ ଅନୁକମ୍ପା ମୂଳକ ସହାୟତା ଘୋଷଣା

ନୂଆଦିଲ୍ଲୀ,୮।୧୨: ଦିଲ୍ଲୀର ଏକ ସ୍କୁଲ ବ୍ୟାଗ୍‌ କାରଖାନାରେ ରବିବାର ଅଗ୍ନିକାଣ୍ଡ ଘଟି ୪୩ ଲୋକଙ୍କ ମୃତ୍ୟୁ ଘଟିଛି। ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ଘଟଣାସ୍ଥଳରେ ପହଞ୍ଚି...

ଶାହଙ୍କ ଜିରୋ ଟଲରେନ୍ସ ନୀତି : ନୂଆ ବିଚ୍ଛିନ୍ନତାବାଦୀ ଦଳ ଗଠନ କଲା ଆଇଏସ୍‌ଆଇ

ନୂଆଦିଲ୍ଲୀ, ୧୨।୬: ଆତଙ୍କବାଦ ବିରୋଧରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହଙ୍କ ଜିରୋ ଟଲରେନ୍ସ ନୀତିରେ ପାକିସ୍ତାନ ଗୋଇନ୍ଦା ସଂସ୍ଥା ଆଇଏସ୍‌ଆଇ ଆତଙ୍କିତ ହୋଇପଡ଼ିଛି। ଜମ୍ମୁ-କଶ୍ମୀରରେ ଆତଙ୍କବାଦୀ...

ଏଡ୍‌ସ ଆକ୍ରାନ୍ତଙ୍କ ଉପରେ କୋଭିଡ୍‌ ବିପତ୍ତି

ନୂଆଦିଲ୍ଲୀ: ଦୀର୍ଘ ୫ମାସ ହେଲା ପୃଥିବୀବାସୀଙ୍କୁ କଲବଲ କରୁଛି କରୋନା। ଏହାର ଭୟଙ୍କର ପ୍ରକୋପରେ ଆଣ୍ଠେଇବାକୁ ବାଧ୍ୟ ହୋଇଛନ୍ତି ଆମେରିକା, ରୁଷିଆ, ଜର୍ମାନୀ, ସ୍ପେନ୍‌, ବ୍ରିଟେନ୍‌...

ବିବାହର ୨ ଦିନ ପରେ ବର ମୃତ: ୯୫ ଅତିଥି କରୋନା ପଜିଟିଭ

ପାଟନା,୩୦।୬: ବିହାରର ରାଜଧାନୀ ପାଟନାରେ ଥିବା ଏକ ଗାଁରେ ବିବାହ ଉତ୍ସବରେ ଯୋଗ ଦେଇଥିବା ପ୍ରାୟ ୯୫ ଜଣ ଅତିଥି କରୋନା ମହାମାରୀରେ ପୀଡ଼ିତ ହୋଇଥିବା...

ଟିକ୍‌ଟକ୍‌ ବ୍ୟବହାରକାରୀଙ୍କ ପାଇଁ ବିକଳ୍ପ ଏହି ଆପ୍‌, ୨୫ ଲକ୍ଷରୁ ଅଧିକ କଲେଣି ଏହାକୁ ଡାଉନଲୋକ

ନୂଆଦିଲ୍ଳୀ,୩୦।୬: ଭାରତରେ ଟିକ୍‌ଟକ୍‌ ବ୍ୟାନ ହେବାପରେ ଏବେ ଭାରତୀୟ ଆପ୍‌ ଚିଙ୍ଗାରୀର ଚାହିଦା ବୃଦ୍ଧି ପାଇଛି। ଏହି ଆପ୍‌କୁ ଗୁଗୁଲ ପ୍ଲେ ଷ୍ଟୋରରେ ୨୫ ଲକ୍ଷରୁ...

ଦିଦିଙ୍କୁ ଶୁଭେଚ୍ଛା ଜଣାଇଲେ ମୋଦି

ନୂଆଦିଲ୍ଲୀ,୨।୫: ୫ଟି ରାଜ୍ୟର ନିର୍ବାଚନ ଫଳାଫଳ ଆସିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସମସ୍ତ ରାଜ୍ୟବାସୀଙ୍କୁ ଧନ୍ୟବାଦ ଜଣାଇଛନ୍ତି। ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ, ଡିଏମକେ...

ପ୍ରଶାନ୍ତଙ୍କୁ ଚେତାବନୀ ଦେଲେ ମମତା

କୋଲକାତା,୨୧ ।୧୨: ଆସନ୍ତା ବର୍ଷ ହେବାକୁ ଯାଉଛି ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ । ହେଲେ ଏହି ସମୟରେ ଶାସନ ତ୍ରୁଣମୂଳ କଂଗ୍ରେସ(ଟିଏମ୍‌ସି) ନେତା ଦଳ ଛାଡି...

ଅଭିଯୋଗ ଆଣିଲେଣି ତେଜସ୍ୱୀ

ପାଟନା,୧୨ ।୧୧: ବିହାର ବିଧାନସଭା ନିର୍ବାଚନ ଫଳାଫଳ ଆସିବା ପରେ ଏବେ ଆର୍‌ଜେଡି ନେତା ତେଜସ୍ୱୀ ଯାଦବ ମହାମେଣ୍ଟର ବିଧାୟକ ଦଳ ନେତା ନିର୍ବାଚିତ ହୋଇଛନ୍ତି...

Advertisement


Archives

Model This Week

Why Dharitri