ଦିବ୍ୟାଙ୍ଗ ଧନେଶ୍ୱରଙ୍କୁ ଘର ମିଳୁନାହିଁ

କଳିଙ୍ଗନଗର,୧୮ା୫(ଡି.ଏନ.ଏ.):ବିଞ୍ଝାରପୁର ବ୍ଲକ ଜରି ପଞ୍ଚାୟତ ଅନ୍ତର୍ଗତ ଜରି ଗ୍ରାମର ଧନେଶ୍ୱର ସେଠୀ ଜଣେ ଭୂମିହୀନ ଓ ଦିବ୍ୟାଙ୍ଗ ବ୍ୟକ୍ତି। ଘର ନ ଥିବାରୁ ସେ ଓ ତାଙ୍କ ସ୍ତ୍ରୀ ଏବଂ ଦୁଇ ଝିଅ ବାଳମୁକୁଳିଠାରେ ଘର ଭଡ଼ା ନେଇ ରହୁଛନ୍ତି। ଧନେଶ୍ୱର ଏକ ପାନ ଦୋକାନ କରି ଦୁଃଖ କଷ୍ଟରେ ପରିବାର ଚଳାଉଛନ୍ତି। ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ପ୍ରାଥମିକ ତାଲିକାରେ ତାଙ୍କ ନାମ ଅନ୍ତର୍ଭୁକ୍ତ ହୋଇଥିଲା। ମାତ୍ର ପରେ ତାଙ୍କ ନାମକୁ ଯୋଗ୍ୟ ତାଲିକାରୁ ବାଦ କରାଯାଇଛି। ସେ ବିଞ୍ଝାରପୁର ବିଡିଓ, ଯାଜପୁର ଜିଲାପାଳ ଓ କେନ୍ଦ୍ରମନ୍ତ୍ରୀ ଅର୍ଜୁନ ମୁଣ୍ଡା ବିଞ୍ଝାରପୁର ଗସ୍ତରେ ଆସିଥିବା ବେଳେ ତାଙ୍କୁ ଭେଟି ଅଭିଯୋଗ ଜଣାଇଥିଲେ। ହେଲେ ଏପର୍ଯ୍ୟନ୍ତ ତାଙ୍କୁ ଘର ଖଣ୍ଡିଏ ମିଳିପାରିନାହିଁ। ଏହି ଭୂମିହୀନ ପରିବାରକୁ ବସୁନ୍ଧରା ଯୋଜନାରେ ଜମି ଯୋଗାଇ ଦେବା ସହିତ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଘର ଯୋଗାଇ ଦେବାକୁ ଦାବି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରେଷ୍ଠ ପ୍ରଜାତି ସୃଷ୍ଟି ଲାଗି ଏକସଙ୍ଗେ ୨୦ ମହିଳାଙ୍କୁ ଗର୍ଭବତୀ କରିବାକୁ ଚାହୁଁଥିଲେ ଏପ୍‌ଷ୍ଟିନ୍‌

ନ୍ୟୁୟର୍କ,୯ା୨: ଯୌନ କେଳେଙ୍କାରୀ ମାମଲାରେ ଦୋଷୀସାବ୍ୟସ୍ତ ଧନୀ ଅର୍ଥ ଲଗାଣକାରୀ ଜେଫ୍ରି ଏପ୍‌ଷ୍ଟିନ୍‌ ଜେନେଟିକ୍‌ ଇଞ୍ଜିନିୟରିଂ ଏବଂ କୃତ୍ରିମ ବୁଦ୍ଧିମତ୍ତା (ଏଆଇ) ବ୍ୟବହାର କରି ମାନବ ଜାତିର…

ଏଇ ଭାରତରେ

ଅଜିମ ପ୍ରେମଜୀ ବିଶ୍ୱବିଦ୍ୟାଳୟ ଛାତ୍ରୀଛାତ୍ରଙ୍କ ଏକ ଟିମର ବର୍ଜ୍ୟପରିଚାଳନା ଅତ୍ୟନ୍ତ ପ୍ରଶଂସନୀୟ। କର୍ନାଟକ ବେଙ୍ଗାଲୁରୁ ନିକଟରେ ଥିବା ବିଲାପୁରା ଗାଁକୁ ସମ୍ପୂର୍ଣ୍ଣ ବର୍ଜ୍ୟମୁକ୍ତ କରାଯାଇପାରିଛି। ଦେଖିବାକୁ ଗଲେ…

୬ ବର୍ଷୀୟା ବାଳିକାଙ୍କୁ ବଳାତ୍କାର ପରେ ହତ୍ୟା

ପାଟନା,୯ା୨: ବିହାର ଦରଭଙ୍ଗା ସହରର ୟୁନିଭର୍ସିଟି ଥାନା ଅଞ୍ଚଳରେ ଜଣେ ୬ ବର୍ଷୀୟା ବାଳିକାଙ୍କୁ ରବିବାର ବଳାତ୍କାର ପରେ ହତ୍ୟା କରାଯାଇଛି। ସୂତ୍ର ଅନୁଯାୟୀ, ବାଳିକା ଜଣକ…

ଦୁଃଖ ଖୋଜୁଥିବା ମଣିଷ

କିଛି ଏମିତି ଅଜବ ଲୋକ ଅଛନ୍ତି, ଆପଣ ବି ଭେଟିଥିବେ କେଉଁଠି କେତେବେଳେ। ଜଞ୍ଜାଳମୁକ୍ତ ହୋଇ ପରିବାରକୁ ନେଇ ନିଜ ଭିତରେ ସୁଖୀ ଥିବା ମଣିଷଟି ସମସ୍ତଙ୍କୁ…

ଉଠିବା ଦରକାର, ଉଡ଼ିବା ପଛକଥା

ପ୍ରଥମ ବିଶ୍ୱଯୁଦ୍ଧ ସମୟର ଇଟାଲୀୟ ଆମ୍ବୁଲାନ୍ସ ଚାଳକ, ପରବର୍ତ୍ତୀ ସମୟରେ ଗୁରୁତର ଆହତ ଅର୍ନେଷ୍ଟ ହେମିଂୱେଙ୍କ କଥା ଆଜି ବି ପାସୋରି ପାରି ନାହାନ୍ତି ଅର୍ଥନୈତିକ ବିଶାରଦଗଣ।…

ବଡ଼ ଯୋଜନାରେ ଖର୍ଚ୍ଚ ହୋଇଛି ବଜେଟର ୪୦%

ନୂଆଦିଲ୍ଲୀ,୯ା୨: ଚଳିତ ଆର୍ଥତ୍କ ବର୍ଷ ପାଇଁ କେନ୍ଦ୍ର ବଜେଟରେ ସର୍ବବୃହତ୍‌ ଯୋଜନାଗୁଡ଼ିକ ନିମନ୍ତେ ଯେଉଁ ଅର୍ଥ ବ୍ୟୟବରାଦ ହୋଇଥିଲା, ସରକାର ୯ ମାସ ମଧ୍ୟରେ ତାହାର ମାତ୍ର…

ଜାପାନ ନିର୍ବାଚନ: ପ୍ରଧାନମନ୍ତ୍ରୀଙ୍କ ଦଳ ବିଜୟୀ

ଟୋକିଓ,୯ା୨: ଜାପାନ ପାର୍ଲାମେଣ୍ଟର ନିମ୍ନ ସଦନ ପାଇଁ ରବିବାର ଅନୁଷ୍ଠିତ ନିର୍ବାଚନରେ ପ୍ରଧାନମନ୍ତ୍ରୀ ସାନାଏ ଟାକାଇଚିଙ୍କ ମେଣ୍ଟ ଦୁଇ-ତୃତୀୟାଂଶ ସଂଖ୍ୟାଗରିଷ୍ଠତାର ସହ ବିଜୟୀ ହେବାକୁ ଯାଉଛି। ପ୍ରଧାନମନ୍ତ୍ରୀ…

ପାକ୍‌ ଏଜେଣ୍ଟ ସହ ଗୌରବ, ତାଙ୍କ ସ୍ତ୍ରୀଙ୍କ ନିବିଡ଼ ସମ୍ପର୍କ: ହିମନ୍ତ

ଗୁଆହାଟୀ,୯ା୨(ପି.ଟି.): ଆସାମ କଂଗ୍ରେସ ସଭାପତି ତଥା ଏମ୍‌ପି ଗୌରବ ଗୋଗୋଇ ଏବଂ ତାଙ୍କ ସ୍ତ୍ରୀ ଏଲିଜାବେଥ କୋଲବର୍ନଙ୍କର ପାକିସ୍ତାନ ସହ ନିବିଡ଼ ସମ୍ପର୍କ ରହିଥିବା ଆସାମ ମୁଖ୍ୟମନ୍ତ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri