ବିଦେଶୀ ବୋତଲରେ ବିକ୍ରି ହେଉଥିଲା ହାତ ତିଆରି ମଦ

ରାୟଗଡ଼ା ଅଫିସ,୧୨।୫: ରାୟଗଡ଼ା ସହରରେ ଚାଲିଥିଲା ବେଆଇନ ବିଦେଶୀ ମଦ ତିଆରି କାରବାର। ପୁରୁଣା ବିଦେଶୀ ମଦ ବୋତଲରେ ହାତ ତିଆରି ମଦ ଭର୍ତ୍ତି କରି ବିକ୍ରି କରାଯାଉଥିଲା। ଖବର ପାଇ ଅବକାରୀ ବିଭାଗ ଟିମ୍‌ ବୁଧବାର ଚଢ଼ାଉ କରି ବେଆଇନ ମଦ କାରଖାନାରୁ ୨ ସମ୍ପୃକ୍ତଙ୍କୁ ଗିରଫ କରିବା ସହ ୧୫ ଲିଟର ମଦ ଏବଂ ମଦ ପ୍ୟାକିଂରେ ବ୍ୟବହୃତ ସାମଗ୍ରୀ ଜବତ କରିଛି।
ରାଜ୍ୟ ଅବକାରୀ ଆୟୋଗ ନିର୍ଦ୍ଦେଶରେ ଏବଂ ଜିଲା ଅବକାରୀ ଏସ୍‌ପି ନିନା ବେଉରିଆଙ୍କ ନେତୃତ୍ୱରେ ସଦର ଥାନା ଭାରପ୍ରାପ୍ତ ଅଧିକାରୀ ସୂର୍ଯ୍ୟ ନାରାୟଣ ରଥଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ନେହେରୁନଗର ପ୍ରଥମ ଗଳି ନିକଟ ବେଆଇନ ମଦ କାରଖାନାରେ ଚଢ଼ାଉ କରାଯାଇଥିଲା। ତେବେ ଅଭିଯୁକ୍ତମାନଙ୍କ ବିଷୟରେ ବିଭାଗ ପକ୍ଷରୁ କୌଣସି ସୂଚନା ଦିଆଯାଇନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରିଜ୍‌ ଉପରେ ହଠାତ୍‌ ଫାଟିଲା ପାନୀଳ ଜଳ ପାଇପ୍‌, ଆଉ ତା’ ପରେ…

ଗୁଣପୁର,୨୬ା୩(ସଂକେତ ପାତ୍ର): ସ୍ଥାନୀୟ ଗୁଣପୁର-ବିକ୍ରମପୁରକୁ ସଂଯୋଗ କରୁଥିବା ବ୍ରିଜ୍‌ ଉପରେ ଥିବା ପାନୀୟଜଳ ପାଇପ୍‌ ଫାଟିଯାଇ ଅଧିକ ସମୟ ଧରି ପାଣି ବହୁଥିବା ଦେଖାଯାଇଛି। ସୂଚନାନୁସାରେ, କେନ୍ଦ୍ର…

ଠିକଣା ପଚାରିବା ଆଳରେ ଅପହରଣ ଉଦ୍ୟମ: ରାୟଗଡ଼ାରେ ଅଳ୍ପକେ ବର୍ତ୍ତିଲା ୧୨ ବର୍ଷର ପିଲା, ସହରରେ ଚାଞ୍ଚଲ୍ୟ

ରାୟଗଡା, ୨୪।୩(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡା ସହର ଅଞ୍ଚଳରେ ଏକ ଚିନ୍ତାଜନକ ଘଟଣା ସାମ୍ନାକୁ ଆସିଛି। ଆଜି ରାତ୍ର ପ୍ରାୟ ସାଢେ ୮ଟା ସମୟରେ ଜଣେ ୧୨…

ଯାତ୍ରୀଙ୍କୁ ମୃତ୍ୟୁମୁଖରୁ ବଞ୍ଚାଇଲେ ଆରପିଏଫ୍ କନେଷ୍ଟବଳ, ଟ୍ରେନରେ….

ରାୟଗଡ଼ା,୨୨।୩(ଆଶିଷ ରଞ୍ଜନ ପଣ୍ଡା): ଆରପିଏଫ କନଷ୍ଟେବଳଙ୍କ ସତର୍କତା କାରଣରୁ ମୃତ୍ୟୁମୁଖରୁ ଅଳ୍ପକେ ବର୍ତ୍ତିଗଲେ ଯାତ୍ରୀ । ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ରାୟଗଡ଼ା ରେଳ ଷ୍ଟେସନରେ ।…

ବାଇକ୍‌ ଦୁର୍ଘଟଣାରେ ଚାଲିଗଲା ଯୁବତୀ, ଯୁବକଙ୍କ ଜୀବନ

ମୁନିଗୁଡ଼ା,୨୨।୩: ରାୟଗଡ଼ା ଜିଲା ବିଷମକଟକ ଥାନା ଚାଟିକଣାଠାରେ ରବିବାର ଏକ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ଜଣେ ଯୁବତୀ ଏବଂ ଯୁବକଙ୍କ ମୃତ୍ୟୁ ଘଟିଛି। ହେଲେ ସେମାନଙ୍କ ପରିଚୟ…

ଫ୍ଲାଏ ଓଭର ବ୍ରିଜ ତଳେ ହୁତୁ ହୁତୁ ହୋଇ ଜଳୁଛି ନିଆଁ

ରାୟଗଡ଼ା,୨୧।୩(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରର ଲାଇଫ ଲାଇନ ବୋଲାଉଥିବା ତଥା ୩୨୬ ନଂ ଜାତୀୟ ରାଜପଥରେ ରହିଥିବା ଏକ ମାତ୍ର ଫ୍ଲାଏ ଓଭର ବ୍ରିଜ ତଳେ…

ଅକାଳରେ ଚାଲିଗଲା ସିଆର୍‌ପିଏଫ୍‌ ଯବାନଙ୍କ ଜୀବନ: ରାୟଗଡ଼ା ଚତୁର୍ଥ ବାଟାଲିୟନରେ ଶୋକର ଛାୟା

ରାୟଗଡ଼ା, ୧୯।୩ (ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲାରେ ମ୍ୟାଲେରିଆର ପ୍ରାଦୁର୍ଭାବ ଜଣେ କର୍ତ୍ତବ୍ୟରତ ସିଆରପିଏଫ (CRPF) ଯବାନଙ୍କ ଜୀବନ ନେଇଛି। ମୃତ ଯବାନ ଜଣକ ହେଉଛନ୍ତି…

ବ୍ୟବସାୟୀଙ୍କ ସ୍କୁଟି ଡିକି ଭାଙ୍ଗି ୧୧୦ ଗ୍ରାମ୍‌ ସୁନା ଅଳଙ୍କାର ଲୁଟ୍‌

ରାୟଗଡ଼ା,୧୮ା୩(ଆଶିଷ ରଞ୍ଜନ ପଣ୍ଡା): କିଛି ଦିନର ନୀରବତା ପରେ ପୁଣି ରାୟଗଡ଼ା ସହରରେ ଆରମ୍ଭ ହୋଇଛି ଚୋରି ଓ ଲୁଟ୍‌। ପୋଲିସ୍‌କୁ ଏକପ୍ରକାର ଖୋଲା ଚ୍ୟାଲେଞ୍ଜ କରିଛନ୍ତି…

ଓଲଟିଲା ଚାଉଳ ବୋଝେଇ ପିକ୍ଅପ୍ ଭ୍ୟାନ୍, ୩ମୃତ ୬ ଆହତ

ବିଷମକଟକ,୧୫।୩(ପ୍ରସନ୍ନ କୁମାର ପଣ୍ଡା): ରାୟଗଡା ଜିଲା ବିଷମ କଟକ ଥାନା ଅନ୍ତର୍ଗତ ଡୁକୁମ୍ ଗ୍ରାମ ପଞ୍ଚାୟତର କାଚାପାଜୁ ଗ୍ରାମ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା । ରବିବାର ବିଳମ୍ବିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri