ହଷ୍ଟେଲରୁ ମିଳିଲା ଛାତ୍ରୀଙ୍କ ଝୁଲନ୍ତା ମୃତଦେହ

ପାରଳାଖେମୁଣ୍ଡି,୨୦ା୨(ଡି.ଏନ୍‌.ଏ.): ଜବାହର ନବୋଦୟ ବିଦ୍ୟାଳୟରେ ଜଣେ ଆଦିବାସୀ ଛାତ୍ରୀଙ୍କ ମୃତ୍ୟୁ ଘଟିଛି। ନବମ ଶ୍ରେଣୀରେ ପଢୁଥିବା ଏହି ଛାତ୍ରୀ ଜଣଙ୍କ ଆତ୍ମହତ୍ୟା କରିଥିବା ସୂଚନା ମିଳିଛି। ଛାତ୍ରୀ ଜଣକ କାଶୀନଗର ବ୍ଲକ ଅଲଡ଼ା ଗ୍ରାମର ସୌଦାମିନୀ ରଇତ। ବେକରେ ଚଦର ଲଗାଇ ଆତ୍ମହତ୍ୟା କରିଥିବା କୁହାଯାଉଥିବା ବେଳେ ହତ୍ୟା କରାଯାଇଥିବା ସନ୍ଦେହ କରିଛନ୍ତି ଅଭିଭାବକ। କାରଣ ଅସ୍ପଷ୍ଟ ରହିଥିବା ବେଳେ ପୋଲିସ ତଦନ୍ତ ଆରମ୍ଭ କରିଛି। ରବିବାର ବିଳମ୍ବିତ ରାତିରେ ଘଟଣା ଘଟିଥିବା ଅନୁମାନ କରାଯାଉଥିବା ବେଳେ ସୋମବାର ସକାଳୁ କିଛି ଛାତ୍ରୀ ଝୁଲନ୍ତା ଅବସ୍ଥାରେ ଦେଖି ହଷ୍ଟେଲ କର୍ତ୍ତୃପକ୍ଷଙ୍କୁ ଅବଗତ କରାଇଥିଲେ। ହଷ୍ଟେଲ କର୍ତ୍ତୃପକ୍ଷ ପୋଲିସକୁ ନ ଜଣାଇ ମୃତଦେହକୁ ପାରଳାଖେମୁଣ୍ଡି ମୁଖ୍ୟ ଚିକିତ୍ସାଳୟକୁ ନେଇଯାଇଥିଲେ। ପରିବାର ଲୋକଙ୍କ ଅଭିଯୋଗ କ୍ରମେ ପୋଲିସ ତଦନ୍ତ ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗିଲ୍‌ଙ୍କ ଅଧିନାୟକତ୍ୱକୁ ନେଇ ଗମ୍ଭୀରଙ୍କ ବଡ଼ ବୟାନ, ବୋଲରଙ୍କ…

ନୂଆଦିଲ୍ଲୀ,୨।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଦ୍ୱିତୀୟ ଦିନିକିଆରେ ୪୦୬ ରନ୍‌ର ବଡ଼ ଲକ୍ଷ୍ୟକୁ ହାସଲ କରି ଭାରତ ଚମତ୍କାର ବିଜୟ ହାସଲ କରିଛି। ଏହି ମ୍ୟାଚ୍‌ରେ ଶୁବମନ ଗିଲ୍‌ଙ୍କ…

ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବି, ଆଜିଠୁ ଆନ୍ଦୋଳନକୁ ଓହ୍ଲାଇବ CJP

ମୁମ୍ବାଇ, ୨।୧୦(ପି.ଟି.): ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ପ୍ରକ୍ରିୟାରେ ବ୍ୟାପକ ଅନିୟମିତତା ସାମ୍ନାକୁ ଆସିବା ପରେ ମୁଖ୍ୟ ନିର୍ବାଚନ ଆୟୁକ୍ତ (ସିଇସି) ଜ୍ଞାନେଶ କୁମାରଙ୍କ ତୁରନ୍ତ ଇସ୍ତଫା…

ଦିନିକିଆ ବିଶ୍ୱକପ୍‌ କାର୍ଯ୍ୟସୂଚୀ ଘୋଷଣା କଲା ଆଇସିସି: ଅକ୍ଟୋବର ୧୦ରେ ଭାରତ-ପାକିସ୍ତାନ ହାଇଭୋଲଟେଜ ମ୍ୟାଚ୍‌

ଦୁବାଇ, ୧ା୧୦: ୨୦୨୭ରେ ଦକ୍ଷିଣ ଆଫ୍ରିକା, ଜିମ୍ବାଓ୍ବେ ଓ ନାମ୍ବିଆରେ ହେବାକୁ ଥିବା ପୁରୁଷ ଦିନିକିଆ ବିଶ୍ୱକପ୍‌ ପାଇଁ ଗୁରୁବାର ଆଇସିସି ପକ୍ଷରୁ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି।…

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?