୪ ମାସ ତଳେ କରିଥିଲେ ପ୍ରେମ ବିବାହ, ମିଳିଲା ଝୁଲନ୍ତା ମୃତଦେହ

ଗୋପାଳପୁର,୨ା୧୦(ଡି.ଏନ.ଏ.): ଗୋପାଳପୁର ଥାନା ପୋଲିସ ଶନିବାର ଜଣେ ମହିଳାଙ୍କ ଝୁଲନ୍ତା ମୃତଦେହ ଜବତ କରିଛି। ସେ ହେଲେ ମଦନମୋହନପୁର ଗ୍ରାମର ଏମ୍‌. ଶାନ୍ତି (୨୭)। ଗୋଳନ୍ଥରା ଥାନା ମଦନମୋହନପୁରର ଜି.ବୁଡ଼ୁଗାଙ୍କ ସହ ଶାନ୍ତିଙ୍କ ପ୍ରେମ ସମ୍ପର୍କ ଗଢ଼ି ଉଠି ଥିଲା। ୪ ମାସ ତଳେ ଉଭୟେ ବିବାହ କରିଥିଲେ। ସେମାନେ ସାନକୁଶସ୍ଥଳୀ ଗଁାରେ ଏକ ଭଡ଼ାଘରେ ରହୁଥିଲେ। ଶୁକ୍ରବାର କୌଣସି କାର୍ଯ୍ୟ ନେଇ ବୁଡ଼ୁଗା ନିକଟସ୍ଥ ବଜାରକୁ ଆସିଥିବା ବେଳେ ତାଙ୍କ ସ୍ତ୍ରୀ ଶାନ୍ତି ବେକରେ ଚୁନି ଲଗାଇ ଆତ୍ମହତ୍ୟା କରିଥିଲେ। କିଛି ସମୟ ପରେ ବୁଡ଼ୁଗା ଘରକୁ ଆସି ସ୍ତ୍ରୀଙ୍କୁ ଝୁଲନ୍ତା ଅବସ୍ଥାରେ ଦେଖି ପୋଲିସକୁ ଜଣାଇଥିଲେ। ପୋଲିସ ପହଞ୍ଚତ୍ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ବ୍ରହ୍ମପୁର ବଡ଼ ମେଡିକାଲକୁ ପଠାଇଥିଲା। ଏ ନେଇ ଘର ମାଲିକଙ୍କ ଅଭିଯୋଗ କ୍ରମେ ଏକ ଅପମୃତ୍ୟୁ ମାମଲା(ନଂ.୨୦/୨୧) ରୁଜୁ ହୋଇଛି। ପୋଲିସ ମୃତଦେହ ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସାକ୍ଷ୍ୟ ଗ୍ରହଣ ପାଇଁ କୋର୍ଟକୁ ଆସିଲେ ଅନୁଭବ

କଟକ ଅଫିସ,୧୨।୭:କଟକ ପରିବାର ଅଦାଲତରେ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ ଓ ଏମ୍‌ପି ଅନୁଭବ ମହାନ୍ତିଙ୍କ ବିବାଦ ମାମଲାରେ ସାକ୍ଷ୍ୟ ଗ୍ରହଣ ପାଇଁ ସୋମବାର କୋର୍ଟରେ ଉପସ୍ଥିତ...

୮ ମାସରେ ୪. ୪୧ କୋଟି ଜରିମାନା

ବ୍ରହ୍ମପୁର ଅଫିସ,୧୨।୧୦: ବ୍ରହ୍ମପୁର ସହରର ଟ୍ରାଫିକ ସମସ୍ୟା ଦୂର କରିବା, ଦୁର୍ଘଟଣା ରୋକିବା ସହ ଲୋକଙ୍କ ଧନ ଜୀବନ ସୁରକ୍ଷା ପାଇଁ ପୋଲିସ ତା’ର ପ୍ରୟାସ...

ବାର୍‌ହା ଆକ୍ରମଣରେ ଜଣେ ଗୁରୁତର

ପାଟଣା,୨୦।୧୧(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ରେଞ୍ଜ ପାଟଣା ବିଟ୍‌ ମାଧପୁର ଗ୍ରାମ ନାଏକ ସାହିର ଜଣେ ବ୍ୟକ୍ତି ରବିବାର ବାରହା ଆକ୍ରମଣରେ ଗୁରୁତର ହୋଇଛନ୍ତି। ସେ...

କାର୍ଯ୍ୟକାରୀ ହେଉନି କୋର୍ଟଙ୍କ ନିର୍ଦ୍ଦେଶ

ନବରଙ୍ଗପୁର,୧ା୫(ବି.ପ୍ର.): ନବରଙ୍ଗପୁର ସହରରେ ଗୋରାମୁଣ୍ଡା, ନୂଆବନ୍ଧ ଓ ପ୍ରତାପ ସାଗର ଏପରି ୩ଟି ଜଳାଶୟ ରହିଛି। ଏହାକୁ ବାଦ ଦେଲେ ସହରର ସୌନ୍ଦର୍ଯକରଣ ଅସମ୍ପୂର୍ଣ୍ଣ ହେବ।...

ଜଗତପୁରରେ ଆତଙ୍କ ଖେଳାଉଥିବା ହାତୀ ଢେଙ୍କାନାଳରେ

ଢେଙ୍କାନାଳ ଅଫିସ, ୨୯।୯: କଟକ ଜିଲା ଜଗତପୁରରେ ଆତଙ୍କ ସୃଷ୍ଟି କରିଥିବା ମାଈ ହାତୀକୁ ଢେଙ୍କାନାଳ ଜିଲା କପିଳାସ ପ୍ରାଣି ଉଦ୍ୟାନ ପରିସରରେ ଥିବା ହାତୀ...

ଆଜି କ୍ୟାବିନେଟ

ଭୁବନେଶ୍ୱର,୧୮ା୧୧(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଶୁକ୍ରବାର ଲୋକସେବା ଭବନଠାରେ ଅପରାହ୍ନ ୫ଟା ୪୫ ମିନିଟରେ ରାଜ୍ୟ କ୍ୟାବିନେଟର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହେବ।...

ହସ୍ତାନ୍ତର ହୋଇପାରୁନି ଆଦର୍ଶ ବିଦ୍ୟାଳୟ

ଚଣ୍ଡିଖୋଲ,୨୭।୮(ଡି.ଏନ.ଏ.): ବଡ଼ଚଣା ଶିକ୍ଷାମଣ୍ଡଳ ଅଧୀନ ବଡ଼ଚଣାଠାରେ ଆଦର୍ଶ ବିଦ୍ୟାଳୟର ଗୃହ ଓ କ୍ୟାମ୍ପସ ନିର୍ମାଣ କରାଯାଇଛି। ଦୀର୍ଘ ୮ ମାସ ହେଲା ଏହି କାର୍ଯ୍ୟ ଶେଷ...

ବାସ୍କେଟବଲ୍‌ ପ୍ରଶିକ୍ଷଣ ଶିବିର ଉଦ୍‌ଯାପିତ

ବ୍ରହ୍ମପୁର ଅଫିସ୍‌,୭ା୬- ମଡର୍ଣ୍ଣ ୟୁଥ୍‌ କ୍ଲବ ତରଫରୁ ତଥା ବିଏମ୍‌ସି ସହଯୋଗରେ ଏସ୍‌ପିଙ୍କ କାର୍ଯ୍ୟାଳୟ ପରିସରରେ ଚାଲିଥିବା ଗ୍ରୀଷ୍ମକାଳୀନ ବାସ୍କେଟବଲ୍‌ ପ୍ରଶିକ୍ଷଣ ଶିବିର ଗୁରୁବାର ଉଦ୍‌ଯାପିତ...

Advertisement
Archives

Model This Week