ହଂସରାଜ ବାର ବିଦେଶୀ ମଦ ଦୋକାନରୁ   ବଡ଼ ଧରଣ ଚୋରି, କଳାକନା ବୁଲାଇଲେ…

ଗଞ୍ଜାମଳ,୧୮।୩(ବିଦ୍ୟାଧର ସାହୁ): ଗଞ୍ଜାମ ସହର ଜୟଶ୍ରୀ ଛକ ଷୋହଳ ନମ୍ବର ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ହଂସରାଜ ବାର ବିଦେଶୀ ମଦ ଦୋକାନରୁ ବଡ଼ ଧରଣର ଚୋରି ହୋଇଥିବା ଜଣାପଡିଛି । ଖବରପାଇ ଗଞ୍ଜାମ ଥାନା ପ୍ରୋବେସନାରୀ ଆଇପିଏସ ମନୀଷ ସଗୁନ, ସେକେଣ୍ଡ ଅଫିସର ଅନିରୁଦ୍ଧ ସ୍ବାଇଁ, ଏଏସଆଇ ସୁପ୍ରଭା ସାହୁ ଘଟଣାସ୍ଥଳରେ ପହଞ୍ଚି ଛାନଭିନ୍‌ ଆରମ୍ଭ କରିଛି।
ସେଠାରେ ଲାଗିଥିବା ସିସିଟିଭି ଫୁଟେଜରୁ ଜଣା ପଡୁଛି ଯେ, ତିନିଜଣ ଯୁବକ ସୋମବାର ବିଳମ୍ବିତ ରାତିରେ ଛାତ ଉପରୁ ମଦ ଦୋକାନକୁ ଲୁହା ରଡରେ ଗ୍ରିଲ ତାଡି ମଦ କାଉଣ୍ଟରରେ ପଶି ଡ୍ରରୁ ୭୨ ହଜାର ଟଙ୍କା ଏବଂ ଏକ ହାର୍ଡଡିକ୍ସ ଚୋରି କରି ନେଇଯାଇଛନ୍ତି l ଏନେଇ ମଦ କାଉଣ୍ଟର ମ୍ୟାନେଜର ଗଞ୍ଜାମ ଥାନାରେ ଏତଲା ଦେଇଛନ୍ତି l ସମସ୍ତ ତିନିଜଣ ଯୁବକ କମ ବୟସର ବୋଲି ଫୁଟେଜରୁ ଜଣା ପଡିଛି।

Enter your email to get our daily news in your inbox.

All Right Reserved By Dharitri.Com

ଶୋଇଥିବାବେଳେ ମହିଳାଙ୍କ ଉପରେ ଭୁଶୁଡ଼ି ପଡ଼ିଲା କାନ୍ଥ, ତହସିଲଦାର ପହଞ୍ଚି…

ଗୁଣପୁର,୨୪ା୮(ସୁଜାତା ପାଢ଼ୀ): ଲଘୁଚାପ ଜନିତ ଲଗାଣ ବର୍ଷା ଫଳରେ ରାୟଗଡ଼ା ଜିଲା ରାମନାଗୁଡ଼ା ବ୍ଲକ କଣ୍ଡାଜାମ ଗ୍ରାମରେ ଜଣେ ମହିଳାଙ୍କ ଉପରେ କାନ୍ଥ ଭୁଶୁଡ଼ି ପଡ଼ିଥିଲା। ତେବେ…

ଅଭିଯୋଗ ଶୁଣିଲେ ଗଞ୍ଜାମ ଜିଲାପାଳ, ବେଳାଭୂମି ଅବକ୍ଷୟ ରୋକିବାକୁ ଦାବିପତ୍ର

ଗଞ୍ଜାମ,୨୪ା୮(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ କନଫରେନ୍ସ ହଲ ଠାରେ ସୋମବାର ଜିଲାସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଗଞ୍ଜାମ ଜିଲାପାଳ ଭି…

ଜଳସମ୍ପଦ ସର୍ବୋଚ୍ଚ ଯନ୍ତ୍ରୀଙ୍କ ବଡ଼ ସୂଚନା, ଏହି ନଦୀ କରିଛି ଅଧିକ କ୍ଷତି

ଭୁବନେଶ୍ୱର,୨୪।୮: ଲଘୁଚାପ ବର୍ଷା ନେଇ ଜଳସମ୍ପଦ ସର୍ବୋଚ୍ଚ ଯନ୍ତ୍ରୀ ଦିଲୀପ ରାଉତ ସୋମବାର ଏକ ବଡ଼ ସୂଚନା ଦେଇଛନ୍ତି। ରାଜ୍ୟର ୯ଟି ସ୍ଥାନରେ ୧୦୦ ମିଲିମିଟରରୁ ଅଧିକ…

ପ୍ରତିଦିନ ଖାଦ୍ୟ ତାଲିକାରେ ସାମିଲ କରନ୍ତୁ କାକୁଡ଼ି, ବଢ଼ିବ…

କାକୁଡ଼ିରେ ଅନେକ ପ୍ରକାର ଉପକାରୀ ଗୁଣ ଭରି ରହିଛି। ଏହାକୁ ନିୟମିତ ଖାଇଲେ ତାହା ଶରୀର ପାଇଁ ବେଶ୍‌ ଲାଭପ୍ରଦ ସାବ୍ୟସ୍ତ ହୋଇଥାଏ। ଏକ ସଦ୍ୟତମ ସର୍ଭେରୁ…

ଭିକ୍ଷା ମାଗି ଜମା କରିଥିଲେ ଲକ୍ଷ ଲକ୍ଷ ଟଙ୍କା; ଘରୁ ମିଳିଲା ୩୦ରୁ ଅଧିକ ବସ୍ତା ନୋଟ୍, ଗଣିଗଣି ସବୁ ହାଲିଆ

ବେଙ୍ଗାଲୁରୁ,୨୪ା୮: କର୍ନାଟକରୁ ସାମ୍ନାକୁ ଆସିଛି ଏକ ଆଶ୍ଚର୍ଯ୍ୟଜନକ ଘଟଣା। ସାରା ଜୀବନ ଭିକ୍ଷା ମାଗି ଜୀବନ ବିତାଇଥିବା ଜଣେ ବୃଦ୍ଧାଙ୍କ ମୃତ୍ୟୁ ପରେ ତାଙ୍କ ଘରୁ ମିଳିଛି…

ବର୍ଷା ଋତୁରେ ଖାଦ୍ୟ ସୁରକ୍ଷା

ବର୍ଷା ଋତୁ ଗରମରୁ ମୁକ୍ତି ଆଣିଥାଏ, କିନ୍ତୁ ବର୍ଦ୍ଧିତ ଆର୍ଦ୍ରତା ଯୋଗୁ ଖାଦ୍ୟ ନଷ୍ଟ ହେବାର ଆଶଙ୍କା ବୃଦ୍ଧି କରିଥାଏ। ତା’ସହ ଖାଦ୍ୟଜନିତ ରୋଗ ସୃଷ୍ଟି କରିବାରେ…

ଟ୍ରେନ୍‌ରେ ପିଟିହୋଇ ମହିଳା ଗୁରୁତର

ବଲାଙ୍ଗୀର, ୨୪।୮: ବଲାଙ୍ଗୀର ସହର ନିକଟସ୍ଥ ଝୁଜେନପାଲି ରେଳ ଫାଟକଠାରେ ଟ୍ରେନ୍‌ରେ ପିଟି ହୋଇ ଜଣେ ମହିଳା ଗୁରୁତର ହୋଇଛନ୍ତି। ମହିଳା ଜଣକ ପାଟଣାଗଡ଼ ଥାନା ଅନ୍ତର୍ଗତ…

ଝାଡ଼ଖଣ୍ଡ-ରାଉରକେଲା ପୋଲିସର ବଡ଼ ଅପରେଶନ, ଜଙ୍ଗଲରୁ ଜବତ ହେଲା ବିପୁଳ ବିସ୍ଫୋରକ

ରାଉରକେଲା,୨୪।୮: ସୁନ୍ଦରଗଡ଼ ଜିଲା କେ.ବଲାଙ୍ଗ ଥାନା ନିକଟ ଜଙ୍ଗଲରୁ ସୋମବାର ବିପୁଳ ପରିମାଣର ବିସ୍ଫୋରକ ଜବତ ହୋଇଛି। ମାଓବାଦୀମାନେ ଜଙ୍ଗଲରେ ଏହି ବିସ୍ଫୋରକ ଲୁଚାଇ ରଖିଥିବା ଜଣାପଡିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri