ୟୁରୋପରେ ସ୍ବାମୀଙ୍କ ସହ ହଂସିକା

ବ୍ରସେଲ୍ସ: ତେଲୁଗୁ ଅଭିନେତ୍ରୀ ହଂସିକା ମୋଟୱାନି ସ୍ବାମୀ ସୋହେଲ କାଥୁରିଆଙ୍କ ସହ ୟୁରୋପରେ ହନିମୁନ କଟାଉଛନ୍ତି। ସେମାନେ ଭିଏନାରେ ଖ୍ରୀଷ୍ଟମାସ ପାଳନ କରୁଥିବା ନେଇ ଏକ ଫଟୋ ଶେୟାର କରିଥିଲେ। ପରଦିନ ସେ ହଙ୍ଗେରି ରାଜଧାନୀ ବୁଡାପେଷ୍ଟରେ ସ୍ବାମୀଙ୍କ ସହ ବୁଲୁଥିବାର ଏକ ଫଟୋ ପୋଷ୍ଟ କରିଛନ୍ତି। ଯେଉଁଥିରେ କି ସେ ଏକ ଇ-ସ୍କୁଟରରେ ବସି ବୁଲୁଥିବା ଦୃଶ୍ୟ ସାମ୍‌ନାକୁ ଆସିଛି। ତେବେ ଚଳିତ ମାସ ୪ ତାରିଖରେ ହଂସିକା ରାଜସ୍ଥାନରେ ସୋହେଲଙ୍କ ସହ ବିବାହ ବନ୍ଧନରେ ବାନ୍ଧି ହୋଇଥିଲେ। ହଂସିକା ପୁରୀ ଜଗନ୍ନାଥଙ୍କ ତେଲୁଗୁ ଚଳଚ୍ଚିତ୍ର ‘ଦେଶାମୁଦୁର’ରେ ମୁଖ୍ୟ ଭୂମିକାରେ ଅଭିନୟ କରିଥିଲେ। ପରେ ସେ ହିନ୍ଦୀ, ତାମିଲ, ତେଲୁଗୁ, ମାଲୟାଲମ୍‌ ଏବଂ କନ୍ନଡରେ ଅଭିନୟ କରିଥିଲେ। ତେବେ ତାଙ୍କୁ ଶେଷ ଥର ପାଇଁ ତାମିଲ ଥ୍ରୀଲର ଫିଲ୍ମ ‘ମାହା’ରେ ଦେଖିବାକୁ ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଦାୟିତ୍ୱରୁ ଦୂରେଇ ଯାଉଛି ପୋଲିସର ମାନବାଧିକାର ସୁରକ୍ଷା ସେଲ୍‌

କଟକ ସଦର, ୧୪/୯ (ସୁଶାନ୍ତ କୁମାର ଜେନା): ବିଭିନ୍ନ ଫୌଜଦାରୀ ମାମଲାର ରାୟକୁ ସୁପ୍ରିମକୋର୍ଟ ଓ ହାଇକୋର୍ଟ ସମୟକୁ ସମୟ ସମୀକ୍ଷା କରି ଗୁରୁତ୍ୱପୂର୍ଣ୍ଣ ରାୟ ପ୍ରଦାନ…

ଆମେରିକାକୁ ପଛରେ ପକାଇ ଭାରତ ହେବ ୨ୟ ବୃହତ୍‌ ଅର୍ଥନୀତି

ନୂଆଦିଲ୍ଲୀ,୧୪ା୯: ଆସନ୍ତା ୨୫ ବର୍ଷ ମଧ୍ୟରେ ଆମେରିକାକୁ ପଛରେ ପକାଇ ଭାରତ ବିଶ୍ୱର ଦ୍ୱିତୀୟ ବୃହତ୍ତମ ଅର୍ଥବ୍ୟବସ୍ଥା ହେବା ପଥରେ ଅଗ୍ରସର ହେଉଛି। ପରବର୍ତ୍ତୀ ସମୟରେ ଏହା…

ଆସନ୍ତାକାଲି ନୂଆଖାଇ: ପୂଜା ପାଇଁ ଘର ଘର ବୁଲି ଚାଉଳ ସଂଗ୍ରହ

କେସିଙ୍ଗା, ୧୪।୯ (ତୁମେଶ୍ୱର ସାହୁ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇକୁ ନେଇ ସବୁଠି ଉତ୍ସାହ ଓ ଆନନ୍ଦର ପରିବେଶ। ଆସନ୍ତାକାଲି ନୂଆଖାଇ ପାଳନ ହେବାକୁ ଥିବାବେଳେ ଗରିବଠାରୁ…

ମିଳିତ ଶସ୍ୟ ବଜାର ପ୍ରତିଷ୍ଠା ପାଇଁ ପୁଟିନ୍‌ଙ୍କ ଆହ୍ବାନ

ନୂଆଦିଲ୍ଲୀ,୧୪ା୯: ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ ବ୍ରିକ୍ସ ଦେଶଗୁଡ଼ିକ ମଧ୍ୟରେ ଏକ ନୂତନ ବୀମା ବ୍ୟବସ୍ଥା ପ୍ରଚଳନ କରିବା ସହିତ ମିଳିତ ଶସ୍ୟ ବଜାର ପ୍ରତିଷ୍ଠା ପାଇଁ…

‘ଢେମ୍‌ସା ନୃତ୍ୟ ଆନ୍ଧ୍ରପ୍ରଦେଶର’ ଗୁଗ୍‌ଲରେ ଉଲ୍ଲେଖ ନେଇ ବଢ଼ୁଛି ଅସନ୍ତୋଷ

ପଟ୍ଟାଙ୍ଗି,୧୪ା୯(ଶରତ କୁମାର ଧଳ):କୋରାପୁଟ କଫି ଏବେ ବ୍ରିକ୍ସ ସମ୍ମିଳନୀରେ ବିଶ୍ୱ ପ୍ରତିନିଧିମାନଙ୍କୁ ପରଷା ଯାଉଛି। କୋରାପୁଟ କଫିକୁ ବିଶ୍ୱ ଦରବାରରେ ପରିଚିତ କରାଇବା ପାଇଁ ଚେଷ୍ଟା ଜାରି…

ଧରାପଡ଼ିଲା ଓରାଙ୍ଗଉଟାନର ଚାଲାଣର ମାଷ୍ଟରମାଇଣ୍ଡ୍‌: ଏହି ୨ ଜଣ କରୁଥିଲେ…

ଭୁବନେଶ୍ୱର/ଭୋଗରାଇ,୧୪ା୯ (ତ୍ରିନାଥ ମହାନ୍ତି/ପ୍ରଦୀପ ଦାସ):ବାଲେଶ୍ୱର ବିଚିତ୍ରପୁର ଜଙ୍ଗଲରୁ ୫ ଓରାଙ୍ଗ୍‌ଉଟାନ ଶାବକ ଉଦ୍ଧାର ଘଟଣାରେ ଅନ୍ତର୍ଜାତୀୟ ଚୋରା ଚାଲାଣକାରୀଙ୍କ ଲିଙ୍କ୍‌ ରହିଛି। ପଶ୍ଚିବଙ୍ଗ ଦୀଘାସ୍ଥିତ ଗ୍ରାଣ୍ଡ୍‌ ହେରିଟେଜ୍‌…

ଏଇ ଭାରତରେ

ମଧ୍ୟପ୍ରଦେଶ ଷ୍ଟେଟ ଇଣ୍ଡଷ୍ଟ୍ରିଆଲ ସିକ୍ୟୁରିଟି ଫୋର୍ସର ଆଇପିଏସ୍‌ ଅଧିକାରୀ ବୀରେନ୍ଦ୍ର ମିଶ୍ରା ବେଡ଼ିଆ ସମ୍ପ୍ରଦାୟର ପିଲାଙ୍କୁ କୁତ୍ସିତ ପ୍ରଥାରୁ ମୁକୁଳାଇ ସମାଜର ମୁଖ୍ୟ ଧାରାରେ ସାମିଲ କରୁଛନ୍ତି।…

କାହାନ୍ତି ସେ ସାଆନ୍ତାଣୀ

‘ସାଆନ୍ତାଣୀ’ ଏପରି ଏକ ଶବ୍ଦ ଯାହାର ଉଚ୍ଚାରଣରେ କର୍ତ୍ତା ଓ ଗ୍ରହୀତା ଉଭୟେ ଆପ୍ୟାୟିତ ହୁଅନ୍ତି। ଏହି ଶବ୍ଦଟିର ପୂର୍ବରୁ ‘ମାଆ’ ଯୋଡା ହୋଇଗଲେ ତାହା ଅଧିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?