ବିଭିନ୍ନ ସ୍ଥାନରେ ହନୁମାନ ଜୟନ୍ତୀ

ପାଟଣା,୧୪ା୪(ବୀର କିଶୋର ଦାଶ): ମହା ବିଷୁବ ସଂକ୍ରାନ୍ତି, ଶ୍ରୀ ହନୁମାନ ଜୟନ୍ତୀ ଓ ଓଡ଼ିଆ ନବବର୍ଷ ସକାଶେ ସୋମବାର କେନ୍ଦୁଝର ଜିଲା ପାଟଣା ଅଞ୍ଚଳର ହନୁମାନ ମନ୍ଦିରଗୁଡ଼ିକରେ ଭକ୍ତଙ୍କ ସମାଗମ ହୋଇଛି। ପାଟଣା ବ୍ଲକ୍‌ ସ୍ବାମଛକ ହନୁମାନ ମନ୍ଦିରରେ ନୀତିକାନ୍ତିରେ ହନୁମାନ ଜୟନ୍ତି ପାଳିତ ହୋଇଛି। ପଣ୍ଡିତ ଅଲେଖ ଚନ୍ଦ୍ର ତ୍ରିପାଠୀ ଓ ଜିତେନ୍ଦ୍ର ମିଶ୍ର ହୋମ ଜଜ୍ଞ ଅନୁଷ୍ଠାନ କରିଥିବା ବେଳେ କର୍ତା ଭାବେ ଗୌରୀ ରଞ୍ଜନ ମିଶ୍ର, ଝୁନାରାଣୀ ଶସ୍ତ୍ରୀକ ଦେବ ନୀତି ସମ୍ପାଦନ କରିଛନ୍ତି। ମନ୍ଦିର କମିଟିର ବିରମୋହନ ଦ୍ବିବେଦୀ, ଓମ ପ୍ରକାଶ ପରିଡା, ଅଜୟ କୁମାର ପରିଡା, ଅର୍ଜୁନ ମହାନ୍ତ ଓ କ୍ଷେତ୍ରବାସୀ ମହନ୍ତଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ପଥଚାରୀଙ୍କୁ ପଣା ଓ ପ୍ରସାଦ ବଣ୍ଟନ କରାଯାଇଥିଲା। ସେହିଭଳି ମୂଷାଖୋରି ପଞ୍ଚାୟତ ମଲ୍ଲିପଶିସ୍ଥିତ ଦାରା ସିଂ ଛକ ନିକଟରେ ବଜରଙ୍ଗ କମିଟି ତରଫରୁ ସୋମବାର ହନୁମାନ ମନ୍ଦିର ପ୍ରତିଷ୍ଠା ହୋଇଛି। କର୍ତ୍ତାଭାବେ ସସ୍ତ୍ରିକ ପ୍ରଫୁଲ୍ଲ ରଣା ଓ ଜାନକୀ ରଣା ଦେବନୀତି ସମ୍ପାଦନ କରିଥିଲେ। କୁଳମଣି ଷଡ଼ଙ୍ଗୀ ଓ ସହଯୋଗୀ ପୂଜା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୋଖରୀକୁ ଗାଧୋଇବାକୁ ଯାଇଥିଲେ ନିହାରିକା, ଖସିଗଲା ଗୋଡ଼: ଆଉ ତା’ପରେ…

ଲାଞ୍ଜିଗଡ,୨୧।୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜି ପଞ୍ଚାୟତ ବିଶ୍ୱନାଥପୁର ଥାନା ଅନ୍ତର୍ଗତ ସିନ୍ଧିପଦର ଗ୍ରାମର ଜଣେ ନାବାଳିକାର ପାଣିରେ ବୁଡି ମୃତ୍ୟୁ ଘଟିଛି…

ବହୁମୁଖୀ ଭବନ ଲୋକାର୍ପଣ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର: ବାଣ୍ଟିଲେ ଭତ୍ତା

ଦିଗପହଣ୍ଡି, ୨୧।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ଅଞ୍ଚଳରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ ଅନୁଷ୍ଠିତ ହୋଇଛି। ସୋମବାର ଦିଗପହଣ୍ଡି…

ରାଜ୍ୟସ୍ତରୀୟ ବକ୍ତୃତା ପ୍ରତିଯୋଗିତା ପାଇଁ ମନୋନୀତ ହେଲେ ଆଦିତ୍ୟ: ଖେଳିଗଲା ଖୁସିର ଲହରୀ

ଗୁଡାରି, ୨୧/୯ (ପ୍ରମୋଦ କୁମାର ପତି): ସ୍ଥାନୀୟ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ସପ୍ତମ ଶ୍ରେଣୀ ଛାତ୍ର ଆଦିତ୍ୟ ନାରାୟଣ ଗୌଡ଼ ରାଜ୍ୟସ୍ତରୀୟ ବକ୍ତୃତା ପ୍ରତିଯୋଗିତା ପାଇଁ ମନୋନୀତ…

ବାପାଙ୍କୁ ପିଟିପିଟି ମାରିଲେ ପୁଅ: ଘରୋଇ ଝଗଡା ହେଲା କାଳ

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଅଧିନ ବ୍ରାହ୍ମଣଗାଁ ଗ୍ରାମପଞ୍ଚାୟତ ତାଳବନ୍ଦ ବୁରୁଡି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଘରୋଇ କଳିକୁ ନେଇ…

ଶୋକାକୁଳ ପରିବେଶରେ ଅବକାରୀ ବିଭାଗର ଅଧିକାରୀଙ୍କୁ ଶେଷ ବିଦାୟ: ବଜ୍ରପାତରେ…

ଦାରିଙ୍ଗବାଡି, ୨୧।୯ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଶ୍ରାନିକେତା ଗାଁର ଯୁବ ସରକାରୀ ଅଧିକାରୀ ବୌଦ୍ଧ ଜିଲାରେ ରବିବାର ବଜ୍ରପାତରେ ମୃତ୍ୟୁବରଣ କରିଥିଲେ। ସୋମବାର ତାଙ୍କ…

ଏହି ଜିଲାରେ ୨୪ ଯାଏ ସ୍କୁଲ ଛୁଟି ଘୋଷଣା: ଆଲର୍ଟ ରହିବାକୁ ନିର୍ଦ୍ଦେଶ

ଗଜପତି,୨୧।୯: ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ଧୀରେ ଧୀରେ ଗଭୀର ଅବପାତର ରୂପ ନେଇଛି। ଫଳରେ ରାଜ୍ୟରେ ପ୍ରବଳ ବର୍ଷା ଲାଗି ରହିଛି। ଆସନ୍ତା ୨୩ ଏବଂ ୨୪…

ପିଲାଙ୍କୁ ଖଡ଼ି ଧରି ପାଠ ପଢ଼ାଇଲେ ସରପଞ୍ଚ: ସବୁଠି ହେଉଛି ଚର୍ଚ୍ଚା

ଦାରିଙ୍ଗବାଡି, ୨୧।୯ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତର ନାଏବ ସରପଞ୍ଚ ଦୀପକ ପ୍ରଧାନଗତ କିଛି ଦିନ ହେଲା ସରପଞ୍ଚ ଦାୟିତ୍ୱ ସମ୍ଭାଳିବା ପରେ ପ୍ରଥମଥର ପାଇଁ…

ପୋଲିସ ଯାଞ୍ଚ୍‌ ନାଁରେ ଲୋକଙ୍କୁ ହଇରାଣ: ଥାନା ଏଏସଆଇଙ୍କ ଦାଦାଗିରି

ରିଷିଡା,୨୧।୯(ସୁଶାନ୍ତ ମଲ୍ଲିକ): ଗତକିଛି ଦିନ ହେଲା ମ.ରାମପୁର ଥାନା ଅଧିନ ବିଭିନ୍ନ ଅଞ୍ଚଳରେ ସନ୍ଧ୍ୟା ସମୟରେ ପୋଲିସ ଯାଞ୍ଚ୍‌ ନାଁରେ ଜନୈକ ଏଏସଆଇ ଦାଦାଗିରି ଚଲାଇଥିବା ଅଭିଯୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?