ଆସନ୍ତାକାଲି ଭୁବନେଶ୍ୱରରେ ହାଫ୍‌ ଡେ’ ଅଫିସ

ଭୁବନେଶ୍ୱର,୧୯ା୬: ଆସନ୍ତାକାଲି ଅର୍ଥାତ୍‌ ଶୁକ୍ରବାର ଦ୍ବିତୀୟାର୍ଦ୍ଧରେ ଭୁବନେଶ୍ବରରେ ସରକାରୀ କାର୍ଯ୍ୟାଳୟ ବନ୍ଦ ରହିବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଗସ୍ତ କାର୍ଯ୍ୟକ୍ରମ ପାଇଁ ବନ୍ଦ ରଖିବାକୁ ନିଷ୍ପତ୍ତି ନିଆଯାଇଛି। ଭୁବନେଶ୍ବର ମହାନଗର ନିଗମ ଅନ୍ତର୍ଗତ ସରକାରୀ କାର୍ଯ୍ୟାଳୟ ବନ୍ଦ ରହିବ। ରାଜସ୍ବ ଓ ମାଜିଷ୍ଟ୍ରେରିଆଲ କୋର୍ଟ (କାର୍ଯ୍ୟନିର୍ବାହୀ) ହାଫ୍‌ ଡେ’ ଛୁଟି ରହିବ। ଅତ୍ୟଧିକ ଭିଡ଼ ଓ ଟ୍ରାଫିକ ସମସ୍ୟା ଆଶଙ୍କାରେ ବନ୍ଦ ପାଇଁ ନିଷ୍ପତ୍ତି ନିଆଯାଇଛି। ଏନେଇ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ନିର୍ଦ୍ଦେଶନାମା ଜାରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକାଙ୍କୁ ବିବାହ ପ୍ରତିଶ୍ରୁତି ଦେଇ ଗର୍ଭବତୀ କରିବା ଯୁବକଙ୍କୁ ପଡ଼ିଲା ମହଙ୍ଗା: ଏବେ ଜେଲ୍‌ ହେବ ତାଙ୍କ ଠିକଣା

ଦେବଗଡ଼,୫ା୧୦(ଶଶାଙ୍କ ଶେଖର ଝାଙ୍କର): ନାବାଳିକାଙ୍କୁ ବିବାହର ପ୍ରତିଶ୍ରୁତି ଦେଇ ଜଣେ ଯୁବକ ଗର୍ଭବତୀ କରିବା ଘଟଣା ତାଙ୍କୁ ମହଙ୍ଗା ପଡ଼ିଛି। ଉକ୍ତ ଘଟଣାରେ ପୋଲିସ ବାରକୋଟ ଥାନାର…

୮ ବର୍ଷ ପରେ ଛାତ୍ର ସଂସଦ ନିର୍ବାଚନର ବାଜିଲା ବିଗୁଲ, ତାରିଖ ଘୋଷଣା କଲେ ଉଚ୍ଚ ଶିକ୍ଷାମନ୍ତ୍ରୀ

ଭୁବନେଶ୍ବର,୫ା୧୦: ଛାତ୍ର ସଂସଦ ନିର୍ବାଚନ ନେଇ ଉଚ୍ଚ ଶିକ୍ଷାମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ବଡ଼ ସୂଚନା ଦେଇଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ସହ ବୈଠକ ପରେ ନିର୍ବାଚନ ତାରିଖ ଘୋଷଣା…

ଖସିଲା ଜଳସ୍ତର: ବନ୍ଦ ହେଲା ହୀରାକୁଦ ଜଳଭଣ୍ଡାରର ସମସ୍ତ ସ୍ଲୁଇସ୍‌ ଗେଟ୍‌

ସମ୍ବଲପୁର,୫ା୧୦(ପ୍ରମୋଦ ବହିଦାର): ତିନିଦିନ ଧରି ହୀରାକୁଦ ଜଳଭଣ୍ଡାର ପୂଣ୍ଣଗର୍ଭା ରହିବା ପରେ ସୋମବାର ଜଳସ୍ତର ସାମାନ୍ୟ ହ୍ରାସ ପାଇଛି। ତେଣୁ ଆଜି ଜଳଭଣ୍ଡାରର ଖୋଲାଥିବା ଏକମାତ୍ର ସ୍ଲୁଇସ୍‌…

ଜୈବବିବିଧତାର ସୁରକ୍ଷିତ ଠିକଣା: ନୀଳରକ୍ତ କଙ୍କଡ଼ାଙ୍କ ମିଳନସ୍ଥଳ ପାଲଟିଛି ଗହୀରମଥା

ମହାକାଳପଡ଼ା,୫ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲାର ଭିତରକନିକା ଓ ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟରେ ବିଭିନ୍ନ ବିରଳ ପ୍ରଜାତିର ସାମୁଦ୍ରିକ ଜୀବଜନ୍ତୁ ଦେଖିବାକୁ ମିଳନ୍ତି। ବିଶେଷ କରି ମହାନଦୀ…

ଓଡ଼ିଶା ଟ୍ରାଭେଲ ବଜାର; ଶୁଭାରମ୍ଭ ହେଲା ଓଡ଼ିଶା ମାଇସ୍ ଇନସେଣ୍ଟିଭ ପୋର୍ଟାଲ

ଭୁବନେଶ୍ୱର,୫ା୧୦(ସୌମ୍ୟରଞ୍ଜନ ରାଉତ): ରାଜ୍ୟ ପର୍ଯ୍ୟଟନ କ୍ଷେତ୍ରରେ ଘରୋଇ ପୁଞ୍ଜିନିବେଶକୁ ବ୍ୟାପକ କରାଯିବ। ଶିଳ୍ପ ବିଶେଷଜ୍ଞ, ହସ୍ପିଟାଲିଟି ଲିଡର୍ସ ଓ ଟୁରିଜମ୍‌ ଷ୍ଟେକ୍‌ ହୋଲ୍ଡର୍ସଙ୍କ ସହଯୋଗରେ ରାଜ୍ୟ ସରକାର…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ଓଡ଼ିଶାରେ ତିନି ବର୍ଷ ଯାଏ ଖୋଲିବନି ନୂଆ ମଦ ଦୋକାନ

ଭୁବନେଶ୍ବର,୫।୧୦: ଭୁବନେଶ୍ୱରରେ ‘ଜୀବନ ଜିନ୍ଦାବାଦ-୨.୦’ର ଶୁଭାରମ୍ଭ ହୋଇଛି । ଏହି ଅବସରରେ ରାଜ୍ୟରୁ ନିଶା ମୂଳପୋଛ ପାଇଁ ମୁଖ୍ୟମନ୍ତ୍ରୀ ବଡ଼ ଘୋଷଣା କରିଛନ୍ତି । ଆଗାମୀ ୩…

ପ୍ରତିଦ୍ୱନ୍ଦ୍ୱିତା ବଢୁ

ଭାରତବର୍ଷରେ ସରକାରୀ ସଂସ୍ଥାଗୁଡ଼ିକର ଲକ୍ଷ୍ୟ ଲୋକକଲ୍ୟାଣ ପାଇଁ ରହିବା କଥା। କିନ୍ତୁ ସରକାରୀ ନୀତି ଉତ୍ତମ ନ ରହିବାରୁ ବହୁ ସଂସ୍ଥା କ୍ଷତିରେ ଚାଲିଥାଏ। ୧୯୯୧ରେ ଉଦାରୀକରଣ,…

Asian Games 2026: ଖେଳାଳିଙ୍କ ପ୍ରଦର୍ଶନକୁ ନେଇ ପ୍ରଧାନମନ୍ତ୍ରୀ ମୋଦି କହିଲେ, ‘ଆପଣମାନେ ଦେଶକୁ…’

ନୂଆଦିଲ୍ଲୀ,୫।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ‘ଏସୀୟ କ୍ରୀଡ଼ା ୨୦୨୬’ (Asian Games 2026) ରେ ଭାରତୀୟ ଦଳର ପ୍ରଦର୍ଶନ ପାଇଁ ସେମାନଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ଦୃଢ଼ ସଂକଳ୍ପ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?