Posted inଖେଳ

ପ୍ରଥମ ଓଭର୍‌ରେ ହ୍ୟାଟ୍ରିକ୍‌ ନେଇ ପାକିସ୍ତାନ ବ୍ୟାଟ୍‌ସମ୍ୟାନ୍‌ଙ୍କୁ ଧରାଶାୟୀ କରିଥିଲେ ଏହି ବୋଲର୍‌

ଭାରତର ପୂର୍ବତନ ଅଲରାଉଣ୍ଡର ଇରଫାନ ପଠାନ ଆଜି ୩୫ ତମ ଜନ୍ମଦିନ ପାଳନ କରୁଛନ୍ତି। ଗୁଜରାଟରେ ଜନ୍ମିତ ଏହି କ୍ରିକେଟର ଭାରତ ପାଇଁ ଅନେକ ସ୍ମରଣୀୟ ମ୍ୟାଚ୍‌ ଖେଳିଛନ୍ତି। ୨୦୦୬ରେ ପାକିସ୍ତାନ ଗସ୍ତ ଅବସରରେ ତାଙ୍କ ପ୍ରଦର୍ଶନ ସର୍ବଦା ସ୍ମରଣୀୟ ହୋଇ ରହିଛି। ୨୦୦୬ରେ ପାକିସ୍ତାନ ଗସ୍ତରେ କରାଚିରେ ଖେଳାଯାଇଥିବା ତୃତୀୟ ଟେଷ୍ଟ ମ୍ୟାଚର ପ୍ରଥମ ଇନିଂସରେ ଇରଫାନ ପାକିସ୍ତାନ ବ୍ୟାଟ୍ସମ୍ୟାନ୍‌ଙ୍କୁ ଧରାଶାୟୀ କରିଥିଲେ। ସେହି ମ୍ୟାଚରେ ଇରଫାନ ମୋଟ ୬ଟି ଉଇକେଟ ନେଇଥିଲେ। ପଠାନ ପ୍ରଥମ ଇନିଂସରେ ୬ ଉଇକେଟ ଏବଂ ଦ୍ୱିତୀୟ ଇନିଂସରେ ୧ ଉଇକେଟ ନେଇଥିଲେ। ଏହି ମ୍ୟାଚ୍‌ର ପ୍ରଥମ ଇଂନିଶର ପ୍ରଥମ ଓଭରରେ ଇର୍‌ଫାନ୍‌ ହ୍ୟାଟ୍ରିକ ନେଇଥିଲେ। ହରଭଜନ ସିଂଙ୍କ ପରେ ଟେଷ୍ଟ କ୍ରିକେଟରେ ଭାରତରୁ ହ୍ୟାଟ୍ରିକ ନେଇଥିବା ଇରଫାନ ପଠାନ ଦ୍ୱିତୀୟ ବୋଲର ହୋଇଥିଲେ। ଚଳିତବର୍ଷ ସେ କ୍ରିକେଟରୁ ଅବସର ଘୋଷଣା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

୧୬ ବଲ୍‌ରେ ଶେଷ ହେଲା ଅନ୍ତର୍ଜାତୀୟ ଟି-୨୦ ମ୍ୟାଚ୍‌: ଖେଳାଳିଙ୍କ ସ୍କୋର ଜାଣିଲେ ହେବେ ଆଶ୍ଚର୍ଯ୍ୟ

କ୍ରିକେଟ ପଡ଼ିଆରେ ପ୍ରତିଦିନ କିଛି ରେକର୍ଡ ଭାଙ୍ଗେ କିଛି ରେକର୍ଡ ସୃଷ୍ଟି ହୁଏ। ଖେଳାଳିମାନେ ବଲ କିମ୍ବା ବ୍ୟାଟ ସହିତ କିଛି ଆଶ୍ଚର୍ଯ୍ୟ ପ୍ରଦର୍ଶନ କରନ୍ତି।...

ପାଣ୍ଡ୍ୟାଙ୍କୁ ଲାଙ୍ଗରଙ୍କ ପ୍ରଶଂସା

ସିଡ୍‌ନୀ, ୭ା୧୨ (ପି.ଟି.)-ରବିବାର ଖେଳାଯାଇଥିବା ଦ୍ୱିତୀୟ ଅନ୍ତର୍ଜାତୀୟ ଟି୨୦ ମ୍ୟାଚରେ ଭାରତୀୟ ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ମ୍ୟାଚ ବିଜୟୀ ଇନିଂସ ଦର୍ଶନୀୟ ଥିଲା ବୋଲି କହିଛନ୍ତି...

ଓ୍ବାସିମ ଜାଫରଙ୍କୁ ଓଡ଼ିଶା ଦଳର ଗୁରୁ ଦାୟିତ୍ୱ

ଭୁବନେଶ୍ୱର,୧୪।୭: ପୂର୍ବତନ ଭାରତୀୟ ବ୍ୟାଟ୍ସମ୍ୟାନ ୱାସିମ ଜାଫରଙ୍କୁ ଓଡ଼ିଶା ସିନିୟର୍‌ କ୍ରିକେଟ ଦଳର ମୁଖ୍ୟ କୋଚ ଭାବେ ନିଯୁକ୍ତ କରାଯାଇଛି। ଏ ନେଇ ବୁଧବାର ସୂଚନା...

ଆଇସିସି ଚେୟାରମ୍ୟାନ ଦୌଡ଼ରେ କାମେରନ

କିଙ୍ଗଷ୍ଟନ, ୨୯ା୬ (ପି.ଟି.)- ଭାରତର ଶଶାଙ୍କ ମନୋହରଙ୍କ ସ୍ଥାନରେ ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି) ଚେୟାରମ୍ୟାନ ପଦବୀ ଦୌଡ଼ରେ ସାମିଲ ହୋଇଛନ୍ତି କ୍ରିକେଟ ଓ୍ବେଷ୍ଟଇଣ୍ଡିଜ (ସିଡବ୍ଲ୍ୟୁଆଇ)ର...

ଶାସ୍ତ୍ରୀଙ୍କୁ ନେଇ ଅଶ୍ୱିନଙ୍କ ବିସ୍ଫୋରକ ବୟାନ; ସବା କରିମ କହିଲେ ଏଭଳି ଘଟଣା ଯୋଗୁ…

ନୂଆଦିଲ୍ଲୀ,୨୩।୧୨: ଗୋଟିଏ ପଟେ ବିରାଟ-ବିସିସିଆଇ ମଧ୍ୟରେ ବିବାଦ ଥମି ନ ଥିବା ବେଳେ ପୁଣି ଏକ ନୂଆ ବିବାଦ ମୁଣ୍ଡ ଟେକିଲାଣି। ସେଇଟି ଭାରତୀୟ କ୍ରିକେଟର...

ଏମ୍‌ଆଇ ବନାମ ଆର୍‌ସିବି: ଆଇପିଏଲ୍‌ର ଏହି ରୋମାଞ୍ଚକର ପ୍ରଥମ ମୁକାବିଲାକୁ କେବେ, କେଉଁଠି ଦେଖିବେ; ଜାଣନ୍ତୁ…

ନୂଆଦିଲ୍ଲୀ,୮।୪: ଆଉ ଗୋଟିଏ ଦିନର ଅପେକ୍ଷା। ଆରମ୍ଭ ହେବାକୁ ଯାଉଛି ବହୁ ପ୍ରତିକ୍ଷିତ ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌) ୨୦୨୧। ଶୁକ୍ରବାର ପ୍ରଥମ ମୁକାବିଲାରେ ମୁମ୍ବାଇ ଇଣ୍ଡିଆନ୍ସ(ଏମ୍‌ଆଇ)...

ଧୋନୀଙ୍କ ସହ କୋହଲିଙ୍କର ରହିଛି ଏମିତି ସମ୍ପର୍କ, ଟୁଇଟ୍‌ କରି କହିଲେ…

ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି ଏବଂ ମହେନ୍ଦ୍ର ସିଂ ଧୋନୀଙ୍କ ଭିତରେ ସମ୍ପର୍କ କେମିତି ବୋଲି ପ୍ରଶଂସକମାନେ ଜାଣିବାକୁ ଚାହିଁଛନ୍ତି। ପଡ଼ିଆରେ ସେମାନଙ୍କ...

ଟୋକିଓ ଅଲିମ୍ପିକ୍ସ: ମଶାଲ ରାଲିରେ ପ୍ରଥମ କରୋନା ପଜିଟିଭ ଚିହ୍ନଟ

ଟୋକିଓ,୨୩।୪(ଏପି): ଟୋକିଓ ଅଲିମ୍ପିକ୍ସ ଆୟୋଜନ ହେବାକୁ ଆଉ ୩ ମାସ ବାକି ରହିଛି। ଅଲିମ୍ପିକ୍ସ ମଶାଲ ରାଲିରେ ପ୍ରଥମ କରୋନା ପଜିଟିଭ୍‌ କେସ୍‌ ପଦାକୁ ଆସିଛି।...

Advertisement
Archives

Model This Week