Posted inଖେଳ

ପ୍ରଥମ ଓଭର୍‌ରେ ହ୍ୟାଟ୍ରିକ୍‌ ନେଇ ପାକିସ୍ତାନ ବ୍ୟାଟ୍‌ସମ୍ୟାନ୍‌ଙ୍କୁ ଧରାଶାୟୀ କରିଥିଲେ ଏହି ବୋଲର୍‌

ଭାରତର ପୂର୍ବତନ ଅଲରାଉଣ୍ଡର ଇରଫାନ ପଠାନ ଆଜି ୩୫ ତମ ଜନ୍ମଦିନ ପାଳନ କରୁଛନ୍ତି। ଗୁଜରାଟରେ ଜନ୍ମିତ ଏହି କ୍ରିକେଟର ଭାରତ ପାଇଁ ଅନେକ ସ୍ମରଣୀୟ ମ୍ୟାଚ୍‌ ଖେଳିଛନ୍ତି। ୨୦୦୬ରେ ପାକିସ୍ତାନ ଗସ୍ତ ଅବସରରେ ତାଙ୍କ ପ୍ରଦର୍ଶନ ସର୍ବଦା ସ୍ମରଣୀୟ ହୋଇ ରହିଛି। ୨୦୦୬ରେ ପାକିସ୍ତାନ ଗସ୍ତରେ କରାଚିରେ ଖେଳାଯାଇଥିବା ତୃତୀୟ ଟେଷ୍ଟ ମ୍ୟାଚର ପ୍ରଥମ ଇନିଂସରେ ଇରଫାନ ପାକିସ୍ତାନ ବ୍ୟାଟ୍ସମ୍ୟାନ୍‌ଙ୍କୁ ଧରାଶାୟୀ କରିଥିଲେ। ସେହି ମ୍ୟାଚରେ ଇରଫାନ ମୋଟ ୬ଟି ଉଇକେଟ ନେଇଥିଲେ। ପଠାନ ପ୍ରଥମ ଇନିଂସରେ ୬ ଉଇକେଟ ଏବଂ ଦ୍ୱିତୀୟ ଇନିଂସରେ ୧ ଉଇକେଟ ନେଇଥିଲେ। ଏହି ମ୍ୟାଚ୍‌ର ପ୍ରଥମ ଇଂନିଶର ପ୍ରଥମ ଓଭରରେ ଇର୍‌ଫାନ୍‌ ହ୍ୟାଟ୍ରିକ ନେଇଥିଲେ। ହରଭଜନ ସିଂଙ୍କ ପରେ ଟେଷ୍ଟ କ୍ରିକେଟରେ ଭାରତରୁ ହ୍ୟାଟ୍ରିକ ନେଇଥିବା ଇରଫାନ ପଠାନ ଦ୍ୱିତୀୟ ବୋଲର ହୋଇଥିଲେ। ଚଳିତବର୍ଷ ସେ କ୍ରିକେଟରୁ ଅବସର ଘୋଷଣା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଡବ୍ଲ୍ୟୁବିବିଏଲରେ ନ ଖେଳି ପାରନ୍ତି ହରମନପ୍ରୀତ, ମନ୍ଧାନା, ରୋଡ୍ରିଗୁଏଜ

ନୂଆଦିଲ୍ଲୀ,୨୭।୯: ଭାରତୀୟ ବ୍ୟାଟ୍ସଓମ୍ୟାନ ହରମନପ୍ରୀତ କୌର, ସ୍ମ୍ରିତି ମନ୍ଧାନା ଓ ଜେମିମା ରୋଡ୍ରିଗୁଏଜ ଆସନ୍ତା ୧୮ରୁ ଡିସେମ୍ବର ୮ ତାରିଖ ପର୍ଯ୍ୟନ୍ତ ହେବାକୁ ଥିବା ମହିଳା...

ଲଜ୍ଜାଜନକ ରେକର୍ଡ ହାସଲ କଲେ ରୋହିତ

ମୁମ୍ବାଇ,୨୨।୪: ଆଇପିଏଲ ୨୦୨୨ର ୩୩ତମ ମ୍ୟାଚରେ ମୁମ୍ବାଇ ଇଣ୍ଡିଆନ୍ସ ଅଧିନାୟକ ରୋହିତ ଶର୍ମା ଏକ ଲଜ୍ଜାଜନକ ରେକର୍ଡ ହାସଲ କରିଛନ୍ତି। ଚେନ୍ନାଇ ସୁପର କିଙ୍ଗ୍ସ (ସିଏସକେ)...

ଆଇପିଏଲ ଉତ୍କଣ୍ଠା

ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ)ର ୧୩ତମ ସଂସ୍କରଣକୁ ନେଇ ଉତ୍କଣ୍ଠା ବଢ଼ିବାରେ ଲାଗିଛି। ବିଶ୍ୱର ବହୁଚର୍ଚ୍ଚିତ ଏବଂ ବ୍ୟୟବହୁଳ ଏହି ଲିଗ୍‌ କ୍ରମେ ପାଖେଇ ଆସିଥିବାବେଳେ ଅଂଶଗ୍ରହଣକାରୀ...

ଦୃଷ୍ଟି ଆକର୍ଷଣ କଲା ବିରାଟ କୋହଲିଙ୍କ ଟି-ଶର୍ଟ

ମୁମ୍ବାଇ,୧୬।୧୧: ଷ୍ଟାର କ୍ରିକେଟର ବିରାଟ କୋହଲି ଏବଂ ଅଭିନେତ୍ରୀ ଅନୁଷ୍କା ଶର୍ମା ଦେଶର ଲୋକପ୍ରିୟ କପଲ୍‌ ଭାବେ ଜଣାଶୁଣା। ପ୍ରଶଂସକମାନେ ବିରୁଷ୍କାଙ୍କୁ ଏକାଠି ଦେଖିବାକୁ ସର୍ବଦା...

ଭାରତ-ଦକ୍ଷିଣ ଆଫ୍ରିକା ପ୍ରଥମ ଏକଦିବସୀୟ ମ୍ୟାଚ୍‌ ଉପରେ ବର୍ଷା ସଙ୍କଟ…

ଲକ୍ଷ୍ନୌ,୬।୧୦ : ଟିମ ଇଣ୍ଡିଆ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ତିନିଟି ମ୍ୟାଚ ବିଶିଷ୍ଟ ଏକଦିବସୀୟ ମ୍ୟାଚ୍‌ (ଓଡିଆଇ) ସିରିଜର ପ୍ରଥମ ମ୍ୟାଚ ଗୁରୁବାର ଖେଳାଯିବ।...

ହାମିଲଟନଙ୍କୁ ସ୍ପାନିଶ ଗ୍ରାଁ ପ୍ରି ଟାଇଟଲ

ମଣ୍ଟ୍‌ମେଲୋ (ସ୍ପେନ୍‌), ୧୭ା୮-ମର୍ସିଡିଜ୍‌ର ଲୁଇସ୍‌ ହାମିଲଟନ ସ୍ପାନିଶ୍‌ ଫର୍ମୁଲା ଓ୍ବାନ୍‌ ଗ୍ରାଁ ପ୍ରି ମୋଟର ରେସ୍‌ ଜିତିଛନ୍ତି। ଚଳିତ ବର୍ଷ ସେ ଭାଗ ନେଇଥିବା ୬ଟି...

ଆଜି ଚେନ୍ନାଇ-ଦିଲ୍ଲୀ ମୁକାବିଲା: ଜାଣନ୍ତୁ କେବେ, କେଉଁଠି ଆଉ କେତେବେଳେ ଦେଖିପାରିବେ ଏହି ମ୍ୟାଚ୍‌

ନୂଆଦିଲ୍ଲୀ,୧୦।୪: ଆରମ୍ଭ ହୋଇଛି ଇଣ୍ଡିଆନ ପ୍ରିିମିୟମ ଲିଗ୍‌(ଆଇପିଏଲ୍‌)-୨୦୨୧। ଶନିବାର ଏହାର ଦ୍ୱିତୀୟ ମୁକାବିଲା ଚେନ୍ନାଇ ସୁପରକିଙ୍ଗ୍ସ(ସିଏସ୍‌କେ) ଏବଂ ଦିଲ୍ଲୀ କ୍ୟାପିଟାଲ୍ସ(ଡିସି) ମଧ୍ୟରେ ଖେଳାଯିବ। ତେବେ ଆସନ୍ତୁ...

୪ ବଲ୍‌ରେ ବଦଳିଗଲା ମ୍ୟାଚ୍‌: ଜିତିବା ମ୍ୟାଚ୍‌ ହାରିଗଲା ଓ୍ବେଷ୍ଟଇଣ୍ଡିଜ୍‌

ସେଣ୍ଟ ଲୁସିଆ,୧୫।୭: ଫାଇନାଲ ଓଭରରେ ଦ୍ରୁତ ବୋଲର ମିଚେଲ ଷ୍ଟାର୍କଙ୍କ ଜବରଦସ୍ତ ବୋଲିଂ ସହାୟତାରେ ଅଷ୍ଟ୍ରେଲିଆ ଚତୁର୍ଥ ଟି -୨୦ ଅନ୍ତର୍ଜାତୀୟ ମ୍ୟାଚ୍‌ରେ ଓ୍ବେଷ୍ଟଇଣ୍ଡିକୁ ପରାସ୍ତ...

Advertisement
Archives

Model This Week