Posted inଖେଳ

ଏକମାତ୍ର ଭାରତୀୟ ଭାବେ ଆଜାରୁଦ୍ଦିନଙ୍କ ନାଁରେ ରହିଛି ଏହି ନିଆରା ରେକର୍ଡ

ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ମହମ୍ମଦ ଆଜାରୁଦ୍ଦିନ ୫୮ତମ ଜନ୍ମଦିବସ ପାଳନ କରୁଛନ୍ତି। ଭାରତ ପକ୍ଷରୁ ଟେଷ୍ଟ ଏବଂ ଏକଦିବସୀୟ ମ୍ୟାଚ୍‌ରେ ଅଧିନାୟକ ଦାୟିତ୍ୱ ତୁଲାଇ ଥିବା ଆଜାରୁଦ୍ଦିନ ନିଜ କ୍ୟାରିୟର ଅନେକ ରେକର୍ଡ ହାସଲ କରିଛନ୍ତି। ୧୯୬୦, ଫେବୃୟାରୀ ୮ରେ ସେ ହାଇଦ୍ରାବଦରେ ଜନ୍ମହଣ କରିଥିଲେ। କ୍ରିକେଟ୍‌ କ୍ୟାରିୟର୍‌ ଉଚ୍ଚ ଶିଖରରେ ଥିବାବେଳେ ତାଙ୍କ ନାଁରେ ମ୍ୟାଚ୍‌ ଫିକ୍ସିଂ ଅଭିଯୋଗ ଆସିଥିଲା। ଫଳରେ ତାଙ୍କ କ୍ୟାରିୟର୍‌ ପତ୍ତନ ଆଡକୁ ଗତି କରିଥିଲେ। ଏହାସତ୍ତ୍ୱେ ସେ କ୍ରିକେଟ୍‌ କ୍ୟାରିୟରରେ ଏମିତି କିଛି ରେକର୍ଡ ହାସଲ କରିଥିଲେ ଯାହା ଭାଙ୍ଗିବା କଷ୍ଟକର। ସେ ଡେବ୍ୟୁ ମ୍ୟାଚ୍‌ରେ ଶତକ ହାସଲ କରିଥିବାବେଳେ ଜୀବନର ଶେଷ ମ୍ୟାଚ୍‌ରେ ମଧ୍ୟ ଶତକ ଅର୍ଜନ କରିଥିଲେ। ଏମିତି ନିଆରା ରେକର୍ଡ ହାସଲ କରିବାରେ ସେ ପ୍ରଥମ ଭାରତୀୟ କ୍ରିକେଟର୍‌ ହୋଇଥିଲେ। କ୍ୟାରିୟରର ପ୍ରଥମ ଟେଷ୍ଟରେ ୧୯୮୪-୮୫ରେ ଇଂଲଣ୍ଡ ବିପକ୍ଷରେ ୧୧ର ରନର ପାଳି ଖେଲିଥିଲେ। ସେହିପରି ଶେଷ ଟେଷ୍ଟ ୨୦୦୦ରେ ଦକ୍ଷିଣ ଆଫ୍ରିକାରେ ୧୦୨ ରନ୍‌ କରିଥିଲେ। ଆଜାରୁଦ୍ଦିନ ଭାରତ ପକ୍ଷରୁ ୯୯ ଟେଷ୍ଟ ଖେଳି ୬୨୧୫ ରନ୍‌ କରିଥିଲେ ସେଥିରେ ୨୨ଟି ଶତକ ହାସଲ କରିଥିଲେ। ସେହିପରି ୩୩୪ଟି ଏକଦିବସୀୟ ମ୍ୟାଚ୍‌ ୯୩୭୮ ରନ୍‌ କରିଛନ୍ତି। ସେଥିରେ ୭ଟି ଶତକ ଏବଂ ୫୮ଟି ଅର୍ଦ୍ଧଶତକ ସାମିଲ ଅଛି।


Enter your email to get our daily news in your inbox.

All Right Reserved By Dharitri.Com

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ବନ୍ଦ ହୋଇଯିବ କି ଯୁଦ୍ଧ? ବଡ଼ ଦାବି କଲେ ଟ୍ରମ୍ପ, ଯୁଦ୍ଧବିରତି ଲାଗି….

ନୂଆଦିଲ୍ଲୀ,୧।୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଲିଥିବା ସଂଘର୍ଷ ମଧ୍ୟରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଇରାନର ନୂତନ ରାଷ୍ଟ୍ରପତି ତାଙ୍କ…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri