Posted inଖେଳ

ପରିବାର ପୋଷିବା ପାଇଁ ଜୀବନକୁ ବାଜି ଲଗାଉଛନ୍ତି ଏହି ପ୍ରସିଦ୍ଧ କ୍ରିକେଟର

ନ୍ୟୁଜିଲ୍ୟାଣ୍ଡର ପୂର୍ବତନ ଓପନର୍‌ ନାଥାନ ଆଷ୍ଟଲେ ୪୯ ବର୍ଷରେ ପଦାର୍ପଣ କରିଛନ୍ତି। ୧୯୭୧, ସେପ୍ଟେମ୍ବର ୧୫ରେ ଖ୍ରୀଷ୍ଟଚର୍ଚ୍ଚରେ ଜନ୍ମଗ୍ରହଣ କରିଥିବା ନାଥାନ ନ୍ୟୁଜିଲାଣ୍ଡକୁ ଅନେକ ମ୍ୟାଚ ଜିତାଇଥିଲେ। କିନ୍ତୁ ଆଜି ସେ କ୍ରିକେଟ ଛାଡି ପରିବାର ପୋଷିବା ପାଇଁ ଏକ ଭିନ୍ନ ଖେଳ ବାଛିଛନ୍ତି। ସାଧାରଣତଃ କ୍ରିକେଟରୁ ଅବସର ନେବା ପରେ କ୍ରିକେଟରମାନେ ସେମାନଙ୍କ ଏକାଡେମୀ ଖୋଲନ୍ତି କିମ୍ବା କୋଚିଂ, ଅମ୍ପାୟାର୍‌ ଏବଂ କମେଣ୍ଟ୍ରି କରୁଥିବା ନଜର ଆସନ୍ତି। କିନ୍ତୁ ନାଥନ ଆଷ୍ଟଲେ ଅବସର ପରେ ଏକ କାର୍‌ ରେସର୍‌ ହୋଇଥିଲେ। ଏହା ଏବେ ଆଷ୍ଟଲେ ରୋଜଗାରର ମାଧ୍ୟମ। କାର୍‌ ରେସିଂ ସମୟରେ ସେ ଅନେକଥର ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। କିନ୍ତୁ ଜୀବନକୁ ବାଜି ଲଗାଇ ସେ କାର୍‌ ରେସିଂ କରୁଛନ୍ତି।
ଡାହାଣହାତୀ ବ୍ୟାଟ୍ସମ୍ୟାନ୍‌ ଆଷ୍ଟଲେ ନିଜ କ୍ୟାରିୟରରେ ୩୭ଟି ଟେଷ୍ଟ ମ୍ୟାଚ ଖେଳି ୪୭୦୨ ରନ ସ୍କୋର କରିଥିଲେ। ଏଥିରେ ୧୧ଟି ଶତକ ସାମିଲ ଥିଲା। ସେହିପରି ୨୨୩ଟି ଏକଦିବସୀୟ ମ୍ୟାଚ୍‌ରେ ୭୦୯୦ ରନ ସ୍କୋର କରିଥିଲେ। ଏକଦିବସୀୟରେ ସେ ୧୬ଟି ଶତକ ହାସଲ କରିଥିଲେ। ଆଷ୍ଟଲେ ମଧ୍ୟ ଜଣେ ଭଲ ବୋଲର ଥିଲେ ଏବଂ ସେ ଟେଷ୍ଟରେ ୫୧ଟି ଉଇକେଟ୍‌ ଏବଂ ଏକଦିବସୀୟରେ ୯୯ଟି ଉଇକେଟ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କିଶୋରୀ ମେଳାରେ ପୋଷଣ ଅଭିବୃଦ୍ଧିକୁ ଗୁରୁତ୍ୱ

ଦାରିଙ୍ଗବାଡ଼ି,୨୮ା୨(ଅରୁଣ ସାହୁ): ଦିନକୁ ଦିନ ଖାଦ୍ୟ ଗ୍ରହଣରେ ପରିବର୍ତ୍ତନ ଯୋଗୁ ଶିଶୁଙ୍କ ସମେତ କିଶୋରୀମାନେ ଅନେକ ସମୟରେ ଅପପୁଷ୍ଟିର ଶିକାର ହୋଇ ବିଭିନ୍ନ ରୋଗର ଶିକାର ହେଉଛନ୍ତି।…

ଏହି ଅଭିନେତ୍ରୀଙ୍କ ଯୋଗୁ ଭାଙ୍ଗିଗଲା ଥଲାପତି ବିଜୟଙ୍କ ଘର: ବଢୁଛି ଚର୍ଚ୍ଚା

ତାମିଲ ସୁପରଷ୍ଟାର ଥଲାପତି ବିଜୟଙ୍କ ବ୍ୟକ୍ତିଗତ ଜୀବନ ଚର୍ଚ୍ଚାର ପରିସରକୁ ଆସିଛି। ତାଙ୍କ ସ୍ତ୍ରୀ ସଙ୍ଗୀତା ସୋର୍ନାଲିଙ୍ଗମ ଅଭିନେତାଙ୍କ ଠାରୁ ଛାଡପତ୍ର ପାଇଁ ଆବେଦନ କରିଛନ୍ତି। ଚେଙ୍ଗାଲପଟୁ…

ଗର୍ଭବତୀଙ୍କୁ ମିଳିବ ୫୦୦୦ ଟଙ୍କା: ଜାଣନ୍ତୁ କେମିତି କରିବେ ଆବେଦନ

ନୂଆଦିଲ୍ଲୀ,୨୮।୨: ପ୍ରତ୍ୟେକ ମାତାପିତା ନିଜ ପିଲାମାନଙ୍କ ଉଜ୍ଜ୍ୱଳ ଭବିଷ୍ୟତ ପାଇଁ ଚିନ୍ତିତ। ମାତାପିତାମାନେ ସେମାନଙ୍କ ପିଲାମାନଙ୍କ ଶିକ୍ଷାଠାରୁ ଆରମ୍ଭ କରି ସେମାନଙ୍କ ସ୍ବାସ୍ଥ୍ୟ ପର୍ଯ୍ୟନ୍ତ ସବୁକିଛି ବିଷୟରେ…

ରାଜ୍ୟ ସଭା ପ୍ରାର୍ଥୀ ଘୋଷଣା: ନବୀନଙ୍କୁ କୃତଜ୍ଞତା ଜଣାଇ ସବୁ ଦଳ ଠାରୁ ସମର୍ଥନ ଆଶା…

ଭୁବନେଶ୍ୱର, ୨୮।୨: ରାଜ୍ୟ ସଭା ପ୍ରାର୍ଥୀ ଭାବେ ବିଜେଡି ସୁପ୍ରିମୋ ନବୀନ ପଟ୍ଟପାୟକ ଡା. ଦତ୍ତେଶ୍ବର ହୋତାଙ୍କ ନାମ ଘୋଷଣା କରିଛନ୍ତି। ଏ ନେଇ ନବୀନଙ୍କୁ କୃତଜ୍ଞତା…

ଆମେରିକା କଲା ଏମିତି କାମ, ଆହୁରି ଭୟାବହ ହେବ ଇସ୍ରାଏଲ-ଆମେରିକା ଯୁଦ୍ଧ!

ଓ୍ବାଶିଂଟନ,୨୮।୨: ଆମେରିକା ଏବଂ ଇସ୍ରାଏଲ ଇରାନ ଉପରେ ଆକ୍ରମଣ ଆରମ୍ଭ କରିଛନ୍ତି। ପ୍ରାରମ୍ଭିକ ରିପୋର୍ଟରୁ ଜଣାପଡିଛି ଯେ ଇରାନରେ ଏକକାଳୀନ ୩୦ଟି ଲକ୍ଷ୍ୟସ୍ଥଳ ଉପରେ ଆକ୍ରମଣ କରାଯାଇଛି।…

Iran Israel War: ଇରାନ-ଇସ୍ରାଏଲ ଯୁଦ୍ଧ ମଧ୍ୟରେ ଭାରତୀୟଙ୍କୁ ଆଲର୍ଟ, ଦୂତାବାସ ଜାରି କଲା ଆଡଭାଇଜରୀ

ନୂଆଦିଲ୍ଲୀ,୨୮।୨: ଆମେରିକା ଏବଂ ଇସ୍ରାଏଲ ମିଳିତ ଭାବରେ ଇରାନ ବିରୁଦ୍ଧରେ ଏକ ବଡ଼ ସାମରିକ ଅଭିଯାନ ଆରମ୍ଭ କରିଛନ୍ତି। ଇରାନର ରାଜଧାନୀ ତେହେରାନ ସମେତ ଅନେକ ସ୍ଥାନକୁ…

ରାଜ୍ୟ ସଭା ପ୍ରାର୍ଥୀ ହେବା ପରେ ଏମିତି କହିଲେ ସଂତୃପ୍ତ

ଭୁବନେଶ୍ୱର,୨୮।୨: ରାଜ୍ୟ ସଭା ପ୍ରାର୍ଥୀ ହେବା ପରେ କୃତଜ୍ଞତା ଜଣାଇଲେ ସଂତୃପ୍ତ ମିଶ୍ର। ସେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟଖଙ୍କୁ କୃତଜ୍ଞତା ଜଣାଇବା ସହ ମୋତେ ମିଳିଥିବା…

ଇସ୍ରାଏଲ ପ୍ରତିବର୍ଷ ୧୦ ହଜାର ଭାରତୀୟଙ୍କୁ ଦେବ ଚାକିରି? ମୋଦି-ନେତାନ୍ୟାହୁଙ୍କ ବୈଠକରେ ନିଷ୍ପତ୍ତି

ନୂଆଦିଲ୍ଲୀ/ଜେରୁଜେଲମ,୨୮।୨: ଭାରତ ଏବଂ ଇସ୍ରାଏଲ ଗୁରୁବାର (୨୬ ଫେବୃଆରୀ) ରାଜି ହୋଇଛନ୍ତି ଯେ ଆଗାମୀ ପାଞ୍ଚ ବର୍ଷ ମଧ୍ୟରେ ୫୦,୦୦୦ ପର୍ଯ୍ୟନ୍ତ ଅଧିକ ଭାରତୀୟ ଶ୍ରମିକ ଇସ୍ରାଏଲକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri