ସଲମାନଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇ କ୍ୟାଟ୍ରିନା କହିଲେ…

ଦବଙ୍ଗ ଷ୍ଟାର୍‌ ସଲମାନ ଖାନ ଆଜି ୫୬ ତମ ଜନ୍ମଦିନ ପାଳନ କରୁଛନ୍ତି। ଏହି ବିଶେଷ ଅବସରରେ ପ୍ରଶଂସକଙ୍କ ସହ ସେଲିବ୍ରିଟିମାନେ ମଧ୍ୟ ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। କିନ୍ତୁ ପ୍ରଶଂସକମାନେ ତାଙ୍କ ପୂର୍ବତନ ପ୍ରେମିକା ତଥା ନିକଟରେ ବିବାହ ବନ୍ଧନରେ ଆବଦ୍ଧ ହୋଇଥିବା କ୍ୟାଟ୍ରିନା କୈଫ୍‌ଙ୍କ ଶୁଭେଚ୍ଛାକୁ ଅପେକ୍ଷା କରିଥିଲେ। ବିଳମ୍ବରେ ହେଉ ପଛେ କିନ୍ତୁ କ୍ୟାଟ୍ରିନା ସଲମାନଙ୍କୁ ଜନ୍ମଦିନର ଶୁଭେଚ୍ଛା ସହିତ ଏକ ବିଶେଷ ବାର୍ତ୍ତା ମଧ୍ୟ ଦେଇଛନ୍ତି। କ୍ୟାଟ୍ରିନାଙ୍କ ଏହି ପୋଷ୍ଟ ସୋସିଆଲ ମିଡିଆରେ ଦିନକୁ ଦିନ ଭାଇରାଲ ହେବାରେ ଲାଗିଛି। କ୍ୟାଟ୍ରିନା ସଲମାନଙ୍କ ଏକ କଳା ଏବଂ ଧଳା ଫଟୋ ଶେୟାର କରି କହିଛନ୍ତି, ଜନ୍ମଦିନର ଶୁଭେଚ୍ଛା ସଲମାନ ଖାନ, ତୁମର ପ୍ରତିଭା ସର୍ବଦା ତୁମ ସହିତ ରହିବ।
କ୍ୟାଟ୍ରିନା ଏବଂ ସଲମାନ ଉଭୟଙ୍କର ଭଲ ବନ୍ଧୁ । ଉଭୟ ଏକାଠି ଅନେକ ଫିଲ୍ମ କରିଛନ୍ତି। ଏକ ଥା ଟାଇଗର, ଟାଇଗର ଜିନ୍ଦା ହୈ, ଭାରତ, ମେନ ପ୍ୟାର୍‌ କ୍ୟୁୟଂ କିୟା ଏବଂ ପାର୍ଟନର ଭଳି ହିଟ୍‌ ଫିଲ୍ମରେ ଉଭୟଙ୍କୁ ଏକତ୍ର ଦେଖିବାକୁ ମିଳିଛି। ପ୍ରାୟତଃ ଉଭୟ ମଧ୍ୟରେ ପ୍ରେମ ସମ୍ପର୍କ ଥିବା ନେଇ ଚର୍ଚ୍ଚା ହେଉଥିଲା। କିନ୍ତୁ ଚଳିତବର୍ଷ କ୍ୟାଟ୍ରିନା ଅଭିନେତା ଭିକି କୌଶଲଙ୍କୁ ବିବାହ କରିବା ପରେ ଏହି ଚର୍ଚ୍ଚାରେ ପୂର୍ଣ୍ଣଚ୍ଛେଦ ପଡିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ଭିତରେ ବଡ଼ ଖବର, ହସ୍ପିଟାଲରେ ଭର୍ତ୍ତି ହେଲେ ଟ୍ରମ୍ପ? ସାରା ବିଶ୍ୱରେ ଚହଳ, ହ୍ବାଇଟ୍‌ ହାଉସ୍‌…

ୱାଶିଂଟନ,୫।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସ୍ବାସ୍ଥ୍ୟାବସ୍ଥାକୁ ନେଇ ଗତ କିଛି ଦିନ ହେବ ସୋସିଆଲ ମିଡିଆରେ ଜୋରଦାର ଚର୍ଚ୍ଚା ଚାଲିଛି। ସେ ଗୁରୁତର ଅସୁସ୍ଥ ହୋଇ…

ଆଉ ଏକ ଆମେରିକୀୟ ବିମାନକୁ ଖସାଇଲା ଇରାନ, ଦାବି କରି କହିଲା….

ତେହେରାନ,୫।୪: ଇରାନ ସହିତ ଚାଲିଥିବା ସଂଘର୍ଷରେ ଆମେରିକୀୟ ସେନା ପ୍ରବଳ କ୍ଷତି ସହୁଛି । ରବିବାର ଦିନ, ଇରାନର ଇସଲାମିକ୍ ରିଭୋଲ୍ୟୁସନାରୀ ଗାର୍ଡ କର୍ପସ (IRGC) ଇସଫାହାନ…

ଭାଜପା ସରକାରଙ୍କୁ ଅରୁଣଙ୍କ କଡ଼ା ଟାର୍ଗେଟ୍‌, କହିଲେ କାମ କରୁନି ଡବଲ ଇଞ୍ଜିନ, ପୂର୍ବରୁ…

ବଲାଙ୍ଗୀର,୫ା୪(ସୁନିଲ କୁମାର ମହାନ୍ତି): ନୟାଗଡ଼ ବିଧାୟକ ଅରୁଣ ସାହୁ ରବିବାର ବଲାଙ୍ଗୀର ଗସ୍ତରେ ଆସିଥିବା ବେଳେ ଏକ ଖବରଦାତା ସମ୍ମିଳନୀ କରିଛନ୍ତି। ଉଚ୍ଚଶିକ୍ଷା ବିଭାଗରେ କୋଟା ବୃଦ୍ଧିକୁ…

‘ସୁରକ୍ଷିତ ରହିବ ଓଡ଼ିଶାର ଐତିହ୍ୟ-ପରମ୍ପରା’

ପାଟଣା,୫ା୪(ବୀରକିଶୋର ଦାଶ): ଓଡ଼ିଆ ପକ୍ଷ ଉପଲକ୍ଷେ ରବିବାର ଓଡ଼ିଶାର ଐତିହ୍ୟ ଓ ପରମ୍ପରାକୁ ସୁରକ୍ଷା ଦେବା ଉଦ୍ଦେଶ୍ୟରେ ପାଟଣା ମୁଖ୍ୟାଳୟ ଆଞ୍ଚଳିକ ମହାବିଦ୍ୟାଳୟ ତରଫରୁ ଏକ ଗଣଦୌଡ଼…

Shubman Gillଙ୍କୁ ନେଇ ଆସିଲା ବଡ଼ ଅପଡେଟ, ଜାଣନ୍ତୁ କ’ଣ କହିଲେ କୋଚ

ନୂଆଦିଲ୍ଲୀ,୫।୪: ଶୁବମନ ଗିଲ ଶନିବାର ଅହମଦାବାଦରେ ଗୁଜରାଟ ଟାଇଟାନ୍ସ ଏବଂ ରାଜସ୍ଥାନ ରୟାଲ୍ସ ମଧ୍ୟରେ ଅନୁଷ୍ଠିତ ଆଇପିଏଲ ୨୦୨୬ର ୯ମ ମ୍ୟାଚ ଖେଳିପାରି ନଥିଲେ। ତାଙ୍କ ଅନୁପସ୍ଥିତିରେ…

ଯାତ୍ରା ଜଗତରେ ପାଦ ଥାପିବେ ବଲିଉଡ୍‌ର ଏହି ସୁପରଷ୍ଟାର, ସୂଚନା ଦେଇ ରାଣୀ ପଣ୍ଡା କହିଲେ ଖୁବ୍‌ଶୀଘ୍ର ମୋ’ ଯାତ୍ରାରେ…

ଭୁବନେଶ୍ୱର,୫ା୪: ଯାତ୍ରା ଅଭିନେତ୍ରୀରୁ ମାଲିକାଣୀ ପାଲଟିଥିବା ରାଣୀ ପଣ୍ଡା ଯାତ୍ରାଜଗତକୁ ନେଇ ଏକ ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି, ବଲିଉଡ୍‌ର ଜଣେ ସୁପରଷ୍ଟାର ତାଙ୍କ ଯାତ୍ରା…

‘ଏହା କେବଳ ଟ୍ରେଲର ମାତ୍ର… ପିକ୍ଚର ଏବେବି ବାକି ଅଛି’, AAPକୁ ନେଇ ନୂଆ ଭିଡ଼ିଓ ଜାରି କଲେ ରାଘବ ଚଢା

ନୂଆଦିଲ୍ଲୀ,୫।୪: ରାଜ୍ୟ ସଭାରେ ଉପନେତା ପଦରୁ ତାଙ୍କୁ ହଟାଇବା ପରେ, ଆମ ଆଦମୀ ପାର୍ଟି (ଆପ) ନେତା ଏବଂ ରାଘବ ଚଢାଙ୍କ ମଧ୍ୟରେ ବାକ ଯୁଦ୍ଧ ତୀବ୍ର…

ଏପ୍ରିଲ ୨୬ରେ ଠାକୁରାଣୀ ଯାତ୍ରା; ଚଳଚଞ୍ଚଳ ଭଞ୍ଜନଗର, ଖୁବଶୀଘ୍ର ଖୋଲିବ ହାତିବନ୍ଧ ପାର୍କ

ଭଞ୍ଜନଗର,୫।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସହରର ଐତିହାସିକ ଠାକୁରାଣୀ ଯାତ୍ରା ଆସନ୍ତା ୨୬ ତାରିଖରୁ ଆରମ୍ଭ ହୋଇ ମେ ମାସ ୨୦ ତାରିଖ ପର୍ଯ୍ୟନ୍ତ ଚାଲିବ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri