Posted inଖେଳ

ବିଶ୍ୱର ଏକମାତ୍ର ଖେଳାଳି, ଯିଏ ଖେଳିଛନ୍ତି ଉଭୟ କ୍ରିକେଟ ଏବଂ ଫୁଟବଲ ବିଶ୍ୱକପ

ୱେଷ୍ଟଇଣ୍ଡିଜର ମହାନ ବ୍ୟାଟ୍ସମ୍ୟାନ ସାର୍‌ ଭିଭିଆନ ରିଚାର୍ଡସ ଆଜି ୭୦ ବର୍ଷରେ ପଦାର୍ପଣ କରିଛନ୍ତି। ରିଚାର୍ଡସ ହେଉଛନ୍ତି ଦୁନିଆର ଏକମାତ୍ର ଖେଳାଳି ଯିଏ କ୍ରିକେଟ ଏବଂ ଫୁଟବଲ ବିଶ୍ୱକପ ଖେଳିଛନ୍ତି । ମାଷ୍ଟର ବ୍ଲାଷ୍ଟର ସଚିନ ତେନ୍ଦୁଲକର ରିଚାର୍ଡସଙ୍କୁ ତାଙ୍କର ଆଦର୍ଶ ବୋଲି ମାନନ୍ତି। ୮୦ ଦଶକରେ କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ ରିଚାର୍ଡସ ଯେତେବେଳେ ପାଟିରେ ଚୁଇଙ୍ଗମ୍‌ ଚୋବାଇ ବିନା ହେଲମେଟରେ କ୍ରିଜକୁ ଯାଉଥିଲେ ସେତେବେଳେ ବୋଲରମାନେ ମଧ୍ୟ ବୋଲିଂ କରିବାକୁ ଭୟ କରୁଥିେଏ।
ଭିଭିଆନ ରିଚାର୍ଡସ ୧୯୫୨ ମସିହାରେ ଆଣ୍ଟିଗୁଆର ସେଣ୍ଟ ଜନ ସହରରେ ଜନ୍ମଗ୍ରହଣ କରିଥିଲେ। ଏହି ଡାହାଣହାତୀ ବ୍ୟାଟ୍ସମ୍ୟାନ ୩୦୦ରୁ ଅଧିକ ଅନ୍ତର୍ଜାତୀୟ ମ୍ୟାଚ ଖେଳିଥିଲେ। ରିଚାର୍ଡସ କେବଳ ଆଣ୍ଟିଗୁଆ ପାଇଁ ୧୯୭୪ ଫିଫା ବିଶ୍ୱକପ ଯୋଗ୍ୟତା ପର୍ଯ୍ୟାୟରେ ଖେଳିଥିଲେ। ୮୦ ରୁ ୯୦ ଦଶକରେ ବିଶ୍ୱ କ୍ରିକେଟରେ ବୋଲରମାନେ ପ୍ରାଧାନ୍ୟ ବିସ୍ତାର କରିଥିବାବେଳେ, ରିଚାର୍ଡସ ନିଜ ପାଇଁ ଏକ ଭିନ୍ନ ପରିଚୟ ସୃଷ୍ଟି କରିଥିଲେ। ୧୯୭୪ ରୁ ୧୯୯୧ ପର୍ଯ୍ୟନ୍ତ ତାଙ୍କର ଆକ୍ରମଣାତ୍ମକ ବ୍ୟାଟିଂ ସହିତ ସେ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ।
ନଭେମ୍ବର ୧୯୭୪ରେ ଭାରତ ବିପକ୍ଷରେ ବେଙ୍ଗାଲୁରୁରେ ଟେଷ୍ଟ କ୍ୟାରିୟର ଆରମ୍ଭ କରିଥିବା ରିଚାର୍ଡସ ୨୪୧ ଶତକ ଏବଂ ୪୫ ଅର୍ଦ୍ଧଶତକ ସହାୟତାରେ ୧୨୧ ଟେଷ୍ଟ ମ୍ୟାଚରେ ୮୫୪୦ ରନ ସଂଗ୍ରହ କରିଥିଲେ। ସେହିପରି ୧୮୭ ଦିନିକିଆରେ ସେ ୬୭୨୧ ରନ କରିଛନ୍ତ। ଏଥିରେ ୧୧ ଶତକ ଏବଂ ୪୫ ଅର୍ଦ୍ଧଶତକ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗ ରାଜନୀତିରେ ହଲଚଲ: ମିଥୁନ୍ ଚକ୍ରବର୍ତ୍ତୀଙ୍କୁ ମିଳିଲା ବଡ଼ ଦାୟିତ୍ବ, କ୍ୟାବିନେଟ୍….

କୋଲକାତା,୭।୧୦: ପଶ୍ଚିମବଙ୍ଗ ସରକାରରେ ଅଭିନେତା ତଥା ଭାଜପା ନେତା ମିଥୁନ ଚକ୍ରବର୍ତ୍ତୀଙ୍କୁ ବଡ଼ ଦାୟିତ୍ବ ମିଳିଛି । ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କ ସରକାର ମିଥୁନଙ୍କୁ ସୂଚନା ଓ…

ଭୟଙ୍କର ଦୁର୍ଘଟଣା; ଟ୍ରକ୍‌-ବାଇକ୍‌ ଧକ୍କାରେ ଆଖିବୁଜିଲେ ଉପେନ୍ଦ୍ର

ପାରଳାଖେମୁଣ୍ଡି, ୭।୧୦ (ଗିରିଧାରୀ ପରିଛା): ଗଜପତି ଜିଲା ଗୋଷାଣି ବ୍ଲକ୍‌ ଅନ୍ତର୍ଗତ ଗୁରାଣ୍ଡା ଥାନା ପାଟିକୋଟା ଗ୍ରାମ ନିକଟରେ ଟ୍ରକ୍‌-ବାଇକ୍‌ ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି…

ଆଡଭାନୀଙ୍କୁ ବାସଭବନରେ ସାକ୍ଷାତ କଲେ ମୋଦି, କହିଲେ….

ନୂଆଦିଲ୍ଲୀ,୭।୧୦: ଭାରତୀୟ ରାଜନୀତିରେ ନରେନ୍ଦ୍ର ମୋଦିଙ୍କ ଶାସନ ଯାତ୍ରାକୁ ୨୫ ବର୍ଷ ପୂରିଛି। ଏହି ଅବସରରେ ବୁଧବାର ଭାଜପାର ବରିଷ୍ଠ ନେତା ଲାଲକୃଷ୍ଣ ଆଡଭାନୀଙ୍କୁ ତାଙ୍କ ବାସଭବନରେ…

କେନ୍ଦ୍ରାପଡ଼ାରେ ଚାଞ୍ଚଲ୍ୟ, କଲେଜରେ ପଶି ଅଧ୍ୟାପିକାଙ୍କୁ ଅସଦାଚରଣ କଲେ….

କେନ୍ଦ୍ରାପଡା,୭।୧୦(ଜଗନ୍ନାଥ ଧଳ): କେନ୍ଦ୍ରାପଡା ସଦର ଥାନା ଅଧୀନ ଏକ କେଲଜ ଅଧ୍ୟାପିକାଙ୍କୁ ଅସଦାଚରଣ କରାଯାଇଥିବା ନେଇ ଅଭିଯୋଗ ହୋଇଛି । ଜଣେ ଅଭିଭାବକ କଲେଜରେ ପଶି ତାଙ୍କୁ…

ରଣଜୀ ଟିମ୍‌ରେ କଳାହାଣ୍ଡିର ଦିନେଶ ମାଝୀ, ଛୁଟୁଛି ଶୁଭେଚ୍ଛାର ସୁଅ

ଭବାନୀପାଟଣା,୭।୧୦(ଉତ୍ତମ କୁମାର ଦାଶ): ଓଡ଼ିଶା କ୍ରିକେଟ ଆସୋସିଏସନ୍ ପକ୍ଷରୁ ୨୦୨୬-୨୭ ସିଜନ ଡୋମେଷ୍ଟିକ୍ ବିସିସିଆଇ ଟୁର୍ନାମେଣ୍ଟର ପ୍ରଥମ ଦୁଇଟି ମ୍ୟାଚ୍ ପାଇଁ ଓଡ଼ିଶା ରଣଜୀ ଦଳର ୧୭…

ଜ୍ଞାନେଶ କୁମାରଙ୍କ ବିରୋଧରେ ବିରୋଧୀଙ୍କ ଆନ୍ଦୋଳନ ଜାରି, ରାହୁଲଙ୍କୁ ଉଠାଇ ନେଲା ପୋଲିସ

ନୂଆଦିଲ୍ଲୀ,୭।୧୦: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ବିରୋଧୀ ଦଳଗୁଡ଼ିକର ଆନ୍ଦୋଳନ ଥମିବାର ନାଁ ନେଉନାହିଁ । ମଙ୍ଗଳବାର ଦିନତମାମ ଧାରଣା ପରେ ଆଜି ‘ଇଣ୍ଡିଆ’…

ପାଟପୁରରେ ଦକ୍ଷିଣ ଓଡ଼ିଶା ବାଳିକା କବାଡ଼ି ପ୍ରତିଯୋଗିତା; ଗଜପତି ଜିଲାର ରାମଗିରି ଚାମ୍ପିୟନ, ମାଲକାନଗିରି ଉପ ବିଜେତା

ଦିଗପହଣ୍ଡି,୭।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମ ସ୍ଥିତ ବିଶ୍ୱାସରାୟ ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ କବାଡ଼ି ପ୍ରତିଯୋଗିତା ଜାରି ରହିଥିଲା…

ଛାତ୍ର ସଂସଦ ନିର୍ବାଚନକୁ ନେଇ ବଲାଙ୍ଗୀର କଲେଜରେ ଉତ୍ତେଜନା

ବଲାଙ୍ଗୀର,୭ା୧୦(ସୁନିଲ କୁମାର ମହାନ୍ତି): କଲେଜ ନିର୍ବାଚନକୁ ନେଇ ଏବେଠୁ ବଲାଙ୍ଗିର ଜିଲାରେ ଉତ୍ତେଜନା ଦେଖାଦେଲାଣି। ବଲାଙ୍ଗୀର ପୁଇଁନ୍ତଳା ନିକଟରେ ଥିବା ସରକାରୀ ବଲାଙ୍ଗୀର କଲେଜରେ ଉତ୍ତେଜନା ଦେଖାଦେବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?