ବାଲୁକା କଳାରେ ବିଗ୍‌ ବିଙ୍କୁ ଜନ୍ମଦିନ ଶୁଭେଚ୍ଛା

ପୁରୀ ଅଫିସ ୧୧।୧୦: ବଲିଉଡ ସୁପରଷ୍ଟାର ଅଭିନେତା ଅମିତାଭ ବଚ୍ଚନଙ୍କ ଆଜି ଜନ୍ମଦିନ। ତାଙ୍କର ଏହି ଜନ୍ମ ଦିବସ ଅବସରରେ ଫ୍ୟାନ, ଫଲୋର୍ସଙ୍କଠାରୁ ଆରମ୍ଭ କରି ବିଭିନ୍ନ ମହଲରୁ ଜନ୍ମଦିନର ଶୁଭେଚ୍ଛାର ସୁଅ ଛୁଟୁଛି।
ଏହି ଅବସରରେ ଅନ୍ତର୍ଜାତୀୟ ବାଲୁକା ଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ ପୁରୀର ସ୍ବର୍ଣ୍ଣାଭ ବେଳାଭୂମିରେ ବିଗ୍‌ ବିଙ୍କ ଏକ ସୁନ୍ଦର କଳାକୃତି ନିର୍ମାଣ କରିବା ସହ ଜନ୍ମଦିନର ଅଭିନନ୍ଦନ ଜଣାଇଛନ୍ତି। ୭ଟନ ବାଲି ସାହାଯ୍ୟରେ ପ୍ରାୟ ୧୨ଫୁଟ ଲମ୍ବ ଓ ୫ଫୁଟ ଉଚ୍ଚତା ବିଶିଷ୍ଟ ବିଗ୍‌ ବିଙ୍କ କଳାକୃତି ନିର୍ମାଣ କରିଛନ୍ତି ସୁଦର୍ଶନ । ସେ ପ୍ରତ୍ୟେକ ବର୍ଷ ବିଗ୍‌ ବିଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଥାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହାଟଡ଼ିହୀରେ ସରକାରୀ ପାଣ୍ଠି ହେରଫେର ଅଭିଯୋଗ: ଅଫିସରେ ବସି ତଦନ୍ତ ସାରିବା ନେଇ ଅଭିଯୋଗକାରୀଙ୍କ ଅସନ୍ତୋଷ

ହାଟଡ଼ିହୀ,୧୩।୮(ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ ଅଧୀନ ସଢ଼ା ପଞ୍ଚାୟତରେ ବିଭିନ୍ନ ସରକାରୀ ଉନ୍ନୟନ କାର୍ଯ୍ୟରେ ଅନୁଦାନ ହେରଫେର ହୋଇଥିବା ଅଭିଯୋଗର ଏକମାସ ପରେ ତଦନ୍ତ ହୋଇଥିଲେ…

ମନ୍ତ୍ରୀଙ୍କ ଅପେକ୍ଷାରେ ଠିଆ ହୋଇଥିଲେ, ହଠାତ ବେହୋସ୍‌ ହେଲେ ଛାତ୍ରୀ

ମୁମ୍ବାଇ,୧୩।୮: ସିଙ୍ଗରାଉଲି ଜିଲାର ଚିତ୍ରାଙ୍ଗୀ ତହସିଲରେ ଜାତିର ଗର୍ବ ଏବଂ ସମ୍ମାନର ପ୍ରତୀକ ସ୍ବରୂପ ଏକ ‘ତ୍ରିରଙ୍ଗା ଯାତ୍ରା’ (ତ୍ରିରଙ୍ଗା ଶୋଭାଯାତ୍ରା) ଆୟୋଜନ କରାଯାଇଥିଲା; କିନ୍ତୁ, ଯେତେବେଳେ…

ବିଦ୍ୟାଳୟ ରାସ୍ତାରେ ଗଛ ପକାଇ ଅବରୋଧ: ରାସ୍ତା ଉପରେ ପାଠ ପଢ଼ିଲେ ଛାତ୍ରଛାତ୍ରୀ, ୪ ଘଣ୍ଟା ପରେ…

ଡୁଙ୍ଗୁରିପାଲି ୧୩।୮(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ନାଇକେନପାଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟକୁ ଯିବା ରାସ୍ତାରେ ଜଣେ ବ୍ୟକ୍ତି ଗଛ ପକାଇ ଅବରୋଧ କରିବାର…

ନର୍ସ ମୃତ୍ୟୁ ମାମଲା: ଆକ୍ସନରେ ସରକାର…

କୋଲକାତା, ୧୩।୮: କୋଲକାତାର ପ୍ରମୁଖ ନୀଳରତନ ସରକାରୀ ମେଡିକାଲ କଲେଜ ଏବଂ ହସ୍ପିଟାଲ(ଏନ୍‌ଆର୍‌ଏସ୍‌) ଶୌଚାଳୟରୁ ଜଣେ ୩୦ ବର୍ଷୀୟା ଷ୍ଟାଫ ନର୍ସଙ୍କ ମୃତଦେହ ଉଦ୍ଧାର ହୋଇଛି। ଶୌଚାଳୟ…

“ଆଟ୍ ହୋମ୍” କାର୍ଯ୍ୟକ୍ରମରେ ଯୋଗଦେବେ ରାଷ୍ଟ୍ରପତି ପୁରସ୍କାର ପ୍ରାପ୍ତ ଶିକ୍ଷକ ଅଜିତ ସେଠୀ

ଛତ୍ରପୁର,୧୩|୮(ଦିଲ୍ଲୀପ ସାମଲ / ଦ୍ଵାରିକା ପଟନାୟକ): ଆଗାମୀ ସ୍ୱାଧୀନତା ଦିବସ ଅବସରରେ ରାଜଭବନ ତଥା ଲୋକ ସେବା ଭବନରେ ଆୟୋଜିତ ହେବାକୁ ଥିବା ସ୍ୱତନ୍ତ୍ର “ଆଟ୍ ହୋମ୍”…

ଅଟୋକୁ ଅଟକାଇ ଦମ୍ପତିଙ୍କୁ ହତ୍ୟା ଉଦ୍ୟମ ସହ ଲୁଟ୍, ଜେଲ ଗଲେ ୩ ଅଭିଯୁକ୍ତ

ଦିଗପହଣ୍ଡି,୧୩|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ଗ୍ରାମ ନିକଟରେ ଏକ ଯାତ୍ରୀବାହୀ ଅଟୋକୁ ଅଟକାଇ ଦମ୍ପତିଙ୍କୁ ହତ୍ୟା ଉଦ୍ୟମ କରିବା ସହ ୨୨୦୦…

Chamoli Pipalkoti Tunnel Collapse: ସୁଡଙ୍ଗରେ ହଠାତ ପଶିଗଲା ପାଣି କାଦୁଅ, ଫସି ରହିଛନ୍ତି ୨୦ରୁ ଅଧିକ ଶ୍ରମିକ, ୧୦ ଜୀବିତ ଉଦ୍ଧାର

ଚାମୋଲି,୧୩।୮: ଉତ୍ତରାଖଣ୍ଡର ପର୍ବତମାଳାରେ ପ୍ରକୃତି ପୁଣିଥରେ ତା’ର ବିନାଶକାରୀ ଶକ୍ତି ପ୍ରଦର୍ଶନ କରିଛି। ଚାମୋଲିର ପିପଲକୋଟି ଅଞ୍ଚଳରେ ଏକ ପ୍ରମୁଖ ସୁଡ଼ଙ୍ଗ ପ୍ରକଳ୍ପ ସମୟରେ ଏକ ଦୁର୍ଘଟଣା…

ଗାଲେ ଟେଷ୍ଟ ପୂର୍ବରୁ କୋଚ୍‌ଙ୍କ ବଡ଼ ବୟାନ, ଏହି ୩ ସ୍ପିନର ଦଳରେ ହୋଇପାରନ୍ତି ସାମିଲ

ଗାଲେ,୧୩ା୮: ଶନିବାରଠାରୁ ଶ୍ରୀଲଙ୍କା ବିପକ୍ଷରେ ଖେଳାଯିବାକୁ ଥିବା ପ୍ରଥମ ଟେଷ୍ଟ କ୍ରିକେଟ ମ୍ୟାଚ୍‌ ଲାଗି ଭାରତୀୟ ଦଳରେ ୩ ବାମହାତୀ ସ୍ପିନରଙ୍କୁ ସାମିଲ କରାଯାଇପାରେ। ଏ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri