ରାମ ଗୋପାଳ ବର୍ମାଙ୍କ ପ୍ରେମରେ ପାଗଳ ହୋଇ ଉର୍ମିଳା ବିବାହ କରିଥିଲେ ୧୦ ବର୍ଷ ସାନ ଯୁବକଙ୍କୁ

ମୁମ୍ବାଇ: ବଲିଉଡ ରଙ୍ଗିଲା ଗର୍ଲ ଉର୍ମିଳା ମାତୋଣ୍ଡକର ୪୮ ବର୍ଷ ବୟସରେ ପଦାର୍ପଣ କରିଛନ୍ତି । ଫେବୃୟାରୀ ୪, ୧୯୭୪ରେ ମୁମ୍ବାଇରେ ଜନ୍ମ ନେଇଥିବା ଉର୍ମିଳା ଅଭିନୟ ସହ ରାଜନୀତିରେ ବି ନିଜର ଜଲୱା ଦେଖାଇ ଦେଇଛନ୍ତି । ଜଣେ ଶିଶୁ କଳାକାର ଭାବେ ପ୍ରଥମେ ଉର୍ମିଳା ତାଙ୍କ ଅଭିନୟ କ୍ୟାରିୟର ଆରମ୍ଭ କରିଥିଲେ । ଫିଲ୍ମ ‘ମାସୁମ’ରେ ସେ ଶିଶୁ କଳାବାର ଭାବେ ନଜର ଆସିଥିଲେ । ଏଥିରେ ତାଙ୍କ ଅଭିନୟକୁ ସମସ୍ତେ ଖୁବ୍ ପସନ୍ଦ କରିଥିଲେ । ଏଥିରେ ଥିବା ଗୀତ ‘ଲକଡି କି କାଡି କାଠି ପେ ଘୋଡା’ ହିଟ୍ ହେବା ପରେ ସେ ଷ୍ଟାର ପାଲଟି ଯାଇଥିଲେ ।
ଏହାପରେ ଉର୍ମିଳା ନିର୍ଦ୍ଦେଶକ ରାମ ଗୋପାଳ ବର୍ମାଙ୍କ ଫିଲ୍ମ ‘ରଙ୍ଗିଲା’ରେ ନଜର ଆସିଥିଲେ । ଏହା ବି ସୁପର ହିଟ୍ ହୋଇଥିଲା । ଏହାପରେ ସେ ପଡିଯାଇଥିଲେ ରାମ ଗୋପାଳ ବର୍ମାଙ୍କ ପ୍ରେମରେ । ତାଙ୍କ ନିର୍ଦ୍ଦେଶନାରେ ଅଭିନେତ୍ରୀ ସତ୍ୟା, ଭୁତ ଓ କୌନ ଭଳି ଫିଲ୍ମ କରିଥିଲେ ବି ତାହା ହିଟ୍ ହୋଇ ନ ଥିଲା । ଏପଟେ ପ୍ରେମରେ ପଡି ଉର୍ମିଳା ଧିରେ ଧିରେ ତାଙ୍କ କ୍ୟାରିୟରକୁ ନଷ୍ଟ କରି ଦେଇଥିଲେ ବୋଲି କୁହାଯାଏ । କାରଣ ରାମ ଗୋପାଳ ବର୍ମାଙ୍କ ସହ ରିଲେସନକୁ ନେଇ କେହି ନିର୍ଦ୍ଦେଶକ ତାଙ୍କୁ ଫିଲ୍ମରେ ସୁଯୋଗ ଦେବାକୁ ପଛଘୁଞ୍ଚା ଦେଇଥିଲେ । ତେବେ ଉଭୟ ନିଜର ରିଲେସନଶିପକୁ ନେଇ କେବେ ମୁହଁ ଖୋଲି ନାହାନ୍ତି । ଏମିତିକି କିଛିଦିନ ପରେ ଉଭୟ ଅଲଗା ହୋଇଯାଇଥିଲେ । ଏହାପରେ ଉର୍ମିଳା କଶ୍ମୀର ମଡେଲ ତଥା ବିଜନେସ ମ୍ୟାନ ମୋହସିନ ଅଖତର ମିରଙ୍କୁ ୨୦୧୬ରେ ବିବାହ କରିଥିଲେ । ଏବେ ଉର୍ମିଳା ବଲିଉଡଠାରୁ ଦୂରେଇ ଯାଇଥିବା ବେଳେ ସକ୍ରିୟ ରାଜନୀତିରେ ପାଦ ରଖିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

କଂଗ୍ରେସ ନେତା ଶଶି ଥରୁରଙ୍କ କନଭଏ ଉପରେ ଆକ୍ରମଣ, ବନ୍ଧୁକଧାରୀ ସହ ଡ୍ରାଇଭର ଆହତ

ଥିରୁଭାନନ୍ତପୁରମ,୪।୪: କଂଗ୍ରେସ ଏମପି ଶଶି ଥରୁରଙ୍କ ବନ୍ଧୁକଧାରୀ ଏବଂ ଡ୍ରାଇଭରଙ୍କ ଉପରେ ଆକ୍ରମଣ ସମ୍ପର୍କିତ ଏକ ଘଟଣା ସାମ୍ନାକୁ ଆସିଛି। ଏହି ଘଟଣା କେରଳର ୱାଣ୍ଡୁର ଅଞ୍ଚଳରେ…

ମେଡିକାଲ ଯାଇଥିଲେ ମା’ ବାପା: ଫେରିଲା ବେଳକୁ ୧୩ ବର୍ଷର ପୁଅକୁ ମାରି ଟାଙ୍ଗିଦେଇଛି…

କଳିଙ୍ଗନଗର,୪ା୪(ଶୁଭାଶିଷ ରାଉତ): ଯାଜପୁର ଜିଲା କଳିଙ୍ଗନଗର ଥାନା ଅନ୍ତର୍ଗତ ବାରାଖାଇ ଗ୍ରାମରେ ପୂର୍ବ ଶତ୍ରୁତାରୁ ଜଣେ ନାବାଳକଙ୍କୁ ଶୁକ୍ରବାର ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ମୃତକ ହେଲେ…

ଦରକାର ଥିଲା ପୁଅ, ସ୍ତ୍ରୀ ପେଟରେ ଝିଅ ଥିବା ଜାଣି ଏମିତି କାଣ୍ଡ ଘଟାଇଲେ ସ୍ବାମୀ

ହାଇଦ୍ରାବାଦ,୪।୪: ତେଲେଙ୍ଗାନାର ହନମକୋଣ୍ଡାରେ ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି । ଆଝାରୁଦ୍ଦିନ ନାମକ ଜଣେ ବ୍ୟକ୍ତି ତାଙ୍କ ଗର୍ଭବତୀ ପତ୍ନୀ ଏବଂ ଦୁଇ ଝିଅଙ୍କୁ…

କେନାଲରୁ ମିଳିଲା ଶୁଭଲକ୍ଷ୍ମୀଙ୍କ ମୃତଦେହ, ହତ୍ୟା ସନ୍ଦେହ, ପଡ଼ୋଶୀ ଘରକୁ ପଶିଲା ସନ୍ଧାନୀ କୁକୁର

ରାଜନଗର, ୪ା୪(ଭାସ୍କର ରାଉତରାୟ): ନିଖୋଜ ଥିବା ଶୁଭଲକ୍ଷ୍ମୀଙ୍କ ମୃତଦେହ ଶୁକ୍ରବାର କେନାଲରୁ ମିଳିଛି। ଗାଁ ନିକଟ କେନାଲରେ ଖୋଜାଖୋଜି ପୂର୍ବରୁ ମୃତଦେହ ଭାସି ଆସିଥିବା ଦେଖିବାକୁ ମିଳିଥିଲା।…

ଶେଷ ହେବ ନାହିଁ ଯୁଦ୍ଧ? ଚିନ୍ତାରେ ପଡ଼ିଲାଣି ଆମେରିକା, ବଢାଇପାରେ ଡିଫେନ୍ସ ବଜେଟ

ଓ୍ବାଶିଂଟନ,୪।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ୩୬ ତମ ଦିନରେ ପହଞ୍ଚିଛି। ନିରନ୍ତର ଆକ୍ରମଣ ଏବଂ ପ୍ରତିଶୋଧମୂଳକ ଆକ୍ରମଣ ମଧ୍ୟରେ, ପରିସ୍ଥିତି କ୍ରମଶଃ…

ଗଛ କାଟୁଥିବା ବେଳେ ଉପରେ ପଡିଗଲା ଡାଳ; ୨୦ ଫୁଟ ଉପରେ ଝୁଲି ରହିଲେ ଯୁବକ, ତାପରେ…

ଉଦଳା,୪।୪(ସନ୍ତୋଷ କୁମାର ବାଛିନୀ): କପ୍ତିପଦା ଥାନା କଟୁରିଆ ଗ୍ରାମରେ ଅଭାବନୀୟ ଘଟଣା । ଗଛ ଉପରେ ଚଢ଼ି ଡାଳ କାଟୁଥିବା ବେଳେ ଉପରେ ପଡିଗଲା ଆଉ ଏକ…

ଇରାନକୁ ଫାଇନାଲ୍‌ ଅଲ୍ଟିମେଟମ: ହର୍ମୁଜ ନ ଖୋଲିଲେ…

ଓ୍ବାଶିଂଟନ୍‌,୪।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣିଥରେ ଇରାନକୁ ଅଲ୍ଟିମେଟମ ଦେଇଛନ୍ତି। ସେ କହିଛନ୍ତି, ଇରାନ ଯଦି ହର୍ମୁଜ ଷ୍ଟ୍ରେଟ୍‌ ନ ଖୋଲେ, ତେବେ ଆମେରିକା ପାଓ୍ବାର…

ଇରାନକୁ ନୁହେଁ, ବରଂ ନିଜ ପାଇଁ ସମୟସୀମା ଧାର୍ଯ୍ୟ କଲେ ଟ୍ରମ୍ପ, ଏହି ତାରିଖକୁ ରଖିଥିଲେ ଡେଡ ଲାଇନ

ଓ୍ବାଶିଂଟନ,୪।୪: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନକୁ ଆତ୍ମସମର୍ପଣ ପାଇଁ ଏପ୍ରିଲ ୬ ପର୍ଯ୍ୟନ୍ତ ସମୟସୀମା ଦେଇଥିଲେ। ତଥାପି, ଏହା ଏବେ ସ୍ପଷ୍ଟ ହୋଇଯାଇଛି ଯେ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri