ହଲିଉଡ୍‌ ଅଭିନେତା ଓ୍ବାରେନ୍‌ ବର୍ଲିଙ୍ଗରଙ୍କ ପରଲୋକ

ଓ୍ବାଶିଂଟନ, ୫।୧୨-ହଲିଉଡ୍‌ ଅଭିନେତା ଓ୍ବାରେନ୍‌ ବର୍ଲିଙ୍ଗର ପରଲୋକ ହୋଇଯାଇଛି। ୮୩ ବର୍ଷ ବୟସରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ‘ହାପି ଡେଜ୍‌’ ଏବଂ ‘ଦି କାନନବଲ୍‌ ରନ୍‌’ରେ ଅଭିନୟ ପାଇଁ ସେ ବେଶ ଜଣାଶୁଣା ଥିଲେ। କାଲିଫର୍ନିଆର ଭାଲେନ୍‌ସିଆସ୍ଥିତ ହେନ୍‌ରି ମାୟୋ ନ୍ୟୁହଲ ହସ୍ପିଟାଲରେ ତାଙ୍କର ପରଲୋକ ହୋଇଥିବା ଝିଅ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତୀୟ ବିଚାରପତିଙ୍କ ରୁଷିଆ ବିରୋଧରେ ମତଦାନ…

ହେଗ୍‌,୧୭।୩ : ୟୁକ୍ରେନରେ ତୁରନ୍ତ ସାମରିକ କାର୍ଯ୍ୟ ବନ୍ଦ କରିବାକୁ ରୁଷିଆକୁ ଅନ୍ତର୍ଜାତୀୟ ନ୍ୟାୟାଳୟ (ଆଇସିଜେ) କହିଛି। ଏହି ପ୍ରସଙ୍ଗରେ ୧୩-୨ ମତଦାନ ପରେ ଆଇସିଜେ...

ଚାଇନାକୁ ପଛରେ ପକାଇଲା ଇଟାଲି: ମୃତଦେହ ସଂସ୍କାର ପାଇଁ ନେବାକୁ ପଡୁଛି ସେନାର ସହାୟତା

ରୋମ,୨୦।୩: ଚାଇନାରୁ ଆରମ୍ଭ ହୋଇଥିବା କରୋନା ଭାଇରସ ଏବେ ତା’ର ଠିକଣା ବଦଳାଇ ଇଟାଲିରେ କାୟା ବିସ୍ତାର କରି ଚାଲିଛି। ଏବେ ପର୍ଯ୍ୟନ୍ତ ଇଟାଲିରେ କରୋନା...

ପାକିସ୍ତାନର ବନ୍ଧୁ କୁହାଯାଉଥିବା ତୁର୍କୀ ଦେଖାଇଲା ତା’ର ଅସଲ ରୂପ

ଅଙ୍କାରା,୩୧।୮: ପାକିସ୍ତାନ ସହ ବନ୍ଧୁତ୍ୱର ସମ୍ପର୍କ ଦେଖାଉଥିବା ତୁର୍କୀର ଅସଲ ଚେହେରା ଏବେ ପଦାକୁ ଆସିଛି। ଘଟଣା ହେଲା ତୁର୍କୀ ଏବେ ପାଖାପାଖି ୫୧ ଜଣ...

ବ୍ରାନ୍‌ସନ୍‌ଙ୍କଠାରୁ ଟିକେଟ କିଣିଲେ ମସ୍କ

ସ୍ପେସ୍‌ଏକ୍ସ ଏବଂ ଟେସ୍‌ଲା ସିଇଓ ଏଲନ ମସ୍କ ଗତ ୧୧ ତାରିଖରେ ମହାକାଶ ଯାଇ ଫେରିଥିବା ବ୍ରିଟିଶ ବିଲିୟନେୟାର ରିଚାର୍ଡ ବ୍ରାନସନ୍‌ଙ୍କଠାରୁ ସ୍ପେସ୍‌ ଟିକେଟ କିଣିଛନ୍ତି।...

ୟୁକ୍ରେନ୍‌ ଯୁଦ୍ଧରେ ସ୍ନାଇପର ‘ଓ୍ବାଲି’ଙ୍କ ଏଣ୍ଟ୍ରି…

କ୍ୱିଭ୍‌, ୧୨।୩: ରୁଷିଆ ବିରୋଧରେ ୟୁକ୍ରେନର ସହିତ ମିଶି ଲଢ଼ିବା ପାଇଁ ପୃଥିବୀର ସର୍ବଶ୍ରେଷ୍ଠ ସ୍ନାଇପର ‘ଓ୍ବାଲି’ ଏବେ ଯୁଦ୍ଧରେ ଏଣ୍ଟ୍ରି କରିଛନ୍ତି। ବର୍ତ୍ତମାନ ରୁଷିଆ...

ନ୍ୟୁୟର୍କରେ କରୋନାର ମୃତ୍ୟୁତାଣ୍ଡବ: ୧୧ ଭାରତୀୟ ମୃତ; ୧୬ ପଜିଟିଭ୍‌

ନୂଆଦିଲ୍ଲୀ/ଓ୍ବାଶିଂଟନ,୯।୪: କରୋନା ସଂକ୍ରମଣ ନେଇ ଆମେରିକାରେ ଆତଙ୍କ ଦେଖାଦେଇଛି। ଏଠାରେ କରୋନା ସଂକ୍ରମଣ ଯୋଗୁ ୧୧ ଜଣ ଭାରତୀୟଙ୍କ ମୃତ୍ୟୁ ଘଟିଛି। ସେମାନଙ୍କ ମଧ୍ୟରୁ ଅଧିକାଂଶ...

ପାକିସ୍ତାନରେ ସର୍ଜିକାଲ ଷ୍ଟ୍ରାଇକ କଲା ଇରାନ

ଇସଲାମାବାଦ,୫।୨: ପାକିସ୍ତାନ ଭିତରେ ପ୍ରବେଶ କରି ସର୍ଜିକାଲ ଷ୍ଟ୍ରାଇକ କରିଛି ଇରାନ। ଇରାନର ରିଭୋଲ୍ୟୁସନାରୀ ଗାର୍ଡ(ଆଇଆରଜିସି) ପକ୍ଷରୁ ଗୁଇନ୍ଦା ସୂଚନା ଆଧାରରେ ପାକିସ୍ତାନରେ ଅପରେସନ କରିଥିଲା...

ମର୍କେଲଙ୍କ ପାର୍ଟିର ପରାଜୟ

ବର୍ଲିନ୍‌, ୨୮ା୯: ଜର୍ମାନୀର ସାଧାରଣ ନିର୍ବାଚନରେ ବିଦାୟୀ ଚାନ୍‌ସେଲର ଆଞ୍ଜେଲା ମର୍କେଲଙ୍କ କଞ୍ଜରଭେଟିଭ ପାର୍ଟି କମ୍‌ ପ୍ରତିଶତ ଭୋଟ ବ୍ୟବଧାନରେ ପରାଜିତ ହୋଇଛି। ମର୍କେଲ ଚଳିତ...

Advertisement
Archives

Model This Week