Posted inଜାତୀୟ

ନା ଇଣ୍ଟରନେଟ ଉପରେ ନିଷେଧ, ନା କୌଣସି ପ୍ରତିବନ୍ଧକ

ଶ୍ରୀନଗର୧୪।୮: କଶ୍ମୀରରେ ଅଗଷ୍ଟ ୧୫ ଏବଂ ଜାନୁୟାରୀ ୨୬ ଭଳି ଜାତୀୟ ଉତ୍ସବ ଅବସରରେ ଉପତ୍ୟକାରେ ପ୍ରଥମେ ଇଣ୍ଟରନେଟ ନିଷେଧ କରାଯାଉଥିଲା, କିନ୍ତୁ ବର୍ତ୍ତମାନ ତାହା ସେପରି ହେବ ନାହିଁ। ଚଳିତ ବର୍ଷ ସ୍ବାଧୀନତା ଦିବସ ଅବସରରେ ଉପତ୍ୟକାରେ ଇଣ୍ଟରନେଟ ସେବା ଚାଲୁ ରହିବ। କେନ୍ଦ୍ର ଶାସିତ ପ୍ରଦେଶରେ ଏହା କ୍ରମାଗତ ଦ୍ୱିତୀୟ ବର୍ଷ ଯେତେବେଳେ ଅଗଷ୍ଟ ୧୫ରେ ଇଣ୍ଟରନେଟ ସେବା ଉପରେ କୌଣସି ପ୍ରତିବନ୍ଧକ ରହିବ ନାହିଁ।

ଚଳିତ ବର୍ଷ ଅଗଷ୍ଟ ୧୫ରେ କଶ୍ମୀରରେ ନା କୌଣସି ପ୍ରତିବନ୍ଧକ କିମ୍ବା ଇଣ୍ଟରନେଟ ସେବା ବନ୍ଦ କରାଯାଇନାହିଁ। ତେବେ କୌଣସି ଅଘଟଣକୁ ରୋକିବା ପାଇଁ ପ୍ରମୁଖ ସ୍ଥାନଗୁଡିକରେ ତିନି ସ୍ତରୀୟ ସୁରକ୍ଷା କଭର ଯୋଗାଇ ଦିଆଯିବ। କଶ୍ମୀରର ବିଭାଗୀୟ କମିଶନର ବିଜୟ କୁମାର ବିଧୁରୀ ଏ ସମ୍ପର୍କରେ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହର୍ମୁଜରେ ୟୁଏଇର ୨ ଟ୍ୟାଙ୍କର ଉପରେ ଆକ୍ରମଣ

ଦୁବାଇ, ୧୫।୮: ହର୍ମୁଜ ପ୍ରଣାଳୀ ଦେଇ ଯାଉଥିବା ୟୁଏଇର ଦୁଇଟି ତେଲ ଟ୍ୟାଙ୍କର ଉପରେ ଡ୍ରୋନ ଆକ୍ରମଣ ହୋଇଛି। ଏହି ଆକ୍ରମଣ ପାଇଁ ସଂଯୁକ୍ତ ଆରବ ଏମିରେଟ୍ସ…

ଲାଲକିଲ୍ଲାରେ ସମ୍ବୋଧନ ପରେ ପିଲାମାନଙ୍କ ଗହଣରେ ନିଜକୁ ହଜାଇ ଦେଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୫।୮: ଦେଶ ଆଜି ତା’ର 80ତମ ସ୍ବାଧୀନତା ଦିବସ ପାଳନ କରୁଛି। ପ୍ରଧାନମନ୍ତ୍ରୀ ମୋଦି ଲାଲକିଲ୍ଲାରୁ ଲଗାତାର 13ତମ ଥର ପାଇଁ ତ୍ରିରଙ୍ଗା ଉତ୍ତୋଳନ କରିଛନ୍ତି। ଲାଲକିଲ୍ଲାର…

ତ୍ରିରଙ୍ଗା ଉଡ଼ାଇଲେ ମୁଖ୍ୟମନ୍ତ୍ରୀ: କହିଲେ, ମୋଦିଙ୍କ ହାତରେ ଦେଶ ଆଜି ସୁରକ୍ଷିତ

ଭୁବନେଶ୍ୱର,୧୫।୮: ଗାନ୍ଧି ମାର୍ଗରେ ରାଜ୍ୟସ୍ତରୀୟ ୮୦ତମ ସ୍ବାଧୀନତା ଦିବସ ସମାରୋହ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଜାତୀୟ ପତାକା ଉତ୍ତୋଳନ କକରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ…

ସେମିକଣ୍ଡକ୍ଟର, ପରମାଣୁ ଶକ୍ତି, ଭୋକାଲ ଫର୍‌ ଲୋକାଲ… ପ୍ରଧାନମନ୍ତ୍ରୀ ମୋଦିଙ୍କ ଅଭିଭାଷଣର ୧୦ଟି ବଡ଼ କଥା

ନୂଆଦିଲ୍ଲୀ,୧୫।୮: ଆଜି ଦେଶ ସ୍ବାଧୀନତାର ୮୦ ବର୍ଷ ପୂରଣ କରୁଛି। ଅଗଷ୍ଟ ୧୫ ଅବସରରେ, ପ୍ରଧାନମନ୍ତ୍ରୀ ମୋଦି ଲଗାତାର 13 ଥର ପାଇଁ ତ୍ରିରଙ୍ଗା ଉତ୍ତୋଳନ କରିଥିଲେ…

Video: ଇଣ୍ଡୋନେସିଆରେ ଭୂକମ୍ପର ଶକ୍ତ ଝଟକା, ସୁନାମି ଆଲର୍ଟ

ଜାକର୍ତ୍ତା,୧୫।୮: ଶନିବାର ସକାଳେ ଇଣ୍ଡୋନେସିଆର ପୂର୍ବ ଭାଗରେ ଏକ ଶକ୍ତିଶାଳୀ ଭୂମିକମ୍ପ ହୋଇଥିଲା। ଫ୍ଲୋରେସ ଦ୍ୱୀପ ନିକଟରେ ୭.୭ ତୀବ୍ରତାର ଭୂମିକମ୍ପ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି…

ସରକାରୀ ପୋଲ ପୋତି ଦେବାରୁ ରାସ୍ତାରେ ଜମୁଛି ପାଣି: ବିପଦ ଆଶଙ୍କା

କେସିଙ୍ଗା, ୧୫/୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲ୍ଲା କେସିଙ୍ଗା ବ୍ଲକ ତାଲଭଅଁରା ସାହାଜପାଟି ଗ୍ରାମ ନିକଟ ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କରେ ଥିବା ସରକାରୀ ପୋଲକୁ ମାଟି ପକାଇ…

ପତାକା ଉତ୍ତୋଳନ ପାଇଁ ଲୁହା ପାଇପ୍‌ ଆଣୁଥିଲେ ଶିକ୍ଷକ, ବାଜିଲା ବିଦ୍ୟୁତ ତାର: ଆଉ ତା’ପରେ ଘଟିଲା…

ସିମୁଳିଆ, ୧୫।୮(ସନ୍ତୋଷ କୁମାର ନାୟକ): ବାଲେଶ୍ୱର ଜିଲା ସିମୁଳିଆ ବ୍ଲକ ମଇତାପୁର ଅଞ୍ଚଳରେ ପ୍ରତିଷ୍ଠିତ ରୟାଲ ହାଇସ୍କୁଲ ଓ ରୟାଲ ପବ୍ଲିକ ସ୍କୁଲ ନାମକ ଏକ ଘରୋଇ…

Gen Zଙ୍କ ସହ Gen Alphaଙ୍କ ପାଇଁ ବଡ଼ ଘୋଷଣା କଲେ ମୋଦି, ମାଗଣାରେ ମିଳିବ…

ନୂଆଦିଲ୍ଲୀ,୧୫।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲାଲକିଲ୍ଲାର ପ୍ରାଚୀରରୁ Gen Z ଏବଂ Gen Alphaଙ୍କ ପାଇଁ ଏକ ବଡ଼ ଉପହାର ଘୋଷଣା କରିଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି ଯେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri