ଯାଞ୍ଚ ହେବ ହରଡ଼ ଡାଲି ଷ୍ଟକ୍‌

ନୂଆଦିଲ୍ଲୀ,୧୩ା୮: ଗତ କିଛିଦିନ ହେବ ସାରା ଦେଶରେ ହରଡ଼ ଡାଲିର ଦର ପୂର୍ବାପେକ୍ଷା ବୃଦ୍ଧି ପାଇଚାଲିଛି। କେନ୍ଦ୍ର ସରକାର ଏ ନେଇ ମଧ୍ୟ ରାଜ୍ୟ ସରକାରମାନଙ୍କ ଦୃଷ୍ଟିଗୋଚର ସହ ବଜାର ଉପରେ ନଜର ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି। ବିଶେଷକରି ଦେଶର କେତେକ ଲାଭଖୋର ବ୍ୟବସାୟୀଙ୍କ ଅମାନୁଷିକତା ଯୋଗୁ ହରଡ ଡାଲିର କୃତ୍ରିମ ଅଭାବ ସୃଷ୍ଟି ହେବା ପରିସ୍ଥିତି ଦେଖାଦେଇଛି। ବଜାରରେ ଅଭାବୀ ବିକ୍ରି ଦେଖାଦେଲେ ଡାଲିର ଦର ବଢାଇବାକୁ ଉକ୍ତ ବ୍ୟବସାୟୀମାନେ ଯୋଜନା କରୁଥିବା ସରକାର ବିଶ୍ୱସ୍ତ ସୂତ୍ରରୁ ଖବର ପାଇଛନ୍ତି। ଏହାକୁ ଦୃଷ୍ଟିରେ ରଖି ଡାଲିର ଷ୍ଟକ୍‌ ଯାଞ୍ଚ କରିବାକୁ ରାଜ୍ୟଗୁଡିକୁ ଶୁକ୍ରବାର କେନ୍ଦ୍ର ସରକାର ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଜିଠାରୁ ୩ ଦିନିଆ ‘କ୍ରାଫ୍ଟ ମେଳା’

ନୂଆଦିଲ୍ଲୀ,୧୭।୩:ରିଲାଏନ୍ସ ରିଟେଲ୍ସର ସହଯୋଗୀ ସଂସ୍ଥା ତଥା ଇ କର୍ମସ ପ୍ଲାଟ୍‌ଫର୍ମ ଜିଓ ମାର୍ଟ ପକ୍ଷରୁ ଏକ ୩ଦିନିଆ ସର୍ବବୃହତ୍‌ ହ୍ୟାଣ୍ଡଲୁମ୍‌ ଆଣ୍ଡ ହାଣ୍ଡିକ୍ରାଫ୍ଟ ସାମଗ୍ରୀର ବ୍ୟାପକ...

ବିଶ୍ୱର ୬ଷ୍ଠ ଧନୀ ବ୍ୟକ୍ତି ହେଲେ ମୁକେଶ ଅମ୍ବାନୀ

ନୂଆଦିଲ୍ଲୀ,୧୪।୭: ବିଶ୍ୱର ଶୀର୍ଷ ୧୦ ଧନୀ ତାଲିକାରେ ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍‌ର ଅଧ୍ୟକ୍ଷ ମୁକେଶ ଅମ୍ବାନୀ ବର୍ତ୍ତମାନ ୬ଷ୍ଠ ସ୍ଥାନରେ ପହଞ୍ଚିଛନ୍ତି। ଟେସ୍‌ଲା ଇଙ୍କ୍‌ର ପ୍ରତିଷ୍ଠାତା ଏଲନ...

୨୫ ହଜାର କୋଟି କ୍ଷତି ସହିବ ବିମାନ ଶିଳ୍ପ

ନୂଆଦିଲ୍ଲୀ,୮।୫: ଲକ୍‌ଡାଉନ ପାଇଁ ସାରା ବିଶ୍ୱରେ ବିମାନ ଶିଳ୍ପ ବଜାର ଏବେ କ୍ଷତିଗ୍ରସ୍ତ ସ୍ଥିତିରେ ରହିଛି। କରୋନା ଲକ୍‌ଡାଉନ ପାଇଁ ଭାରତ ବଜାର ୨୫ ହଜାର...

ବ୍ୟାଙ୍କିଙ୍ଗ କ୍ଷେତ୍ରକୁ ଏନ୍‌ପିଏ ଚିନ୍ତା

ନୂଆଦିଲ୍ଲୀ,୪। ୫: ଦେଶର ବ୍ୟାଙ୍କିଙ୍ଗ ସେକ୍ଟର ବର୍ତ୍ତମାନ ଅନାଦାୟ ଋଣ ସମସ୍ୟା ଦେଇ ଗତି କରୁଥିବା ବେଳେ କୋଭିଡ-୧୯ ଯୋଗୁ ଏହି ସମସ୍ୟା ଆହୁରି ବଢିଯିବ...

ମୋଦି ୨.୦ର ପ୍ରଥମ ବଜେଟ; ନିର୍ମଳାଙ୍କ ସମ୍ମୁଖରେ ବିକାଶ ବୃଦ୍ଧିର ଆହ୍ବାନ

ନୂଆଦିଲ୍ଲୀ,୪-୭: ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ଶୁକ୍ରବାର ମୋଦି ସରକାରଙ୍କ ଦ୍ୱିତୀୟ କାର୍ଯ୍ୟକାଳର ପ୍ରଥମ ବଜେଟ ଉପସ୍ଥାପନ କରିବେ। ସେ ଏଭଳି ସମୟରେ ଦେଶର ଅର୍ଥମନ୍ତ୍ରୀ ପଦଭାର...

ପାପଡ, ମହୁ ଖଦୀ ଆୟୋଗର ବିକ୍ରି ବଢ଼ାଇଛି ୨୫%

ନୂଆଦିଲ୍ଲୀ,୧୭ -୮: କାରବାରରେ ମାନ୍ଦାବସ୍ଥା ଦେଖାଦେଇଥିବା ନେଇ ବ୍ୟବସାୟୀ ଗୋଷ୍ଠୀ ଅଭିଯୋଗ କରିଆସୁଛନ୍ତି। କିନ୍ତୁ ଖଦି ଓ ଗ୍ରାମୋଦ୍ୟୋଗ ଆୟୋଗ(କେଭିଆଇସି) ଏହାର ଠିକ୍‌ ଓଲଟା କହୁଛି।...

ବୃଦ୍ଧି ପାଉଛି ଅଶୋଧିତ ତୈଳ ଦର

ନୂଆଦିଲ୍ଲୀ,୧୦ା୫ ଗତ କିଛି ଦିନର ବିରତି ପରେ ପୁଣି ଥରେ ଅଶୋଧିତ ତୈଳ ଦର ଉଚ୍ଚ ପରିମାଣରେ ବୃଦ୍ଧି ପାଉଛି। ଏପରିକି ଅନ୍ତଃରାଷ୍ଟ୍ରୀୟ ବଜାରରେ ହୁ...

ବୈଷ୍ଣୋଦେବୀ ଯାତ୍ରା ବନ୍ଦ: ଶୀତଳ ଭଣ୍ଡାରରେ ୩୦୦ କୋଟିର ଡ୍ରାଏ ଫ୍ରୁଟସ୍‌

କଟରା,୧୫।୬: କରୋନା ସଂକ୍ରମଣ ଯୋଗୁ ଜମ୍ମୁ-କଶ୍ମୀରରେ ବୈଷ୍ଣୋଦେବୀ ଯାତ୍ରା ବନ୍ଦ କରାଯାଇଛି। ଫଳରେ ଏଠାରେ ଡ୍ରାଏ ଫ୍ରୁଟସ୍‌ ଏବଂ ପ୍ରସାଦ ବିକ୍ରି କରୁଥିବା ୪୦୦ରୁ ଅଧିକ...

Advertisement
Archives

Model This Week